ଫୁରସତ

ନା ଥିଲେ ବ୍ରାହ୍ମଣ ନା ଥିଲା ହୋମ ନିଆଁ, ଏମିତି ଶପଥ ନେଇ ବିବାହ କଲେ ବରକନ୍ୟା; ଜାଣିଲେ କରିବେ ପ୍ରଶଂସା

ଭୋପାଳ,୧୯ା୭: ମଧ୍ୟପ୍ରଦେଶର ସିହୋରରେ ଏକ ନିଆରା ବିବାହ ସମ୍ପନ୍ନ ହୋଇଛି। ନା ଅଗ୍ନିକୁ ସାକ୍ଷୀ ରଖି, ନା ମନ୍ତ୍ରପାଠ, ନା ହୋମ, ବ୍ରାହ୍ମଣ କିଛି ବି ଦରକାର ପଡ଼ି ନ ଥିଲା ଏହି ବିବାହରେ। କେବଳ ବାବା ସାହେବ ଆମ୍ବେଦକରଙ୍କ ଫଟୋକୁ…

୨ ବର୍ଷର ଝିଅକୁ କାର୍‌ରେ ଲକ୍‌ ପକାଇ ଭୁଲିଗଲେ ମହିଳା: ୭ ଘଣ୍ଟା ପରେ…

ସାଧାରଣତଃ ଲୋକେ କାର୍‌ରେ ଜିତିଷ ରଖି ଭୁଲି ଯାଉଥିବା ନଜିର ରହିଛି। କିନ୍ତୁ କାର୍‌ରେ ଶିଶୁକୁ ଲକ୍‌ ପକାଇ ଭୁଲିଯିବା ନିହାତି ଆଶ୍ଚର୍ଯ୍ୟର କଥା। ଆମେରିକାର ଫ୍ଲୋରିଡାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳା ୨ ବର୍ଷର ଶିଶୁଙ୍କୁ…

ଉତ୍ତରକୋରିଆରେ ନୂଆ ନିୟମ: ଏମିତି ଗାଳି ଦେଲେ ମିଳିବ ମୃତ୍ୟୁଦଣ୍ଡ

ପ୍ୟୋଙ୍ଗ୍‌ୟାଙ୍ଗ,୧୯ା୭: ଉତ୍ତରକୋରିଆରେ କରୋନା ମହାମାରୀ ଯୋଗୁ ଲକ୍‌ଡାଉନ୍‌ ସ୍ଥିତିରେ ରହିଛି। ଉତ୍ତରକୋରିଆ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ନୂଆ ନିୟମ ଜାରି କରିଛନ୍ତି। ଯେଉଁଥିରେ ଜଣେ ବ୍ୟକ୍ତି ଦକ୍ଷିଣକୋରିଆ,…

ସାଥୀର ଜୀବନ ବଞ୍ଚାଇବା ପାଇଁ କୁକୁର କଲା ରକ୍ତଦାନ…

ମୁରାଦାବାଦ,୧୯।୭: ମଣିଷଙ୍କ ମଧ୍ୟରେ ଜଣେ ଅନ୍ୟଙ୍କୁ ରକ୍ତଦାନ କରିବା ଏକ ସାଧାରଣ ଘଟଣା। ତେବେ ଗୋଟିଏ କୁକୁର ନିଜ ସାଥୀ କୁକୁରର ଜୀବନ ବଞ୍ଚାଇବା ପାଇଁ ରକ୍ତଦାନ କରିଥିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି ଘଟଣା ଉତ୍ତରପ୍ରଦେଶର ମୁରାଦାବାବରେ ଘଟିଛି।…

ଆମ୍ବ-ଜାମୁ ବାହାଘର, ଗାଁ ଲୋକେ ପାଲଟିଲେ ବରଯାତ୍ରୀ …

ଆଗ୍ରା,୧୯।୭: ଭାରତୀୟ ସଂସ୍କୃତିରେ ପରିବେଶ ସୁରକ୍ଷା ପ୍ରାଚୀନକାଳରୁ ପ୍ରଚଳିତ। ଦେଶର କେତେକ ଅଞ୍ଚଳରେ ଗୋଟିଏ ଗଛ ସହିତ ଅନ୍ୟ ଗଛର ବିବାହ କରାଯିବା ପରମ୍ପରା ରହିଛି। ଉତ୍ତରପ୍ରଦେଶ ଆଗ୍ରାର କାସଗଞ୍ଜସ୍ଥିତ ପଟିଆଲି ଅଞ୍ଚଳର ବିନପୁର ଗାଁରେ ଆମ୍ବ ଗଛ ସହିତ ଜାମୁ…

ମାଡ଼ି ଆସୁଛି ବିପଦ, ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ …

ଓ୍ବାଶିଂଟନ,୧୯।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ିଆସୁଛି। ଜଳନ୍ତା ଗ୍ରହାଣୁପିଣ୍ଡ ୨୦୦୮-ଜିଓ-୨୦ ସେକେଣ୍ଡ ପ୍ରତି ୮ କିଲୋମିଟର ବେଗରେ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୨୫ରେ ଭାରତୀୟ ସମୟ ରାତ୍ର ୨ଟାରେ ଏହା ପୃଥିବୀର କକ୍ଷପଥ ନିକଟରେ ଅତିକ୍ରମ କରିବ ବୋଲି…

ମାଛ ଖେଳୁଛନ୍ତି ଫୁଟବଲ, ଗୋଲ୍‌ ଦେଖିଲେ ଟିଣ ହୋଇଯିବ ମୁଣ୍ଡ

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଇ ଥାଏ ତ ଆଉ କେତେକ ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ସେମିତି ଏକ ଭିଡିଓ ଏବେ ଭାଇରାଲ ହୋଇଛି। ଭିଡିଓରେ ମାଛଗୁଡ଼ିକ…

କାଦୁଅ ରାସ୍ତାରେ ଯାଉଥିଲେ ଯୁବତୀ, ଖୁବ୍‌ ଜୋର୍‌ରେ ପଛରୁ ଆସିଲା ଏକ କାର୍‌; ଆଉ ତା’ ପରେ…

ବର୍ତ୍ତମାନ ଚାରିଆଡ଼େ ବର୍ଷା ହେଉଥିବାରୁ କଚ୍ଚା ରାସ୍ତାଗୁଡ଼ିକ କାଦୁଅ ହୋଇଯାଇଛି। ଏହି ରାସ୍ତାରେ ଯିବା ବେଳେ ଯଦି କେଉଁ ଗାଡ଼ି ଜୋର୍‌ରେ ଚାଲିଆସିଲା ତେବେ କଥା ସରିଲା। ସବୁ କାଦୁଅ ପାଣି ଛିଟା ଆପଣଙ୍କ ଉପରେ ପଡ଼ିବ ନିଶ୍ଚିତ। ସୋସିଆଲ ମିଡିଆରେ…

ପୁଅ ମୋଦିଙ୍କ କ୍ୟାବିନେଟରେ ମନ୍ତ୍ରୀ, ମାତାପିତା କାମ କରନ୍ତି କ୍ଷେତରେ

ନୂଆଦିଲ୍ଲୀ,୧୮ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ସପ୍ତାହ ପୂର୍ବରୁ ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି । ଏଥିରେ ୪୩ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ଭାରତୀୟ ଜନତା ପାର୍ଟି(ଭାଜପା) ତାମିଲନାଡୁର ଅଧ୍ୟକ୍ଷ ଏଲ୍ ମୁରଗାନଙ୍କୁ ରାଜ୍ୟମନ୍ତ୍ରୀ ପଦ ମିଳିଛି…

୧୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ‘ତୈମୁର’

ଇଦ୍‌-ଉଲ୍‌-ଜୁହାକୁ ନେଇ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଇଦ୍‌ ଉପଲକ୍ଷେ ବଜାରରେ ଛେଳିଙ୍କ ଦାମ୍‌ ମଧ୍ୟ ଆକାଶଛୁଆଁ। ଅନ୍‌ଲାଇନ୍‌ ମାର୍କେଟ୍‌ରେ ବି ଲକ୍ଷାଧିକ ଟଙ୍କାରେ ଛେଳି ବିକ୍ରି ହେଉଛନ୍ତି। ଗୁଜରାଟର ସୁରଟଠାରେ ଜଣେ ବେପାରୀ ଇଦ୍‌ ପୂର୍ବରୁ ଏକ ବଡ଼ ପ୍ୟାକେଟ୍‌…

ଅନ୍ୟକୁ ବଞ୍ଚାଇ ନିଜେ ଚାଲିଗଲେ

୩୩ ବର୍ଷୀୟା ସ୍ବାତୀ ଗର୍ଗ ଗୁରୁଗ୍ରାମର ଏକ ଆପାର୍ଟମେଣ୍ଟରେ ସ୍ବାମୀ, ଝିଅ ଓ ମା’ଙ୍କ ସହ ରହୁଥିଲେ। ତାଙ୍କ ସହ ତାଙ୍କର ଜଣେ ସାଙ୍ଗ ବି କିଛିଦିନ ହେବ ରହୁଥିଲେ। ଥରେ ଶର୍ଟ ସର୍କିଟ୍‌ ଯୋଗୁ ରାତିରେ ତାଙ୍କ ଆପାର୍ଟମେଣ୍ଟର ଗ୍ରାଉଣ୍ଡଫ୍ଲୋର୍‌ରେ…

ଅପରାଧୀ ପାଇଁ ଜେଲ୍‌

ମଣିଷ ଅପରାଧ କଲେ ହାଜତ ଯାଆନ୍ତି । ଦୋଷ ପାଇଁ ଦଣ୍ଡ ପାଆନ୍ତି । ତେବେ କଥା କହିପାରୁ ନ ଥିବା, ଭାବ ପ୍ରକାଶ କରିପାରୁ ନ ଥିବା ପ୍ରାଣୀ କ’ଣ କେବେ ଅପରାଧ କରନ୍ତି ? ଜାଣି ଆଶ୍ଚର୍ଯ୍ୟ ହେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?