ଫୁରସତ

ଗାଁଠୁ ଛୋଟ ଦେଶ

ଏଇ ପୃଥିବୀରେ ଏମିତି ବି ଦେଶ ରହିଛି ଯାହାର କ୍ଷେତ୍ରଫଳ ଗୋଟିଏ ଛୋଟ ଗାଁଠାରୁ ବି କମ୍‌। ସେଭଳି ଏକ ଦେଶ ହେଉଛି ମୋନାକୋ। ଜାଣିବା ଏହି ଦେଶ ସମ୍ପର୍କରେ କିଛି ରୋଚକ ତଥ୍ୟ…ବିକାଶ ସୂଚୀ ୧ରୁ ଅଧିକ ଥିବାରେ ଏହା…

ବିମାନ ଦୁର୍ଘଟଣାରେ ୧୦୩ ଲୋକଙ୍କ ହୋଇଥିଲା ମୃତ୍ୟୁ, ବଞ୍ଚି ଯାଇଥିଲେ ଏହି କୁନି ବାଳକ, ଜାଣନ୍ତୁ କିପରି…

କୁହାଯାଏ, ନିମିଷେ ମାତ୍ର ଥିଲେ ପ୍ରାଣ ନ ନେଇ ପାରେ ଜନ୍ତୁରାଣ। ଯଦି ଜୀବନ ଭାଗ୍ୟରେ ଲେଖାଥାଏ, ତେବେ ଯେତେ ବଡ଼ ଦୁର୍ଘଟଣା ହେଲେ ମଧ୍ୟ କେହି କ୍ଷତି କରିପାରିବେ ନାହିଁ। ଲିବିଆରେ ଏପରି ଏକ ଉଦାହରଣ ଦେଖିବାକୁ ମିଳିଛି। ଏଠାରେ…

ଘଣ୍ଟା ବିଜ୍ଞାପନରେ କାହିଁକି ଦେଖିବାକୁ ମିଳେ ୧୦:୧୦ ସମୟ…

ବିଜ୍ଞାପନ ଦେବାର ଅର୍ଥ ଲୋକଙ୍କୁ ସାମଗ୍ରୀ ବିଷୟରେ ଅବଗତ କରାଇବା ଏବଂ ସେମାନଙ୍କୁ ଦ୍ରବ୍ୟର କ୍ରେତା କରିବା। କିନ୍ତୁ ବିଜ୍ଞାପନ ସହିତ ଜଡ଼ିତ କିଛି ରହସ୍ୟ ରହିଛି, ଯାହା ବିଷୟରେ ଆମେ ଜାଣିନାହୁଁ। ଆପଣ ନିଶ୍ଚିତ ଘଣ୍ଟା ବିଜ୍ଞାପନ ଦେଖିଥିବେ। ଏଥିରେ…

ରିକ୍ସାଚାଳକଙ୍କ ଘରେ ବିରିୟାନି ଖାଇଲେ ଆମେରିକୀୟ ମହିଳା, ସୋସିଆଲ ମିଡିଆରେ ଫଟୋ ଶେୟାର କରି ଲେଖିଲେ…

ବୋଧହୁଏ, ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ ‘ଅତିଥି ଦେବ ଭବ’ ଅର୍ଥାତ୍‌ ଅତିଥିମାନଙ୍କୁ ଭଗବାନ ପରି ଗ୍ରହଣ କରାଯାଇଥାଏ। ଆଜିକାଲି ପାଶ୍ଚାତ୍ୟ ଦେଶର ଲୋକମାନଙ୍କ ମଧ୍ୟରେ ଏପରି ବିଶ୍ୱାସ ଆସିଲାଣି। ସମ୍ପ୍ରତି ମହାରାଷ୍ଟ୍ରର ଜଣେ ଅଟୋଚାଳକ ଆମେରିକୀୟ ମହିଳାଙ୍କୁ ବିରିୟାନି…

ବଗିଚାରେ ବୁଲୁଛି ଗୋଲାପୀ ପାରା

ଦୁନିଆରେ ଏପରି ଅନେକ ବିରଳ ପ୍ରଜାତିର ପ୍ରାଣୀ ଅଛନ୍ତି, ଯାହା ଆମ ନଜର ଆଢୁଆଳରେ ରହିଯାଇଥାନ୍ତି। ଯାହା ବିଷୟରେ ବିଶେଷଜ୍ଞମାନେ ମଧ୍ୟ ଅବଗତ ନ ଥାନ୍ତି। ବ୍ରିଟେନରେ ଏପରି ଏକ ଅନନ୍ୟ ତଥା ବିରଳ ପକ୍ଷୀ ସାମ୍ନାକୁ ଆସିଛି। ଯାହା ସାଧାରଣ…

ନାଗୁଣୀକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଲା ନାଗ, ଚର୍ଚ୍ଚାରେ ଅନନ୍ୟ ପ୍ରେମକାହାଣୀ

ମଣିଷର ପ୍ରେମକାହାଣୀ ବିଷୟରେ ଆପଣ ଶୁଣିଥିବେ, ହେଲେ ବିହାରର ଗୋପାଳଗଞ୍ଜ ଜିଲାର ଭୋରେ ବ୍ଲକ ଅଞ୍ଚଳରେ ନାଗ-ନାଗୁଣୀଙ୍କ ପ୍ରେମକାହାଣୀ ଚର୍ଚ୍ଚାର ବିଷୟ ପାଲଟିଛି। ଜିଲାର ଭୋପାଟପୁରା ଗାଁରେ ଥିବା ପୋଖରୀରୁ ମାଛ ଧରିବା ଲାଗି ଜଣେ ବ୍ୟକ୍ତି ଜାଲ ବିଛାଇଥିଲେ। ଭୁଲବଶତଃ…

ପାଇଲଟ ଅସୁସ୍ଥ ହେବାରୁ ଯାତ୍ରୀ ବିମାନକୁ କରାଇଲେ ଅବତରଣ…

ଫ୍ଲୋରିଡା, ୧୨।୫ : ପାଇଲଟ ଅସୁସ୍ଥ ହୋଇପଡିଥିବାରୁ ଜଣେ ଯାତ୍ରୀ ଫ୍ଲୋରିଡାରେ ବିମାନକୁ ଅବତରଣ କରାଇଛନ୍ତି। ସର୍ବସାଧାରଣ ବିମାନ ଉଡ଼ାଣ ରେକର୍ଡିଂରେ ଅଜ୍ଞାତ ବ୍ୟକ୍ତିଙ୍କ ସ୍ବର ଶୁଣିବାକୁ ମିଳିଥିଲା ଯେ ବିମାନକୁ କିପରି ବନ୍ଦ କରାଯିବ ସେ ବିଷୟରେ ତାଙ୍କର କୌଣସି…

ଦୁନିଆର ସବୁଠୁ ଡେଙ୍ଗା ଅମୃତଭଣ୍ଡା ଗଛ, ଉଚ୍ଚତା ଜାଣିଲେ…

ଦୁନିଆରେ ବିଭିନ୍ନ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ପ୍ରତ୍ୟେକ ପ୍ରଜାତିର ଗଛ ନିଜସ୍ବ ସ୍ବତନ୍ତ୍ର ଲମ୍ବ, ମୋଟା ହୋଇଥାନ୍ତି। ଯଦି ଏହା ସ୍ବାଭାବିକଠାରୁ ଟିକିଏ ଅଲଗା ଦେଖାଯାଏ ତେବେ ଏହା ଆଶ୍ଚର୍ଯ୍ୟଜନକ କଥା। ବ୍ରାଜିଲର ଜଣେ କୃଷକଙ୍କ ବାଡ଼ିରେ ଏକ…

ଫଟା ଜୋତାର ମୂଲ୍ୟ ୧.୪୩ ଲକ୍ଷ ଟଙ୍କା

ବିଳାସପୂର୍ଣ୍ଣ ଫ୍ୟାଶନ ବ୍ରାଣ୍ଡ ବାଲେନସିଆଗା ଏକ ନୂଆ ଜୋତା ଲଞ୍ଚ କରିଛି। ଏହି ଜୋତା ବହୁତ ପୁରୁଣା ଏବଂ ଚିରା-ଫଟା ଭଳି ଦେଖାଯାଉଛି। ଏହାର ମୂଲ୍ୟ ଏତେ ଅଧିକ ଯେ ଲୋକମାନେ ଏଥିପାଇଁ ଚାରି ଚକିଆ କିଣି ପାରିବେ। ଏହିପରି ଜୋତାକୁ…

ରକ୍ତ ଚାହେଁ ଏ ଜମି, ବିବାଦୀୟ ସାଇନ ବୋର୍ଡ ଭାଇରାଲ…

ଭୋପାଳ, ୧୨।୫ : ମଧ୍ୟପ୍ରଦେଶର ଛତ୍ରପୁର ଜିଲାର ଏକ ଛୋଟ ଗାଁରେ ଲଗାଯାଇଥିବା ବିବାଦୀୟ ସାଇନ ବୋର୍ଡକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ସାଇନ ବୋର୍ଡ ଏକ ଘରୋଇ ଜମିରେ ଲଗାଯାଇଛି। ଏଁଥିରେ ଲେଖା ଅଛି ଯେ ଏହି…

ରୋଗୀ ସେବାରେ ବ୍ରତୀ

ଅନ୍ୟଙ୍କୁ ନିଷ୍ଠାପର ଭାବେ ସ୍ବାସ୍ଥ୍ୟସେବା ଯୋଗାଇବା ହିଁ ପ୍ରକୃତ ପୂଣ୍ୟ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନର୍ସମାନଙ୍କ କାର୍ଯ୍ୟ ଅତୁଳନୀୟ। ସେମାନଙ୍କ ମହାନ୍‌ କାର୍ଯ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି ଏବଂ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମେ’ ୧୨ରେ ଅନ୍ତର୍ଜାତୀୟ ନର୍ସ…

କଲମ ନା କ୍ଷେପଣାସ୍ତ୍ର…

କୁହାଯାଏ ‘ଖଣ୍ଡାଠାରୁ କଲମର ଶକ୍ତି ଅଧିକ’। ତେବେ ଏଠାରେ ଲେଖିବା ବିଷୟରେ କୁହାଯାଇଥାଏ। ହେଲେ ଏବେ ଏଭଳି ଏକ କଲମ ଚର୍ଚ୍ଚାରେ ଯାହାକୁ ଉଠାଇବା ଲାଗି ଶକ୍ତି ଲୋଡ଼ା। କାରଣ ଏହାର ଓଜନ ୩୭.୨୩ କିଲୋଗ୍ରାମ, ଲମ୍ବ ୧୮ ଫୁଟ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?