ରୋଜଗାର ଟଙ୍କାରେ ବଳଦ କିଣା ହୋଇଥିଲା: ବିଷ୍ଣୁ ଚରଣ ସାହୁ
ଯାଜପୁର ଜିଲା ଭୂଇଁପୁର ପୋଷ୍ଟ ଅନ୍ତର୍ଗତ କଲ୍ୟାଣପୁର ଗାଁରେ ମୋ ଜନ୍ମ। ସ୍ଥାନୀୟ ବରଦାୟୀ ହାଇସ୍କୁଲରେ ପଢ଼ୁଥିବାବେଳେ ସପ୍ତମ ଶ୍ରେଣୀରେ ନ୍ୟାଶନାଲ୍ ସ୍କଲାରଶିପ୍ ବାବଦେ ୪୮୦ ଟଙ୍କା ଜାତୀୟ ମେଧାବୃତ୍ତି ପାଇଥିଲି, ଯାହା କି ଥିଲା ମୋ ଜୀବନର ପ୍ରଥମ ରୋଜଗାର।…
ଅମରପ୍ରେମରୁ କାବେରୀ
ଆଲୋ ସୁନ୍ଦରୀ ତୋର କଥାରେ, ମୁଁ ନାଚିବି ଭାଲୁ ସାଥିରେ…। ପୁଣି- ଆସିବ ବର ତୋର ହୋଇବ ବାହାଘର ତା’ପରେ….ଏମିତି ଏକାଧିକ ଚଳଚ୍ଚିତ୍ର ସଂଗୀତର ଲେଖକ ସେ। ପ୍ରାୟ ୫ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟଧରି ସାହିତ୍ୟ, ସଂଗୀତ, ନାଟକ ଓ ଚଳଚ୍ଚିିତ୍ର ଆଦିି…
ମଞ୍ଜି ପିଣ୍ଡୁଳାର ସାହାଯ୍ୟ ନେଇ ଜଙ୍ଗଲ ସୃଷ୍ଟି ସଙ୍କଳ୍ପ …
ପରିବେଶ ସୁରକ୍ଷା ସହ ଜଙ୍ଗଲ ସୃଷ୍ଟି ପାଇଁ ଏବେ ଅନେକେ ଚିନ୍ତିତ। ସମତଳ ଜାଗାରେ ବିଭିନ୍ନ ଲୋକ, ବିଭିନ୍ନ ଅନୁଷ୍ଠାନ ଗଛ ଲଗାଇ ସଚେତନ କରିବା ସହ ଜଙ୍ଗଲ ସୃଷ୍ଟି ପାଇଁ ପ୍ରୟାସ ଜାରି ରଖିଛନ୍ତି। କିନ୍ତୁ ଏମିତି ଅନେକ ଜାଗା…
ଆଇଫୋନ୍ରୁ ଭାଇରାଲ ହେଲା ଯୁବତୀଙ୍କ ନଗ୍ନ ଫଟୋ, ଏବେ କମ୍ପାନୀକୁ ଦେବାକୁ ପଡ଼ିବ ଏତିକି ପରିମାଣର ଟଙ୍କା…
ଆଇଫୋନ୍ ତିଆରି କରୁଥିବା କମ୍ପାନୀ ଆପଲ ଏବେ ଏକ ଭୁଲ ପାଇଁ କୋଟି କୋଟି ଟଙ୍କା ଜରିମାନା ଦେବ। କାରଣ ଜଣେ ଯୁବତୀଙ୍କ ଫୋନ୍ ଖରାପ ହେବା ପରେ ସେ ଠିକ୍ କରିବାକୁ ଦେଇଥିଲେ। ଏହା ପରେ ସୋସିଆଲ ମିଡିଆରେ ତାଙ୍କର…
ବିବାହ ମଣ୍ଡପରେ ଭିଣୋଇଙ୍କୁ ଜାବୁଡ଼ି ଧରି ଚୁମ୍ବନ ଦେଲେ ଶାଳୀ, ଭିଡିଓ ଭାଇରାଲ ପରେ…
ଏକ ବିବାହ ମଣ୍ଡପରେ ବରଙ୍କୁ କନ୍ୟାଙ୍କ ସାନ ଭଉଣୀ ଅର୍ଥାତ୍ ଶାଳୀ ଚୁମ୍ବନ ଦେବା ଘଟଣା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେତେବେଳେ ବିବାହ ସମାରୋହରେ ବରଣମାଳା କାର୍ଯ୍ୟକ୍ରମ ହେଉଥିଲା। ଜଣେ ଜଣଙ୍କୁ ମାଳା ପିନ୍ଧାଇବାର ଥିଲା। ଏହା ପରେ…
ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍ : ସାକ୍ଷୀ କଲେ ଭିଡ଼ିଓ ଶେୟାର…
ରାଞ୍ଚି,୧୩।୬: ଆପିଏଲ୍ ସ୍ଥଗିତ ହେବା ପରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍.ଏସ୍. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ ପୋଷା ପ୍ରାଣୀଙ୍କ ସହିତ ଅଧିକ ସମୟ ବିତାଉଥିବାର ଦେଖିବାକୁ ମିଳୁଛି। ଶନିବାର ଧୋନୀ ଫାର୍ମରେ…
କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍ ମିଡ଼ିଆରେ ଭାଇରାଲ…
ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍ଡାଉନ୍ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍ଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେମାନେ ବାଧ୍ୟ ହୋଇ ଏବେ ବର୍ଷା ଦିନେ ନାଳ ସଫା କାର୍ଯ୍ୟ…
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍ଡୋଜର…
ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିପୂଜା କରିବା ନେଇ ଖବର ସୋସିଆଲ୍ ମିଡ଼ିଆରେ ଭାଇରାଲ ହୋଇଥିଲା।…
ଏହି ମୁସ୍ଲିମ୍ ଦେଶରେ ରହିଛି ଭଗବାନ ବିଷ୍ଣୁଙ୍କ ସୁଉଚ୍ଚ ପ୍ରତିମୂର୍ତ୍ତି
ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ ରହିଥିବା ଭଗବାନ ବିଷ୍ଣୁଙ୍କ ମନ୍ଦିର ସବୁଠୁ ଉଚ୍ଚ। ତାହା ପୁଣି ଏକ ମୁସ୍ଲିମ୍ ଦେଶରେ।…
ଉଚ୍ଚ ପୋଲ ପାରି ହେବାକୁ ସିମ୍ପାଞ୍ଜି କରୁଛି ଏପରି, ଭିଡିଓ ଦେଖିଲେ…
ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ସିମ୍ପାଞ୍ଜି ଏକ ଉଚ୍ଚ ପୋଲର ଏକ ପାର୍ଶ୍ୱରେ ଚାଲୁଥିବା…
ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ
ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ସାମ୍ନାକୁ ଆସୁଛି। ବର୍ତ୍ତମାନ ଏହି ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଭିନ୍ନ ଧରଣର ଏକ…
ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍…
ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିହାରର ଗୋପାଳଗଞ୍ଜ ଜିଲାରେ ଏଭଳି ଅଭାବନୀୟ…

