ଫୁରସତ

ନଈରୀରେ ଶ୍ରୀଗୁଣ୍ଡିଚା

ଗଜପତି ରାମଚନ୍ଦ୍ର ଦେବ କଟକ ବାରବାଟୀରେ ବନ୍ଦୀ ହୋଇ ରହିଥିଲେ। ଏପଟେ ଶ୍ରୀମନ୍ଦିର ସମ୍ପୂର୍ଣ୍ଣ ଭାବେ ମୋଗଲଙ୍କ ଅଧୀନକୁ ଚାଲିଯାଇଥିଲା। ମୋଗଲଙ୍କ ଦ୍ୱାରା ଶ୍ରୀମନ୍ଦିର ଅଧିକୃତ ହେବା ପୂର୍ବରୁ ସେମାନେ କରିଥିବା ଆକ୍ରମଣର ଇତିହାସ ଅନାଲୋଚିତ ହୋଇରହିଛି। ଆକ୍ରମଣ ପୂର୍ବରୁ...

ପୁରରୁ ପୁରୀ

ଭାରତର ଅନେକ ସ୍ଥାନ ଅଛି, ଯାହାର ଶେଷରେ ରହିଛି ‘ପୁର’। ଗଁା ବି ଅଛି। ଓଡ଼ିଶାର କେତେକ ସହର ଓ ଗଁା ନାମର ଶେଷରେ ‘ପୁର’ ଶବ୍ଦ ଜଡ଼ିତ। ପୁର ଶବ୍ଦ ଥିବା ସ୍ଥାନ ପ୍ରାଚୀନ ଐତିହ୍ୟର ଗୋଟିଏ ଗୋଟିଏ...

ମଇଁଷିକୁ ଦେଖି ଦୌଡ଼ୁଥିଲେ, ପରେ ପଛକୁ ଫେରି…

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ବହୁତଗୁଡିଏ ମଇଁଷିକି ଦେଖିବାକୁ ମିଳୁଛି। ମଇଁଷିକୁ ଦେଖି ସିଂହ...

ଶ୍ଲୋକ ପଢି ବାପ-ପୁଅଙ୍କ ମଧ୍ୟରେ ଆପୋଷ ବୁଝାମଣା କଲେ ଜଜ୍‌: ତା’ପରେ ଘଟିଲା ଏମିତି

ଯୋଧପୁର,୧୧।୭:ରାଜସ୍ଥାନର ଯୋଧପୁରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ବାପ-ପୁଅଙ୍କ ମଧ୍ୟରେ ଚାଲିଥିତ୍ବା ଝଗଡାକୁ ସମାଧାନ କରିବା ପାଇଁ ଜଜ୍‌ ଆଇନ୍‌ର ନୁହେଁ ବରଂ ସଂସ୍କୃତ ଶ୍ଲୋକର ସାହାରା ନେଇଛନ୍ତି। ଏହି ନିଆରା ଢଙ୍ଗରେ ସମସ୍ୟା ସମାଧାନ କରିବାରେ ସଫଳ...

ବାଘକୁ ଏମିତି ଗୋଡ଼ାଇଲା ଭାଲୁ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ କେତେବେଳେ କ’ଣ ଭାଇରାଲ ହୁଏ ତାହା କାହାକୁ ଜଣା ନ ଥାଏ। ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ। ଭିଡିଓରେ ଏକ ଭାଲୁ ବାଘର ପିଛା କରୁଛି। ବାଘଟି ବିଚରା...

ପୁଅ ନବମ, ହେଲେ ଝିଅ ଡାକ୍ତର-ଇଞ୍ଜିନିୟର: ଜାଣନ୍ତୁ କେତେ ପଢ଼ିଛନ୍ତି ଲାଲୁ ଯାଦବଙ୍କ ସନ୍ତାନ…

ଲାଲୁ ପ୍ରସାଦ ଯାଦବ ଭାରତୀୟ ରାଜନୀତିର ଲୋକପ୍ରିୟ ଚେହେରା ମଧ୍ୟରୁ ଅନ୍ୟତମ। ବିହାରର ମୁଖ୍ୟମନ୍ତ୍ରୀ ପଦଠାରୁ ଆରମ୍ଭ କରି କେନ୍ଦ୍ରରେ ରେଳ ମନ୍ତ୍ରୀ ରହିଥିବା ଲାଲୁ ଓକିଲାତି କରିଛନ୍ତି। ବିହାର ପାଟଣାର ବିଏନ୍‌ କଲେଜରେ ଓକିଲାତି ପଢ଼ା ସାରିବା ପରେ...

ସ୍ବାମୀଙ୍କ ଝିଅ ସାଙ୍ଗଙ୍କ ପ୍ରେମରେ ପଡ଼ିଲେ ସ୍ତ୍ରୀ, ନେଲେ ଏପରି ଅଜବ ନିଷ୍ପତ୍ତି; ଜାଣିଲେ…

‘ସ୍ତ୍ରୀ-ସ୍ବାମୀ ଏବଂ ସିଏ’ ସମ୍ପର୍କରେ ବହୁତ ଶୁଣିଥିବେ। ମାତ୍ର ଯୁକ୍ତରାଷ୍ଟ୍ର ଆମେରିକାର ସିଏଟଲରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ବିବାହ ପରେ ସ୍ବାମୀ ଜାଣିବାକୁ ପାଇଲେ ଯେ, ତାଙ୍କ ସ୍ତ୍ରୀ ଉଭୟଲିଙ୍ଗୀ ।...

କାଳିଆ ସେବାରେ ପରିବାର

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବାକୁ ନେଇ ସ୍ବତନ୍ତ୍ର ପ୍ରଥା, ପରମ୍ପରା ରହିଛି। ଏଥିପାଇଁ ସେବାକାର୍ଯ୍ୟରେ ନିଜକୁ ନିୟୋଜିତ କରିଥାନ୍ତି ସେବକ ଓ ଭକ୍ତଗଣ। ତେବେ ବର୍ଷର ଅନ୍ୟ ଦିନ ଅପେକ୍ଷା ରଥଯାତ୍ରାରେ ଶ୍ରୀଜୀଉଙ୍କ ଦର୍ଶନ ସହିତ ମହାପ୍ରଭୁଙ୍କ ସେବାକାର୍ଯ୍ୟରେ ନିୟୋଜିତ ଲାଗି...

ଝରଣାର ଗନ୍ତାଘର ଅଥିରାପ୍ପିଲ୍ଲୀ

କେରଳର ତ୍ରିଶୂର ଜିଲାରେ ଥିବା ଅଥିରାପ୍ପିଲ୍ଲୀରେ ଅନେକ ପାହାଡ଼, ଝରଣା ଆଦି ଦେଖିବାକୁ ମିଳିଥାଏ। ସେଥିପାଇଁ ଏହାକୁ କେହି କେହି ଝରଣାର ଗନ୍ତାଘର ବୋଲି ମଧ୍ୟ କହିଥାନ୍ତି। ତେବେ ପ୍ରାକୃତିକ ପରିବେଶରେ ଭରା ଏହି ସ୍ଥାନରେ ଟ୍ରେକିଂ ତଥା ଫିଶିଂ...

ଏମିତି ମନ୍ଦିର ଯେଉଁଠି ପୁରୁଷଙ୍କୁ ପ୍ରବେଶ ମନା

ଦେବୀ କନ୍ୟାକୁମାରୀ ମନ୍ଦିର, କନ୍ୟାକୁମାରୀ- ଭାରତର ଦକ୍ଷିଣ ଭାଗରେ ସ୍ଥିତ ଏହି ମନ୍ଦିର ବର୍ଷର କୌଣସି ଦିନ ପୁରୁଷଙ୍କ ପାଇଁ ଖୋଲା ନୁହେଁ। କେବଳ ତପସ୍ବୀ ପୁରୁଷଙ୍କୁ ମନ୍ଦିରର ଗେଟ୍‌ ପର୍ଯ୍ୟନ୍ତ ଯିବାକୁ ଅନୁମତି ରହିଛି। ବିବାହିତ ପୁରୁଷ ତ...

ପ୍ରୋଗ୍ରାମ୍‌ ଟଙ୍କାରେ ନୃତ୍ୟାଭୂଷଣ କିଣିଥିଲି: ଲିଙ୍ଗରାଜ ସ୍ବାଇଁ

ମୋର ଜନ୍ମ ପୁରୀ ଜିଲାର କୋଣାର୍କଠାରେ। କୋଣାର୍କ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରିବା ପରେ ସ୍ଥାନୀୟ ଭଗବତୀ ମହାବିଦ୍ୟାଳୟରେ ଯୁକ୍ତ ତିନି ଯାଏଁ ପାଠ ପଢିଥିଲି। ପାଠ ସିନା ପଢୁଥିଲି ହେଲେ ମୋର ରୁଚି ରହିଥିଲା ଓଡ଼ିଶୀ ନୃତ୍ୟରେ।...

ଓଡ଼ିଆ ସଂଗୀତ ଜଗତର ଉଜ୍ଜ୍ୱଳ ତାରକା ସୁବାସ

୧୯୬୦ ମସିହା ମେ ୧୯ ତାରିଖରେ ଭଦ୍ରକ ଜିଲା ଅଧୀନ ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଗଉଡ଼ୁଣୀପୋଖରୀ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ସୁବାସ ଦାଶ। ତାଙ୍କ ପିତାଙ୍କ ନାମ ଆଦିକନ୍ଦ ଓ ମାତା ଜୟମଣି ଦେବୀ। ସେ ଥିଲେ ଛଅ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri