କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…
ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିଛନ୍ତି। ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ କରୋନା ମାତାଙ୍କ…
ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି
ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର ଏବଂ କନ୍ୟାଙ୍କ ନାମକୁ ନେଇ। ଏହି ବିବାହରେ ବରଙ୍କ ନାମ ‘ସମାଜବାଦ’ ଏବଂ କନ୍ୟାଙ୍କ…
ନିଜର ୨୮ ସ୍ତ୍ରୀଙ୍କ ସାମ୍ନାରେ ଯୁବତୀଙ୍କ ହାତ ଧରିଲେ ଏହି ବୃଦ୍ଧ; ଭିଡିଓ ଦେଖିଲେ ହେବେ…
ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏକ ବିବାହର ଭିଡିଓ। ଆଇପିଏସ୍ ଅଧିକାରୀ ରୁପିନ ଶର୍ମା ଟୁଇଟରରେ ଏହାକୁ ଶେୟାର କରିଛନ୍ତି। ଭିଡିଓରେ ଜଣେ ବୃଦ୍ଧ ଅନେକ ମହିଳା ଏବଂ ଶିଶୁଙ୍କ ମଧ୍ୟରେ ବିବାହ କରୁଥିବା ଦେଖାଯାଉଛି। ତେବେ ଯେଉଁ ଭିଡିଓଟି…
ହାତୀ ଖାଉଛି ହେଲମେଟ୍ : ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଦ୍ୱିତୀୟ ଡୋଜ ନେବା ପରେ ଶରୀରରେ ସୃଷ୍ଟି ହେଲା ଚୁମ୍ବକୀୟ ଶକ୍ତି
ନାଶିକ,୧୧।୬ : କୋଭିଡ୍ ଟିକା ନେବା ପରେ ଲୋକଙ୍କ ଠାରେ ବିଭିନ୍ନ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଉଛି, ଯାହା ସାଧାରଣ। କିନ୍ତୁ ନାଶିକର ଅରବିନ୍ଦ ସୋନାର ନାମକ ଜଣେ ବ୍ୟକ୍ତି ଅଜବ ଦାବି ଆଣିଛନ୍ତି। ଦ୍ୱିତୀୟ ଟିକା ନେବା ପରେ ତାଙ୍କୁ…
ଗୁପ୍ଚୁପ୍ରେ ମୁଦି ରଖି ପ୍ରେମିକାଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରେମିକ; ଆଉ ତା’ ପରେ..
ନୂଆଦିଲ୍ଲୀ: ସାଥୀଙ୍କୁ ନିଜର ମନ କଥା କହିବା ଏବଂ ପରେ ବିବାହ ପାଇଁ ପ୍ରପୋଜ କରିବାର ଭିନ୍ନ ଭିନ୍ନ ଉପାୟ ଆପଣ ଦେଖିଥାଇପାରନ୍ତି। କିଏ ଫୁଲତୋଡ଼ା ଦେଇ ପ୍ରପୋଜ କରେ ତ କିଏ କେକ୍ରେ ମୁଦି ରଖି ସାଥୀଙ୍କୁ ବିବାହ ପ୍ରସ୍ତାବ…
କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର
କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଲୋକମାନେ ହାହାକାର ହେଉଥିବା ବେଳେ ସେମାନଙ୍କର ଚିକିତ୍ସାରେ ବାଧା…
ରାଜ୍ୟର ପ୍ରଥମ ମୁସଲିମ୍ ମହିଳା ଡିଏସ୍ପି
ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍ସି)ର ୬୪ତମ କମ୍ପିଟେଟିଭ୍ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ ମହିଳା ଉତ୍ତୀର୍ଣ୍ଣ ହେବା ସହ ଡିଏସ୍ପି ଭାବେ ମନୋନୀତ ହୋଇଛନ୍ତି। ଯାହାକୁ ନେଇ ସାରା…
୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …
କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା ଚୋବାଇ ଖାଇଥିଲା। ସ୍ଥାନୀୟ ଲୁୁଙ୍ଗାଗା ଗାଁରେ ଥିବ ଭତକ୍ଟୋରିଆ ହ୍ରଦରେ ଏହି କୁମ୍ଭୀରଟି ରହିଥିଲା।…
ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…
ତେଳଅଭିବ୍,୧୦।୬: ଇସ୍ରାଏଲ୍ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ ଏହାକୁ ସଫା କରୁଥିବା ସମୟରେ ଅଣ୍ଡାଟି ଭାଙ୍ଗି ଯାଇଛି। ୟାବନେ ସହରରେ ବିକାଶ ମୂଳକ…
ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍…
ଓ୍ବିଣ୍ଡ୍ହୋକ୍,୧୦।୬: ପୃଥିବୀର ବୃହତ୍ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍(ଧୂସର ତିମି)। ଇତିମଧ୍ୟରେ ତିମିଟି ୨୦ ହଜାର କିଲୋମିଟର ସମୁଦ୍ରରେ ବୁଲି ସାରିଲାଣି। ୨୦୧୩ରେ ଏହି ତିମିକୁ ଆଫ୍ରିକାର ନାମ୍ବିଆ…
ପ୍ରଦୂଷଣରେ ଆମେରିକା ସେନା ନମ୍ବର ୧
ଯୁଦ୍ଧକୌଶଳରେ ନିପୁଣ ଆମେରିକା ସେନାର ପତିଆରା ସାରା ବିଶ୍ୱରେ ଦୀର୍ଘବର୍ଷ ଧରି ରହିଆସିଛି। ହେଲେ ଏଭଳି ଦୁର୍ଦ୍ଧର୍ଷ ସୈନ୍ୟବାହିନୀ ଉପରେ ନମ୍ବର ୧ ପ୍ରଦୂଷଣକାରୀର କଳଙ୍କ ଲାଗିଛି। ପ୍ରତିରକ୍ଷା ସମ୍ପର୍କରେ ବିଶ୍ଳେଷଣ କରୁଥିବା ଓ୍ବେବସାଇଟ୍ ‘ମିଲିଟାରି ଡାଇରେକ୍ଟ’ର ଏକ ତଥ୍ୟ ଅନୁଯାୟୀ…

