ଫୁରସତ

Video:ସିଂହ ସହ ଫଟୋ ଉଠାଇବାକୁ ଯାଇଥିଲେ ଏହି ବ୍ୟକ୍ତି, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ ଏକ ଲୋମଟାଙ୍କୁରା ଭିଡିଓ ଭାଇରାଲ ହେବାରେ ଲାଗିଛି। ସିଂହ ସହ ଫଟୋ ଉଠାଇବାକୁ ଯାଇଥିବା ଜଣେ ବ୍ୟକ୍ତିଙ୍କ ଜୀବନ କିପରି ବିପଦରେ ପଡ଼ିଯାଇଛି। ତାହା ଏହି ଭିଡିଓରେ ଦେଖିବାକୁ ମିଳିଛି। ଭିଡିଓରେ ବ୍ୟକ୍ତି ଜଣକ ଏକ ପୋଷା…

ଓଡ଼ିଆ ନୂଆବର୍ଷର ସଂକଳ୍ପ

ଆଜି ପବିତ୍ର ଓଡ଼ିଆ ନୂଆବର୍ଷ। ମହାବିଷୁବ ସଂକ୍ରାନ୍ତି। ମହାବୀର ହନୁମାନ ଜୟନ୍ତୀ। ଆଜି ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ହେବ ଶୁଭାରମ୍ଭ। ଆଜି ଭାରତର ସମ୍ବିଧାନ ପ୍ରଣେତା, ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ଅବହେଳିତ, ଦଳିତଙ୍କ ସ୍ବାର୍ଥ ଓ…

ମହାବିଷୁବ ସଂକ୍ରାନ୍ତି: ଓଡ଼ିଆଙ୍କ ପାଇଁ ବଡ଼ଦିନ

ମହାନ୍‌ ଉତ୍କଳ ସଂସ୍କୃତିର ବର୍ଷ ଆରମ୍ଭ ହୁଏ ମହାବିଷୁବ ସଂକ୍ରାନ୍ତିରୁ। ତେଣୁ ଏହି ଦିନକୁ ସମଗ୍ର ଓଡ଼ିଶାର ପୁରପୁଲ୍ଲୀରେ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ। ମହାବିଷୁବ ସଂକ୍ରାନ୍ତିଠାରୁ ଆରମ୍ଭ ହୁଏ ମେଷ ମାସ ବା ସୌର ବୈଶାଖ ମାସ। ଗଣନା…

Video : ଟ୍ରମା ସେଣ୍ଟରରେ ସିଧା ଆମ୍ବୁଲାନ୍ସ ପହଞ୍ଚାଇ ଦେଲେ ଡ୍ରାଇଭର, ଲୋକେ କହିଲେ ଡାକ୍ତର ଚଲାଉଥିଲେ କି ଗାଡ଼ି?

ନୂଆଦିଲ୍ଲୀ,୧୪।୪: ଯେତେବେଳେ କେହି ଅସୁସ୍ଥ ହୁଅନ୍ତି କିମ୍ବା ଦୁର୍ଘଟଣା ଘଟେ, ପ୍ରଥମେ ଆମ୍ବୁଲାନ୍ସକୁ ଡକାଯାଏ। ରୋଗୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରୁ ଆମ୍ବୁଲାନ୍ସ ଦ୍ରୁତ ଗତିରେ ଚାଲିଯାଏ, କିନ୍ତୁ ଯେତେବେଳେ ଆମ୍ବୁଲାନ୍ସ ଦୁର୍ଘଟଣାର ଶିକାର ହୁଏ, ସେତେବେଳେ କ’ଣ ହୁଏ? ପ୍ରକୃତରେ, ସୋସିଆଲ…

ଜଣାପଡ଼ିଲା କେଉଁ ଫୋନ ବ୍ୟବହାର କରୁଛନ୍ତି ବିରାଟ କୋହଲି, ଜାଣନ୍ତୁ ଏହାର ମୂଲ୍ୟ

ନୂଆଦିଲ୍ଲୀ,୧୩।୪: ଭାରତୀୟ କ୍ରିକେଟ ଟିମ୍‌ର ଷ୍ଟାର ଖେଳାଳି ବିରାଟ କୋହଲି କେବଳ ତାଙ୍କର ଚମତ୍କାର ଖେଳ ପାଇଁ ନୁହେଁ ବରଂ ତାଙ୍କର ଜୀବନଶୈଳୀ ଏବଂ ଗ୍ୟାଜେଟ ପାଇଁ ମଧ୍ୟ ଖବରରେ ରହିଛନ୍ତି। ତାଙ୍କ ପ୍ରଶଂସକଙ୍କ ମନରେ ପ୍ରାୟତଃ ଏହି ପ୍ରଶ୍ନ ଉଠେ…

ପୁଣି ଚର୍ଚ୍ଚାରେ IIT ବାବା, ହାତରେ ମେହେନ୍ଦୀ ଲଗାଇ ବଂଶୀ ବଜାଉଥିବା ଆସିଲେ ନଜର, ଭାଇରାଲ ଭିଡିଓ ଦେଖିଲେ…

ପ୍ରୟାଗରାଜ,୧୩ା୪: ଆଇସିସି କ୍ରିକେଟ ଟୁର୍ନାମେଣ୍ଟର ଭବିଷ୍ୟବାଣୀ କରିବା ହେଉ କିମ୍ବା ଭବିଷ୍ୟତ ବିଷୟରେ ବଡ଼ ଦାବି କରିବା ହେଉ ସେ ପ୍ରାୟତଃ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ହୋଇ ରହିଥାନ୍ତି। ମହାକୁମ୍ଭରୁ ଭାଇରାଲ ହୋଇଥିବା ଆଇଆଇଟି ବାବା ଓରଫ ଅଭୟ ସିଂହ…

କ୍ୟାପ୍‌ସୁଲ କାର୍‌

ଦେଖିବାକୁ ବେଶ୍‌ ଅଜବ ଏହି କାର୍‌। ପିଲାଙ୍କ ସ୍ପାଇଡର୍‌ କାର୍‌ ଖେଳଣା ଭଳି ଲାଗିପାରେ। ହେଲେ ଆଡ୍‌ଭେଞ୍ଚର ଲଭର୍‌ଙ୍କ ପାଇଁ ତିଆରି ହୋଇଛି ଏହି କାର୍‌। ସିଙ୍ଗଲ ସିଟ୍‌ ଥିବା ଉକ୍ତ କାର୍‌କୁ ଦକ୍ଷିଣ ଆଫ୍ରିକାସ୍ଥ ଜୋହାନସ୍‌ବର୍ଗର ଡିଜାଇନର ଆଲ୍ପ ଜର୍ମାନର୍‌…

ରକେଟ୍‌ ସ୍ପିଡ୍‌ରେ ପଢ଼ନ୍ତି …

ପରୀକ୍ଷା ବେଳେ ଅନେକଙ୍କର ଇଚ୍ଛା ହୁଏ ଏମିତି ହୁଅନ୍ତା କି ବହିର ପୃଷ୍ଠା ଓଲଟେଇ ଦେବାମାତ୍ରେ ସବୁ ପୃଷ୍ଠା ଫଟାଫଟ୍‌ ପଢିହେଇ ଯାଆନ୍ତା ଓ ସବୁ ମନେ ରହିଯାଆନ୍ତା। ହେଲେ ଏଭଳି କ’ଣ କେବେ ସମ୍ଭବ? ମଣିଷ କ’ଣ ରୋବୋ ଯେ…

ତିନି ଫୁଟିଆ ଡାକ୍ତର

ଏଇ ପୃଥିବୀରେ ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ କି ନାନା ବାଧାବିଘ୍ନ ସହି ସଫଳତା ହାସଲ କରନ୍ତି ଓ ଇତିହାସ ରଚନ୍ତି। ସେମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟ, ତଲାଜା ଥାଲୁକାର ୨୩ ବର୍ଷୀୟ ଗଣେଶ ବରୈୟା। ଗଣେଶଙ୍କ ଉଚ୍ଚତା…

ସାହିତି୍ୟକା ମିନାକ୍ଷୀ ଦ୍ବିବେଦୀ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି…

କଟକରେ ମୋ ଜନ୍ମ। ଘରର ପୁଣି ବଡ ଝିଅ। ପିଲାଦିନୁ ଖୁବ୍‌ ଚଞ୍ଚଳ ଥିଲି। ସ୍କୁଲରେ ସବୁବେଳେ ପ୍ରଥମ ହେଉଥିଲି। ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରସ୍ତାବ କ୍ରମେ ମୋତେ ହିଁ ଶ୍ରେଣୀରେ ଫାଷ୍ଟ ମନିଟର କରା ହେଉଥିଲା। ପ୍ରଥମ ଧାଡି ଛାଡ଼ି କି…

ବଡ଼ ଆକଳନ: ୩ ମାସ ଯାଏ ହେବ ଧୂଳିଝଡ, ବହିବ ଭୟଙ୍କର ଲୁ…

ବର୍ଷା-ପାଗ ପରେ, ଏବେ ଗ୍ରୀଷ୍ମ ଋତୁ ଆସିଗଲାଣି। ଉତ୍ତର ଭାରତରୁ ଦକ୍ଷିଣ ପର୍ଯ୍ୟନ୍ତ, ପାଗରେ ଯଥେଷ୍ଟ ଗରମ ଅନୁଭୂତ ହୋଇପାରେ। ତାପମାତ୍ରା ନିରନ୍ତର ବୃଦ୍ଧି ପାଉଛି ଏବଂ ଏବେ ଏପରି ପାଗରେ ଧୂଳିଝଡ଼ ସାଧାରଣ କଥା। ଯେତେବେଳେ ପାଗ ଖରାପ ହୁଏ,…

Baba Vanga Prediction: ସତ ହେଲା ବାବା ଭେଙ୍ଗାଙ୍କ ଆଉ ଏକ ଭବିଷ୍ୟବାଣୀ! ସତରେ କ’ଣ ବିଶ୍ୱ ହେବ ଧ୍ୱଂସ?

ସୋଫିଆ,୧୩।୪: ବୁଲଗେରିଆନ ଭବିଷ୍ୟଦ୍ବକ୍ତା ବାବା ଭେଙ୍ଗା ୨୦୨୫ ମସିହାରେ ବିଶ୍ୱର ଆର୍ଥିକ ପରିସ୍ଥିତି ବିଷୟରେ ଏକ ଭବିଷ୍ୟବାଣୀ କରିଥିଲେ। ସେ କହିଥିଲେ ଯେ ଏହି ବର୍ଷ ବିଶ୍ୱରେ ଏକ ବଡ଼ ଆର୍ଥିକ ବିପର୍ଯ୍ୟୟ ଘଟିପାରେ। ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଦେଶ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?