ଫୁରସତ

ନିଜ ପରିସ୍ରା ନିଜେ ପିଇ ଓଜନ କମାଇଲେ ଏହି ମହିଳା, କହିଲେ ଦୃଷ୍ଟିଶକ୍ତି ବି ବଢୁଛି

ଓ୍ବାଶିଂଟନ,୧୯।୫: ଆମେରିକାର ଜଣେ ମହିଳା ଏକ ଅଜବ ଦାବି କରିବା ପରେ ଏହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ୩୨ ବର୍ଷୀୟା ଗେସ୍‌ ଜୋନ୍ସ ନାମକ ଏହି ମହିଳା ନିଜ ପରିସ୍ରା ନିଜେ ପିଉଛନ୍ତି। ଏଥିସହିତ ଏହାକୁ ସେ ତାଙ୍କ…

କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା ଲାଇନ୍‌…

ବିଶାଖାପଟ୍ଟନମ୍‌,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଆନ୍ଧ୍ରପ୍ରଦେଶର ନେଲୋର ଜିଲାର କୃଷ୍ଣାପଟ୍ଟନମ୍‌ ଗାଁରେ କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା…

ମୋତେ ଶୀଘ୍ର ବାହା କର, ଏମିତି ଜିଦ୍‌ ଧରିଲେ ଯୁବତୀ; ଆଉ ତା’ ପରେ…

ଭୋପାଳ,୧୯।୫: ସମଗ୍ର ଦେଶରେ କରୋନା ମହାମାରୀ ଚାଲିଥିବାରୁ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକଙ୍କୁ କିଛି ଜରୁରୀ କାମରେ ଅସୁବିଧାର ସାମ୍ନା କରିବାକୁ ପଡୁଛି। ମଧ୍ୟପ୍ରଦେଶର ବେତୁଲରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଲକ୍‌ଡାଉନ୍‌ ହୋଇଥିବାରୁ…

ଗୋଟିଏ ଜୁଇରେ ଦମ୍ପତିଙ୍କ ଅନ୍ତିମ ସଂସ୍କାର…

ଇନ୍ଦୋର,୧୯।୫: ଗୋଟିଏ ଦିନରେ ଗୋଟେ ଘଣ୍ଟା ବ୍ୟବଧାନରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିବା ଏବଂ ଅନ୍ତିମ ସଂସ୍କାର ଗୋଟିଏ ଜୁଇରେ ହେବା ଘଟଣା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ବାସ୍ତବ ଜୀବନରେ ଏଭଳି ଏକ ଘଟଣା ମଧ୍ୟପ୍ରଦେଶର ବିଦିଶାରେ ଘଟିଛି। ଗ୍ୟାରସପୁର…

୬କେଶର ଦାମ୍‌ ୧୦ଲକ୍ଷ ଟଙ୍କା

ଓ୍ବାଶିଂଟନ୍‌,୧୯।୫: ବିଶ୍ୱର ସବୁଠାରୁ ପ୍ରଭାବଶାଳୀ ରକ୍‌ଷ୍ଟାରଙ୍କ ମଧ୍ୟରେ ଆମେରିକାର ଗାୟକ କୁର୍ଟ କୋବେନ ଅନ୍ୟତମ। କୁର୍ଟ ଜଣେ ଗୀତିକାର ଓ ଗିଟାରିଷ୍ଟ ହେବା ସହ ନିର୍ବାଣା ବ୍ୟାଣ୍ଡର ମୁଖ୍ୟ ସସଦସ୍ୟ ଥିଲେ। ୧୯୯୪ରେ ମାତ୍ର ୨୭ବର୍ଷରେ ସେ ଆତ୍ମହତ୍ୟା କରିଥିଲେ। ତାଙ୍କର…

ପୃଥିବୀରେ ୫ ହଜାର କୋଟି ପକ୍ଷୀ

ସିଡ୍‌ନୀ: ପ୍ରାୟ ୫୦ ବିଲିୟନ ବା ୫୦୦୦ କୋଟି ପକ୍ଷୀ ପୃଥିବୀରେ ବାସ କରନ୍ତି। ଏହି ସଂଖ୍ୟା ବିଶ୍ୱର ମୋଟ ଲୋକ ସଂଖ୍ୟାର ୬ ଗୁଣ। ଏ ନେଇ ଅଷ୍ଟ୍ରେଲିଆର ସିଡ୍‌ନୀସ୍ଥିତ ନ୍ୟୁ ସାଉଥ ଓ୍ବେଲ୍‌ସ ୟୁନିଭର୍ସିଟିର ବୈଜ୍ଞାନିକମାନଙ୍କ ଦ୍ୱାରା କରାଯାଇଥିବା…

ନିଜକୁ ସୁରକ୍ଷିତ ରଖିବା ପାଇଁ ଛୋଟ କଙ୍କଡା କରୁଛି ଏପରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଜଳର ମୂଲ୍ୟ ବୁଝିଛି: ନଷ୍ଟ ହେବାକୁ ଦେଉନି, ଭାଇରାଲ ଭିଡିଓ ଦେଖିଲେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ମାଙ୍କଡ଼ ଜଳର ମୂଲ୍ୟ ବୁଝିଛି। ପାଣି ସମସ୍ତଙ୍କ ପାଇଁ…

ବିପଦ ସହିତ ବନ୍ଧୁତା: ମୃତ୍ୟୁ ସାଜି ଆସିଥିଲା, ହେଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

୧୯୮୩ ବିଶ୍ୱକପ୍‌ ଫାଇନାଲ ପରାଜୟର ପ୍ରତିଶୋଧ କିଭଳି ନେଇଥିଲା ଓ୍ବେଷ୍ଟଇଣ୍ଡିଜ

୧୯୮୩ ଆଇସିସି ବିଶ୍ୱକପ୍‌ରେ ଇତିହାସ ରଚିଥିଲା ଭାରତ। ଶକ୍ତିଶାଳୀ ଓ୍ବେଷ୍ଟଇଣ୍ଡିଜକୁ ସହଜରେ ହରାଇ କପିଳ ଦେବଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଅବିଶ୍ୱସନୀୟ ଭାବେ ହାତେଇଥିଲା ବିଶ୍ୱକପ୍‌। ଏହି ପରାଜୟ କ୍ଲାଇଭ ଲଏଡ୍‌ଙ୍କ ଓ୍ବେଷ୍ଟଇଣ୍ଡିଜ ଦଳକୁ ଖୁବ୍‌ ବାଧି ଥିଲା। ପ୍ରତିଶୋଧ ନେବା…

ପ୍ରେମିକାଙ୍କ ପାଇଁ ୧୫ ଲକ୍ଷ ଟଙ୍କାର ହୀରା ମୁଦି ଆଣିଥିଲେ ପ୍ରେମିକ, ତଥାପି ଗାଳି କରି ମୁହଁ ଫେରାଇ ଚାଲିଗଲେ

ବ୍ରିଟେନରେ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ନିର୍ବନ୍ଧ କରିବାକୁ ୧୪୦୦୦ ପାଉଣ୍ଡ ଅର୍ଥାତ୍‌ ୧୫ ଲକ୍ଷ ଟଙ୍କାର ଏକ ହୀରା ମୁଦି ଆଣିଥିଲେ। ମାତ୍ର ପ୍ରେମିକାଙ୍କୁ ଯେତେବେଳେ ସତ କଥା ଜଣାପଡ଼ିଲା ସେ ରାଗି କି ମୁହଁ ଫେରାଇ ଚାଲିଗଲେ।…

ଶାହଜହାଁପୁରରୁ ଶିକୋଗୋର ଯାତ୍ରା

ଶାହଜହାଁପୁର,୧୭।୫: ବିବାହ ଏଭଳି ଏକ ବନ୍ଧନ ଯାହା ପୂର୍ବରୁ ନିର୍ଦ୍ଧାରିତ ହୋଇ ରହିଥାଏ ବୋଲି କୁହାଯାଏ। କିଏ କେଉଁଠି, ଆଉ କାହା ସହ ବିବାହ କରିବ ସେସବୁ ପୂର୍ବରୁ ନିର୍ଦ୍ଧାରିତ ହେବା ସହ ଶେଷ ମୁହୂର୍ତ୍ତ ଯାଏଁ ବି ଅନିଶ୍ଚିତତା ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri