ଆପଲ୍ର ଲୋଗୋ ଅଧା ଖାଇବା ସେଓ ଭଳି କାହିଁକି ହୋଇଥାଏ: ଜାଣନ୍ତୁ କ’ଣ ରହିଛି କାରଣ
ଟେକ୍ନୋଲୋଜି ଦୁନିଆରେ ଆପଲ କମ୍ପାନୀର ନାମ ଅତ୍ୟନ୍ତ ସ୍ବତନ୍ତ୍ର। ଏହାର ବିଶେଷ ଉତ୍ପାଦ ହେତୁ କମ୍ପାନୀ ମୋବାଇଲ, କମ୍ପ୍ୟୁଟର ସମ୍ବନ୍ଧୀୟ ଜିନିଷ ବଜାରରେ ବହୁ ନାମ ଅର୍ଜନ କରିଛି। କମ୍ପାନୀର ନାମ ଯେତେ ଅନନ୍ୟ, ଏହାର ଲୋଗୋ ସେତେ ଅନନ୍ୟ...
କୁକୁରକୁ ଭାରତ ପଠାଇଲେ ଛାତ୍ର, ନିଜେ ଆସିବାକୁ ମନା କଲେ; କାରଣ ଜାଣିଲେ…
ରୁଷିଆ-ୟୁକ୍ରେନ ମଧ୍ୟରେ ଘମାଘୋଟ ଲଢ଼େଇ ଜାରି ରହିଛି। ଏବେ ବି କିଛି ଭାରତୀୟ ଛାତ୍ର ୟୁକ୍ରେନରେ ଫସି ରହିଛନ୍ତି। ଭାରତ ସରକାର ‘ଅପରେଶନ ଗଙ୍ଗା’ ଯୋଗେ ଛାତ୍ରୀଛାତ୍ରଙ୍କୁ ଏୟାରଲିଫ୍ଟ କରିସାରିଛନ୍ତି। ଏହି ସମୟରେ ଏକ ଭିନ୍ନ ଦୃଶ୍ୟ ସାମ୍ନାକୁ ଆସିଛି।...
ରାସ୍ତାରେ ଥିଲେ ଲୋକେ, ହଠାତ୍ ଆସିଲା ଚିତା; ଆଉ ତା’ ପରେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ...
୩୫୦ ବର୍ଷ ଧରି ଏହି ଗାଁର ଯୁବତୀ-ଯୁବକଙ୍କ ଘରେ ହୋଇନି ବାହାଘର, କାରଣ ଜାଣିଲେ…
ରାଜସ୍ଥାନର ବାରମର ଜିଲାରେ ଏମିତି ଏକ ଗାଁ ଅଛି, ଯେଉଁଠାରେ ପ୍ରାୟ ୩୫୦ ବର୍ଷ ଧରି କୌଣସି ଘରେ ବିବାହ ହୋଇ ନାହିଁ। ଅର୍ଥାତ୍ ଗ୍ରାମର ସମସ୍ତ ଅବିବାହିତ ଯୁବତୀ-ଯୁବକଙ୍କ ବିବାହ ମନ୍ଦିରରେ ହିଁ ହୋଇଥାଏ। ବିଶ୍ୱାସ କରାଯାଏ, ଯଦି...
କେକ୍ କୌତୁକ
ବହୁଦିନ ତଳର କଥା। ଜଣେ ବନ୍ଧୁଙ୍କ ଘରକୁ କିଛି କାମ ପାଇଁ ଯାଇଥିଲି। ବନ୍ଧୁଙ୍କ ସହ କଥା ହେଉଥିବା ବେଳେ ବନ୍ଧୁ ପତ୍ନୀ ସଦ୍ୟ ରୋଷେଇ ଘରେ ପ୍ରସ୍ତୁତ ହୋଇଥିବା ସୁଦୃଶ୍ୟ କେକ୍ ଖଣ୍ଡେ ଆଣି ପରଷି ଦେଲେ। ସୌଜନ୍ୟ...
ଝିଅ ନା ରବର
ମଣିଷ ଶରୀରର ଅଙ୍ଗଗୁଡିକ ଏପରିଭାବେ ସଂଯୋଗ ହୋଇଛି, ଯେମିତିକି ତାହା ଭଲରେ ସଂଞ୍ଚାଳନ ହୋଇପାରିବ। ଆଗପଛ, ବାମ ଡାହାଣ ହୋଇପାରିବ। ହେଲେ କିଛିଟା ସୀମା ପର୍ଯ୍ୟନ୍ତ ଏସବୁ ହୋଇପାରେ। ତେବେ ଜର୍ମାନୀର ଜୁଲିଆ ଗୁନ୍ଥେଲ ଯେକି ଜେଲ୍ଟା ନାମରେ ବେଶ୍...
ଐତିହାସିକ ସହର ଜାମନଗର
ଗୁଜରାଟର ଏକ ଐତିହାସିକ ସହର ଭାବେ ଜାମନଗର ପରିଚିତ। ପର୍ଯ୍ୟଟନ ହେଉ ଅବା ଅର୍ଥନୀତି କିମ୍ବା ଶିକ୍ଷା ସବୁ କ୍ଷେତ୍ରରେ ଏହାର ନିଜସ୍ବ ଏକ ପରିଚୟ ରହିଛି। ଇତିହାସ ପୃଷ୍ଠା ଲେଉଟାଇଲେ ଜଣାଯାଏ ଯେ ୧୫୪୦ ମସିହାରେ ଜାମନଗର ରାଜା...
ଆଇରନ୍ ଲେଡି
ନାରୀର ଶକ୍ତି ଅସୀମିତ । ସେ କୌଣସି ନିର୍ଦ୍ଦିଷ୍ଟତା ଭିତରେ ସୀମିତ ନୁହେଁ, ଯାହାକୁ ପ୍ରମାଣିତ କରିଛନ୍ତି ଏଇ ଆଇରନ୍ ଲେଡିମାନେ। ପୁରୁଷ ପ୍ରଧାନ ବଡି ବିଲ୍ଡିଂ କ୍ଷେତ୍ରରେ ନିଜର ସ୍ବତନ୍ତ୍ର ସ୍ଥାନ ତିଆରି କରି ନାରୀର ଶକ୍ତିକୁ ସାରା...
ପ୍ରଥମ ପାରିଶ୍ରମିକ ଟଙ୍କା ମା’ବାପାଙ୍କୁ ଦେଇଥିଲି: ବିଷ୍ଣୁପ୍ରିୟା
୧୯୯୨ ମସିହାର କଥା, ସେତେବେଳେ ମୁଁ ଜୟପୁର ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର କଳା ଛାତ୍ରୀ। ସେବେ ଜୟପୁର ଆକାଶବାଣୀ କେନ୍ଦ୍ରର ଯୁବବାଣୀ କାର୍ଯ୍ୟକ୍ରମରେ ପ୍ରସାରିତ କରିବା ପାଇଁ ରଘୁଭାଇ ମୋର ୩/୪ଟି କବିତାର ହାର୍ଡକପି ନେଇଥିଲେ।...
ରହସ୍ୟମୟ ବିଭୋରତା କବି ମମତା
ଜୀବନର ପ୍ରଚଣ୍ଡ ପ୍ରବାହକୁ ତାଙ୍କ କବିତା ଯେମିତି ତୋଳିନେବାକୁ ଚାହେଁ ଶବ୍ଦ ଓ ଛନ୍ଦ ମାଧ୍ୟମରେ। କବିତାରେ ମାଧ୍ୟମରେ ଜୀବନର ଲାଳିତ୍ୟ, କୋମଳତା, ସୌକୁମାର୍ଯ୍ୟ ଓ ମାଧୁର୍ଯ୍ୟର ପ୍ରତିଫଳନ ଘଟାଉଥିବା ଏହି କବି ହେଉଛନ୍ତି ମମତା ଦାଶ.. କବିତାରେ ଜୀବନର...
ଦବିଲା ଦବିଲା ସ୍ବର କହୁଛି ସଂଘର୍ଷର କଥା
ଆଉ ଅସୂର୍ଯ୍ୟଂପଶ୍ୟା ହୋଇ ରହିନି ଆଜିର ନାରୀ। ଚୁଲି ମୁଣ୍ଡରେ ନିଜର ସ୍ବପ୍ନକୁ ଜାଳି ଦେଉଥିବା ଗୃହବଧୂ ଏବେ ଧାଡ଼ି ଆଗକୁ ଯିବାର ସଙ୍କଳ୍ପ ନେଇସାରିଛି। ଦବିଲା ଦବିଲା ସ୍ବର ତା’ର କହୁଛି ସଂଘର୍ଷର କଥା। ପୁରୁଷଙ୍କ ସହ ସମାନ...
ରସଗୋଲାର ପ୍ରକୃତ ଇଂରାଜୀ ନାମ ଜାଣନ୍ତି କି
ଅନେକ ଖାଦ୍ୟ ପଦାର୍ଥ ରହିଛି, ଯାହାର ବିଶେଷ ଇଂରାଜୀ ନାମ ଅଛି। କିନ୍ତୁ ଆମେ ସେଗୁଡ଼ିକ ବିଷୟରେ ଜାଣି ନ ଥାଉ। ଆମେ ସେହି ଖାଦ୍ୟଗୁଡ଼ିକୁ କେବଳ ହିନ୍ଦୀ ଅନୁଯାୟୀ ଇଂରାଜୀ ଶବ୍ଦରେ ଲେଖୁ । ଯଦି ରସଗୋଲା ବିଷୟରେ...
Archives


