ଫୁରସତ

କେହି ନାହିଁ ଯାହାର, ଆମେ ଅଛୁ ତାହାର

କୁହାଯାଏ ବନ୍ଧୁ ସିଏ, ଯିଏ ରାଜଦ୍ୱାରରୁ ଶ୍ମଶାନ ପର୍ଯ୍ୟନ୍ତ ସାଥିରେ ଛିଡ଼ା ହୋଇଥାଏ। ହେଲେ କରୋନା କିନ୍ତୁ ବଦଳାଇ ଦେଇଛି ସବୁ ସମ୍ପର୍କର ସଂଜ୍ଞା। ସାଧାରଣତଃ କେହି ଜଣେ ଆତ୍ମୀୟଙ୍କ ମୃତ୍ୟୁରେ ବନ୍ଧୁ ପରିଜନଙ୍କଠାରୁ ପାଖ ପଡୋଶୀ ଯାଏ ସମସ୍ତେ ରୁଣ୍ଡ…

ଏହି ରାଜ୍ୟର ମହିଳାମାନେ କରୁଛନ୍ତି ‘କରୋନା ମାଇ’ ପୂଜା

ବାରାଣସୀ,୧୬।୫: କରୋନା ଭାଇରସ୍‌ ମହାମାରୀ ସାରା ଦେଶରେ ତାଣ୍ଡବ ରଚୁଛି। ସାରା ରାଜ୍ୟରେ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପରିସ୍ଥିତି ଏଭଳି ହୋଇଛି ଯେ, କେତେକ ରାଜ୍ୟରେ ଲକ୍‌ଡାଉନ ମଧ୍ୟ ବିଫଳ ହେଉଥିବା…

ଆମ୍ବୁଲାନ୍ସ୍‌ରେ ରୋମାନ୍ସ: ଧରାପଡ଼ି ୩ ଯୁବକ, ଜଣେ ଯୁବତୀ ଜେଲ୍‌ ଗଲେ…

ବାରାଣସୀ,୧୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଆକ୍ରାନ୍ତଙ୍କୁ ନେବା ଆଣିବା ଲାଗି ଆମ୍ବୁଲାନ୍ସ୍‌ ବି ମିଳୁନି। ମାତ୍ର ଆମ୍ବୁଲାନ୍ସ୍‌ ଭିତରେ ରୋମାନ୍ସ୍‌ କରୁଥିବା ସମୟରେ ପୋଲିସ ହାତରେ ଧରାପଡ଼ି ୩ ଯୁବକ ଏବଂ ଜଣେ ଯୁବତୀଙ୍କୁ…

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ଜୀବନ ବଞ୍ଚାଇବା ଲାଗି କଢ଼ାଗଲା ଆଖି…

ଯୋଧପୁୁର,୧୬।୫: କରୋନାରେ ମହାମାରୀ ସଂକ୍ରମଣ ସହିତ ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଧୀରେଧୀରେ ବ୍ଲାକ୍‌ ଫଙ୍ଗସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଜଣେ ମହିଳାଙ୍କ ଜୀବନ ବଞ୍ଚାଇବା ଲାଗି ବ୍ଲାକ୍‌ ଫଙ୍ଗସ୍‌ରେ ସଂକ୍ରମିତ ହୋଇଥିବା ଆଖିକୁ ଅପରେଶନ…

ମାତ୍ର ୧୭ ମିନିଟ୍‌ରେ ବିବାହ, ଯୌତୁକ ଆକାରରେ ବର ମାଗିଲେ ଏକ ନିଆରା ଜିନିଷ; ଜାଣିଲେ କରିବେ ପ୍ରଶଂସା

ଲକ୍ଷ୍ନୌ,୧୫।୫: ଉତ୍ତରପ୍ରଦେଶର ସାହାଜହାଁପୁରରେ ମାତ୍ର ୧୭ ମିନିଟ୍‌ରେ ଏକ ବିବାହ ସମ୍ପନ୍ନ ହୋଇଛି। ସବୁଠୁ ଆଶ୍ଚର୍ଯ୍ୟର କଥା ବର କନ୍ୟାକୁ ଯୌତୁକ ଆକାରରେ ଏକ ନିଆରା ଜିନିଷ ମାଗିଥିଲେ। ଯାହା ଶୁଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେବେ। ଏପରି ନିଆରା ବିବାହ…

ଘୁଷୁରୀ ମଳଦ୍ୱାରରେ ଗ୍ରହଣ କରେ ଅକ୍ସିଜେନ୍‌: ମଣିଷଙ୍କଠାରେ ଏଭଳି ଜ୍ଞାନକୌଶଳ ପ୍ରୟୋଗ ସମ୍ଭାବନା …

ଟୋକିଓ/ନୂଆଦିଲ୍ଲୀ,୧୫।୫:ସମ୍ପ୍ରତି ପୃଥିବୀରେ କରୋନା ଆକ୍ରାନ୍ତଙ୍କ ଗୁରୁତର ସ୍ଥିତି ନେଇ ସଙ୍କଟ ସୃଷ୍ଟି ହୋଇଛି। କରୋନା ଭୂତାଣୁ ଫୁସ୍‌ଫୁସ୍‌କୁ ସଂକ୍ରମିତ କରୁଥିବାରୁ ଆକ୍ରାନ୍ତଙ୍କ ସ୍ବାଭାବିକ ନିଶ୍ୱାସ ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଛି। କେତେକଙ୍କୁ ଭେଣ୍ଟିଲେଟରରେରେ ରଖାଯାଉଛି। କିଛି ଦେଶରେ ଅକ୍ସିଜେନ୍‌ ଅଭାବ ମଧ୍ୟ…

ମୁହଁର ଅପରେଶନ ପରେ ହଠାତ୍‌ ଅଲଗା ଭାଷାରେ କଥା ହେଲେ ମହିଳା

କାନ୍‌ବେରା,୧୫।୫: ଅଷ୍ଟ୍ରେଲିଆର ଜଣେ ମହିଳା ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛନ୍ତି। ଏହି ମହିଳାଙ୍କ କହିବା କଥା ସେ ତାଙ୍କ ଜିଭର ଅପରେଶନ କରାଇବା ପରେ ହଠାତ୍‌ ନିଜ ଭାଷା ବଦଳରେ ଅଲଗା ଭାଷାରେ କଥା ହେବାରେ ଲାଗିଲେ। ୨୭…

ଶିଶୁର ତାଳୁରେ ଛିଦ୍ର ଦେଖି ହସ୍ପିଟାଲ ନେଲେ ମା’, ସତକଥା ଜଣାପଡ଼ିବା ପରେ ନିଜେ ଲାଜେଇ ଗଲେ

ଲଣ୍ଡନ,୧୫।୫: ଜଣେ ମା’ ତା ପିଲା ପ୍ରତି କେତେ ଗୁରୁତ୍ୱପୂର୍ଣ୍ଣ ତାହା ସମଗ୍ର ଦୁନିଆ ଜାଣିଛି। ପିଲା ପ୍ରତି ସାମାନ୍ୟ କ୍ଷତି ପହଞ୍ଚିଲେ ସତେ ଯେମିତି ମା’ର ଜୀବନ ଛାଡ଼ିଯାଏ। ସେମିତି ଏକ ଘଟଣା ଘଟିଛି ବ୍ରିଟେନ୍‌ରେ। ୨୪ ବର୍ଷୀୟା ମହିଳା…

୯ ମାସରେ ୧୪ ଥର ପ୍ଲାଜମା ଦାନ କରିସାରିଲେଣି ଏହି ବ୍ୟକ୍ତି; ବନ୍ଧୁମାନେ ଡାକୁଛନ୍ତି ‘ପ୍ଲାଜମା ବ୍ୟାଙ୍କ’

ନୂଆଦିଲ୍ଲୀ,୧୫।୫: ଦେଶରେ ମହାମାରୀ କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମଣ ନିୟନ୍ତ୍ରଣକୁ ଆସିବାର ନାଁ ଧରୁନାହିଁ। ଦୈନିକ ହଜାର ହଜାର ସଂଖ୍ୟାରେ ଲୋକ ସଂକ୍ରମିତ ହେଉଥିବା ବେଳେ କିଛି ଜୀବନ ବଞ୍ଚାଇବାକୁ ସଂଘର୍ଷ କରୁଛନ୍ତି। ସେହିଭଳି କିଛି ଅନ୍ୟଙ୍କ ଜୀବନ ବଞ୍ଚାଇବା…

୭୫୮ କୋଟିରେ ଗଲା ପିକାସୋଙ୍କ ପେଣ୍ଟିଂ

ନ୍ୟୁୟର୍କସ୍ଥିତ କ୍ରିଷ୍ଟିଜ୍‌ ଅକ୍ସନ ହାଉସ୍‌ ପକ୍ଷରୁ ଆୟୋଜିତ ନିଲାମିରେ ପ୍ରସିଦ୍ଧ ଚିତ୍ରକର ପାବ୍ଲୋ ପିକାସୋଙ୍କ ପେଣ୍ଟିଂ ‘ଓମ୍ୟାନ୍‌ ସିଟିଂ ବାଇ ଦି ଓ୍ବିଣ୍ଡୋ’ ୧୦.୩୪ କୋଟି ଡଲାର (ପ୍ରାୟ ୭୫୮ କୋଟି ଟଙ୍କା)ରେ ବିକ୍ରି ହୋଇଛି। ଏହା ୫୫ ନିୟୁତ ଡଲାରରେ…

ଆଜି ଅକ୍ଷୟତୃତୀୟା: ଏପରି କଲେ ମିଳିବ ମା’ ଲକ୍ଷ୍ମୀଙ୍କ କୃପା

ଓଡ଼ିଶାରେ ୧୨ ମାସରେ ୧୩ ପର୍ବ ପାଳନ କରାଯାଇଥାଏ। ସେଥିମଧ୍ୟରୁ ଅକ୍ଷୟ ତୃତୀୟା ଅନ୍ୟତମ। ଅକ୍ଷୟ ତୃତୀୟା ପ୍ରତିବର୍ଷ ବୈଶାଖ ମାସ ଶୁକ୍ଳ ପକ୍ଷର ତୃତୀୟା ତିଥିରେ ପାଳନ କରାଯାଇଥାଏ। ପୌରାଣିକ ମତ ଅନୁସାରେ, ଏହା ହିନ୍ଦୁମାନଙ୍କର ଗୋଟିଏ ବଡ଼ ପର୍ବ।…

କେଶ କଟା ଷ୍ଟାଇଲ୍‌ ମନକୁ ନ ଯିବାରୁ ପୋଲିସ ଡାକିଲେ କୁନିବାଳକ

ଚାଇନାର ଜଣେ ଛୋଟ ପିଲା ହେୟାର ଷ୍ଟାଇଲ୍‌କୁ ନେଇ ଏତେ ରାଗିଗଲା ଯେ, ଶେଷରେ ପୋଲିସ ଡାକିଥିଲା। ଏହି ଘଟଣା ଚାଇନାର ଦକ୍ଷିଣ-ପଶ୍ଚିମ ଅଞ୍ଚଳ ଅଂଶୁନ ନାମକ ଏକ ସହରରେ ଘଟିଛି। ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ ବାରିକ ଜଣକ ପିଲାଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?