ଯେଉଁ ଶିକ୍ଷକଙ୍କୁ ପ୍ରେମ କରୁଥିଲେ ଯୁବତୀ, ସେହି ଶିକ୍ଷକଙ୍କ ମୃତ ସ୍ତ୍ରୀ ଦେଖାଦେଲେ ଇନ୍ଷ୍ଟାଗ୍ରାମରେ
ମଣିଷ ପ୍ରେମରେ ବେଳେବେଳେ ଏମିତି ଧୋକା ଖାଏ ଯେ, ଚାହିଁଲେ ବି କିଛି କରିବାର କ୍ଷମତା ନ ଥାଏ। ସେମିତି ଏକ ଘଟଣା ଘଟିଛି ଜଣେ ଯୁବତୀଙ୍କ କ୍ଷେତ୍ରରେ। ପ୍ରେମରେ ଧୋକା ଖାଇବା ପରେ ସିସି ହାକ୍ଶା ନାମକ ଜଣେ ଯୁବତୀ…
୫ମ ମହାସାଗର ହେଲା ସଦର୍ନ ଓସେନ୍
ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି ସୋସାଇଟି ଜୁନ୍ ୮ ବିଶ୍ୱ ମହାସାଗର ଦିବସ ଅବସରରେ ଦକ୍ଷିଣ ମହାସାଗରକୁ ୫ମ ଓସେନ୍…
ଆଜି ସାବିତ୍ରୀ ବ୍ରତ: ଜାଣନ୍ତୁ ଏହିଦିନ କାହିଁକି ପୂଜା କରାଯାଏ ବାଉଁଶ ଗଛ
ନାରଦ ପୁରାଣରେ ସାବିତ୍ରୀ ବ୍ରତ ବିଷୟରେ ବର୍ଣ୍ଣନା କରାଯାଇଛି। ଏହା ଜ୍ୟେଷ୍ଠ ମାସ ଅମାବାସ୍ୟା ତିଥିରେ ପଡ଼ିଥାଏ। ଆଜି ଅର୍ଥାତ୍ ଗୁରୁବାରରେ ପଡ଼ିଛି ଏହି ବ୍ରତ। ଏହି ଦିନ ବିବାହିତ ମହିଳାମାନେ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ଉପବାସ ରଖିଥାନ୍ତି।…
୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ: ସୌଭାଗ୍ୟ ପ୍ରାପ୍ତି ପାଇଁ କରନ୍ତୁ ଏପରି…
ନୂଆଦିଲ୍ଲୀ,୯।୬: ଜୁନ୍ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଦୀର୍ଘ ୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ ଗୁରୁବାର ଅନଷ୍ଠିତ ହେବ। ଏହାପୂର୍ବରୁ ୧୮୭୩ ମେ’ ୨୬ରେ ଏଭଳି ଯୋଗ ସୃଷ୍ଟି ହୋଇଥିଲା। ଭାରତର…
ଭଲ ପୋଷାକ ନୁହେଁ, କେବଳ ଧାରେ ହସକୁ ନେଇ ଲୋକଙ୍କୁ କିମିଆଁ କରୁଛନ୍ତି ପାକିସ୍ତାନର ଏହି ଯୁବତୀ; ଆପଣ ଦେଖିଲେ…
ଇନ୍ଷ୍ଟ୍ରାଗ୍ରାମରେ ଲୋକପ୍ରିୟତାକୁ ନେଇ ଚର୍ଚ୍ଚାରେ ପାକିସ୍ତାନର ଜଣେ ଯୁବତୀ। ସେ ହେଲେ ଆମ୍ନା ରିଆଜ। ସାଧାସିଧା ପୋଷାକରେ ସୁନ୍ଦରତା ସହ ତାଙ୍କ ହସ ପ୍ରଶଂସକଙ୍କ ହୃଦୟ ଜିତୁଛି। ଆମ୍ନା ଗୋଟିଏ ଭିଡିଓ ଶେୟାର କରିବା ମାତ୍ରେ ତାହା ଲକ୍ଷ ଲକ୍ଷ ଲୋକଙ୍କୁ…
ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…
ବେଜିଂ,୯।୬: ଏବେ ସୋସିଆଲ ମିଡ଼ିଆରେ ଚାଇନାର ଏକ ହାତୀପଲ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲଗେିଛି। ୧୫ ଜଣିଆ ହାତୀପଲ ଦୀର୍ଘ ଏକବର୍ଷ ଧରି ନିଜ ବାସସ୍ଥାନ ଛାଡ଼ି ଘୁରି ବୁଲୁଛନ୍ତି। ହାତୀପଲଙ୍କର ୨୫,୦୦୦ ଫଟୋ ସୋସିଆଲ୍ ମିଡ଼ିଆରେ ଅପଲୋଡ୍ କରାଯାଇଛି।…
ସମୁଦ୍ର ମଧ୍ୟରେ ଟନ୍ ଟନ୍ ମାଟି ପକାଇ ଏହି ଦେଶ ନିର୍ମାଣ କରୁଛି ନୂଆ ସହର, ଏଥିରେ ରହିବ ଏସବୁ ସୁବିଧା
ସମୁଦ୍ର ମଧ୍ୟରେ କୋଟି କୋଟି ଟନ୍ ମାଟି ପକାଇ ଡେନମାର୍କ ଏକ ନୂଆ ସହର ତିଆରି କରିବାକୁ ଯାଉଛି। ଦେଶର ସଂସଦ ଏହି ପ୍ରୋଜେକ୍ଟକୁ ମଞ୍ଜୁରୀ ଦେଇଛନ୍ତି। ନୂଆ ସହରରେ ୩୫ ହଜାର ଲୋକଙ୍କ ରହିବା ପାଇଁ ଘର ମିଳିପାରିବ। ଏକ…
ଦାନ୍ତରେ ସିଲିଣ୍ଡର ଉଠାଇ ଚର୍ଚ୍ଚାରେ ଶାଢି ପିନ୍ଧା ମହିଳା
ଆଜିକାଲି ସୋସିଆଲ ମିଡିଆରେ ଜଣେ ନାଲି ଶାଢି ପିନ୍ଦା ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ମହିଳା ଜଣଙ୍କ ଦାନ୍ତରେ ଏଲ୍ପିଜି ସିଲିଣ୍ଡର ଉଠାଉଥିବା ଦେଖାଯାଇଛି। ସମ୍ପୃକ୍ତ ମହିଳାଙ୍କ ନାମ ଶୈଳୀ ଚିକାରା। ଇନ୍ଷ୍ଟାଗ୍ରାମରେ ଶୈଳଙ୍କ ଆଢେଇ ଲକ୍ଷରୁ ଅଧିକ…
ବିଶ୍ୱରେକର୍ଡ ଭାଙ୍ଗିଲେ ଏହି ମହିଳା: ଏକାଥରକେ ଜନ୍ମ ଦେଲେ ୧୦ ସନ୍ତାନ
ଦକ୍ଷିଣ ଆଫ୍ରିକାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ଜଣେ ମହିଳା ଏକାଥରକେ ୧୦ ସନ୍ତାନ ଜନ୍ମ ଦେଇ ଏକ ନୂଆ ବିଶ୍ୱ ରେକର୍ଡ କରିଛନ୍ତି। ଗତ ମାସରେ ମୋରକ୍କୋର ଜଣେ ମହିଳା ଏକାଥରକେ ୯ଟି ସନ୍ତାନ ଜନ୍ମ ଦେଇଥିଲେ। ସେ…
ସ୍ତ୍ରୀଙ୍କୁ ଏମିତି ପ୍ରେମ ! ବାପଘର ଚାଲିଗଲେ ବୋଲି ସ୍କୁଟିରେ ୫୦୦ କିମି ଦୂର ଯାତ୍ରା କଲେ ସ୍ବାମୀ; ଥାନାରେ ବିତିଲା…
ପୁର୍ନିୟା: ସ୍ତ୍ରୀସ୍ବାମୀଙ୍କ ମଧ୍ୟରେ ପ୍ରେମକୁ ନେଇ ଅନେକ କାହାଣୀ ଶୁଣିଥିବେ। ଏବେ ସେଭଳି ଏକ ଅଗାଧ ପ୍ରେମର ଘଟଣା ବିହାରର ପୁର୍ନିୟା ଜିଲାରେ ଦେଖିବାକୁ ମିଳିଛି। ଏଠାରେ ସ୍ତ୍ରୀ ବାପଘରକୁ ଚାଲିଯିବା ଯୋଗୁଁ ସ୍ବାମୀ ଏତେ ମର୍ମାହତ ହୋଇପଡ଼ିଲେ ଯେ ସେ…
୨.୭ କୋଟିର ମୋନାଲିସା ପେଣ୍ଟିଂ
ଲିଓନାର୍ଡୋ ଡା ଭିନ୍ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍ ଦେଖିବାକୁ ମିଳିଛି। ଏହି ନିଲାମ ଅର୍ଥ ୩ ଲକ୍ଷ ୟୁରୋ ବା ପ୍ରାୟ ୨.୭ କୋଟି ପର୍ଯ୍ୟନ୍ତ…
ନନ୍ଦିନୀ: ଏକ ସଂକଳ୍ପର ନାଁ
ନନ୍ଦିନୀ ଶତପଥୀ ଥିଲେ ବାସ୍ତବରେ ଏକ ସଂକଳ୍ପ, ଏକ ସ୍ବାଭିମାନ। ଉଭୟ ରାଜନୀତିରେ, ମାନବ ସେବାରେ, ସାହିତ୍ୟ ରଚନାରେ। ୧୯୩୧ ମସିହା ଆଜିର ଦିନରେ କଟକରେ ତାଙ୍କର ଜନ୍ମ। ଯୁଗନ୍ଧର ଲେଖକ ପଦ୍ମଭୂଷଣ କାଳିନ୍ଦୀଚରଣ ପାଣିଗ୍ରାହୀ ତା’ଙ୍କ ବାପା। ଧୂଳିବାଲିରୁ ଉଠି…

