ଫୁରସତ

ଏହି ସୁନ୍ଦରୀଙ୍କ ଆଖିପତାରେ ୫ ଇଞ୍ଚର କେଶ…

ବେଜିଂ,୨୫।୪: ଆଖିପତାରେ ଥିବା କେଶ ସୁନ୍ଦରୀଙ୍କ ସୌନ୍ଦର୍ଯ୍ୟକୁ ବହୁଗୁଣା ବୃଦ୍ଧି କରି ଦେଇଥାଏ। ମସ୍କରା ଲଗାଇ ଏହାକୁ ଅଧିକ ଆକର୍ଷଣୀୟ କରାଯାଇଥାଏ। ସାଧାରଣତଃ ଆଖିପତାରେ ଥିବା କେଶ ଅଧ ସେଣ୍ଟିମିଟର ପର୍ଯ୍ୟନ୍ତ ଅବା ଏହାଠାରୁ କିଛି ଅଧିକ ଲମ୍ବ ହୋଇଥାଏ। ମାତ୍ର…

୫ ଥର ଝିଅ ଦେଖିବା ପରେ ଯୁବକ କଲେ ନାପସନ୍ଦ, ନିର୍ଧୂମ ଖାଇଲେ ଛେଚା, ଭିଡିଓ ଭାଇରାଲ

ମୁମ୍ବାଇ,୨୫।୪: ଜଣେ ଯୁବକ ୫ ଥର ଝିଅ ଦେଖିବା ପରେ ନାପସନ୍ଦ କରିବାରୁ ଝିଅ ଘର ଲୋକେ ସଂପୃକ୍ତ ଯୁବକଙ୍କୁ ଏକ ବନ୍ଦ କୋଠରିରେ ପ୍ରବଳ ପିଟିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓଟି ମହାରାଷ୍ଟ୍ରର ବୁଲଢାପା…

ଏକା ସାଙ୍ଗରେ ୩୫ ଗର୍ଲ ଫ୍ରେଣ୍ଡଙ୍କ ସହିତ ସମ୍ପର୍କ ରଖିଥିଲେ ଯୁବକ, ତାପରେ…

ଟୋକିଓ,୨୫।୪: ଏକାଧିକ ଗର୍ଲ ଫ୍ରେଣ୍ଡ୍‌ଙ୍କ ସହିତ ସମ୍ପର୍କ ରଖିଥିବା ଯୁବକଙ୍କୁ ଶେଷରେ ହଟହଟା ହେବାକୁ ପଡ଼ିଛି। ଏଭଳି ଅଭାବନୀୟ ଘଟଣା ଜାପାନରେ ଘଟିଛି। ଏଠାରେ ଜଣେ ଯୁବକ ଏକା ସାଙ୍ଗରେ ଜଣେ ଦୁଇ ଜଣ ନୁହେଁ ଏକା ସାଙ୍ଗରେ ୩୫ ଗର୍ଲ…

କରୋନା ସମୟରେ ମିଳିଲାନି ଛୁଟି, ଥାନାରେ ହେଲା ମହିଳା କନଷ୍ଟେବଳଙ୍କ ହଳଦୀ ସେରିମନି

ଜୟପୁର,୨୫।୪: ପୋଲିସ ଯେତେ ସମସ୍ୟାରେ ଥିଲେ ବି ନିଜର ଡ୍ୟୁଟି ପାଳନ କରିବାକୁ ବାଧ୍ୟ ହୋଇଥାଏ। କର୍ତ୍ତବ୍ୟ ଆଗରେ ସବୁକିଛି ତୁଚ୍ଛ ହୋଇଥାଏ। ସେମିତି ଜଣେ ମହିଳା କନଷ୍ଟେବଳଙ୍କ କ୍ଷେତ୍ରରେ ଘଟିଛି। ୩୦ ଏପ୍ରିଲରେ ଏହି ମହିଳା କନଷ୍ଟେବଳଙ୍କ ବିବାହ ହେବ।…

ମା’ଙ୍କ ଅନ୍ତିମସଂସ୍କାର କରିବାକୁ ମନା କଲେ ସିଙ୍ଗାପୁରରେ ଥିବା ପୁଅ; କୋକେଇକୁ କାନ୍ଧ ଦେଲା ପୋଲିସ; ଆଉ…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଦିନ କେଇଟାରେ ଦୈନିକ ସଂକ୍ରମଣ ରେକର୍ଡସ୍ତରରେ ପହଞ୍ଚୁଥିବା ଅନେକଙ୍କୁ ଚିନ୍ତାରେ ପକାଇଛି। ସେହିଭଳି ମୃତକଙ୍କ ସଂଖ୍ୟା ମଧ୍ୟ ଲଗାତାର ଭାବେ ବଢ଼ୁଛି। କେହି କେହି ନିଜ ପରିଜନଙ୍କୁ ହରାଇ ଭାବବିହ୍ବଳ ହେଉଥିବା…

କରୋନା ରୋଗୀ-ଯୋଦ୍ଧାଙ୍କ ପାଇଁ ତିଆରି ହେଲା ସ୍ବତନ୍ତ୍ର ଚପଲ, ଏହା ଦେବ ଅକ୍ସିଜେନ

କରୋନା ମହାମାରୀର ଦ୍ୱିତୀୟ ଲହର ଏବେ ସମଗ୍ର ବିଶ୍ୱକୁ କବଳିତ କରିଛି। ଚାରିଆଡ଼େ ଖାଲି ମୃତ୍ୟୁ ହିଁ ମୃତ୍ୟୁ। ଏହି ସମୟରେ କିଛି କମ୍ପାନୀ କରୋନା ଆକ୍ରାନ୍ତ ଏବଂ କରୋନା ଯୋଦ୍ଧାଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି। ଜର୍ମାନୀର ଏକ…

ଯାଁଳା ଭାଇଙ୍କୁ ବିବାହ କଲେ ଯାଁଳା ଭଉଣୀ, ଏବେ ଏକାସାଙ୍ଗରେ ହେବେ ମା

ଓ୍ବାଶିଂଟନ: ଆମେରିକାରେ ଯାଁଳା ଭଉଣୀ ଯାଁଳା ଭାଇଙ୍କୁ ବିବାହ କରିଛନ୍ତି। ବ୍ରିଟେନୀ ଏବଂ ବ୍ରାୟନା ନାମକ ଦୁଇ ଯାଁଳା ଭଉଣୀ ଦୁଇ ଯାଁଳା ଭାଇ ଜୋଶ ଏବଂ ଜେରେମୀଙ୍କୁ ବିବାହ କରିଛନ୍ତି। ଏମାନଙ୍କର ୨୦୧୭ରେ ଏକ ଟ୍ବିନ୍‌ସ ଫେଷ୍ଟିଭାଲରେ ସାକ୍ଷାତ ହୋଇଥିଲା।…

୧୩ ମାସ ମଧ୍ୟରେ ଏହି ଗାଁରୁ ବାହାରି ନାହାନ୍ତି ଗୋଟିଏ ବି କରୋନା ପଜିଟିଭ୍‌

ବର୍ତ୍ତମାନ ଆମ ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଛି। ଏପରି ସ୍ଥିତିରେ କେତେକ ରାଜ୍ୟରେ ଅକ୍ସିଜେନର ଅଭାବ ପରିଲକ୍ଷିତ ହୋଇଛି। ରୋଗୀମାନଙ୍କୁ ବେଡ୍‌ ବି ମିଳୁନି। ଏପଟେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଭୟାବହ ପରିସ୍ଥିତିରେ ଏମିତି ଏକ ଗାଁ ଅଛି,…

ଏମିତି ଜିନିଷ ଚୋରି କଲେ ଚୋର, ଶେଷରେ ଚିଠିରେ ଲେଖିଲେ…

କରୋନା ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଛି। ଏହି ଭୟାବହ ପରିସ୍ଥିତିରେ ପରସ୍ପର ପରସ୍ପରକୁ ସାହାଯ୍ୟ କରୁଛନ୍ତି। ଏପରି ସମୟରେ ଜଣେ ଚୋର ଅଜବ ଜିନିଷ ଚୋରି କରିଛନ୍ତି। ଆଉ ଶେଷରେ ଚିଠି ଲେଖି କ୍ଷମା ବି ମାଗିଛନ୍ତି। ଏପରି ଘଟଣା…

ଯିବାକୁ ପଡ଼ିବନି ଜିମ୍‌, ଯାହାକୁ ପିନ୍ଧିଲେ ଫିଟ୍‌ ରହିବ ବଡି

ସୁନ୍ଦର ଆଉ ଫିଟ୍‌ ଦେଖାଯିବାକୁ କିଏ ବା ନ ଚାହେଁ। ଏଥିପାଇଁ ତ ଲୋକେ ଜିମ୍‌ ଯାଇଥାନ୍ତି। କିଛି ଲୋକ ଖାଇବା ପିଇବା ପ୍ରତି ବିଶେଷ ବି ଧ୍ୟାନ ଦେଇଥାନ୍ତି। ମାତ୍ର ଥରେ ଭାବିଲେ ବିନା ଜିମ୍‌, ବିନା ଡାଏଟିଂରେ ଯଦି…

ସୁରକ୍ଷା ଆମର ଦାୟିତ୍ୱ

ପରିବେଶ ସଂରକ୍ଷଣ ଦୃଷ୍ଟିକୋଣରୁ ‘ବିଶ୍ୱ ଧରିତ୍ରୀ ଦିବସ’ର ମହତ୍ତ୍ୱ ବେଶ୍‌ ଅଧିକ। ଗତ କିଛି ବର୍ଷ ଧରି ଏହି ଦିବସ ପାଳନ କରିବା ଲାଗି ଅଧିକାଂଶ ଦେଶରେ ବିଶେଷ ଆଗ୍ରହ ଦେଖିବାକୁ ମିଳିଛି। ଏହାର କାରଣ ପଛରେ ରହିଛି ଜଳବାୟୁ ପରିବର୍ତ୍ତନ।…

ଆଜି ବିଶ୍ୱ ଧରିତ୍ରୀ ଦିବସ: ଆମ ପୃଥିବୀର ପୁନରୁଦ୍ଧାର

ପୃଥିବୀ ଆମର ଘର। ନିଜ କୋଳରେ ଆମକୁ ଧରି ରଖିଥିବାରୁ ତା’ର ନାମ ଧରା ବା ଧରିତ୍ରୀ। ଆମର ମୌଳିକ ଆବଶ୍ୟକତାକୁ ପୂରଣ କରିବା ପାଇଁ ଧରାପୃଷ୍ଠରେ ପ୍ରାକୃତିକ ସମ୍ପଦ ରହିଛି। ଆମେ କିନ୍ତୁ ଆମର ଲୋଭକୁ ପୂରଣ କରିବା ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri