ଫୁରସତ

ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ

କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି ସ୍ବତନ୍ତ୍ର ଅଟେ। ସ୍ତ୍ରୀ ଏବଂ ସ୍ବାମୀଙ୍କ ମଧ୍ୟରେ ଉଚ୍ଚତା ମଧ୍ୟରେ ଅନେକ ପ୍ରଭେଦ। ତଥାପି…

ଏହି ବ୍ୟକ୍ତି ଏମିତି ଶବ୍ଦ କରନ୍ତି ଯେ ଚାରିଆଡୁ ଉଡିଆସି ଏକାଠି ହୋଇଯାଆନ୍ତି କାଉ; ଭିଡିଓ ଦେଖିଲେ…

ଭାରତରେ ପ୍ରତିଭାର ଅଭାବ ନାହିଁ। ହେଲେ ଅନେକ ସମୟରେ ପ୍ରତିଭା ଦେଖାଇବା ପାଇଁ ସମସ୍ତଙ୍କୁ ପ୍ଲାଟଫର୍ମ ମିଳି ନ ଥାଏ। ଫଳରେ ବଣମଲ୍ଲୀର ମହକ ବଣରେ ହିଁ ରହିଯାଉଥିବା ଭଳି କୌଶଳ ଲୋକଲୋଚନକୁ ନ ଆସିପାରି ବ୍ୟକ୍ତିଙ୍କ ପାଖରେ ସୀମିତ ରହିଥାଏ।…

ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଖୁବ୍‌ଶୀଘ୍ର ଏହି ରିପୋର୍ଟକୁ ପ୍ରକାଶ କରାଯିବ। ପୃଥିବୀର ବିଭିନ୍ନ ରେଡ଼ିଓ ସିଗନାଲ୍‌…

ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ

ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି ଜଣାପଡ଼ିଛି। ସବୁଠାରୁ ବଡ଼ କଥା ହେଉଛି ୧୫ବର୍ଷ ପରେ ଏହା ପ୍ରଥମ ଥର ହେବ…

ଜାଣନ୍ତି ଏହି ସ୍ଥାନରେ ଗ୍ରୀଷ୍ମ ଦିନରେ ବି ହୋଇଥାଏ ପ୍ରବଳ ବର୍ଷା

ସମଗ୍ର ଦେଶରେ ମୌସୁମୀ ଏବଂ ପୂର୍ବ ମୌସୁମୀ ବର୍ଷା ପ୍ରତିଦିନ ହୋଇଥାଏ। ପାଣିପାଗ ବିଭାଗ ଦ୍ୱାରା ପ୍ରତିଦିନ ବର୍ଷା ସତର୍କ ସୂଚନା ଜାରି କରାଯାଉଛି। ବର୍ତ୍ତମାନ ଦେଶର ଅଧିକାଂଶ ଭାଗରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ହୋଇଛି। କିନ୍ତୁ ଏହାର ଗତି ଉତ୍ତର…

ଏମିତି ଦେଶ, ଯାହାର ନୌସେନା ନାହିଁ କି ବାୟୁସେନା, ଏପରି ହୋଇଥାଏ ଦେଶ ସୁରକ୍ଷା

ସାଧାରଣତଃ ଦେଶର ସୁରକ୍ଷା ପାଇଁ ଜଳ, ସ୍ଥଳ, ବାୟୁ ସେନା ଗଠନ କରାଯାଇଥାଏ। କାରଣ ଶତ୍ରୁ ଦେଶ ସହ କଡ଼ା ମୁକାବିଲା କରିବା ପାଇଁ ଏପରି କରାଯାଇଥାଏ। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ଅଛି, ଯାହାର ନୌସେନା ନାହିଁ କି…

କିଛି ବି ଅର୍ଡର କରି ନ ଥିଲେ; ହେଲେ ଆମାଜନ୍‌ରୁ ମହିଳାଙ୍କ ଘରେ ପହଞ୍ଚିଲା ୧୫୦ ପ୍ୟାକେଟ; ଖୋଲି ଦେଖିବା ପରେ…

ଅନ୍‌ଲାଇନ୍‌ରେ ଅର୍ଡର ନ କରିବି କିଛି ପହଞ୍ଚିଲେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ସେଭଳି କିଛି ଘଟିଛି ଆମେରିକାର ଜିଲିୟାନ୍‌ କନ୍ନନ୍‌ଙ୍କ କ୍ଷେତ୍ରରେ। ସେ କିଛି ମଗାଇ ନ ଥିଲେ ହେଁ ଆମାଜନ୍‌ରୁ ଗୋଟିଏ ପରେ ଗୋଟିଏ ହୋଇ ୧୫୦ ପ୍ୟାକେଟ…

ପୁରୁଣା ଏକ ଟଙ୍କିଆ ନୋଟ୍‌ କରିବ ଲକ୍ଷପତି, ଅନ୍‌ଲାଇନ୍‌ ବିକ୍ରି ସୁଯୋଗ …

ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍‌ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍‌ଲାଇନ୍‌ରେ ଏଭଳି ପୁରୁଣା ନୋଟ୍‌ ଏବଂ କଏନ୍‌ କିଣା ବିକା ଲାଗି ଖବର ପ୍ରକାଶ ପାଇଥାଏ। ଏକ ଟଙ୍କିଆ ନୋଟ୍‌କୁ ଛାଡ଼ି ଅନ୍ୟ…

ଡାକ୍ତରଖାନା ବାହାରେ ଅମ୍ଳଜାନ ନ ପାଇ ଆଖି ବୁଜିଥିଲେ ମା’: ଏବେ ତାଙ୍କ ସ୍ମୃତିରେ କିଛି ଏଭଳି କରି ଉଦାହରଣ ପାଲଟିଲେ ଝିଅ

ମହାମାରୀ କରୋନାର ଦ୍ୱିତୀୟ ଲହରରେ ପ୍ରିୟଜନଙ୍କୁ ହରାଇଛନ୍ତି ଅନେକେ। ସେମାନଙ୍କ ମଧ୍ୟରୁ କିଛି ଦୁଃଖଦ ସମୟରୁ ନିଜକୁ ବାହାର କରି କିଛି ଅଲଗା କରି ଉଦାହରଣ ପାଲଟିଛନ୍ତି। ସେଭଳି ଜଣେ ହେଲେ ଚେନ୍ନାଇର ଆର୍‌ ସିଥା ଦେବୀ। ଡାଏଲିସିସ୍‌ ରୋଗୀ ଥିବା…

ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାକୁ ଲାଗିଥିଲେ ଦମକଳବାହିନୀ-ପୋଲିସ: ହେଲେ ଶେଷରେ ଘଟିଲା ଏପରି

ଟୋକିଓ,୨୩।୬: ଜାପାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯାହାକୁ ଦେଖି ଲୋକଙ୍କ ହୋସ୍‌ ଉଡ଼ିଯାଇଛି। ଜଣେ ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଦମକଳ ବାହିନୀ ଓ ପୋଲିସ ବହୁ କସ୍‌ରତ କରିଥିଲେ। ହେଲେ ଶେଷରେ ଦେଖିବା ବେଳକୁ ସେମାନେ…

ଭିନ୍ନ ହେବେ ‘ସ୍ପେସ୍‌ ବେବି’

ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି ପ୍ରସବ କରାଯାଏ, ତଥାପି ରେଡିଏଶନ ଏବଂ ଅନ୍ୟ ପ୍ରତିକ୍ରିୟା କାରଣରୁ ପୃଥିବୀରେ ଜନ୍ମିତ ଶିଶୁଙ୍କଠାରୁ…

ଆବର୍ଜନା ପାହାଡ଼ରେ ପାର୍କ

ରୁଷିଆ ରାଜଧାନୀ ମସ୍କୋରେ ଏଣିକି ଅଳିଆଗଦାରେ ପାର୍କ ଦେଖିବାକୁ ମିଳିବ। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରୁ ଏଠାକୁ ବହୁ ଟନ୍‌ ଅଳିଆ ଆବର୍ଜନା ଆସିଥାଏ। ଗତ ୫୦ ବର୍ଷରେ ଏଠାରେ ଆବର୍ଜନାର ଅନେକ ପାହାଡ଼ ତିଆରି ହୋଇଯାଇଛି। ଏହି ସମସ୍ୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri