୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍ ହେଲେ ଆଶ୍ଚର୍ଯ୍ୟ
ଭାରତରେ କ୍ରିକେଟ୍ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଭିଡିଓରେ ସେ ବହୁତ ଚମତ୍କାର ବ୍ୟାଟିଂ କରୁଥିବା ଦେଖିବାକୁ ମିଳିଛି। ଏହି…
ଜୁନ୍ ୨୪ରେ ଲାଲ୍ ଟହ ଟହ ଷ୍ଟ୍ରବେରୀ ଚନ୍ଦ୍ରମା ! …
ନୂଆଦିଲ୍ଲୀ,୨୨।୬: ଜୁନ୍ ୨୪ ଦେବସ୍ନାନ ପୂର୍ଣ୍ଣିମାରେ ଆକାଶରେ ବଡ଼ ଚନ୍ଦ୍ରମାକୁ ଦେଖିବାକୁ ମିଳିବ। ସ୍ବାଭାବିକ ଆକାରଠାରୁ ଏହି ଚନ୍ଦ୍ରମା ଆକାର ଯଥେଷ୍ଟ ବଡ଼ ରହିବା ସହିତ ଅଧିକ ଉଜ୍ୱଳ ମଧ୍ୟ ଦେଖାଯିବ। ମହାକାଶ ବିଜ୍ଞାନୀ ଏହାକୁ ଷ୍ଟ୍ରବେରୀ ମୁନ୍ କହିଥାନ୍ତି। ଜୁନ୍…
ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ
କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼ ଚଢ଼ିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାଙ୍କ ସହ ଏକ ମେଡିକାଲ ଟିମ୍ ମଧ୍ୟ…
ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ
ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍କୁ ପାଳନ କରାଯାଇ ଯୋଗ ଦିବସ ଅନୁଷ୍ଠିତ ହୋଇଛି। ଇତିମଧ୍ୟରେ ଦିଲ୍ଲୀରୁ ଜଣେ ସାଢ଼େ ୩ବର୍ଷର ଶିଶୁକନ୍ୟାଙ୍କ ଯୋଗର ଏକ ଭିଡିଓ…
ମେଟ୍ରୋ ଟ୍ରେନ୍ରେ ଯାତ୍ରା କଲା ମାଙ୍କଡ଼, ଭାଇରାଲ ହେଉଛି ଭିଡିଓ
ଦିଲ୍ଲୀର ମେଟ୍ରୋ ଟ୍ରେନ୍ରେ ଏକ ଅଜବ ଦୃଶ୍ୟ ନଜରକୁ ଆସିଛି। ଟ୍ରେନ୍ ବଗିରେ ଥିବା ଲୋକ ଅଡୁଆରେ ପଡ଼ିଥିଲେ ଯେତେବେଳେ ଗୋଟିଏ ମାଙ୍କଡ଼ ଆସି ସେମାନଙ୍କ ନିକଟରେ ବସିଗଲା। ଏବେ ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। एक बंदर…
୬୫୦୦ ଫୁଟ ଉଚ୍ଚ ପାହାଡ଼ ଉପରେ ଅନ୍ତରଙ୍ଗ ମୁହୂର୍ତ୍ତରେ ମାତିଥିଲେ ପ୍ରେମୀଯୁଗଳ, ଜାଣି ନ ଥିଲେ ଲାଗିଛି ଓ୍ବେବ୍ କ୍ୟାମେରା, ଆଉ ତା’ ପରେ…
ପ୍ରେମୀଯୁଗଳ ଉଚ୍ଚ ପାହାଡ଼ ଉପରେ ରୋମାନ୍ସ କରୁଥିଲେ। ଯାହାକି ତାଙ୍କୁ ମହଙ୍ଗା ପଡ଼ିଛି। ଏହି ଯୋଡ଼ି ୬୫୦୦ ଫୁଟ ଉଚ୍ଚରେ ଶାରୀରିକ ସମ୍ବନ୍ଧ ରକ୍ଷା କରିଥିଲେ। ଏହି ସମୟରେ ପହାଡ଼ରେ ଥିବା ଏକ ଓ୍ବେବ୍ କ୍ୟାମେରାରେ ଏହି ଦୃଶ୍ୟ କଏଦ ହୋଇଥିଲା।…
ପ୍ରେମ କରି ଚର୍ଚ୍ଚାରେ ବିଶ୍ୱର ଏହିସବୁ ଲୋକପ୍ରିୟ ନେତା
ନିକଟରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ୱେଷ୍ଟମିଂଷ୍ଟର କ୍ୟାଥେଡ୍ରଲରେ ତାଙ୍କ ଗର୍ଲଫ୍ରେଣ୍ଡ କ୍ୟାରି ସାଇମଣ୍ଡସଙ୍କୁ ଗୁପ୍ତରେ ବିବାହ କରିଥିଲେ। ୫୬ ବର୍ଷ ବୟସରେ ବୋରିସ ତୃତୀୟ ଥର ବିବାହ କରିବାକୁ ନେଇ ବ୍ରିଟେନରେ ଅନେକ ଚର୍ଚ୍ଚା ହୋଇଥିଲା। ଏବେ ସେମାନଙ୍କର ବିବାହ…
ସୌଭାଗ୍ୟ ବୃଦ୍ଧି ପାଇଁ କରିବେ କେଉଁ ପ୍ରକାର ଯୋଗାସନ, ଜାଣନ୍ତୁ …
ସୁସ୍ବାସ୍ଥ୍ୟ ପାଇଁ ଦୈନଦିନ ଜୀବନରେ ଯୋଗାସନ କରିବା ଜରୁରୀ। ତେବେ ଜାତକରେ ବିଭିନ୍ନ ଗ୍ରହଙ୍କୁ ସନ୍ତୁଷ୍ଟ କରିବା ସହିତ ସୌଭାଗ୍ୟ ବୃଦ୍ଧି ଲାଗି ଭିନ୍ନ ଭିନ୍ନ ଯୋଗାସନ ସମ୍ପର୍କରେ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ କରାଯାଇଛି। ସୂର୍ଯ୍ୟଙ୍କୁ ସନ୍ତୁଷ୍ଟ କରିବା ପାଇଁ ପ୍ରତିଦିନ…
୧୫ ମିନିଟ୍ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର
ହାଇଦ୍ରାବାଦ,୨୧।୬: ଗତ କିଛି ମାସରୁ ବଲିଉଡ୍ ଅଭିନେତା ସୋନୁ ସୁଦ ଲୋକଙ୍କ ସହାୟତା କରିଆସୁଛନ୍ତି। କିନ୍ତୁ ଲୋକଙ୍କ ସହାୟତା ପାଇଁ ସୋନୁ ସବୁବେଳେ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ। ତେଣୁ ଲୋକଙ୍କ ସାହାଯ୍ୟ ପାଇଁ ସୋନୁଙ୍କ ଅନୁପସ୍ଥିତିକୁ ପୂରଣ କରିଛନ୍ତି…
ଆଜି ଓ୍ବାଲର୍ଡ ମ୍ୟୁଜିକ୍ ଡେ’: ସଙ୍ଗୀତ ବିହୀନ ସୃଷ୍ଟି ନିରର୍ଥକ
ପ୍ରତି ବର୍ଷ ଜୁନ୍ ୨୧ରେ ସାରା ବିଶ୍ୱରେ ପାଳନ କରାଯାଏ ‘ଓ୍ବାଲର୍ଡ ମ୍ୟୁଜିକ୍ ଡେ’। ସଙ୍ଗୀତ ଭଳି ଉପହାର ଭେଟି ଦେଉଥିବାରୁ ସଙ୍ଗୀତଜ୍ଞ, ଗାୟକଙ୍କ ସମ୍ମାନରେ ଏହି ସ୍ବତନ୍ତ୍ର ଦିବସ ପାଳନ ହୋଇଥାଏ। ସଙ୍ଗୀତ ବିହୀନ ସୃଷ୍ଟି ଯେ ଅନେକଙ୍କ ପାଇଁ…
ଏକପାଖିଆ ବିଚାରବୋଧ ଐତିହ୍ୟକୁ ବିକୃତ କରେ
ପୂର୍ବରୁ ଏହି ସ୍ତମ୍ଭ(୧୫ା୩ା୨୧)ରେ ତୀର୍ଥକ୍ଷେତ୍ର ବିଷୟ ଉପସ୍ଥାପନ ପ୍ରାଥମିକ ଅବବୋଧ ପାଇଁ ଉଦ୍ଦିଷ୍ଟ ଥିଲା। କୋଣାଦିତ୍ୟ କ୍ଷେତ୍ରରେ ଚନ୍ଦ୍ରଭାଗା ତୀର୍ଥର ମାନବିକ ମୂଲ୍ୟବୋଧ ଭିତ୍ତିକ ଗୁରୁତ୍ୱ ନ ଥିଲେ ଗୋଟିଏ ପରେ ଗୋଟିଏ ତିନୋଟି ମନ୍ଦିର ନିର୍ମାଣ ହେବାର ଆବଶ୍ୟକତା ନ…
ଯୋଗାମୁଦ୍ରାରେ ପଶୁପତି…
ଯୋଗର ଆରମ୍ଭ ପ୍ରାକ୍ ବୈଦିକ ଯୁଗରୁ ହୋଇଛି ବୋଲି ଗ୍ରହଣ କରାଯାଇଥାଏ । ସିନ୍ଧୁ ସଭ୍ୟତାରୁ ମିଳିଥିବା ପୋଡ଼ାମାଟି ମୁଦ୍ରାରେ ପଶୁପତି ଯୋଗାସନ ମୁଦ୍ରାରେ ବସିଥିବାର ଖୋଦେଇ ଛବି ଯୋଗ ବିଦ୍ୟାର ପ୍ରାଚୀନତା ସମ୍ପର୍କରେ ସୂଚନା ପ୍ରଦାନ କରିଥାଏ। ଋଗ୍ବେଦରେ ମଧ୍ୟ…

