ଫୁରସତ

ଶେଷରେ କ୍ଷମା ମାଗିଲା ଗୁଗଲ୍‌, ଜାଣନ୍ତୁ କାହିଁକି

ଗୁଗଲ୍‌ରେ ସର୍ଚ୍ଚ କରିବା ବେଳେ ‘ଭାରତରେ ସବୁଠାରୁ ଖରାପ ଭାଷା କ’ଣ? ଏହାର ଉତ୍ତରରେ ଗୁଗଲ୍‌ ସର୍ଚ୍ଚ ଇଞ୍ଜିନ୍‌ରେ ଉତ୍ତର ଥିଲା ‘କନ୍ନଡ’। ଏହି କଥା ଜାଣିବା ପରେ କନ୍ନଡ ଭାଷାଭାଷୀ ଗୁଗଲ୍‌ ଏହାକୁ ହଟାଇବା ପାଇଁ ଦାବି କରିଥିଲେ। ପରେ…

ଏହି ଦେଶରେ ନାହାନ୍ତି ଗୋଟିଏ ହେଲେ ମଶା, ଜାଣନ୍ତୁ କାରଣ

ମଶା ଯୋଗୁ ସମଗ୍ର ବିଶ୍ୱବାସୀ ଅସୁବିଧାରେ ପଡ଼ନ୍ତି। ମଶା ଘଉଡ଼ାଇବା ପାଇଁ ଲୋକେ ନାନା ପଦକ୍ଷେପ ଅପଣାଇଥାନ୍ତି। ମାତ୍ର ଆଜି ଏମିତି ଏକ ଦେଶ ବିଷୟରେ କହିବୁ ଯେଉଁ ଦେଶରେ ଆଦୌ ମଶା ନାହାନ୍ତି। ବିଶ୍ୱାସ ହେଉ ନ ଥିଲେ ମଧ୍ୟ…

ବିଦ୍ୟୁତ୍‌ତାରରେ କଳାକୌଶଳ ପ୍ରଦର୍ଶନ କରୁଛି କୁକୁର

ସୋସିଆଲ ମିଡିଆରେ ବେଳେବେଳେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥାଏ ଯାହା କଳ୍ପନା ବାହାରେ ଥାଏ। ସେହିପରି ଟୁଇଟରରେ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯାହା ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ସାଧାରଣତଃ କଳାକାରମାନଙ୍କୁ ସର୍କସରେ ଦଉଡ଼ିରେ କୌଶଳ ପ୍ରଦର୍ଶନ…

ମୋଦିଙ୍କୁ କୁକିଙ୍କ ନିବେଦନ: ସାର୍‌ ବିଦାୟ ସମ୍ବର୍ଦ୍ଧନା ତ କରି ଦିଅନ୍ତୁ, +୨ ପଢ଼ୁଥିବା ନେହାଙ୍କୁ ଶାଢ଼ିରେ ଦେଖିବାକୁ ଇଚ୍ଛା ଥିଲା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକ ପରେ ସିବିଏସ୍‌ଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରଦ୍ଦ କରାଯିବା ନେଇ ଘୋଷଣା କରାଯାଇଥିଲା। କୋଭିଡର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ସୋସିଆଲ ମିଡିଆରେ ସିବିଏସ୍‌ଇ…

ସାତ ଫେରା ନେବାବେଳେ ଧୀରେ ଧୀରେ ଚାଲୁଥିଲେ କନ୍ୟା: ଆଉ ତା’ପରେ ଘଟିଲା ଏମିତି

ବିବାହ ଅବସରରେ ଏପରି ଅନେକ ରୀତିନୀତି ଅଛି, ଯାହା ସମ୍ପୂର୍ଣ୍ଣ ହେବାକୁ ପ୍ରାୟ ୨-୪ ଘଣ୍ଟା ଲାଗେ। ଏହି ସମୟରେ ପରିବାର ସଦସ୍ୟଙ୍କଠାରୁ ଆରମ୍ଭ କରି ସମ୍ପର୍କୀୟ ଏବଂ ବନ୍ଧୁମାନେ ବର-କନ୍ୟା ମଜା କରିବାକୁ ଭୁଲନ୍ତି ନାହିଁ । ବରଣମାଳା ପକାଇବା…

ସାବଧାନ ! ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ରେ ମୋବାଇଲ୍‌ରେ ଭାଇରସ୍‌ ପ୍ରବେଶ ଆଶଙ୍କା…

ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ ମୋବାଇଲ୍‌ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା ଇଣ୍ଟରନେଟ୍‌ ଫ୍ରି ଦେଉଥିବା ନେଇ ସେମେଜ୍‌ରେ ଉଲ୍ଲେଖ କରାଯାଉଛି। ଏହା ସହିତ ଏକ ଲିଙ୍କ୍‌କୁ…

ପାଦୁକ ପାଣି ପିଇଲେ ଭଲ ହେଉଛି କରୋନା: ଭିଡ଼ିଓ ଭାଇରାଲ…

ରାଜଗଡ଼,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ରାଜଗଡ଼ ଜିଲାରେ ପାଦୁକ ପାଣି ପିଇଲେ କରୋନା ଭଲ ହେଉଥିବା ପ୍ରଚାର ହେବାରେ ଲାଗିଛି। ଏହାର ୫୫ ସେକେଣ୍ଡର ଏକ ଭିଡ଼ିଓ ଟୁଇଟରରେ ଅପଲୋଡ୍‌…

ଭୟ କରନାହିଁ , ଭାକ୍ସିନ୍‌ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…

ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍‌ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍‌ ନେବା ଲାଗି ସଚେତନ କରାଇବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଆରା ଉଦ୍ୟମ…

ଜାଣନ୍ତି ବିମାନରେ କାହିଁକି ପୁରୁଷଙ୍କ ତୁଳନାରେ ନିଯୁକ୍ତି ପାଇଥାନ୍ତି ଅଧିକ ମହିଳା କର୍ମଚାରୀ

ଆପଣ କେବେ ବିମାନରେ ଯାତ୍ରା କରିଛନ୍ତି କି? ଯଦି ନା ତେବେ ନିଶ୍ଚିତ କୌଣସି ଫିଲ୍ମ କିମ୍ବା ବ୍ଲଗରେ ବିମାନ ଯାତ୍ରାର ଦୃଶ୍ୟ ଦେଖିଥିବେ। ଏହି ସମୟରେ ନିଶ୍ଚୟ ଗୋଟିଏ କଥା ଲକ୍ଷ୍ୟ କରିଥିବେ ଯେ, ଅଧିକାଂଶ ମହିଳା କର୍ମଚାରୀ ଯାତ୍ରୀମାନଙ୍କୁ…

କନ୍ୟାଙ୍କ ପାଦ ଛୁଇଁଲେ ବର: କହିଲେ ହୃଦୟସ୍ପର୍ଶୀ କଥା

ଭାରତୀୟ ପରମ୍ପରା ଅନୁଯାୟୀ ବିବାହ ପରେ କନ୍ୟା ବରଙ୍କ ପାଦ ଛୁଇଁଥା’ନ୍ତି। କିନ୍ତୁ ନିକଟରେ ସୋସିଆଲ ମିଡିଆରେ ଏକ ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି। ଫଟୋରେ ବର କନ୍ୟାଙ୍କ ପାଦ ଛୁଇଁ ଥିବାର ଦେଖାଯାଇଛି। ଏହି ଭାଇରାଲ ଫଟୋ ଦେଖି…

ବରଣମାଳା ପାଇଁ ଷ୍ଟେଜ୍‌ରେ ଅପେକ୍ଷା କରିଥିଲେ ବର; ପ୍ରେମିକଙ୍କ ସହ ଫେରାର ହୋଇଗଲେ କନ୍ୟା; ଆଉ ତା’ ପରେ…

ଚିତ୍ରକୂଟ: ଆପଣ ସିନେମାରେ କନ୍ୟା ହଠାତ୍‌ ବିବାହ ମଣ୍ଡପରୁ ପ୍ରେମିକଙ୍କ ସହ ଫେରାର ହେବା ଦୃଶ୍ୟ ଦେଖିଥିବେ ନିଶ୍ଚୟ। ହେଲେ ବାସ୍ତବରେ ମଧ୍ୟ ଏଭଳି ଏକ ଘଟଣା ଉତ୍ତରପ୍ରଦେଶ କାନପୁରର ମଊ ଥାନା ଅଞ୍ଚଳରେ ଘଟିଛି। ଏଠାରେ ଏକ ବର ବରଯାତ୍ରୀଙ୍କୁ…

ସିମ୍‌ କାର୍ଡ କୋଣ କାହିଁକି କଟାଥାଏ: ଜାଣନ୍ତୁ ରହସ୍ୟ

ବିଶ୍ୱରେ ଏପରି କୌଣସି ମୋବାଇଲ ନାହିଁ, ଯାହା ସିମ କାର୍ଡ ବିନା ଚାଲିଥାଏ। ପ୍ରତ୍ୟେକ ଫୋନରେ ସିମ ସ୍ଲଟ ରହିଛି। ସିମ କାର୍ଡର ନିଜସ୍ବ ଆକାର ଅଛି। ସିମ କାର୍ଡ ସହିତ ଜଡିତ ଏକ ମଜାଦାର ତଥ୍ୟ ଆଜି କହିବୁ। ଆମେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri