ପୁଣି ଭାରତକୁ ଫେରିବ ଟିକ୍ଟକ୍ !
ଶର୍ଟ ଭିଡିଓ ଷ୍ଟ୍ରିମିଂ ମୋବାଇଲ ଆପ୍ ‘ଟିକ୍ଟକ୍’ କେନ୍ଦ୍ରୀୟ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟକୁ ସୂଚନା ଦେଇଛି ଯେ, ଏହା ନୂତନ ସୋସିଆଲ ମିଡିଆ ଏବଂ ମଧ୍ୟସ୍ଥ ନିର୍ଦ୍ଦେଶାବଳୀ ପାଳନ କରିଛି, ଯେତେବେଳେ କି ଭାରତରେ ଏହି ଆପ୍ ଉପରେ…
ଅନ୍ଲାଇନ୍ରେ ଯୁବତୀ ଅର୍ଡର କରିଥିଲେ ଡ୍ରେସ୍, ଘରେ ପହଞ୍ଚିଲା…
ଅନ୍ଲାଇନ୍ ଶପିଂର କ୍ରେଜ୍ ଦିନକୁ ଦିନ ବଢ଼ିବାରେ ଲାଗିଛି, କିନ୍ତୁ ଲୋକେ ଅଭିଯୋଗ କରନ୍ତି ଯେ, ସେମାନେ ଓ୍ବେବ୍ସାଇଟ୍ରେ ଡ୍ରେସ୍ର ଫଟୋ ଏବଂ ରଙ୍ଗ ଦେଖନ୍ତି। ଯେତେବେଳେ ସେହି ସାମଗ୍ରୀ ଘରେ ପହଞ୍ଚେ ସେତେବେଳେ ଏହା ଅର୍ଡରଦାତାଙ୍କୁ ପସନ୍ଦ ଆସେ ନାହିଁ।…
୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍ ୮୮୭ ମହାମାରୀ ଭୂତାଣୁର ତାଲିକା ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ୩୦ ଭୂତାଣୁ ଭବିଷ୍ୟତରେ ପୃଥିବୀରେ ତାଣ୍ଡବ…
ପଛରେ ବାଘକୁ ଦେଖି, ଜୀବନ ନେଇ ଦୌଡ଼ୁଥିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ରେଷ୍ଟୁରାଣ୍ଟରେ ୨୮୦୦ ଟଙ୍କାର ଖାଇଲେ, ହେଲେ ଓ୍ବେଟରଙ୍କୁ ୧୨ ଲକ୍ଷର ଟିପ୍ ଦେଲେ ବ୍ୟକ୍ତି; ବିଲ୍ ଦେଖି ଚକିତ ହେଲେ….
ନୂଆଦିଲ୍ଲୀ: କୁହାଯାଏ ସମସ୍ତେ ଟଙ୍କା ରୋଜଗାର କରନ୍ତି, ହେଲେ ଏହାକୁ ଖର୍ଚ୍ଚ କରିବାର ସାହସ ରଖିଥାନ୍ତି ଅଳ୍ପ କେତେଜଣ। ଏହିପରି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ। କାରଣଟି ହେଲା ବ୍ୟକ୍ତିଜଣଙ୍କ ଏକ ରେଷ୍ଟୁରାଷ୍ଟରେ ଖାଇବାକୁ ଯାଇ ପ୍ରାୟ ୧୨ ଲକ୍ଷ ଟଙ୍କାର…
ମହାମାରୀରେ ବଢ଼ିଛି ଡ୍ରଗ୍ସ ସେବନ
ଡ୍ରଗ୍ସ ହେଉଛି ନୀରବ ବିଷ। ଥରେ ଏହାର କବଳିତ ହେବା ପରେ ଏଥିରୁ ମୁକୁଳିବା କାଠିକର ପାଠ। ତଥାପି କୁସଙ୍ଗରେ ପଡ଼ି ଯୁବପିଢ଼ି ଏଭଳି ଘାତକ ନିଶା ସେବନ କରୁଛନ୍ତି। ଏହାଦ୍ୱାରା ସେମାନେ କେବଳ ଅର୍ଥନୈତିକ ଅଧଃତନକୁ ଆମନ୍ତ୍ରଣ କରୁନାହାନ୍ତି, ଅଧିକନ୍ତୁ…
ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…
ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍ପି ସିଂହ ଓବରୟ। ଏହି ଯାତ୍ରା ତାଙ୍କ ପାଇଁ ସ୍ମରଣୀୟ ପାଲଟିଥିବା ବେଳେ ସେ ନିଜେ ‘ମହାରାଜା’ ଭଳି ଅନୁଭବ କରିଥିବା…
ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର
ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା କଥା। ଏଥିସହ ବରଙ୍କ ନାଁରେ ଥାନାରେ ମାମଲା ମଧ୍ୟ ରୁଜୁ କରାଯାଇଛି। କିଛି ଏଭଳି…
ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍ଡ ରେକର୍ଡ
କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି ସ୍ବତନ୍ତ୍ର ଅଟେ। ସ୍ତ୍ରୀ ଏବଂ ସ୍ବାମୀଙ୍କ ମଧ୍ୟରେ ଉଚ୍ଚତା ମଧ୍ୟରେ ଅନେକ ପ୍ରଭେଦ। ତଥାପି…
ଏହି ବ୍ୟକ୍ତି ଏମିତି ଶବ୍ଦ କରନ୍ତି ଯେ ଚାରିଆଡୁ ଉଡିଆସି ଏକାଠି ହୋଇଯାଆନ୍ତି କାଉ; ଭିଡିଓ ଦେଖିଲେ…
ଭାରତରେ ପ୍ରତିଭାର ଅଭାବ ନାହିଁ। ହେଲେ ଅନେକ ସମୟରେ ପ୍ରତିଭା ଦେଖାଇବା ପାଇଁ ସମସ୍ତଙ୍କୁ ପ୍ଲାଟଫର୍ମ ମିଳି ନ ଥାଏ। ଫଳରେ ବଣମଲ୍ଲୀର ମହକ ବଣରେ ହିଁ ରହିଯାଉଥିବା ଭଳି କୌଶଳ ଲୋକଲୋଚନକୁ ନ ଆସିପାରି ବ୍ୟକ୍ତିଙ୍କ ପାଖରେ ସୀମିତ ରହିଥାଏ।…
ଏଲିଅନ୍ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…
ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍ ପୃଥିବୀ ଉପରେ ଟେଲିସ୍କୋପ୍ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଖୁବ୍ଶୀଘ୍ର ଏହି ରିପୋର୍ଟକୁ ପ୍ରକାଶ କରାଯିବ। ପୃଥିବୀର ବିଭିନ୍ନ ରେଡ଼ିଓ ସିଗନାଲ୍…
ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ
ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି ଜଣାପଡ଼ିଛି। ସବୁଠାରୁ ବଡ଼ କଥା ହେଉଛି ୧୫ବର୍ଷ ପରେ ଏହା ପ୍ରଥମ ଥର ହେବ…

