ଫୁରସତ

ଫେସ୍‌ବୁକ୍‌ର ମାୟା

ଏ ମୋବାଇଲ୍‌ ଫୋନ୍‌ ଜମାନା ଯେବେଠୁ ଆରମ୍ଭହେଲା, ସଂସାର ବିଷସାଗରରୁ ସତେ କି ଅମୃତ ହାଣ୍ଡିଏ ଲେଖା ହାତରେ ଧରି ମଣିଷ ନିଆରା ଜୀବନ ଜିଇଁ ଶିଖିଲା । ଆଉ ଯିଏ ଟିପଘଷା ସ୍ମାର୍ଟ ଫୋନ୍‌ ବ୍ୟବହାର କରୁଛନ୍ତି, ସେମାନେ ସମଗ୍ର…

କୁକୁଡା ନା ମୟୂର; ଦ୍ୱନ୍ଦ୍ୱରେ ପଡିବେ…

କୁକୁଡା ତ ସମସ୍ତେ ଦେଖିଥିବେ। ହେଲେ ଏ ହେଉଛି ଏମିତି ଏକ କୁକୁଡା, ଯାହାକୁ ଦେଖିଲେ ଦ୍ୱନ୍ଦ୍ୱରେ ପଡିବେ ଏହା କୁକୁଡା ନା ମୟୂର ବୋଲି! କାରଣ ଏଇ କୁକୁଡାର ଲାଞ୍ଜ ମୟୂର ପିଞ୍ଛ ଭଳି ବହୁତ ଲମ୍ବା। ଜାପାନରେ ଦେଖିବାକୁ…

ହୋଲିରେ ବୁଲାବୁଲି

ରଙ୍ଗର ପର୍ବ ହୋଲି। ଦେଶର ବିଭିନ୍ନ ସ୍ଥାନରେ ଏହି ପବିତ୍ର ଉତ୍ସବକୁ ମହା ଆନନ୍ଦର ସହକାରେ ପାଳନ କରାଯାଇଥାଏ। ଏପରି କି କିଛି କିଛି ସ୍ଥାନରେ ବେଶ୍‌ ନିଆରା ଢଙ୍ଗରେ ଏହି ପର୍ବକୁ ପାଳନ କରାଯାଉଥିବା ଦେଖିବାକୁ ମିଳିଥାଏ। ଏଠାରେ ସେମିତି…

ହୋଲି ନୁହେଁ ହୋଲି ପରି

ହୋଲି! ଦେହ, ମନକୁ ରଙ୍ଗରେ ଭିଜାଏ। ସ୍ନେହ ଓ ଭଲ ପାଇବା ବଢାଏ। ସେଥିପାଇଁ ତ ଏହାକୁ ଭାରତର ଏକ ମୁଖ୍ୟ ପର୍ବ ଭାବେ ଗଣନା କରାଯାଏ। ତେବେ ପୃଥିବୀର ବିଭିନ୍ନ ସ୍ଥାନରେ ବି ହୋଲି ପରି କିଛି ପର୍ବ ପାଳନ…

ପ୍ରଥମ ଦରମାରେ ମା’ଙ୍କୁ ଶାଢ଼ି ଓ ବାପାଙ୍କୁ ପ୍ୟାଣ୍ଟ ଦେଇଥିଲି: ଶୁଭେନ୍ଦୁ ମହାନ୍ତି

ଜଗତ୍‌ସିଂହପୁରରେ ଗାଁ ହୋଇଥିଲେ ହେଁ ବାପା ଯେହେତୁ ଢେଙ୍କାନାଳରେ ଚାକିରି କରୁଥିଲେ ତେଣୁ ମୋ ଜନ୍ମ ସେଇଠାରେ ହିଁ ହୋଇଥିଲା। ବାପା ଜଣେ ଉଚ୍ଚପଦସ୍ଥ ସରକାରୀ କର୍ମଚାରୀ ହୋଇଥିବାରୁ ତାଙ୍କର ବିଭିନ୍ନ ସ୍ଥାନକୁ ବଦଳି ହେଉଥିଲା, ତେଣୁ ମୋର ପାଠପଢା ମଧ୍ୟ…

ଆକର୍ଷଣୀୟ ହୋଲି ଲୁକ୍‌

ରଙ୍ଗର ପର୍ବ ହୋଲିରେ କିପରି ସଜେଇ ହେଲେ ପରଫେକ୍ଟ ହୋଲି ଲୁକ୍‌ ପାଇହେବ, ସେ ନେଇ ଅନେକଙ୍କର ଚିନ୍ତା ଥାଏ। କାରଣ ଏବେ ଟ୍ରେଣ୍ଡ ବଦଳିଲାଣି। ଆଉ କେହି ପୁରୁଣା ପୋଷାକରେ ହୋଲି ଖେଳିବାକୁ ପସନ୍ଦ କରୁ ନାହାନ୍ତି। ବରଂ ଏହିଦିନ…

ସେଦିନର ହୋଲି…

ପ୍ରତିବର୍ଷ ହୋଲି ଆସେ, ରଙ୍ଗ ବି ଉଡ଼େ। ଅବିର ରଙ୍ଗରେ ମନ ବି ରଙ୍ଗେଇ ହୋଇଯାଏ। ଏମିତି ରଙ୍ଗର ପର୍ବ ହୋଲିକୁ ନେଇ ରହିଛି ବିଭିନ୍ନ ପୌରାଣିକ, ଐତିହାସିକ ଓ ଧାର୍ମିକ କଥା କାହାଣୀ। ରଙ୍ଗ ବୋଳାବୋଳିରେ ପରସ୍ପର ମନରେ ରହେନା…

ବାଘକୁ ଏତେ ପାଖରେ ଦେଖି ଟିକେ ବି ଡରିଲାନି କୁଟୁରା, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ବିଷଧର ସାପକୁ ପାପୁଲିରେ ପାଣି ପିଆଉଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ ଟାଙ୍କୁରି ଉଠିବ ଲୋମ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ରାସ୍ତାକଡ଼ରେ ବେଲୁନ୍‌ ବିକୁଥିବା ଏହି ଯୁବତୀଙ୍କ ଜୀବନ ବଦଳାଇଲା ସୋସିଆଲ ମିଡିଆ; ପାଲଟିଲେ ଷ୍ଟାର୍‌

ଆଜିକାଲି ସମୟରେ ସୋସିଆଲ ମିଡିଆର କ୍ରେଜ ଅଧିକ। ସେଥିପାଇଁ ତ ବିଶ୍ୱ ତଥା ଦେଶର କୋଣ ଅନୁକୋଣରେ ଲୁଚି ରହିଥିବା ଅନେକେ ପ୍ରତିଭା ଏହା ଜରିଆରେ ଲୋକଲୋଚନକୁ ଆସୁଛନ୍ତି। ସେମାନେ ରାତାରାତି ଷ୍ଟାର ପାଲଟୁଛନ୍ତି ମଧ୍ୟ। ଉଦାହରଣ ସ୍ବରୂପ ରାନୁ ମଣ୍ଡଳଙ୍କଠାରୁ…

୪୦ ଅଣ୍ଡାରେ ଓମଲେଟ୍‌, ଭିଡିଓ ଦେଖିଲେ…

ଯଦି ଖାଦ୍ୟକୁ ଏକ ପ୍ଲେଟ୍‌ରେ ସଜାଇ ରଖାଯାଏ ତେବେ ପାଟିରୁ ଲାଳ ନିଶ୍ଚିତ ବାହାରିବ। ଆପଣମାନେ ଓମଲେଟ୍‌ ନିଶ୍ଚିତ ଖାଇଥିବେ। ମାତ୍ର ୪୦ ଅଣ୍ଡାରେ ଓମଲେଟ୍‌ ତିଆରି ହେଉଥିବା ଭାବିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଜଣେ ବିକ୍ରେତା କୁକୁଡ଼ା…

୭ଫୁଟରୁ ଅଧିକ ଲମ୍ବର କନ୍ଦମୂଳ, ଦେଖିବାକୁ ଯୁବଚାଷୀଙ୍କ ଘରେ ଜମୁଛି ଭିଡ଼

ନିଶ୍ଚିନ୍ତକୋଇଲି,୧୧ା୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ନତକାଇ ଗ୍ରାମରେ ଶ୍ରୀମତୀ ସାବିତ୍ରୀ ରାଉତଙ୍କ ବାଡ଼ିରେ ୭ ଫୁଟ ୧୦ ଇଞ୍ଚ ଲମ୍ବର କନ୍ଦମୂଳ ଫଳିଛି। ଏତେ ବଡ଼ କନ୍ଦମୂଳ ହୁଏତ ବିରଳ। ଦୈନିକ ରୋଷେଇ ପାଇଁ ଦରକାର ହେଲେ ସେମାନେ ଗୋଟିଏ ଲେଖାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?