ଫୁରସତ

ଖରା, ପବନରେ ମିଳାଇଯିବ ପ୍ଲାଷ୍ଟିକ୍‌

ବେଜିଂ, ୧୮ା୭: ପରିବେଶ ପ୍ରଦୂଷଣର ପ୍ରମୁଖ କାରଣ ପାଲଟିଛି ପ୍ଲାଷ୍ଟିକ୍‌ ସାମଗ୍ରୀର ବହୁଳ ବ୍ୟବହାର। ନଷ୍ଟ ହେବା ପାଇଁ ଶହ ଶହ ବର୍ଷ ଲାଗିଯାଉଥିବାରୁ ପ୍ଲାଷ୍ଟିକ୍‌ ବର୍ଜ୍ୟ ସମଗ୍ର ଜୀବଜଗତକୁ ବିପଦମୁହଁକୁ ଠେଲି ଦେଇଛି। ଏହା ଭିତରେ ପ୍ଲାଷ୍ଟିକ୍‌ ଓ୍ବେଷ୍ଟେଜ୍‌ ବିରୋଧୀ…

ରୁମ୍‌ ଭିତରକୁ ଶୋଇବାକୁ ଗଲେ ମହିଳା, ବେଡ୍‌ ତଳେ ଥିଲେ ୧୮ ସାପ; ଆଉ ତା’ ପରେ…

ଓ୍ବାଶିଂଟନ୍‌: ଭାବିଲେ ଆପଣ ରାତିରେ ସବୁ କାମ ସାରି ଶୋଇବାକୁ ବେଡ୍‌କୁ ଯିବେ। ଆଉ ବେଡ୍‌ ତଳେ ଦେଖିବେ ଗୋଟିଏ କି ଦୁଇଟି ନୁହେ, ଏକାବେଳକେ ୧୮ ସାପ। ଆପଣଙ୍କ ଅବସ୍ଥା କ’ଣ ହେବ କହିଲେ… ସେମିତି ଏକ ଘଟଣା ଘଟିଛି…

ସମୁଦ୍ର କୂଳରେ ଆତଙ୍କ ଖେଳାଉଛି ଏହି ପକ୍ଷୀ, ଥଣ୍ଟ ମାରି ମୁଣ୍ଡରୁ ପିଇ ଯାଉଛି ରକ୍ତ

ଲଣ୍ଡନ,୧୭ା୭: ବ୍ରିଟେନର ସମୁଦ୍ର କୂଳରେ ସୁରକ୍ଷାକର୍ମୀ, ପୋଷ୍ଟମ୍ୟାନ୍‌ ଏବଂ ସାଧାରଣ ଲୋକେ ଆଜିକାଲି ଭୟଭୀତ ଅବସ୍ଥାରେ ରହୁଛନ୍ତି। କାରଣ ଏକ ସମୁଦ୍ର ପକ୍ଷୀ ସେମାନଙ୍କ ଉପରେ ଆକ୍ରମଣ କରୁଛନ୍ତି। ଯେଉଁଥିପାଇଁ ସେମାନେ ନିଜକୁ ରକ୍ଷା କରିବା ପାଇଁ ମଜଭୁତ ହେଲମେଟ୍‌ ପିନ୍ଧିବାକୁ…

ଏହି କାଫେରେ ମିଳୁଛି ୧୨ଟି ଦେଶର ୧୫୦ ପ୍ରକାର ଚା, ଇସାରାରେ ହୁଏ ଅର୍ଡର

ଝାଡ଼ଖଣ୍ଡର ଜାମସେଦପୁରରେ ଏମିତି ଏକ କାଫେ ଖୋଲାଯାଇଛି, ଯେଉଁଠି ୧୨ଟି ଦେଶର ଚା’ ମିଳୁଛି। ଏହି କାଫେରେ ୧୦୦ ଟଙ୍କାରୁ ଆରମ୍ଭ କରି ୮୦୦ ଟଙ୍କା ଦେଇ ଚା’ର ମଜା ନେଇପାରିବେ। କାଫେର ସବୁଠୁ ଖାସ୍‌ କଥା ହେଲା ଏଠାରେ କାମ…

ଗୋଟିଏ ବୋତଲ ହ୍ୟୁସ୍କିର ଦାମ ଏକ କୋଟି!

ଦାମି ମଦ ବିଷୟରେ ପ୍ରାୟ ସମସ୍ତେ ଅବଗତ ଥିବେ । କେବେ କେବେ ଏହା ଲକ୍ଷେ ବା ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଯାଇଥିବ । ହେଲେ ଏଥର ଯେଉଁ ଖବର ଆସିଛି ତାହା ସମସ୍ତଙ୍କୁ ଚକିତ କରି ଦେଇଛି ।…

କେବଳ ସ୍ବପ୍ନ ଦେଖିବାରେ ବିତିଥାଏ ମଣିଷ ଜୀବନର କେତେ ବର୍ଷ, ଜାଣନ୍ତି କି…

ନୂଆଦିଲ୍ଲୀ: ଶୋଇଲେ ଆଖିକୁ ଆସେ ସ୍ବପ୍ନ। କେତେ ସ୍ବପ୍ନ ମନେ ରୁହେ କିଛି ସ୍ମୃତିରେ ରୁହେନା। ମଣିଷର ଜୀବନକାଳ ମଧ୍ୟରେ କେବଳ ୬ ବର୍ଷ ସ୍ବପ୍ନ ଦେଖାରେ ବିତିଥାଏ। ସେଥିମଧ୍ୟରୁ ୯୦ ପ୍ରତିଶତ ସ୍ବପ୍ନ ନିଦରୁ ଉଠିଲା ପରେ ଆଉ ମନେ…

ଗଛଡାଳରେ ଝୁଲି ରହିଥିଲା ବିରାଟକାୟ ଅଜଗର, ଧରିବା ପାଇଁ ଦମକଳବାହିନୀ ନାକେଦମ୍‌

ବ୍ୟାଙ୍କକ୍‌ରେ କରୋନା ମହାମାରୀକୁ ନେଇ ଲଗାଯାଇଥିବା ପ୍ରତିବନ୍ଧକ ଟିକେ କୋହଳ ହେବା ପରେ ଜନଜୀବନ ସ୍ବାଭାବିକ ହୋଇଛି। ଲୋକେ ଏବେ ବନ୍ଦ ଘରୁ ବାହାରକୁ ବାହାରୁଛନ୍ତି। ଏହି ସମୟରେ ଏକ ଅଜବ ଦୃଶ୍ୟ ଦେଖି ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଏକ ଗଛ…

ନିଜ ବିବାହରେ ଶୋଇପଡ଼ିଲେ ବର: କନ୍ୟାଙ୍କ ଥିଲା ଏଭଳି ପ୍ରତିକ୍ରିୟା

ଭାରତୀୟ ବିବାହ କାର୍ଯ୍ୟକ୍ରମରେ ଭରପୁର ଡ୍ରାମା ଓ କମେଡି ଭରି ରହିଥାଏ। ପ୍ରାୟ ସମୟରେ ବିବାହର ଅନେକ ଫନି ଭିଡ଼ିଓମାନ ଭାଇରାଲ ହୋଇଥାଏ। ଯାହାକୁ ଦେଖିଲେ ଯେକେହିବି ନିଜର ହସକୁ ଅଟକାଇ ପାରିବେନି। ନିକଟରେ ସୋସିଆଲ ମିଡିଆରେ କିଛି ଏଭଳି ଏକ…

ଦୁଇଦିନ ପାଇଁ ଶାଶୁଙ୍କ ବୟଫ୍ରେଣ୍ଡ ହେବାକୁ ବିଜ୍ଞାପନ ଦେଲେ ବୋହୂ, କହିଲେ ମିଳିବ…

ଟଙ୍କା ଦେଲେ ଅନେକ କିଛି ମିଳିଥାଏ। ମାତ୍ର ନ୍ୟୁୟର୍କରେ ଜଣେ ମହିଳା ନିଜ ଶାଶୁଙ୍କ ପାଇଁ ଏମିତି ବିଜ୍ଞାପନ ଦେଇଛନ୍ତି, ଯାହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ମହିଳା କହିଛନ୍ତି, ତାଙ୍କ ଶାଶୁଙ୍କ ପାଇଁ ସେ ବୟଫ୍ରେଣ୍ଡ ଚାହୁଁଛନ୍ତି। ଯେଉଁ…

ମା’ ପାଖୁରୁ ଯାଇ ବତକକୁ ଗୋଡାଉଛି ଛୁଆ ହାତୀ, ପଡ଼ିଯିବାରୁ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ବିବାହ ଏଡ଼ାଇବାକୁ ଆଇଏଏସ୍‌

ଚଣ୍ଡିଗଡ଼: କଠିନ ପରିଶ୍ରମ ଆଉ ଦୃଢ଼ ମନୋବଳ ହିଁ ସଫଳତାର ମୂଳମନ୍ତ୍ର। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ହରିୟାଣାର ନିଧି ସିବାଚ। ବିବାହ ପ୍ରସ୍ତାବକୁ ଏଡ଼ାଇବା ଜିଦ୍‌ରେ ଏବେ ସେ ଆଇଏଏସ୍‌ ଅଫିସର ହୋଇପାରିଛନ୍ତି। ହରିୟାଣାର ଗୁରୁଗ୍ରାମରେ ରହନ୍ତି ନିଧି ସିବାଚ।…

ସମସ୍ତଙ୍କ ପାଇଁ ନ୍ୟାୟ ଅନିବାର୍ଯ୍ୟ

ବିଶାଳ ଏ ବିଶ୍ୱ। ସୀମାଠୁ ଶରଣାର୍ଥୀ। ଆତଙ୍କବାଦଠୁ ସାମ୍ପ୍ରଦାୟିକ ହିଂସା। ଏମିତି ଅନେକ ସମସ୍ୟା। ଏହାକୁ ବାଦ୍‌ଦେଲେ ଗରିବୀ, ବେରୋଜଗାରୀ, ଅନାହାର, ବିଶ୍ୱତାପନ, ଯୁଦ୍ଧ ଭଳି ସମସ୍ୟା ସମଗ୍ର ମାନବଜାତିକୁ ବିପଦରେ ପକାଇଛି। ଏସବୁ ଭିତରେ ପୃଥିବୀର ପ୍ରତିଟି ମଣିଷକୁ ନ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?