ଫୁରସତ

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ପାଲଟନ୍ତି ପୁଅ

ପୁଅ କିମ୍ବା ଝିଅ ହେବା ପ୍ରକୃତିର ଏକ ଉପହାର ଅଟେ। ଏମିତିକି ଜନ୍ମ ପୂର୍ବରୁ ଅର୍ଥାତ୍‌ ମାତୃଗର୍ଭରୁ ଲିଙ୍ଗ ନିର୍ଣ୍ଣୟ ହୋଇଥାଏ। କିନ୍ତୁ ମଣିଷ ଏତେ ଅଗ୍ରଗତି କରିଛି ଯେ, ଅସ୍ତ୍ରୋପଚାର ମାଧ୍ୟମରେ ଲିଙ୍ଗ ପରିବର୍ତ୍ତନ କରିଥାନ୍ତି। ଯଦିଓ ଏହା କେବଳ…

ଚତୁର୍ଥୀ ରାତିରେ ସ୍ବାମୀ ରଖିଲେ ଏମିତି ସର୍ତ୍ତ, ଛାଡପତ୍ର ପର୍ଯ୍ୟନ୍ତ ଗଲା କଥା

ରାଞ୍ଚି,୭।୧୨: ଝାଡଖଣ୍ଡର ପୂର୍ବ ସିଂହବୁମ ଜଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ବ୍ୟାଙ୍କ ଅଫିସର ସ୍ବାମୀ ଚତୁର୍ଥୀ ରାତିରେ ସ୍ତ୍ରୀଙ୍କ ଆଗରେ ଏପରି ସର୍ତ୍ତ ରଖିଥିଲେ ଯେ, ଏବେ ଛାଡପତ୍ର ପର୍ଯ୍ୟନ୍ତ କଥା ପହଞ୍ଚିଛି। ଫଳରେ ନବବିବାହିତା ଘର…

ମୁକେଶ ଅମ୍ବାନି ପାଳନ କରିବେ ଘରର ସବୁଠାରୁ ଛୋଟ ସଦସ୍ୟଙ୍କ ପ୍ରଥମ ଜନ୍ମଦିନ, କରୋନା ପାଇଁ ହେବ କ୍ୱାରଣ୍ଟିନ ବବଲ ପାର୍ଟି!

ମୁମ୍ବାଇ,୭ ।୧୨: ଦେଶର ସବୁଠାରୁ ବଡ ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀ ତାଙ୍କ ନାତି ଆକାଶ ଅମ୍ବାନୀ ଓ ଶ୍ଳୋକା ଅମ୍ବାନୀଙ୍କ ପୁଅ ପୃଥ୍ୱୀ ଅମ୍ବାନୀଙ୍କ ପ୍ରଥମ ଜନ୍ମଦିନ ଖୁବ୍ ଧୁମଧାମରେ ପାଳନ କରିବାକୁ ଯାଉଛନ୍ତି । ଏହି ସମୟରେ ପରିବାର ପକ୍ଷରୁ…

ରାସ୍ତାରେ କୁକୁର କରୁଛି ଏପରି, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ମାଟି ମା‘ର ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ

ମାଟି ମା‘ର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରୁଥିବା ପଦାତିକ ବାହିନୀଙ୍କ ବଳିଦାନ ଅତୁଳନୀୟ। ପଦାତିକ ବାହିନୀର କର୍ମଚାରୀଙ୍କ କଲ୍ୟାଣ ପାଇଁ ଡିସେମ୍ବର ୭ରେ ଜାତୀୟ ପଦାତିକ ବାହିନୀ ପତାକା ଦିବସ ( ନ୍ୟାଶନାଲ ଆର୍ମଡ୍‌ ଫୋର୍ସ ଫ୍ଲାଗ୍‌ ଡ଼େ)…

ମହିଳା ନୁହେଁ, ପୁରୁଷଙ୍କ ପାଇଁ ତିଆରି ହୋଇଥିଲା ହାଇ ହିଲ୍‌ ଜୋତା: ପଛରେ ରହିଛି ରୋଚକ କାହାଣୀ

ମହିଳାମାନେ ହାଇ ହିଲ୍‌ ଜୋତା ପିନ୍ଧିବାକୁ ଭଲ ପାଆନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି ଉଚ୍ଚ ହିଲ ମହିଳାମାନଙ୍କ ପାଇଁ ନୁହେଁ ବରଂ ପୁରୁଷମାନଙ୍କ ପାଇଁ ତିଆରି ହୋଇଥିଲା। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ପୁରୁଷମାନଙ୍କ ପାଇଁ ହାଇ ହିଲ୍‌…

ଝିଅଙ୍କୁ ପ୍ରଭାବିତ କରିବା ପାଇଁ ଷ୍ଟଣ୍ଟ କରୁଥିଲେ ଯୁବକ, ଘଟିଲା ଏମିତି: ଦେଖନ୍ତୁ ଭିଡିଓ

ସୋସିଆଲ ମିଡିଆରେ ଅନେକ ବାଇକ ଷ୍ଟଣ୍ଟ ଭିଡିଓ ଭାଇରାଲ୍‌ ହେଉଛି। ଅନେକ ଥର ପୁଅମାନେ ଝିଅମାନଙ୍କୁ ପ୍ରଭାବିତ କରିବା ପାଇଁ ବିପଜ୍ଜନକ ଷ୍ଟଣ୍ଟ କରନ୍ତି। ଆଜିକାଲି ସୋସିଆଲ ମିଡିଆରେ ଏପରି ଏକ ହୃଦୟଥରା ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ଜଣେ…

କଦଳୀ, ମକା, ଡାଳିମ୍ବ ଆଉ ବାଉଁଶରୁ ପ୍ରସ୍ତୁତ ହେଉଛି ଡ୍ରେସ୍‌, ଜାଣନ୍ତୁ କିପରି

ଗାନ୍ଧିନଗର,୬ା୧୨: କଦଳୀ, ମକା, ଡାଳିମ୍ବ ଏବଂ ବାଉଁଶରୁ ଡ୍ରେସ୍‌ ପ୍ରସ୍ତୁତ ହେବାର କେବେ ଶୁଣିଛନ୍ତି? ଗୁଜରାଟର ସୁରଟରେ ୩ ଦିବସୀୟ ଆୟୋଜିତ ଏକ ବାଣିଜ୍ୟ ମେଳାରେ କଦଳୀ, ମକା, ଡାଳିମ୍ବ ଏବଂ ବାଉଁଶରୁ ଡ୍ରେସ୍‌ ତିଆରି କରାଯାଇଥିବା ପ୍ରଦର୍ଶିତ ହୋଇଛି। ସୁରଟର…

ପ୍ରେମ ମାନେ ନା ବାଧା ବନ୍ଧନ, ରାଜସ୍ଥାନ ସୀମାରେ ଧରାପଡ଼ିଲା ପାକିସ୍ତାନୀ ପ୍ରେମିକ…

ଜୟପୁର,୬।୧୨: କଥାରେ ଅଛି ପ୍ରେମ ବାଧା ବନ୍ଧନ ମାନେ ନା। ଏହାର ସଦ୍ୟତମ ଉଦାହରଣ ରାଜସ୍ଥାନ ସୀମାରେ ଦେଖିବାକୁ ମିଳିଛି। ଜଣେ ପାକିସ୍ତାନୀ ଯୁବକ ସୀମାର ଶ୍ରୀ ଗଙ୍ଗା ନଗରଠାରେ ଭାରତରେ ଅନୁପ୍ରବେଶ କରୁଥିବାବେଳେ ବିଏସ୍‌ଏଫ୍‌ ହାତରେ ଧରା ପଡ଼ିଛନ୍ତି। ସୂତ୍ରରୁ…

ଚନ୍ଦ୍ରରେ ରହସ୍ୟମୟ କୁଡ଼ିଆ, ଫଟୋ ପଠାଇଲା ରୋଭର…

ବେଜିଂ,୬।୧୨: ଚନ୍ଦ୍ରର ଦୂର ପାର୍ଶ୍ୱରେ ଏକ ରହସ୍ୟମୟ କୁଡ଼ିଆ ରହିଛି। ଚାଇନାର ରୋଭର ପଠାଇଥିବା ଫଟୋରୁ ଏହା ଜଣାପଡ଼ିଛି। ଚାଇନାର ଚାଙ୍ଗ-୪ ପ୍ରୋବ୍‌ ଦ୍ୱାରା ଚନ୍ଦ୍ରକୁ ପଠାଯାଇଥିବା ୟୁଟୁ-୨ ରୋଭର ଦ୍ୱାରା ଚନ୍ଦ୍ରର ଦୂର ପାର୍ଶ୍ୱକୁ ନିଆଯାଇଥିବା ଫଟୋରେ ଏଭଳି ଦେଖିବାକୁ…

ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣରେ ଗଙ୍ଗବଂଶୀ ଷୋଳଗଡ଼

ଓଡ଼ିଶାର ପବିତ୍ରମୟ ତୀର୍ଥଭୂଇଁ ଥିଲା କୋଣାଦିତ୍ୟ। ଏଠାରେ ବହୁ ପ୍ରାଚୀନ କାଳରୁ ସୂର୍ଯ୍ୟ ଉପାସନା ପ୍ରଚଳିତ ଥିଲା। ମନ୍ଦିର ବି ହୋଇଥିଲା। ଲାଙ୍ଗୁଳା ନରସିଂହ ଦେବ ପବିତ୍ର ତୀର୍ଥକୁ ଚଳଚଞ୍ଚଳ କରିବା ପାଇଁ ଏକ ଭବ୍ୟ ମନ୍ଦିର ନିର୍ମାଣ ଲାଗି ପଦକ୍ଷେପ…

ହାତୀ ପାଇଁ ସ୍ବେଟର

ଶୀତଦିନେ ଶୀତରୁ ରକ୍ଷା ପାଇବା ପାଇଁ ଶୀତବସ୍ତ୍ର ସମସ୍ତେ ପିନ୍ଧନ୍ତି। ହେଲେ କେବେ କୌଣସି ପଶୁଙ୍କୁ ଶୀତବସ୍ତ୍ର ପିନ୍ଧିବା ଦେଖି ନ ଥିବେ। ଯଦିଓ ଆଜିକାଲି କେହି କେହି ନିଜର ପେଟ୍‌ଙ୍କୁ ଶୀତବସ୍ତ୍ର ପିନ୍ଧାଉଛନ୍ତି। ହେଲେ କେବେ କୌଣସି ହାତୀକୁ ଶୀତବସ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri