ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍
ଏଭଳି ଏକ ଦେଶ ଅଛି, ଯେଉଁଠାରେ ତେଲ ଶେଷ ହେବା କାରଣରୁ ରାଜପଥରେ ଗାଡ଼ି ଅଟକାଇବା ବେଆଇନ। ଏଭଳି ନିୟମ ରହିଛି ଜର୍ମାନୀରେ। ଏହି ଦେଶରେ ଥିବା ସଡ଼କ ସୁରକ୍ଷା ଆଇନ ଅନୁଯାୟୀ, ଅତ୍ୟନ୍ତ ଜରୁରୀକାଳିନ ସ୍ଥିତିରେ ହିଁ ରାଜପଥରେ ଗାଡ଼ି…
୬୯ ସନ୍ତାନ ଜନ୍ମ ଦେଇଥିଲେ ଏହି ମହିଳା! ୨୭ଥର ହୋଇଥିଲେ ଗର୍ଭବତୀ
ନିକଟରେ ମୋରକୋର ଜଣେ ମହିଳା ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଥିଲେ। କାରଣ ଏହି ମହିଳା ଜଣଙ୍କ ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇଥିଲେ। ରିପୋର୍ଟ ଅନୁଯାୟୀ, ପୂର୍ବରୁ କୌଣସି ମହିଳା ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇ ନ ଥିଲେ।…
ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…
ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି ହେବା ପ୍ରାୟତଃ ଦେଖାଯାଇ ନ ଥାଏ। ତେବେ ଆଧୁନିକ ବିଜ୍ଞାନ ଯୋଗୁ ଏବେ ସବୁ…
୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…
ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ। ଏହି ଅତି ସୁକ୍ଷ୍ମ ପ୍ରାଣୀଟି ସାଇବେରିଆର ବରଫ ତଳେ ଉପଯୁକ୍ତ ସମୟକୁ ଅପେକ୍ଷା କରିଥିଲା।…
ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…
କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି ସୋମବାର ଲୋକେ ପାଣି ତଳେ ପ୍ରଦର୍ଶନ କରିଛନ୍ତି। ଅନ୍ୟ ଲୋକେ ନିଜ ନିଜ ଘର…
ଅଦା ଖାଇ ମାଙ୍କଡ଼ ହେଉଛି ଏପରି, ମୁହଁକୁ ଦେଖିଲେ
ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ୩ ମାଙ୍କଡକୁ ଦେଖିବାକୁ ମିଳୁଛି। ପରେ ସେମାନେ ଏକ ଅଦାକୁ…
ପାଣିକୁ ଦେଖି କୁକୁରର କି ଖୁସି, ଧରିବା ପାଇଁ କରୁଛି ଏମିତି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
୧୧ ସହ ଗୁଣନର ସରଳ ଟ୍ରିକ୍
ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ କୌଶଳ ବାହାର କରିଛନ୍ତି। ସାଇଲେଣ୍ଟ ମାଥ୍ ନାମରେ ସେ ଏହି ଟ୍ରିକ୍କୁ ସୋସିଆଲ ମିଡିଆରେ…
ପ୍ରଥମ ରୋଜଗାର ଟଙ୍କା ମେସ୍ ଖର୍ଚ୍ଚ କରିଥିଲି
ପୁରୀ ଯକ୍ଷ୍ମା ଓ ସଂକ୍ରମିତ ରୋଗ ହସ୍ପିଟାଲର ଅବସରପ୍ରାପ୍ତ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ଉମେଶ ଚନ୍ଦ୍ର ଚୌଧୁରୀ ତାଙ୍କର ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି- କଟକ ଜିଲା ବଡ଼ମ୍ବାଗଡ଼ର ତୁଣପୁର ଗ୍ରାମରେ ୧୯୫୧ ମସିହା ଏପ୍ରିଲ ୫ ତାରିଖରେ ମୋର…
ବାଉଁଶ କାରିଗରୀ
ବାଉଁଶରେ ତିଆରି କଳାକୃତି ହେଉ କି ପାରମ୍ପରିକ ବିଭିନ୍ନ କୃଷି ସାମଗ୍ରୀ । କାହିଁ କେଉଁକାଳରୁ ଲୋକଙ୍କ ଗୃହ ଉପକରଣ ଭାବେ ଏହାର ବ୍ୟବହାର ହୋଇଆସୁଛି। ଓଡ଼ିଶାର ପୁରପଲ୍ଲୀରେ ଘରେ ଘରେ ବାଉଁଶରେ ତିଆରି ବିଭିନ୍ନ ଘରକରଣା ଜିନିଷ ଦେଖିବାକୁ ମିଳିଥାଏ।…
ମହିଳାଙ୍କ ପାଇଁ ସୁରକ୍ଷିତ ପର୍ଯ୍ୟଟନସ୍ଥଳୀ
ଭାରତରେ ଏମିତି କେତେକ ସ୍ଥାନ ଅଛି, ଯେଉଁଠାରେ ରାତି କଥା ତ ଛାଡ଼ ଦିନରେ ବି ମହିଳାମାନଙ୍କୁ ଏକୁଟିଆ କୁଆଡ଼େ ଯିବାବେଳେ ବେଶ୍ ସାବଧାନତା ଅବଲମ୍ବନ କରିବାକୁ ହୋଇଥାଏ। ହେଲେ ଏଠାରେ ଏପରି କିଛି ସ୍ଥାନ ସମ୍ପର୍କରେ ଉଲ୍ଲେଖ କରାଯାଉଛି, ଯେଉଁଠାକୁ…
ସୁନାର ହୋଟେଲ
ଭିଏତ୍ନାମ, ହାନୋଇରେ ଏମିତି ଏକ ହୋଟେଲ ଆରମ୍ଭ ହୋଇଛି; ଯାହାକୁ ଦେଖିଲେ ଆଖି ଝଲସିଯିବ। ତା’ର ଚମକ କିମିଆଁ କରିବ। କାରଣ ଏହି ହୋଟେଲଟି ସମ୍ପୂର୍ଣ୍ଣଭାବେ ଗୋଲ୍ଡ ପ୍ଲେଟେଡ୍। ଏହାର ବାହାର, ଭିତର କୋଠରି, ଏମିତିକି ଟଏଲେଟ୍, ବେସିନ୍ ସବୁକିଛି ଗୋଲ୍ଡ…

