ଫୁରସତ

ବିଶ୍ୱରେକର୍ଡ ଭାଙ୍ଗିଲେ ଏହି ମହିଳା: ଏକାଥରକେ ଜନ୍ମ ଦେଲେ ୧୦ ସନ୍ତାନ

ଦକ୍ଷିଣ ଆଫ୍ରିକାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ଜଣେ ମହିଳା ଏକାଥରକେ ୧୦ ସନ୍ତାନ ଜନ୍ମ ଦେଇ ଏକ ନୂଆ ବିଶ୍ୱ ରେକର୍ଡ କରିଛନ୍ତି। ଗତ ମାସରେ ମୋରକ୍କୋର ଜଣେ ମହିଳା ଏକାଥରକେ ୯ଟି ସନ୍ତାନ ଜନ୍ମ ଦେଇଥିଲେ। ସେ…

ସ୍ତ୍ରୀଙ୍କୁ ଏମିତି ପ୍ରେମ ! ବାପଘର ଚାଲିଗଲେ ବୋଲି ସ୍କୁଟିରେ ୫୦୦ କିମି ଦୂର ଯାତ୍ରା କଲେ ସ୍ବାମୀ; ଥାନାରେ ବିତିଲା…

ପୁର୍ନିୟା: ସ୍ତ୍ରୀସ୍ବାମୀଙ୍କ ମଧ୍ୟରେ ପ୍ରେମକୁ ନେଇ ଅନେକ କାହାଣୀ ଶୁଣିଥିବେ। ଏବେ ସେଭଳି ଏକ ଅଗାଧ ପ୍ରେମର ଘଟଣା ବିହାରର ପୁର୍ନିୟା ଜିଲାରେ ଦେଖିବାକୁ ମିଳିଛି। ଏଠାରେ ସ୍ତ୍ରୀ ବାପଘରକୁ ଚାଲିଯିବା ଯୋଗୁଁ ସ୍ବାମୀ ଏତେ ମର୍ମାହତ ହୋଇପଡ଼ିଲେ ଯେ ସେ…

୨.୭ କୋଟିର ମୋନାଲିସା ପେଣ୍ଟିଂ

ଲିଓନାର୍ଡୋ ଡା ଭିନ୍‌ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍‌ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍‌ ଦେଖିବାକୁ ମିଳିଛି। ଏହି ନିଲାମ ଅର୍ଥ ୩ ଲକ୍ଷ ୟୁରୋ ବା ପ୍ରାୟ ୨.୭ କୋଟି ପର୍ଯ୍ୟନ୍ତ…

ନନ୍ଦିନୀ: ଏକ ସଂକଳ୍ପର ନାଁ

ନନ୍ଦିନୀ ଶତପଥୀ ଥିଲେ ବାସ୍ତବରେ ଏକ ସଂକଳ୍ପ, ଏକ ସ୍ବାଭିମାନ। ଉଭୟ ରାଜନୀତିରେ, ମାନବ ସେବାରେ, ସାହିତ୍ୟ ରଚନାରେ। ୧୯୩୧ ମସିହା ଆଜିର ଦିନରେ କଟକରେ ତାଙ୍କର ଜନ୍ମ। ଯୁଗନ୍ଧର ଲେଖକ ପଦ୍ମଭୂଷଣ କାଳିନ୍ଦୀଚରଣ ପାଣିଗ୍ରାହୀ ତା’ଙ୍କ ବାପା। ଧୂଳିବାଲିରୁ ଉଠି…

ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍‌

ଏଭଳି ଏକ ଦେଶ ଅଛି, ଯେଉଁଠାରେ ତେଲ ଶେଷ ହେବା କାରଣରୁ ରାଜପଥରେ ଗାଡ଼ି ଅଟକାଇବା ବେଆଇନ। ଏଭଳି ନିୟମ ରହିଛି ଜର୍ମାନୀରେ। ଏହି ଦେଶରେ ଥିବା ସଡ଼କ ସୁରକ୍ଷା ଆଇନ ଅନୁଯାୟୀ, ଅତ୍ୟନ୍ତ ଜରୁରୀକାଳିନ ସ୍ଥିତିରେ ହିଁ ରାଜପଥରେ ଗାଡ଼ି…

୬୯ ସନ୍ତାନ ଜନ୍ମ ଦେଇଥିଲେ ଏହି ମହିଳା! ୨୭ଥର ହୋଇଥିଲେ ଗର୍ଭବତୀ

ନିକଟରେ ମୋରକୋର ଜଣେ ମହିଳା ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଥିଲେ। କାରଣ ଏହି ମହିଳା ଜଣଙ୍କ ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇଥିଲେ। ରିପୋର୍ଟ ଅନୁଯାୟୀ, ପୂର୍ବରୁ କୌଣସି ମହିଳା ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇ ନ ଥିଲେ।…

ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…

ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି ହେବା ପ୍ରାୟତଃ ଦେଖାଯାଇ ନ ଥାଏ। ତେବେ ଆଧୁନିକ ବିଜ୍ଞାନ ଯୋଗୁ ଏବେ ସବୁ…

୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…

ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ। ଏହି ଅତି ସୁକ୍ଷ୍ମ ପ୍ରାଣୀଟି ସାଇବେରିଆର ବରଫ ତଳେ ଉପଯୁକ୍ତ ସମୟକୁ ଅପେକ୍ଷା କରିଥିଲା।…

ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…

କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି ସୋମବାର ଲୋକେ ପାଣି ତଳେ ପ୍ରଦର୍ଶନ କରିଛନ୍ତି। ଅନ୍ୟ ଲୋକେ ନିଜ ନିଜ ଘର…

ଅଦା ଖାଇ ମାଙ୍କଡ଼ ହେଉଛି ଏପରି, ମୁହଁକୁ ଦେଖିଲେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ୩ ମାଙ୍କଡକୁ ଦେଖିବାକୁ ମିଳୁଛି। ପରେ ସେମାନେ ଏକ ଅଦାକୁ…

ପାଣିକୁ ଦେଖି କୁକୁରର କି ଖୁସି, ଧରିବା ପାଇଁ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

୧୧ ସହ ଗୁଣନର ସରଳ ଟ୍ରିକ୍‌

ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ କୌଶଳ ବାହାର କରିଛନ୍ତି। ସାଇଲେଣ୍ଟ ମାଥ୍‌ ନାମରେ ସେ ଏହି ଟ୍ରିକ୍‌କୁ ସୋସିଆଲ ମିଡିଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri