ଫୁରସତ

ବଳଦ ଗାଡ଼ିରେ ବରଯାତ୍ରୀ ଗଲେ ଯୁବକ

ଜାଲୋର,୧୮।୫: ଆଜିକାଲି ଯୁବକ ଯୁବତୀମାନେ ନିଜ ବିବାହକୁ ମୁହୂର୍ତ୍ତକୁ ଭିନ୍ନ ଓ ସ୍ବତନ୍ତ୍ର କରିବା ପାଇଁ ନିଆରା ଢ଼ଙ୍ଗ ଆପଣାଉଛନ୍ତି। ବିବାହ ପାଇଁ କିଏ ହେଲିକପ୍ଟରରେ ତ ଆଉ କିଏ ବିଳାସପୂର୍ଣ୍ଣ ଗାଡ଼ିରେ ଆଉ କିଏ ଓଟରେ ବରଯାତ୍ରୀ ଯାଉଥିବା ଦେଖିବାକୁ…

ଦିନେ ରାସ୍ତାକଡ଼ରେ ବିକୁଥିଲେ ଫୁଲ,ଏବେ ଆମେରିକାରେ କରିବେ ପିଏଚଡି

କୁହାଯାଏ, ଭାଗ୍ୟ କେତେବେଳେ କାହାର ବଦଳିଯିବ ତାହା କହିବା ଅସମ୍ଭବ। ଏହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି ସରିତା ମାଲି। ଏକଦା ମୁମ୍ବାଇ ରାସ୍ତାରେ ଫୁଲ ବିକ୍ରି କରୁଥିବା ସରିତା ଏବେ କାଲିଫର୍ଣ୍ଣିଆ ୟୁନିଭରସିଟିରୁ ପିଏଚଡି କରିବାକୁ ଯାଉଛନ୍ତି। ସେ ପିଏଚଡି ପାଇଁ…

୧୨୮ତମ ଜନ୍ମଦିନରେ ସୁସ୍ଥ ରହିବାର ରାଜ୍‌ ଖୋଲିଲେ ବୃଦ୍ଧା

ଦକ୍ଷିଣ ଆଫ୍ରିକାର ଉତ୍ତର ପଶ୍ଚିମ ପ୍ରଦେଶର ବାସିନ୍ଦା ଜୋହାନା ମାଜିବୁକୋ ମେ ୧୧ରେ ତାଙ୍କର ୧୨୮ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସେ ଏବେ ବର୍ଷ ପର୍ଯ୍ୟନ୍ତ ସୁସ୍ଥ ରହିବାର ରାଜ୍‌ ଖୋଲିଛନ୍ତି। ଜୋହାନା ଏକ ମକା କ୍ଷେତରେ ଜନ୍ମଗ୍ରହଣ…

ମଣିଷ ଭଳି କୁକୁର କରୁଛି…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଉଚ୍ଚ ଅଟ୍ଟାଳିକାରେ ଲାଗିଛି ୮୦୦ ଗଛ, ୧୪ ହଜାର ଚାରା

ଆଧୁନିକ ଯୁଗରେ ମନୁଷ୍ୟର ସବୁଠାରୁ ବଡ଼ ଆବଶ୍ୟକତା ହେଉଛି ଗଛ। ଏବେ ବିକାଶ ହେତୁ ଗଛଗୁଡ଼ିକୁ ନଷ୍ଟ କରି ଦିଆଯାଉଛି। କିଛି ଲୋକଙ୍କ ମନରେ ଉତ୍ତମ ଧାରଣା ଆସୁଛି। ଏହିପରି ଗୋଟିଏ ଧାରଣା ହେଉଛି (ଭର୍ଟିକାଲ ଫରେଷ୍ଟ)। ଏହା ମାଧ୍ୟମରେ ସହରାଞ୍ଚଳରେ…

ଆକାଶରୁ ଖସୁଛି ରହସ୍ୟମୟ ବଲ୍‌, ଲୋକେ ଆତଙ୍କିତ…

ଅହମଦାବାଦ, ୧୬।୫ : ଗୁଜରାଟର ବହୁ ଗାଁରେ ଏବେ ଆତଙ୍କ ଖେଳି ଯାଇଛି। ଏସବୁ ଗାଁରେ ଆକାଶରୁ ରହସ୍ୟମୟ ବଲ ଆକୃତିର ପଦାର୍ଥ ଖସୁଛି। ଇତିମଧ୍ୟରେ ୫ ଟି ଜିଲାରେ ଏଭଳି ପଦାର୍ଥ ଆକାଶରୁ ଖସିଛି। କିଛି ଦିନ ତଳେ ବଡୋଦରାର…

ଦରମା ନୁହେଁ, କର୍ମଚାରୀଙ୍କୁ ‘ସୁନା’ ଦେଉଛି ଏହି କମ୍ପାନୀ

ପ୍ରତ୍ୟେକ କମ୍ପାନୀର ନିଜସ୍ବ ନୀତି ରହିଛି। କମ୍ପାନୀ କିପରି ଏହାର କର୍ମଚାରୀଙ୍କ ଯତ୍ନ ନେବ ସେ ସମ୍ପର୍କରେ ସ୍ଥିର କରିଥାଏ। କିଛି କମ୍ପାନୀ କର୍ମଚାରୀଙ୍କୁ ବୋନସ, ଛୁଟିଦିନ ଅଫର୍‌ କିମ୍ବା ଖାଦ୍ୟ ଏବଂ ମାର୍କେଟିଂ କୁପନ ଦିଅନ୍ତି, ଆଉ କିଛି କମ୍ପାନୀ…

ଜୀବିତ ଥାଇ ମୃତ୍ୟୁ ଭୋଜନ ଦେଲେ ମହିଳା

ଚଣ୍ଡିଗଡ,୧୬।୫: ହରିୟାଣାର ଫତେହାବାଦ ଜିଲାର ଜଣେ ବୃଦ୍ଧ ମହିଳା ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ଗଞ୍ଜ-ଚିନ୍ଦଡ ନିବାସୀ ୮୦ ବର୍ଷୀୟା ଚାୱଲି ଦେବୀ ଗୋଶାଳା ପାଇଁ ୨.୫ କୋଟି ଟଙ୍କା ମୂଲ୍ୟର ୧୨଼ ଏକର ଜମି ଦାନ ଦେଇଛନ୍ତି। କେବଳ…

ଝିଅ ପାଇଁ ୩୬ ବର୍ଷ ହେବ ପୁରୁଷ ବେଶରେ ରହିଆସୁଛନ୍ତି ମା’

ଚେନ୍ନାଇ,୧୬।୫:ତାମିଲନାଡୁ ଥୁତୁକୁଡି ଜିଲାର ଜଣେ ମହିଳା ନିଜ ଝିଅକୁ ପାଳିପୋଷି ବଡ କରିବା ପାଇଁ ୩୬ ବର୍ଷ ଧରି ପୁରୁଷ ବେଶରେ ରହିଆସୁଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଥୁତୁକୁଡି ଜିଲା କାଟୁନାୟକ୍କାନପତ୍ତି ଗାଁର ୫୭ ବର୍ଷୀୟା ପେଚିୟାମ୍ମଲ ମାତ୍ର…

ଅଗମ୍ୟ ପାହାଡ଼, ଦୁର୍ଗମ ନଦୀପଥକୁ ଭୟ ନ ଥିଲା

କୋଣାର୍କରେ ପଥର ପହଞ୍ଚତ୍ବା କାର୍ଯ୍ୟରେ ଯେଉଁମାନେ ଦାୟିତ୍ୱ ନିର୍ବାହ କରୁଥିଲେ, ସେମାନଙ୍କର ଗମନାଗମନ ପାଇଁ ସୁବିଧା ସୁଯୋଗ ଯୋଗାଇ ଦିଆଯାଇଥିଲା। ଅନେକ ପାହାଡ଼ରୁ ପଥର ଆଣି ଚାପରେ ଲଦିବା ଏବଂ ଚାପ ଆସି ପଦ୍ମତୋଳା ଗଣ୍ଡରେ ପହଞ୍ଚିବା ପରେ ପଥର ଆଣି…

ବାନ୍ଧବୀ, ବୟଫ୍ରେଣ୍ଡଙ୍କୁ ବିବାହ କଲେ ଯୁବତୀ, ଆଉ ତା’ପରେ…

ଏବେ ବିବାହ ଋତୁ ଚାଲିଛି। ନିଆରା ବିବାହର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେଉଛି। ସେମିତି ଏକ ସ୍ବତନ୍ତ୍ର ବିବାହ ଆମେରିକାରେ ଅନୁଷ୍ଠିତ ହୋଇଯାଇଛି। ଏଠି ଦୁଇ ନୁହେଁ, ବରଂ ୩ ଜଣଙ୍କ ମଧ୍ୟରେ ବିବାହ…

କେବଳ ସାଇମଣ୍ଡ୍‌ସ ନୁହନ୍ତି, ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଭାରତର ଏହି ପ୍ରସିଦ୍ଧ ବ୍ୟକ୍ତି

ସଡ଼କ ଦୁର୍ଘଟଣାରେ ଅଷ୍ଟ୍ରେଲୀୟ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡ୍‌ସଙ୍କ ମୃତ୍ୟୁ ହୋଇଛି। ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ। କେବଳ ଆଣ୍ଡ୍ରିୟୁ ନୁହନ୍ତି, ଭାରତର ଅନେକ ପ୍ରସିଦ୍ଧ ବ୍ୟକ୍ତି ମଧ୍ୟ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସାନପୁଅ ସଞ୍ଜୟ ଗାନ୍ଧୀ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?