ଫୁରସତ

ଗଲା ମନ୍ତ୍ରୀ ପଦ, ଏବେ ଘର ଘର ବୁଲି ପିଜା କରୁଛନ୍ତି ଡେଲିଭରୀ…

କାବୁଲ,୨୫।୮: ଆଫଗାନିସ୍ତାନ ତାଲିବାନ ପୁଣି କ୍ଷମତାକୁ ଫେରିଛି। ଫଳରେ ବହୁଲୋକ ଜୀବନ ଭୟରେ ଭିଟାମାଟି ଛାଡ଼ିଛନ୍ତି। ପୂର୍ବରୁ ଆଫଗାନିସ୍ତାନରେ ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନିଙ୍କ ସମୟରେ ସଂଚାର ଓ ଆଇଟି ମନ୍ତ୍ରୀ ଥିବା ସୈୟଦ ଅହମ୍ମଦ ଶାହା ସାଦତ ଏବେ ଜର୍ମାନୀରେ…

ସବୁଦିନ ପାଇଁ ବିଦାୟ ନେଲେ ବିଶ୍ୱର ସବୁଠୁ ଡେଙ୍ଗା ବ୍ୟକ୍ତି, ଏମିତି ଥିଲା ତାଙ୍କ ଜୀବନଶୈଳୀ

ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଥିବା ଆମେରିକାର ସବୁଠୁ ଉଚ୍ଚ ବ୍ୟକ୍ତି ଇଗୋର ଭୋଭ୍‌କୋଭିନ୍‌ସ୍କି ମାତ୍ର ୩୮ ବର୍ଷ ବୟସରେ ଦୁନିଆରୁ ସବୁଦିନ ପାଇଁ ବିଦାୟ ନେଇଛନ୍ତି। ୧୯୮୨ ମସିହା ସେପ୍ଟେମ୍ବର ୧୮ରେ ଇଗୋର ୟୁକ୍ରେନ୍‌ରେ ଜନ୍ମ ହୋଇଥିଲେ। ତେବେ ଚଳିତମାସ…

ସାହିତ୍ୟ ଖେଳପଡ଼ିଆ ନୁହେଁ

ଓଡ଼ିଆ ସାହିତ୍ୟର ଜଣେ ପରିଚିତ ଲେଖିକା ଯଶୋଧାରା ମିଶ୍ର। ୧୯୫୧ ମସିହାରେ ସମ୍ବଲପୁରରେ ଜନ୍ମିତ ଏହି ସାହିତ୍ୟ ସାଧିକା ପେସାରେ ଥିଲେ ଇଂରାଜୀ ପ୍ରାଧ୍ୟାପିକା। ଓଡ଼ିଆ, ଇଂରାଜୀ ଭାଷାରେ ଅନେକ ଗଳ୍ପ ଓ କବିତା ରଚନା କରି ନିଜସ୍ବ ପ୍ରତିଭା ପ୍ରତିପାଦିତ…

ଗୁପ୍‌ ଚୁପ୍‌ ପାଣିରେ ମିଶାଉଥିଲେ ପରିସ୍ରା

ସୋସିଆଲ ମିଡିଆରେ ପ୍ରତ୍ୟେକ ଦିନ କିଛି ନା କିଛି ଭାଇରାଲ ହେଉଛି। ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଥିବା ଏକ ଭିଡିଓରେ ଦେଖିବାକୁ ମିଳୁଛି ଜଣେ ଗୁପ୍‌ ଚୁପ୍‌ ବିକାଳି ଖଟା ପାଣିରେ ପରିସ୍ରା ମିଶାଉଛନ୍ତି। ଭିଡିଓଟି ଆସାମର ରାଜଧାନୀ…

୧୦ ବର୍ଷ ହେବ କେବଳ ବ୍ରେଡ୍‌, ଦହି ଖାଉଛନ୍ତି ୧୨ ବର୍ଷୀୟ ବାଳକ: ଆଉ କିଛି ଖାଦ୍ୟ ଦେଖିଲେ…

ଦୁନିଆରେ ଅନେକ ରୋଗ ଅଛି, ଯାହା ଅତ୍ୟନ୍ତ ବିପଜ୍ଜନକ ଏବଂ ବିଚିତ୍ର ଅଟେ। ଜଣେ ୧୨ ବର୍ଷର ବାଳକ ଏପରି ଏକ ଅଜବ ରୋଗ ସହିତ ଲଢୁଛନ୍ତି। ଏହି କାରଣରୁ ସେ ଜଣେ ସାଧାରଣ ପିଲା ପରି ସବୁ ପ୍ରକାର ଖାଦ୍ୟ…

ଅନ୍ଧାର ରାତି, ଗାଡ଼ି ସାମ୍ନାକୁ ହଠାତ୍‌ ଚାଲିଆସିଲା ବାଘ, ଆଉ ତା’ ପରେ…

ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ରୁହନ୍ତି। ଯେତେବେଳେ ବି ଟିକେ ସମୟ ପାଆନ୍ତି ସୋସିଆଲ ମିଡିଆରେ ସୁନ୍ଦର ସୁନ୍ଦର ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ଯାହାକି ରୋଚକପୂର୍ଣ୍ଣ ହୋଇଥାଏ। ଏବେ ଆନନ୍ଦ ମହିନ୍ଦ୍ରା ଏକ…

ସମୁଦ୍ର କୂଳରେ ଶହ ଶହ ‘ସାଣ୍ଡ୍‌ ଡଲାର୍ସ’…

ଓ୍ବାଶିଂଟନ, ୨୩।୮: ଆମେରିକାର ସମୁଦ୍ର କୂଳରେ ଶହ ଶହ ସଂଖ୍ୟାରେ ‘ସାଣ୍ଡ୍‌ ଡଲାର୍ସ’ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏହା ସ୍ଥାନୀୟ ବିଶେଷଜ୍ଞମାନଙ୍କୁ ଚିନ୍ତାରେ ପକାଇଛି। ୧୫ ଅଗଷ୍ଟଠାରୁ ଏହି ସାମୁଦ୍ରିକ ଜୀବଟିକୁ ଦେଖିବାକୁ ମିଳୁଛି। ଏହାର ପ୍ରକୃତ ନାମ ହେଉଛି…

ବିକ୍‌ନୀ ପିନ୍ଧି ସମୁଦ୍ର କୂଳରେ ଯୋଗ କରୁଥିଲେ ମହିଳା, ପଛରୁ ଆସିଲା ଏକ ଅଜଣା ଜୀବ; ଆଉ ତା’ ପରେ…

ଯୋଗ ସ୍ବାସ୍ଥ୍ୟ ପକ୍ଷେ ବହୁତ ହିତକର। ମାତ୍ର ଯୋଗ ପାଇଁ ସ୍ଥାନ, କାଳ, ପାତ୍ର ଯଦି ଠିକ୍‌ ନ ରହିବ ତେବେ ସବୁ ଗଡ଼ବଡ଼ ହୋଇଯିବ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଯୋଗ କରୁଥିବା ଜଣେ ମହିଳାଙ୍କ କ୍ଷେତ୍ରରେ। ମହିଳା…

ରାଖୀ ପୂର୍ଣ୍ଣିମାରେ ଭଉଣୀକୁ କିଡ୍‌ନୀ ଦେଲେ ଭାଇ

ନୂଆଦିଲ୍ଲୀ, ୨୩ା୮: ରାଖୀ ପୂର୍ଣ୍ଣିମାରେ ଭଉଣୀକୁ ଉପହାରରେ ନୂଆ ଜୀବନ ଦେଇଛନ୍ତି ଭାଇ। କିଡ୍‌ନୀଜନିତ ରୋଗରେ ପୀଡ଼ିତ ଭଉଣୀକୁ ତାଙ୍କ ସାନଭାଇ ନିଜର ଏକ କିଡ୍‌ନୀ ଦାନ କରି ଜୀବନ ରକ୍ଷା କରିଛନ୍ତି। ସୂଚନା ମୁତାବକ, ହରିୟାଣା ରୋହତକ୍‌ର ଜଣେ ୩୧…

ଚାଷୀ ଗୀତ ଗାଇଲେ ବର୍ଷା ହୁଏ

ଜୟପୁର, ୨୩।୮: ରାଜସ୍ଥାନରେ ବର୍ଷାଭାବ ବେଳେ ଚାଷୀ ହାତରେ ଛତା ଧରି ବିଲକୁ ଯାଇ ରାଗ ମେଘ ମଲ୍ଲାର ଗୀତ ଗାଇଲେ ବର୍ଷା ହୋଇଥାଏ। ଏକଥା ବିଶ୍ୱାସ ନ ହେଲେ ମଧ୍ୟ ସତ୍ୟ। ଏପରିକି କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଏହି ଘଟଣାରେ…

୨୦ ବର୍ଷ ଧରି ପ୍ରକୃତ ପିତାଙ୍କୁ ଖୋଜୁ ଖୋଜୁ ପୂରା ପରିବାର ପାଇଗଲେ ମହିଳା, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ଦୁନିଆ ଭିଡ଼ ଭିତରେ କେହି ହଜିଗଲେ ଖୋଜି ପାଇବା କଷ୍ଟକର। ମାତ୍ର ୨୦ ବର୍ଷ ଧରି ଜଣେ ମହିଳା ତାଙ୍କ ପିତାଙ୍କୁ ଖୋଜି ଚାଲିଥିଲେ। ଏବେ ତାଙ୍କୁ ପୂରା ପରିବାର ମିଳିଯାଇଛନ୍ତି। ଖୁସିରେ ତାଙ୍କ ଗୋଡ଼ ତଳେ ଲାଗୁନି। ଏକ ଟିଭି…

ମା’ଙ୍କୁ ରାସ୍ତା ମଝିରେ ପିଟୁଥିଲା ପୁଅ, ରକ୍ଷା କରିବାକୁ ଧାଇଁ ଆସିଲା କୁକୁର; ଆଉ ତା’ପରେ

ଚେନ୍ନାଇ,୨୩।୮:କୁହାଯାଏ କୁକୁର ହେଉଛି ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱସ୍ତ। ଚଳଚ୍ଚିତ୍ରର ଅନେକ ଦୃଶ୍ୟରେ, ଆପଣ ନିଶ୍ଚୟ ଦେଖିଥିବେ ଯେ କୁକୁର କିପରି ମାଲିକକୁ ବଞ୍ଚାଇବା ପାଇଁ ନିଜ ଜୀବନକୁ ବାଜି ଲଗାଏ। ତାମିଲନାଡୁର ନାମାକ୍କାଲ ସହରରୁ ମଧ୍ୟ ଏଭଳି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?