ଫୁରସତ

ମନର ଭାବନାକୁ ଜାଣିପାରିବ ଏହି ହେଲ୍‌ମେଟ

ଓ୍ବାଶିଂଟନ୍‌,୧୮।୬: ମନୁଷ୍ୟର ମନର ଭାବନାକୁ ଜାଣିବା ପାଇଁ ଅନେକ ବର୍ଷରୁ ଗବେଷଣା ଚାଲିଛି, ହେଲେ ଏବେ ଯାଇ ଏଥିରେ ସଫଳତା ମିଳିପାରିଛି। କର୍ନେଲ ନାମକ ଜଣେ ଆମେରିକା କମ୍ପାନୀ ଏଭଳି ଏକ ହେଲମେଟ ଲଞ୍ଚ କରିଛି, ଯାହା ମନୁଷ୍ୟର ମନର ଭାବନାକୁ…

ଘର ବାହାରେ ତାଲା ଝୁଲୁଥିଲା ବୋଲି ଚିମିନି ବାଟଦେଇ ପଶୁଥିଲେ ଯୁବତୀ; ପାଇପ୍‌ରେ ଏମିତି ଫସିଲେ ଯେ…

ନୂଆଦିଲ୍ଲୀ: ଅନେକ ଥର ଲୋକମାନେ ନିଜ ଘର କିମ୍ବା କାର୍‌ର ଚାବି ଏଣେତେଣେ ରଖି ଭୁଲିଯିବା ଯୋଗୁ ସେମାନଙ୍କୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏଭଳି ପରିସ୍ଥିତିରେ କିଛି ଲୋକ ଘରର ତାଲା ଭାଙ୍ଗିଥାନ୍ତି ନହେଲେ ନକଲି ଚାବି ତିଆରି କରିଥିବା ଲୋକଙ୍କୁ…

ବଣର ରାଜା ହୋଇ ସୁଦ୍ଧା ଏହି ସାମାନ୍ୟ ପ୍ରାଣୀକୁ ଡ଼ରିଯାଉଛି ସିଂହ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…

ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର ବାହାଦୂରଗଡ଼ ଅଞ୍ଚଳରେ ଘଟିଛି। ଜଣେ ୭ ବର୍ଷ ବାଳକଙ୍କୁ ଟାଇଫଏଡ୍‌ ହୋଇଥିଲା। ସେ ଦିଲ୍ଲୀରେ…

ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…

ଗାର୍ବୋନ୍‌,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍‌ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି। ହୀରା ଖନନକାରୀ କମ୍ପାନୀ ଦେବସ୍ବାନାର ପରିଚାଳନା ନିର୍ଦ୍ଦେଶକ ଲାୟନଟି ଆର୍ମଷ୍ଟ୍ରଙ୍ଗ୍‌ ଏହାକୁ ରାଷ୍ଟ୍ରପତିଙ୍କୁ ପ୍ରଦାନ…

ସ୍କେଟିଂରେ ସଚେତନତା

ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧ ବର୍ଷର ବାଳିକା ଶ୍ରୀଗୁପ୍ତା। ଏଇ ବୟସରେ ସେ ଶାଢ଼ି ପିନ୍ଧି ଗାଁର ଗଳିକନ୍ଦି ରାସ୍ତାରେ…

୫ ଦେଶକୁ ଛୁଇଁନି କରୋନା

ନୂଆଦିଲ୍ଲୀ: ଦୀର୍ଘ ଦେଢ଼ ବର୍ଷରୁ ଅଧିକ ସମୟ ହେଲା କରୋନା କବଳରେ ପଡ଼ିଛି ପୃଥିବୀ। ଚାଇନାରୁ ଆରମ୍ଭ ହୋଇଥିବା ଏହି ଘାତକ ରୋଗରେ ଊଣା ଅଧିକେ ପ୍ରଭାବିତ ହୋଇଛନ୍ତି ଅଧିକାଂଶ ଦେଶ। ଆମେରିକା, ୟୁକେ ଭଳି ସୁଦୃଢ଼ ସ୍ବାସ୍ଥ୍ୟ ଭିତ୍ତିଭୂମି ଥିବା…

୩୫୦୦୦ ଟଙ୍କାର ବେଲ୍ଟ କିଣି ଆଣିଲେ ଝିଅ, ମା’ କହିଲେ…

ରାଞ୍ଚିର ଜଣେ ମହିଳାଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଅନୀତା ଗୁପ୍ତା ନାମକ ଜଣେ ମହିଳାଙ୍କ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର ହୋଇଛି। ଏଥିରେ କ୍ୟାପଶନ ଲେଖାଯାଇଛି, ମୋ’ ଡିପିଏସ୍‌ ବେଲ୍ଟ, ଫିଚରିଂ ବିହାରି ମମ୍‌’। ଛବି ଗୁପ୍ତା…

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା ମୁତାବକ ମହାରାଷ୍ଟ୍ରରେ ରହୁଥିବା ୨୧ବର୍ଷୀୟ ମୟୁର ନାମକ ଜଣେ ଭାରତୀୟ ଡେଭଲପର ଫେସ୍‌ବୁକର ପ୍ଲାଟଫର୍ମ…

ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…

ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା କେବେ କଳ୍ପନା କରି ହେବ ନାହିଁ। ଏକ ରିପୋର୍ଟ ଅନୁଯାୟୀ, ବିବାହ ପରେ ନବଦମ୍ପତି…

ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ କରୁଥିବାର ଦେଖିବାକୁ ମିଳୁଛି। ଲୋକ ଜଣକ ଏଥିରେ ବିରକ୍ତ ନ ହୋଇ ଆନନ୍ଦରେ ଚଢ଼େଇ…

ଶିଡ଼ି ଚଢ଼ିବାରେ ଶିଶୁକୁ ରୋକୁଛି କୁକୁର, କାରଣ ଜାଣିଲେ…

ସୋସିଆଲ ମିଡିଆରେ କେତେବେଳେ କ’ଣ ଭାଇରାଲ ହେଉଛି ତା’ର ଠିକଣା ନାହିଁ। ଆଜିକାଲି ଇଣ୍ଟରନେଟ୍‌ରେ ଏକ କୁକୁରର ଏମିତି ଭିଡିଓ ଭାଇରାଲ ହେଉଛି, ଯାହା ଆପଣଙ୍କ ହୃଦୟକୁ ଛୁଇଁଯିବ। ଏମିତିରେ କୁକୁର ସବୁଠୁ ବିଶ୍ୱସ୍ତ। କୁକୁରଠାରୁ ମଣିଷର ଭଲ ବନ୍ଧୁ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?