ଫୁରସତ

ଡ୍ରଗ୍ସର ଉତ୍ସ ନ ଜାଣିଲେ ଲଗାମ କଷ୍ଟକର: ଆଇପିଏସ୍‌ ଅଧିକାରୀ ସତ୍ୟନାରାୟଣ ପ୍ରଧାନ

ଭୁବନେଶ୍ୱର ଶହୀଦନଗର ଅଞ୍ଚଳରେ ପିଲାବେଳୁ ବଢ଼ିଥିବା ସତ୍ୟନାରାୟଣ ପ୍ରଧାନ ଏବେ ଦେଶର ୨ ପ୍ରମୁଖ ପଦବୀରେ ଅବସ୍ଥାପିତ। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ(ଏନ୍‌ଡିଆର୍‌ଏଫ୍‌)ର ମହାନିର୍ଦ୍ଦେଶକ ଥିବା ୧୯୮୮ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ପ୍ରଧାନ ନିକଟରେ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(ଏନ୍‌ସିବି) ମୁଖ୍ୟଭାବେ ଅତିରିକ୍ତ…

ପୃଥିବୀରେ ମଙ୍ଗଳ ଜଳବାୟୁ

ଓ୍ବାଶିଂଟନ୍‌, ୯ା୮: ମଙ୍ଗଳରେ ଜନବସତି ସ୍ଥାପନ ସ୍ବପ୍ନ ପୂରଣ ପାଇଁ ଉଦ୍ୟମ ଜାରି ରଖିଛନ୍ତି ବୈଜ୍ଞାନିକ। ସେଠାକାର ଜଳବାୟୁ ଜୀବନଧାରଣ ନିମନ୍ତେ ଅନୁକୂଳ ହୋଇ ନ ଥିବାବେଳେ ଅନୁରୂପ ପରିବେଶ ପ୍ରସ୍ତୁତ କରିଛି ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା। ସମାନ…

ଫଁଫଁ ହୋଇ ଆସୁଥିଲା ସାପ, ବିଲେଇକୁ ଦେଖି ଛାନିଆ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବକ୍ସ ଭିତରେ ବିଲେଇକୁ ଦେଖିବାକୁ ମିଳୁଛି। ବିଲେଇ ପାଖକୁ…

ସ୍ତ୍ରୀଙ୍କୁ ଅପେକ୍ଷା କରି କରି ବାସନ ମାଜିଲେ ସ୍ବାମୀ, ତଥାପି ପଡିଲା ଗାଳି

ସ୍ବାମୀ-ସ୍ତ୍ରୀ ସମ୍ପର୍କ ସ୍ବତନ୍ତ୍ର ହୋଇଥାଏ। ସେମାନଙ୍କ ମଧ୍ୟ ଛୋଟ-ବଡ ଝଗଡା ହେଲେ ମଧ୍ୟ ପରସ୍ପରକୁ ବୁଝଇ ଉଭୟ ସଂସାର ରଥ ଆଗକୁ ନେଇଛନ୍ତି। ସୋସିଆଲ ମିଡିଆରେ ଏହିପରି ଅନେକ ଦମ୍ପତିଙ୍କ ଭିଡିଓ ଭାଇରାଲ ହୁଏ। ନିକଟରେ ଇନଷ୍ଟାଗ୍ରାମରେ ଏକ ଦମ୍ପତିଙ୍କର ଏକ…

ନୀରଜ ଚୋପ୍ରାଙ୍କୁ ବଡ଼ ଉପହାର ଦେବେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୮।୮: ଟୋକିଓ ଅଲିମ୍ପିକ ଗେମ୍ସରେ ଜାଭେଲିନ ଥ୍ରୋ ଭାରତର ନୀରଜ ଚୋପ୍ରା ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସମଗ୍ର ଭାରତରେ ଏହାକୁ ଖୁସିର ଲହରୀ ଖେଳିଯାଇଛି। ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା କମ୍ପାନୀର ଆଗାମୀ ନୂତନ କାର ଏକ୍ସୟୁଭି୭୦୦କୁ…

ଚିକିତ୍ସା ସମୟରେ ଦୁଇ ରୋଗୀଙ୍କ ମଧ୍ୟରେ ହେଲା ପ୍ରେମ; ଆଉ ତା’ପରେ…

ଚଣ୍ଡିଗଡ,୮।୮:କୁହାଯାଏ ପ୍ରେମ ଏମିତି ଶବ୍ଦ, ତାହା କେତେବେଳେ କାହାକୁ ହୋଇଯାଏ ତାହା ଜଣାପଡେ ନାହିଁ। ହିମାଚଳ ପ୍ରଦେଶରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ହିମାଚଳର ଉନା ଜିଲାର ନଙ୍ଗଲ ଖୁର୍ଦର ଶଶି ପାଲ ଏବଂ ବିହାରର ସୋନମଙ୍କ ବିବାହ ବିଷୟରେ…

ଏହି ନଦୀର ପାଣି ସବୁବେଳେ ଫୁଟୁଥାଏ, ଅଜାଣତରେ ଗୋଡ଼ ଖସିଗଲେ ମୃତ୍ୟୁ ସୁନିଶ୍ଚିତ

ରହସ୍ୟରେ ପରିପୂର୍ଣ୍ଣ ଆମାଜନ ଜଙ୍ଗଲ ଏକ ପଜଲ ପରି। କୋଟି କୋଟି ଏକର ପର୍ଯ୍ୟନ୍ତ ଏହା ବିସ୍ତାର ହୋଇଥିବାରୁ ଏହି ଜଙ୍ଗଲ ବିଶ୍ୱର ବୃହତ୍ତମ ଜଙ୍ଗଲ ମଧ୍ୟରେ ଗଣାଯାଏ। ଏହି ଜଙ୍ଗଲ ଏତେ ବିସ୍ତୃତ ଯେ ଏହା ୯ଟି ଦେଶର ସୀମାକୁ…

ଶିଶୁକନ୍ୟା କାହାର, ଥାନାରେ ପହଞ୍ଚିଲେ ଦୁଇ ମା’…

ଅମୃତସର,୮।୮: ଜନ୍ମ ଦେଇଥିବା ମା’ ବଡ଼ ନା ପାଳନ କରିଥିବା ମା’ ବଡ଼। ଏହାର ସମାଧାନ ପାଇଁ ଏବଂ ଶିଶୁକନ୍ୟାଙ୍କୁ ନିଜର କରିବା ଲାଗି ଦୁଇ ମା’ ଏବେ ଥାନାରେ ପହଞ୍ଚିଛନ୍ତି। ଏଭଳି ଅଭାବନୀୟ ଘଟଣା ପଞ୍ଜାବ ଅମୃତସରରେ ଘଟିଛି। ଦୁଇ…

ମ୍ୟାଚିଂ ମ୍ୟାଚିଂ କପଲ୍‌

ସୁୟୋଶି ଓ ତୋମି ଶେକି ନାମକ ଏକ ଜାପାନୀ ଦମ୍ପତି ଏବେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚିତ। ଆଉ ଚର୍ଚ୍ଚାର କାରଣ ହେଉଛି ସେମାନଙ୍କର ମ୍ୟାଚିଂ ଆଉଫିଟ୍‌। ଘରେ ହେଉ କି ବାହାରେ ଏହି ଦମ୍ପତି ମ୍ୟାଚିଂ ପୋଷାକ ପିନ୍ଧନ୍ତି। ଆଉ…

ଗୋଡ଼ରେ ମହମବତି ଜଳାଇ ରେକର୍ଡ

ମନୋବଳ ଦୃଢ଼ ଥିଲେ ଡେଣା ନ ଥାଇ ବି ପକ୍ଷୀଟିଏ ଉଡ଼ିପାରେ। ଏହି କଥାକୁ ପ୍ରମାଣ କରି ଦେଖାଇଛନ୍ତି ମେକ୍ସିକୋର ଏଡ୍ରିଆନ୍‌ ଇରେନେ ମୈସିଆସ୍‌ ହର୍ନାଣ୍ଡେଜ୍‌। ଜନ୍ମରୁ ତାଙ୍କର ଦୁଇ ହାତ ନ ଥିଲା। ହେଲେ ଏହି ଅଭାବବୋଧକୁ ସେ ନିଜର…

ଦେବୀ ମା’ଙ୍କୁ ଚଢାଯାଏ ଚପଲ ମାଳ

ମନ୍ଦିରକୁ ଗଲେ ଚପଲ ବାହାରେ ରଖି ଭିତରକୁ ଯିବାକୁ ହୁଏ। ଆଉ ଭଗବାନଙ୍କୁ ଫୁଲମାଳ, ପ୍ରସାଦ, ଖୀର, ଦହି, ମିଷ୍ଟାନ୍ନ ଆଦି ପ୍ରସାଦ ଚଢାଯାଏ। ହେଲେ ଜାଣି ଆଶ୍ଚର୍ଯ୍ୟ ହେବେ ଏମିତି ଏକ ମନ୍ଦିର ଅଛି, ଯେଉଁଠି ଚପଲ ମାଳ କରି…

ହାର ମାନିଛି ବୟସ: ୮୦ ବର୍ଷରେ ବି ରାଜକିଶୋରଙ୍କ ନିହାଣ ଚଳଚଞ୍ଚଳ

ଓଡ଼ିଶାର ପାରମ୍ପରିକ କଳା କାରିଗରିରେ ଦେଶ ବିଦେଶରେ ଏକ ସ୍ବତନ୍ତ୍ର ପରିଚୟ ରହିଛି। ତେବେ କଳାକୃତି ତିଆରି କରୁଥିବା ଶିଳ୍ପୀମାନଙ୍କ ମଧ୍ୟରେ କେହି ନିଶାରେ ତ ଆଉ କେହି ବୃତ୍ତି ଭାବେ ବିଭିନ୍ନ ପ୍ରକାର କଳା କାରିଗରୀକୁ ଆପଣେଇଥାନ୍ତି। ଏମିତିରେ କାରିଗରିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri