ଫୁରସତ

ମା-ବାପା ଗାଳି କରିବାରୁ ନାବାଳକ ନେଲେ ଏମିତି ନିଷ୍ପତ୍ତି, ଯାହା ଆଗରୁ କେବେ ଶୁଣି ନ ଥିବେ

ପିଲାମାନେ ଦୁଷ୍ଟ ହେଲେ କିମ୍ବା କିଛି ଭୁଲ କଲେ ମା-ବାପା ଗାଳି ଦେବା ସାଧାରଣ କଥା। ମାତ୍ର ଜଣେ ନାବାଳକ ମା-ବାପାଙ୍କ ଗାଳି ଶୁଣି ରାଗି କି ଏମିତି କିଛି କାମ କରିଛନ୍ତି ଯାହା ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ୧୪…

ଗାଈ ଆଲିଙ୍ଗନ ପାଇଁ ୨୦୦ ଡଲାର…

ଓ୍ବାଶିଂଟନ,୩୧।୫: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ସାମାଜିକ ଦୂରତା ଯୋଗୁ ପରସ୍ପର ମଧ୍ୟରେ ସାକ୍ଷାତ୍‌ ହେବା ସମ୍ଭବ ହେଉନାହିଁ। ଆମେରିକାରେ ଏବେ ଗାଈ ଆଲିଙ୍ଗନ( କାଓ ହଗିଙ୍ଗ୍‌) ନେଇ ଲୋକଙ୍କ ମଧ୍ୟ ଏକ ପ୍ରକାର ପ୍ରତିଯୋଗୀତା ଆରମ୍ଭ ହୋଇଯାଇଛି।…

ହଜାରିବାଗ୍‌ରେ ଏଲିଅନ୍‌: ସୋସିଆଲ ମିଡ଼ିଆରେ ଭାଇରାଲ…

ହଜାରିବାଗ୍‌,୩୧।୫: ଏଲିଅନ୍‌ ନେଇ ବିଭିନ୍ନ ସମୟରେ ଖବର ପ୍ରକାଶ ପାଇବାରେ ଲାଗିଛି। ଏବେ ଝାଡ଼ଖଣ୍ଡର ହଜାରିବାଗ୍‌ରେ ଏଲିଅନ୍‌ ଦେଖାଦେଇଥିବା ନେଇ ସୋସିଆଲ୍‌ ମିଡ଼ିଆରେ ପ୍ରଚାର ଜାରି ରହିଛି। ଏବେ ଏହାର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓକୁ…

ଆମେ ଦୁଇ ଆମର ତିନି: ସରକାରଙ୍କ ନୂଆ ନିୟମ…

ବେଜିଂ,୩୧।୫: ଚାଇନାରେ ବୟସ୍କଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାର ଏବେ ନୂଆ ଆଇନ ପ୍ରଣୟନ କରିଛନ୍ତି। ଏଣିକି ଦେଶରେ ଦମ୍ପତିମାନେ ତିନି ସନ୍ତାନ ଜନ୍ମ ଦେଇପାରିବେ। ଦେଶର ଭବିଷ୍ୟତକୁ ଦୃଷ୍ଟିରେ ରଖି ଏଭଳି କରାଯାଉଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ପୂର୍ବରୁ ଦେଶରେ…

ସିଟ୍‌ ବେଲ୍ଟ ଲଗାଇବାକୁ କହିବାରୁ କ୍ର୍ୟୁ ମେମ୍ବରଙ୍କ ଦାନ୍ତ ଭାଙ୍ଗିଲେ ମହିଳା ଯାତ୍ରୀ

ଓ୍ବାଶିଂଟନ୍‌,୩୧।୫: ପ୍ରାୟ ସମୟରେ ବିମାନ ଯାତ୍ରା ସହ ଜଡ଼ିତ କିଛି ନା କିଛି ଖବର ସାମ୍ନାକୁ ଆସିଥାଏ। କେତେବେଳେ କ୍ର୍ୟୁ ମେମ୍ବର ଯାତ୍ରୀଙ୍କ ସହ ର୍ଦୁବ୍ୟବହାର ଘଟଣା ସାମ୍ନାକୁ ଆସିଥିବା ବେଳେ ଆଉ କେତେବେଳେ ଯାତ୍ରୀ କ୍ର୍ୟୁ ମେମ୍ବରଙ୍କ ସହ ର୍ଦୁବ୍ୟବହାର…

ମାସ୍କ ପିନ୍ଧି ଖାଇବା ଅର୍ଡର କଲେ ଦେବାକୁ ପଡ଼ିବ ଜରିମାନା

କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବାରୁ ଅନେକ ଲୋକଙ୍କ ଜୀବନ ଯାଇଛି। ବହୁ ଲୋକ ଏଥିରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ ବି କରୁଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ ମାସ୍କ ଜରୁରୀ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ…

ମାଛର ଦାମ୍‌ ୭୨ ଲକ୍ଷ: ରାତାରାତି ଲକ୍ଷପତି ପାଲଟିଲେ ଧୀବର …

କରାଚି,୩୧।୫: ଗୋଟିଏ ମାଛ ବିକ୍ରି କରି ଜଣେ ଧୀବର ରାତାରାତି ଲକ୍ଷପତି ପାଲଟି ଯାଇଛନ୍ତି। ପାକିସ୍ତାନର ଧୀବର ସାଜିଦ୍‌ ହାଜି ଅବାବକର ୪୮ କିଲୋଗ୍ରାମ୍‌ର ବୃହତକାୟ କ୍ରୋକେର ପ୍ରଜାତିର ମାଛ ଧରି ଏହାକୁ ୭୨ ଲକ୍ଷ ଟଙ୍କାରେ ବିକ୍ରି କରିଛନ୍ତି। ବିରଳ…

ପିଇବା ପାଣି ପାଇପ୍‌ରୁ ବାହାରୁଛି ସାପ…

ଭୋପାଳ,୩୧।୫: ପିଇବା ପାଣି ପାଇପ୍‌ରୁ ଛୋଟ ଛୋଟ ସାପ ଛୁଆ ବାହାରୁଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ମଧ୍ୟପ୍ରଦେଶ ଟିକମ୍‌ଗଡ଼ରେ ସରକାରୀ ସପ୍ଲାଏ ପାଣି ପାଇପ୍‌ରୁ ପାଣି ସହିତ ସାପ ବାହାରୁଥିବା ଅଭିଯୋଗ ହୋଇଛି। ଅଭିଯୋଗ ମିଳିବା ପରେ…

ପ୍ରେମିକଙ୍କ ମୃତଦେହ ଅଙ୍ଗୁଳିରେ ପ୍ରେମିକା ସିନ୍ଥିରେ ଲାଗିଲା ସିନ୍ଦୁର..

କୋଲକାତା,୩୧।୫: ନାବାଳକ ପ୍ରେମିକ ଆତ୍ମହତ୍ୟା କରିବା ପରେ ତାଙ୍କ ମୃତଦେହ ଅଙ୍ଗୁଳିରେ ପ୍ରେମିକା ସିନ୍ଥିରେ ସିନ୍ଦୁର ଲଗାଯାଇଛି। ଏଭଳି ଅଭାବନୀୟ ଘଟଣା ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲାରେ ଘଟିଛି। ଏବେ ଏହାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପ୍ରେମିକା ପ୍ରେମିକ…

ଜୁନ୍‌ ୧୦ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ: ଜାଣନ୍ତୁ କେଉଁ ରାଶି ଉପରେ କ’ଣ ପଡିବ ପ୍ରଭାବ

ଜୁନ୍‌ ୧୦ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ: ଜାଣନ୍ତୁ କେଉଁ ରାଶି ଉପରେ କ’ଣ ପଡିବ ପ୍ରଭାବ ଚଳିତବର୍ଷର ପ୍ରଥମ ସୂର୍ଯ୍ୟପରାଗ ଜୁନ ୧୦ରେ ହେବ। ଏଥର ପୂର୍ଣ୍ଣ ସୂର୍ଯ୍ୟ ପରାଗ ହେଉଥିବାରୁ ଚନ୍ଦ୍ର ପୃଥିବୀକୁ ସମ୍ପୂର୍ଣ୍ଣ ରୂପେ ଆଚ୍ଛାଦନ କରିବ। ଏହି…

ଲକ୍ଷ୍ୟସ୍ଥଳରେ ପହଞ୍ଚିବାକୁ ହାତୀ କରୁଛି ଏପରି, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

୭ କୋଟି ଟଙ୍କା ନା ମାନବିକତା- କାହାକୁ ବାଛିବେ

ବୋଷ୍ଟୋନ, ୩୦।୫: ଏକବିଂଶ ଶତାବ୍ଦୀରେ ଲୋକମାନେ ସ୍ବାର୍ଥପର କହିଲେ କେହି ଅସ୍ବୀକାର କରିବେ ନାହିଁ। ସମସ୍ତେ ନିଜ ଫାଇଦା ଦେଖନ୍ତି। ଅନ୍ୟ କଥା ଚିନ୍ତା କରିବାକୁ ସମୟ ବା କାହା ପାଖରେ। ତେବେ ଯଦି କାହାକୁ ୭ କୋଟି ଟଙ୍କା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?