ହାତରେ ପ୍ଲା-କାର୍ଡ ଧରି ବୁର୍ଜ ଖଲିଫା ଉପରେ ଛିଡ଼ା ହେଲେ ଏହି ମହିଳା; ଦେଖନ୍ତୁ ହୃଦ୍ସ୍ପନ୍ଦନ ରୋକି ଦେଉଥିବା ଉକ୍ତ ଭିଡିଓ…
ନୂଆଦିଲ୍ଲୀ: ବିଶ୍ୱର ବୃହତ୍ତମ ଯାତ୍ରୀବାହୀ ବିମାନ କମ୍ପାନୀ ମଧ୍ୟରୁ ଅନ୍ୟତମ ଏମିରେଟ୍ସ ଏୟାରଲାଇନ୍ସ ଏହାର ନୂତନ ବିଜ୍ଞାପନକୁ ନେଇ ଚର୍ଚ୍ଚାରେ। ୟୁଏଇର ଏହି ବିମାନ କମ୍ପାନୀର ନୂତନ ବିଜ୍ଞାପନ ବେଶ୍ ଆକର୍ଷଣୀୟ ହୋଇଛି। ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରାଯାଇଥିବା ବିଜ୍ଞାପନର…
ବାଟ ଭୁଲିଗଲେ ହାତୀ
ବେଜିଂ,୧୦।୮: ଶେଷରେ ୧୭ମାସ ପରେ ଘରମୁହାଁ ହେଲେ ଏକ ହାତୀପଲ। ଏହି ହାତୀମାନେ ଚାଇନାରେ ପ୍ରାୟ ୩୦୦ମାଇଲ ଯାତ୍ରା କରିଥିବା ଜଣାପଡ଼ିଛି। ଯାହା ସମଗ୍ର ବିଶ୍ୱରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ୧୪ଏସିଆ ହାତୀ ଗତ କିଛି ମାସରୁ ଖବରର…
୧୩ ମାସ ପରେ ଘରକୁ ଗଲେ ବିଶ୍ୱର ସବୁଠୁ ଛୋଟ ଶିଶୁ
ଦୁନିଆର ସବୁଠାରୁ ଛୋଟ ଶିଶୁ ଦୀର୍ଘ ୧୩ ମାସ ହସ୍ପିଟାଲରେ ରହିବା ପରେ ଏବେ ଡିସଚାର୍ଜ ହୋଇ ଘରକୁ ଯାଇଛନ୍ତି। କ୍ୱେକ ୟୁ ଜୁଆନ ଏହି ଶିଶୁ କନ୍ୟାଟି ୯ ଜୁନ ୨୦୨୦ରେ ସିଙ୍ଗାପୁରର ନ୍ୟାସନାଲ ୟୁନିଭରସିଟି ହସ୍ପିଟାଲରେ ଜନ୍ମଗ୍ରହଣ କରିଥିଲେ।…
ବିପଦ ଆସୁଛି ମାଡ଼ି, ୭୯ ବର୍ଷ ମଧ୍ୟରେ ଦେଶର ୧୨ ସହର ସମୁଦ୍ରରେ ଯିବ ବୁଡ଼ି…
ନୂଆଦିଲ୍ଲୀ,୧୦।୮: ଦେଶର ୧୨ଟି ସହର ଉପରେ ବିପଦ ମାଡ଼ି ଆସୁଛି। ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ଆସନ୍ତା ୭୯ ବର୍ଷ ମଧ୍ୟରେ ଦେଶର ୧୨ଟି ଉପକୂଳବର୍ତ୍ତୀ ସହର ସମୁଦ୍ରରେ ବୁଡ଼ିଯିବ। ସହରରେ ୩ ଫୁଟର ସମୁଦ୍ର ପାଣି ପ୍ରବାହିତ ହେବ। ମେରୁ ଅଞ୍ଚଳରେ…
ମହାକାଶରେ ନାଚିଲା ଭୂତ: ବୈଜ୍ଞାନିକ ଆଶ୍ଚର୍ଯ୍ୟ
ସମାଜରେ ଅନେକ ଭୂତ କାହାଣୀ ଶୁଣିଥିବେ। କିନ୍ତୁ ମହାକାଶରେ ଭୂତ ନାଚୁଥିବା କେବେ ଶୁଣିଛନ୍ତି କି? ବୋଧହୁଏ ନା। ନିକଟରେ ମହାକାଶରେ ଭୂତ ନାଚୁଥିବା ଫଟୋ ଭାଇରାଲ ହୋଇଛି। ମହାକାଶରେ ଦୁଇ ଆକାଶଗଙ୍ଗା ପାର୍ଶ୍ୱରେ ଏହି ଭୂତ ଦୃଶ୍ୟମାନ ହେଉଛି। ଏହାସହ…
ଗାଈ ପିଠିରେ କୃଷକ ଲେଖିଲେ, ମୋତେ ବାହା ହେବ କି? ଯୁବତୀ ଦେଲେ ଏମିତି ଉତ୍ତର
ଇଂଲଣ୍ଡର ଯୁବକ ଜଣେ ଯୁବତୀଙ୍କୁ ପ୍ରପୋଜ କରିବା ପାଇଁ ଭିନ୍ନ ଏକ ଉପାୟ ଆପଣାଇଛନ୍ତି। ଏହି ଯୁବକ ନିଜର ଦୁଇଟି ଗାଈଙ୍କ ପିଠିରେ ସ୍ପ୍ରେ ପେଣ୍ଟିଂରେ ଲେଖିଛନ୍ତି, ମୋତେ ବିବାହ କରିବ କି? ଯୁବକଙ୍କ ଏପରି ହୃଦୟସ୍ପର୍ଶୀ ବାର୍ତ୍ତା ଦେଖି ସେହି…
ନଦୀରୁ ବାହାରିଲା ରୁପା କଏନ୍, ଗାଁ ଲୋକଙ୍କ ଜମିଲା ଭିଡ଼…
ଭୋପାଳ,୯।୮: ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଛି। ଏପରିସ୍ଥଳେ ସିନ୍ଦ୍ ନଦୀ କୂଳରେ ଥିବା ଅଶୋକ ନଗର ଅଞ୍ଚଳର ପଞ୍ଚାବଳୀ ଗାଁର ଲୋକଙ୍କ ମଧ୍ୟରେ ଏକ ପ୍ରକାର ପ୍ରତିଯୋଗିତା ଲାଗିଯାଇଥିଲା। ନଦୀରୁ ରୁପା କଏନ୍ ମିଳୁଥିବା ପ୍ରଚାର ହେବା ପରେ ଲୋକଙ୍କ…
ଫିଲ୍ମ ଷ୍ଟାଇଲ୍ରେ ପାକିସ୍ତାନ ଯୁବକ ଇଣ୍ଟରନେଟ୍ରେ ଖୋଜିଲେ ଭାରତୀୟଙ୍କ ମନିପର୍ସ, ଆଉ ତା’ ପରେ…
ଇସଲାମାବାଦ,୯ା୮: ଇଣ୍ଟରନେଟ୍ ଏବଂ ସୋସିଆଲ ମିଡିଆ କେତେ ଶକ୍ତିଶାଳୀ ମାଧ୍ୟମ ତାହା ପୁଣି ଥରେ ପ୍ରମାଣିତ ହୋଇଛି। ଜଣେ ପାକିସ୍ତାନୀ ଯୁବକ ରାସ୍ତାରେ ପଡ଼ିଥିବା ଏକ ପର୍ସ ସମ୍ପର୍କରେ ସୋସିଆଲ ମିଡିଆରେ ଲେଖିଥିଲେ। ଏହା ପରେ ଏହି ପର୍ସର ପ୍ରକୃତ ମାଲିକଙ୍କୁ…
ସମୁଦ୍ରରେ ପହଁରି ପହଁରି ମାଲେସିଆରୁ ମକ୍କାରେ ପହଞ୍ଚିବା ପାଇଁ ଚାହୁଁଥିଲେ ଯୁବକ, ପରେ ଯାହା ଘଟିଲା ଜାଣିଲେ…
ମାଲେସିଆର ଜଣେ ଯୁବକ ଧର୍ମସ୍ଥଳ ମକ୍କାରେ ପହଞ୍ଚତ୍ବା ପାଇଁ ଯାହା କରିଛନ୍ତି ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ଯୁବକ ଜଣକ ମାଲେସିଆରୁ ପ୍ରାୟ ୭୦୦୦ କିଲୋମିଟର ଦୂର ସମୁଦ୍ରରେ ପହଁରି ପହଁରି ମକ୍କାରେ ପହଞ୍ଚିବା ପାଇଁ ସମୁଦ୍ରକୁ ଡେଇଁଥିଲେ। ମାତ୍ର ମାଲେସୀୟ…
କୋଣାଦିତ୍ୟରେ ଅଖଣ୍ଡ ଧୁନି ପରମ୍ପରା ଆଜି ବି ବଞ୍ଚିଛି
ତତ୍କାଳୀନ ଓଡ଼ିଶାର ବୁଦ୍ଧିଜୀବୀ ଏବଂ କାରିଗରମାନେ ବୌଦ୍ଧିକସ୍ତରରେ କେତେ ଉଚ୍ଚ ଥିଲେ, ତାହାର ବଳିଷ୍ଠ ପ୍ରମାଣ ହେଉଛି ଶ୍ରୀପଦ୍ମକେଶର ମନ୍ଦିର। ଯାହା ସମୟକ୍ରମେ ଆଜି ପ୍ରସିଦ୍ଧ ହୋଇଯାଇଛି କୋଣାର୍କ ମନ୍ଦିର ନାମରେ। ଏହାସହ ଜଡ଼ିତ ହୋଇଥିବା ମେଘର ଆବାହନୀ ଐତିହ୍ୟକୁ ଆଜି…
ଆଜି ଅଗଷ୍ଟ କ୍ରାନ୍ତି ଦିବସ: ଭାରତ ଇତିହାସରେ ଏକ ସ୍ମରଣୀୟ ଦିନ
ନୂଆଦିଲ୍ଲୀ,୯ା୮: ଆଜି ହେଉଛି ଅଗଷ୍ଟ କ୍ରାନ୍ତି ଦିବସ। ୧୯୪୨ ମସିହା ଅଗଷ୍ଟ ୯ ତାରିଖ ଭାରତ ଇତିହାସରେ ଏକ ସ୍ମରଣୀୟ ଦିନ। ସ୍ବାଧୀନତା ପରଠାରୁ ଏହି ଦିନକୁ ସମଗ୍ର ଭାରତବର୍ଷରେ ଅଗଷ୍ଟ କ୍ରାନ୍ତି ଦିବସ ଭାବେ ପାଳନ କରାଯାଉଛି। ଭାରତକୁ ସ୍ବାଧୀନତା…
ଡ୍ରଗ୍ସର ଉତ୍ସ ନ ଜାଣିଲେ ଲଗାମ କଷ୍ଟକର: ଆଇପିଏସ୍ ଅଧିକାରୀ ସତ୍ୟନାରାୟଣ ପ୍ରଧାନ
ଭୁବନେଶ୍ୱର ଶହୀଦନଗର ଅଞ୍ଚଳରେ ପିଲାବେଳୁ ବଢ଼ିଥିବା ସତ୍ୟନାରାୟଣ ପ୍ରଧାନ ଏବେ ଦେଶର ୨ ପ୍ରମୁଖ ପଦବୀରେ ଅବସ୍ଥାପିତ। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ(ଏନ୍ଡିଆର୍ଏଫ୍)ର ମହାନିର୍ଦ୍ଦେଶକ ଥିବା ୧୯୮୮ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ପ୍ରଧାନ ନିକଟରେ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ(ଏନ୍ସିବି) ମୁଖ୍ୟଭାବେ ଅତିରିକ୍ତ…
Archives


