ପୁଣି ପୃଥିବୀ ଉପରେ ମାଡ଼ି ଆସିଲା ବିପଦ: ପାଣିରେ ବହୁ ଉପକୂଳ ସହର ବୁଡ଼ିଯିବା ଆଶଙ୍କା !…
ଲଣ୍ଡନ/ନୂଆଦିଲ୍ଲୀ,୨୦।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ପୃଥିବୀ ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରେ ଏକ ବିରାଟକାୟ ହିମଖଣ୍ଡ ଭାଙ୍ଗିଯାଇଛି। ଏହାର ଲମ୍ବ ୧୭୫ କିଲୋମିଟର ହୋଇଥିବାବେଳେ ପ୍ରସ୍ଥ ୨୫…
ମଦ ନିଶାରେ ସ୍ବାମୀଙ୍କ ଉପରେ ବସିଗଲେ କୁଇଣ୍ଟାଲ ଓଜନର ସ୍ତ୍ରୀ, ଆଉ ତା’ ପରେ…
ରୁଷିଆରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଯେଉଁଠି ୧ କୁଇଣ୍ଟାଲରୁ ଅଧିକ ଓଜନର ଜଣେ ମହିଳା ମଦ ନିଶାରେ ତାଙ୍କ ସ୍ବାମୀଙ୍କ ଉପରେ ବସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏକ ରିପୋର୍ଟ ଅନୁଯାୟୀ, ଏହି ଘଟଣା ରୁଷିଆର ଏକ…
୪ ଘଣ୍ଟାରେ ଚନ୍ଦ୍ରର ୫୦ ହଜାର ଫଟୋ ଉଠାଇ ଚର୍ଚ୍ଚାରେ ୧୬ ବର୍ଷର ବାଳକ
ପୁନେ,୨୦।୫: ନାସା ଏବଂ ଇସ୍ରୋ ପରି ସ୍ପେସ ଏଜେନ୍ସିଗୁଡ଼ିକ ଚନ୍ଦ୍ରର ଅନେକ ଫଟୋ ଶେୟାର କରନ୍ତି। କିନ୍ତୁ ପୁନେର ଜଣେ ୧୬ ବର୍ଷର ବାଳକ ଚନ୍ଦ୍ରର ଫଟୋ ଉଠାଇ ଏବେ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ଫଟୋ ଦେଖିବା ପରେ ସମସ୍ତେ ତାଙ୍କୁ…
ଭୁଶୁଡ଼ିଲା ଡାରଓ୍ବିନ୍ ଆର୍କ
କ୍ୱିଟୋ: ବିବର୍ତ୍ତନବାଦର ଜନକ ଚାର୍ଲସ ଡାରଓ୍ବିନଙ୍କ ନାମରେ ନାମିତ ‘ଡାରଓ୍ବିନ ଆର୍କ’ ଏବେ ଇତିହାସ। ସମୁଦ୍ର ଲହଡ଼ି ସହିତ ଦୀର୍ଘଦିନର ସଂଘର୍ଷ ପରେ ଏହି ଐତିହାସିକ ସ୍ମାରକୀ ଭୁଶୁଡ଼ି ପଡ଼ିଛି। ଇକ୍ୱେଡର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଜାରି କରାଯାଇଛି।…
କଠୋର ନିୟମରେ ହାରିଛି କରୋନା
କରୋନାର ପ୍ରଥମ ଲହରରେ ପ୍ରଥମରୁ କଡ଼ା କଟକଣା ଜାରି କରି ବିଶ୍ୱରେ ପ୍ରଶଂସା ସାଉଁଟିଥିଲା ଭାରତ। ହେଲେ ଦ୍ୱିତୀୟ ଲହର ଦେଶର ବ୍ୟବସ୍ଥାଗତ ଅପାରଗତାକୁ ପଦାରେ ପକାଇ ଦେଇଛି। ସହରାଞ୍ଚଳ ପରେ ଏବେ ଗ୍ରାମାଞ୍ଚଳ କୋଭିଡ୍ କବ୍ଜାରେ। ଆଗାମୀ ଦିନରେ ଦେଶ…
ଡିଏନ୍ଏ କହିବ କଲମ୍ବସ୍ କାହାଣୀ
ମାଦ୍ରିଦ୍, ୨୦ା୫: ସମୁଦ୍ର ପଥରେ ଆମେରିକାକୁ ବାଟ ଖୋଜିଥିବା ଖ୍ରୀଷ୍ଟୋଫର କଲମ୍ବସ୍ ୟୁରୋପର ଉପନିବେଶକୁ ସେଠାରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ। ହେଲେ ବାସ୍ତବରେ ସେ କେଉଁ ଦେଶର ନାଗରିକ ତାହା ଏବେ ବି ରହସ୍ୟ ଘେରରେ। ଏହା ସ୍ପଷ୍ଟ କରିବା ପାଇଁ…
ବିଶ୍ୱର ସବୁଠୁ ଧନୀ ଜୁଆଡ଼ି, ଥରକେ ଜିତିଥିଲେ ଏତିକି କୋଟି; ଜାଣିଲେ…
କୁହାଯାଏ, ଜୁଆ ଖେଳିଲେ ଲୋକେ ସର୍ବନାଶ ହୁଅନ୍ତି। ଅର୍ଥାତ୍ ସବୁ ସମ୍ପତ୍ତି ହରାଇ ବସନ୍ତି। ମାତ୍ର ଏମିତି ଜଣେ ଜୁଆଡ଼ି ଅଛନ୍ତି, ଯେ କି କୋଟିପତି। ଭାରତରେ ଜୁଆଖେଳକୁ ବେଆଇନ କୁହାଯାଇଥାଏ ମାତ୍ର ବିଶ୍ୱରେ ଅନେକ ଦେଶ ଅଛି, ଯେଉଁଠାରେ ଆଇନଗତ…
୭୦ ବର୍ଷ ଧରି ଅଦୃଶ୍ୟ ହୋଇଯାଇଥିଲା ଏହି ଗାଁ, ଏବେ ମିଳିଲା ଏମିତି
୭୦ ବର୍ଷ ପୂର୍ବରୁ ଇଟାଲୀ ହ୍ରଦରେ ଏକ ଗାଁ ହଜିଯାଇଥିବା ବେଳେ ବର୍ତ୍ତମାନ ଏହା ମିଳିଛି। ଅର୍ଥାତ୍ ଏହି ଗାଁ ୭୦ ବର୍ଷ ତଳେ ଅଦୃଶ୍ୟ ହୋଇଯାଇଥିଲା। ଯାହା ବିଷୟରେ କେହି କିଛି ଜାଣି ନ ଥିଲେ। ବର୍ତ୍ତମାନ ଇଟାଲୀ ହ୍ରଦରେ…
ନିଜ ପରିସ୍ରା ନିଜେ ପିଇ ଓଜନ କମାଇଲେ ଏହି ମହିଳା, କହିଲେ ଦୃଷ୍ଟିଶକ୍ତି ବି ବଢୁଛି
ଓ୍ବାଶିଂଟନ,୧୯।୫: ଆମେରିକାର ଜଣେ ମହିଳା ଏକ ଅଜବ ଦାବି କରିବା ପରେ ଏହା ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ୩୨ ବର୍ଷୀୟା ଗେସ୍ ଜୋନ୍ସ ନାମକ ଏହି ମହିଳା ନିଜ ପରିସ୍ରା ନିଜେ ପିଉଛନ୍ତି। ଏଥିସହିତ ଏହାକୁ ସେ ତାଙ୍କ…
କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା ଲାଇନ୍…
ବିଶାଖାପଟ୍ଟନମ୍,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଆନ୍ଧ୍ରପ୍ରଦେଶର ନେଲୋର ଜିଲାର କୃଷ୍ଣାପଟ୍ଟନମ୍ ଗାଁରେ କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା…
ମୋତେ ଶୀଘ୍ର ବାହା କର, ଏମିତି ଜିଦ୍ ଧରିଲେ ଯୁବତୀ; ଆଉ ତା’ ପରେ…
ଭୋପାଳ,୧୯।୫: ସମଗ୍ର ଦେଶରେ କରୋନା ମହାମାରୀ ଚାଲିଥିବାରୁ କେତେକ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଫଳରେ ଲୋକଙ୍କୁ କିଛି ଜରୁରୀ କାମରେ ଅସୁବିଧାର ସାମ୍ନା କରିବାକୁ ପଡୁଛି। ମଧ୍ୟପ୍ରଦେଶର ବେତୁଲରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଲକ୍ଡାଉନ୍ ହୋଇଥିବାରୁ…
ଗୋଟିଏ ଜୁଇରେ ଦମ୍ପତିଙ୍କ ଅନ୍ତିମ ସଂସ୍କାର…
ଇନ୍ଦୋର,୧୯।୫: ଗୋଟିଏ ଦିନରେ ଗୋଟେ ଘଣ୍ଟା ବ୍ୟବଧାନରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିବା ଏବଂ ଅନ୍ତିମ ସଂସ୍କାର ଗୋଟିଏ ଜୁଇରେ ହେବା ଘଟଣା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ବାସ୍ତବ ଜୀବନରେ ଏଭଳି ଏକ ଘଟଣା ମଧ୍ୟପ୍ରଦେଶର ବିଦିଶାରେ ଘଟିଛି। ଗ୍ୟାରସପୁର…

