୬୫ ବର୍ଷ ହେଲା ଛୁଟି ନେଇନାହାନ୍ତିି ଶତାୟୁ ମହିଳା
ରୋମ: ଇଟାଲୀର ନେବ୍ୟୁନୋ ଗ୍ରାମରେ ରହୁଥିବା ଆନ୍ନା ପୋସି ୧୦୦ ବର୍ଷ ବୟସର ହୋଇଥିଲେ ମଧ୍ୟ ସେ ତାଙ୍କ କଫି ଦୋକାନରେ କାମ କରିବା ସହ ଲୋକଙ୍କୁ କଫି ପରସି ବହୁ ପ୍ରଶଂସା ସାଉଣ୍ଟୁଛନ୍ତି। ଇଟାଲୀର ସବୁଠାରୁ ବୟସ୍କା କଫି ଦୋକାନୀ ଭାବେ…
ସାବୁନ ଫେଣର କଥା: ସାବୁନ ଯେଉଁ ରଙ୍ଗର ହେଉ ନା କାହିଁକି ଫେଣ କିନ୍ତୁ ଧଳାରଙ୍ଗ ଜାଣନ୍ତୁ କାହିଁକି ?
ଗାଧୋଇବା ସମୟରେ ହେଉ କି ଲୁଗା ସଫା ଅବା ବାସନ ମାଜିବାବେଳେ ବ୍ୟବହାର କରାଯାଉଥିବା ସାବୁନ୍ରୁ ଫେଣ ବାହାରୁଥିବା ଦେଖିଥିବେ। ସାବୁନ ଯେଉଁ ରଙ୍ଗର ହେଉ ନା କାହିଁକି ଫେଣ କିନ୍ତୁ ଧଳାରଙ୍ଗର ହୋଇଥାଏ। ତେବେ କେବେ ଭାବିଛନ୍ତି କି ସାବୁନ୍ର…
ଗୁଳି ଫୁଟୁ କି ବୋମା ପଡୁ ଭୟ ନାହିଁ, ବଡ଼ ଆକ୍ରମଣକୁ ରୋକିବ ଏହି ମୁଖ୍ୟମନ୍ତ୍ରୀଙ୍କ ବୁଲେଟ୍ପ୍ରୁଫ୍ ଗାଡ଼ି
ପାଟ୍ନା,୨୭ା୪: ଦେଶରେ ଯେଉଁଭଳି ଭାବରେ ଆତଙ୍କବାଦୀଙ୍କ ଆକ୍ରମଣ ଘଟିଚାଲିଛି ଏଥିରୁ ରକ୍ଷା ପାଇବା ପାଇଁ ନେତାମନ୍ତ୍ରୀମାନେ ନିଜର ସୁରକ୍ଷା ଚିନ୍ତା କରୁଛନ୍ତି। ଖାସ୍ କରି ଏନେଇ ବିହାର ସରକାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କ କାଫ୍ଲା…
ଏତେ ବଡ଼ ପାଟି
ଗୋଟିଏ ୧୦ ପ୍ୟାଟି ଚିଜ୍ ବର୍ଗରକୁ ଏକାଥରକେ ପାଟି ଭିତରେ ପୂରାଇ ଖାଇପାରିବେ? ଭାବୁଥିବେ ଏତେ ବଡ଼ ବର୍ଗର ଭଲା କେମିତି ପାଟି ଭିତରେ ପଶି ପାରିବ? ହେଲେ ଏହା ସମ୍ଭବ। ଆଉ ଏହାକୁ ସମ୍ଭବ କରି ଦେଖାଇଛନ୍ତି ଆମେରିକାର ପର୍ଲ…
ନିଜ ସାମର୍ଥ୍ୟର ପରିଚୟ ଦେଇଥାଏ ପ୍ରଥମ ରୋଜଗାର
ପ୍ରଥମ ଉପାର୍ଜନ ବା ପ୍ରଥମ ଆୟ, ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ; ଯାହା ଆର୍ଥିକ ସ୍ବାଧୀନତା ଓ ଆତ୍ମବିଶ୍ୱାସର ପ୍ରଥମ ପାଦଚିହ୍ନ ହୋଇପାରେ। ମୋ କଥା ଏଠି ମୁଁ କହିବାକୁ ଚାହିଁବି। ବୃତ୍ତି ପାଇଛି ତୃତୀୟ ଶ୍ରେଣୀରୁ। କହିବାକୁ ଗଲେ, ତାହା ମୋ…
ବିମାନରେ ବିଶ୍ବବିଦ୍ୟାଳୟ ଯାଉଛନ୍ତି ଜାପାନୀ ଗାୟିକା, ଦିନକୁ ୨୦ ହଜାର ଟଙ୍କା ଖର୍ଚ୍ଚ
ଟୋକିଓ: ଜାପାନର ପପ୍ ସିଙ୍ଗର ନାକାସିମା ୟୁଜୁକି (୨୨) ନିଜ ବିଶ୍ବବିଦ୍ୟାଳୟ ପାଠପଢ଼ା ପାଇଁ ଦୈନିକ ବିମାନରେ ୪ ଘଣ୍ଟା ଯାତ୍ରା କରୁଛନ୍ତି। ୟୁଜୁକି ନିଜର ଏଣ୍ଟରଟେନ୍ମେଣ୍ଟ କ୍ୟାରିୟର ପାଇଁ ଜାପାନର ରାଜଧାନୀ ଟୋକିଓରେ ରହୁଥିବା ବେଳେ ତାଙ୍କ ବିଶ୍ବବିଦ୍ୟାଳୟ ଦକ୍ଷିଣ-ପଶ୍ଚିମ…
Passport Apply: ଅନ୍ଲାଇନ୍ରେ ପାସପୋର୍ଟ ପାଇଁ କିଭଳି କରିବେ ଆବେଦନ? କେଉଁ ଡକ୍ୟୁମେଣ୍ଟ ଆବଶ୍ୟକ ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୪: ଆଜିର ଡିଜିଟାଲ ଯୁଗରେ, ପାସପୋର୍ଟ କରିବା ବହୁତ ସହଜ ହୋଇଯାଇଛି। କାରଣ ଜଣେ ଘରେ ବସି ଅନଲାଇନ୍ରେ ପାସପୋର୍ଟ ପାଇଁ ଆବେଦନ କରିପାରିବେ। ଏଠାରେ ଆମେ ଆପଣଙ୍କୁ କହିବୁ ଯେ ଅନଲାଇନରେ ପାସପୋର୍ଟ ଆବେଦନ କରିବାର ସମ୍ପୂର୍ଣ୍ଣ ପ୍ରକ୍ରିୟା କ’ଣ?…
ଆତଙ୍କବାଦୀଙ୍କୁ ମାସକୁ ମିଳେ ୫୦ହଜାର ଯାଏ ଦରମା, ଜାଣନ୍ତି କି କେଉଁ ଯୋଗ୍ୟତାରେ ହୁଅନ୍ତି ନିଯୁକ୍ତି?
ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ସମ୍ପ୍ରତି ଆତଙ୍କବାଦୀ ଆକ୍ରମଣ ପୁଣି ଥରେ କଶ୍ମୀର ଉପତ୍ୟକାର ଶାନ୍ତି ଏବଂ ସୁରକ୍ଷାକୁ ଚ୍ୟାଲେଞ୍ଜ କରୁଥିବା ପରି ମନେ ହେଉଛି। ଏହି ଆକ୍ରମଣ ପରେ ସମଗ୍ର ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ସାଧାରଣ ଲୋକଙ୍କଠାରୁ…
ଏହି ଦେଶରେ ହେବ ବିଶ୍ୱର ପ୍ରଥମ ଇଲେକ୍ଟ୍ରିକ ରାସ୍ତା, ଯାତାୟାତ ସମୟରେ ଗାଡ଼ି ହେବ ଚାର୍ଜ
ପ୍ରଯୁକ୍ତିବିଦ୍ୟାର ଆଗମନ ପରଠାରୁ, ବିଶ୍ୱରେ ଲୋକଙ୍କ ପାଇଁ ଅନେକ କାର୍ଯ୍ୟ ସହଜ ହୋଇଯାଇଛି। ଯେପରି AI ଜୀବନକୁ ସହଜ କରିଛି, ସେହିପରି ଅନ୍ୟ ପ୍ରଯୁକ୍ତିବିଦ୍ୟା ମଧ୍ୟ ଏବେ ବହୁତ ଉପଯୋଗୀ ହୋଇଗଲାଣି। ବଜାରରେ ଇଲେକ୍ଟ୍ରିକ କାର ଆସିବା ପରଠାରୁ, କାର ଚଳାଇବା…
ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ବୌଦ୍ଧିକ ସମ୍ପତ୍ତି ଦିବସ, ଚଳିତ ବର୍ଷର ଥିମ୍ ରହିଛି…
ପ୍ରତିବର୍ଷ ଏପ୍ରିଲ ୨୬ରେ ପାଳନ କରାଯାଉଛି ବିଶ୍ୱ ବୌଦ୍ଧିକ ସମ୍ପତ୍ତି ଦିବସ(world intellectual property day)। ଏହା ୨୦୦୦ରେ ବିଶ୍ୱ ବୌଦ୍ଧିକ ସମ୍ପତ୍ତି ସଂଗଠନ (ଡବ୍ଲ୍ୟୁଆଇପିଓ) ଦ୍ୱାରା ପ୍ରତିଷ୍ଠିତ ହୋଇଥିଲା। ସୃଜନଶୀଳତା ଏବଂ ନୂଆ ଭାବର ପ୍ରବର୍ତ୍ତନ (ଅଭିନବତ୍ୱ) ଦ୍ୱାରା ବିଶ୍ୱର…
ଭାଇରସ୍ ସଂକ୍ରମଣରୁ ବଞ୍ଚାଇବ ଚୁଇଂ ଗମ୍: ଜାଣନ୍ତୁ କେମିତି….
କିଛି ଗବେଷଣା କହେ ଚୁଇଂ ଗମ୍ ଅଧିକ ଚୋବାଇବା ସ୍ବାସ୍ଥ୍ୟ ପାଇଁ ଭଲ ନୁହେଁ। ହେଲେ ଏବେ ଏମିତି ଚୁଇଂ ଗମ୍ ତିଆରି କରାଯାଇଛି, ଯାହାକୁ ଚୋବାଇଲେ କିଛି ଭାଇରସ୍ରୁ ମୁକ୍ତି ମିଳିବ। ଆମେରିକା, ପେନ୍ସିଲଭାନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞଙ୍କ ଟିମ୍ ଏକ…
୫୬ ଲକ୍ଷରେ ନିଲାମ ହେଲା ଭଙ୍ଗା ଫୁଲଦାନି
ଲଣ୍ଡନ: ବ୍ରିଟେନ୍ର ଏକ ଭଙ୍ଗା ଏବଂ ପୁରୁଣା ଫୁଲଦାନି ନିଲାମରେ ଏହା ୫୬ ଲକ୍ଷ ଟଙ୍କା (ପ୍ରାୟ ୬୬ ହଜାର ଡଲାର)ରେ ବିକ୍ରି ହୋଇ ଚର୍ଚ୍ଚାରେ ରହିଛି। ଏହି ଫୁଲଦାନିଟି ପ୍ରସିଦ୍ଧ ଜର୍ମାନ-ବ୍ରିଟିଶ ମୃତ୍ତିକା ଶିଳ୍ପୀ ହାନ୍ସ କୋପରଙ୍କ ଏକ ବିରଳ କଳାକୃତି…
Archives


