ଫୁରସତ

ଟ୍ରକ୍‌ ଟାୟାର ଉପରେ ଚଢ଼ି ଏମିତି ଷ୍ଟଣ୍ଟ୍‌ କଲେ ବାଳକ, ଦେଖିଲେ…

ସୋସିଆଲ ମିଡିଆରେ ବେଳେବେଳେ ଏମିତି ଭିଡିଓ ଭାଇରାଲ ହୋଇଥାଏ ଯାହା ଦେଖିଲେ କିଛି ସମୟ ପାଇଁ ଆଖି ଲାଖିଯାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଜଣେ ବାଳକ ରାସ୍ତା ମଝିରେ ଏକ ଟ୍ରକ୍‌ ଟାୟାର ଉପରେ ଚଢ଼ି…

ବନ୍ଧା ହୋଇ ମଧ୍ୟ କ୍ରିକେଟ୍‌ ଖେଳୁଛି ହାତୀ: ନାଦି ଦେଉଛି ଛକା, ଚାରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ବୟଫ୍ରେଣ୍ଡଙ୍କ ଆକୁଳ ନିବେଦନ: ମୁଖ୍ୟମନ୍ତ୍ରୀ ମହାଶୟ ବିବାହ ବନ୍ଦ କରିଦିଅନ୍ତୁ, ମୋ ଗର୍ଲଫ୍ରେଣ୍ଡ…

ଜୟପୁର,୯।୫: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କରୋନା ମହାମାରୀ ଯୋଗୁ ବିବାହ ନ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ। ଏବେ ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ବିବାହ ବନ୍ଦ କରିବାକୁ ଆକୁଳ ନିବେଦନ କରିଛନ୍ତି। ଆସନ୍ତାକାଲି ମୋ ଗର୍ଲଫ୍ରେଣ୍ଡର ବିବାହ। ମୁଖ୍ୟମନ୍ତ୍ରୀ ମହାଶୟ…

୩୧ ବର୍ଷ ଧରି ଖାଉଛନ୍ତି ଗୋଡ଼ିପଥର

ଛୋଟବେଳେ କିଛି ପିଲାଙ୍କୁ ଗୋଡି ମାଟି ଖାଇବାକୁ ଭଲ ଲାଗିଥାଏ। ସେମାନେ ଲୁଚାଇଚୋରାଇ ମାଟି ଖାଆନ୍ତି। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଜଣେ ବୟସ୍କ ବ୍ୟକ୍ତି ପଥର ଖାଉଛନ୍ତି। ସେ ପୁଣି ପ୍ରତିଦିନ। ପ୍ରାୟ ୩୧ ବର୍ଷ ହେବ ପ୍ରତିଦିନ ସେ…

ବରଣମାଳା ପକାଇବା ପୂର୍ବରୁ ବରଙ୍କୁ ଏମିତି ପ୍ରଶ୍ନ କଲେ କନ୍ୟା: ଭାଙ୍ଗିଗଲା ବିବାହ

ବିବାହ ଭାଙ୍ଗିବାର ଅନେକ କାରଣ ଥାଏ। କେତେବେଳେ ଯୌତୁକ ପାଇଁ ତ ଆଉ କେତେବେଳେ ଅନ୍ୟ କିଛି ଘଟଣା ପାଇଁ ବିବାହ ଭାଙ୍ଗିଯାଏ। କିନ୍ତୁ ଉତ୍ତରପ୍ରଦେଶ ଏକ ନିଆରା କାରଣ ପାଇଁ ବିବାହ ଭାଙ୍ଗିଯାଇଛି। ଏଠାରେ ଏକ ବିବାହ ବେଳେ ବର…

ଡ୍ୟାନ୍ସ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି କଲା ଚେନ୍ନାଇ ରେଲଓ୍ବେ ପୋଲିସ

ଚେନାଇ,୯।୫: କେରଳ ପରେ ବର୍ତ୍ତମାନ ଚେନ୍ନାଇ ରେଲଓ୍ବେ ପୋଲିସ ଦେଶର ନାଗରିକ ତଥା ଷ୍ଟେଶନକୁ ଆସୁଥିବା ଯାତ୍ରୀମାନଙ୍କୁ ସଚେତନତା ସଷ୍ଟି କରିବା ପାଇଁ ଡ୍ୟାନ୍ସର ଆୟୋଜନ କରିଛି। ଏହି ଡ୍ୟାନ୍ସ ମାଧ୍ୟମରେ ଚେନ୍ନାଇ ରେଲଓ୍ବେ ପୋଲିସ ସାମାଜିକ ଦୂରତା ଏବଂ ମାସ୍କ…

ପ୍ଲେଟରେ ନିଆଁ ଗୁଳା ରଖି ଖାଉଛନ୍ତି ଏହି ମହିଳା, ଆଇପିଏସ୍‌ କହିଲେ…

ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ମହିଳା ଚେୟାରରେ ବସି ଗୋଟିଏ ପରେ ଗୋଟିଏ ଚାମଚ ଫାୟାରବଲ୍‌ ଆରାମରେ ଖାଉଛନ୍ତି। ଏହି ଭିଡିଓକୁ ଆଇପିଏସ୍‌ ଅଧିକାରୀ ରୂପିନ ଶର୍ମା ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…

ମାତୃ ଦିବସରେ ଏକ ମା’ର ଏପରି ଭିଡିଓ ଭାଇରାଲ, ଭିଡିଓ ଦେଖିଲେ…

ମେ ୯ ତାରିଖକୁ ଅନ୍ତର୍ଜାତୀୟ ମାତୃ ଦିବସ ଭାବେ ପାଳନ କରାଯାଏ। ଏହି ଦିନ ସମସ୍ତେ ନିଜ ନିଜ ମା’ଙ୍କୁ ଶୁଭେଚ୍ଛା ଜଣାଇ ତାଙ୍କ ଆଶୀର୍ବାଦ କାମନା କରିଥାନ୍ତି । ଏହି ଅବସରରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି।…

ଗୋଟିଏ ଡ୍ରେସ୍‌ ୧୦୦ ଦିନ

ଯଦି ଆପଣଙ୍କୁ ପଚରାଯାଏ ଗୋଟିଏ ଡ୍ରେସ୍‌ କେତେଦିନ ପିନ୍ଧିପାରିବେ? ଉତ୍ତର ହେବ ଗୋଟିଏ କି ଦୁଇଦିନ। ତା’ଠୁ ବେଶି ହୋଇ ନ ପାରେ। କିନ୍ତୁ ଜଣେ ମହିଳା ଗୋଟିଏ ଡ୍ରେସ୍‌କୁ ତିନି ମାସରୁ ଊର୍ଦ୍ଧ୍ୱ ପିନ୍ଧି ରେକର୍ଡ କରିଛନ୍ତି। ବୋଷ୍ଟନରେ ରହୁଥିବା…

ଘରେ ନିଆଁ ଲଗାଇ ବାହାରେ ଚେୟାରରେ ବସି ଦୃଶ୍ୟ ଉପଭୋଗ କରୁଥିଲେ ମହିଳା, ଜାଣିଲେ…

କଥାରେ ଅଛି, ଘର ଫୁଙ୍କି ତାମସା ଦେଖୁଛ। ଏହି କଥାର ଯଥାର୍ଥତା ଦେଖିବାକୁ ମିଳିଛି ଜଣେ ମହିଳାଙ୍କ କ୍ଷେତ୍ରରେ। ସେ ନିଜ ଘରେ ନିଆଁ ଲଗାଇଦେଇ ବାହାରେ ଚେୟାର ଉପରେ ବସି ଏହି ଦୃଶ୍ୟକୁ ଉପଭୋଗ କରୁଥିଲେ। ଏପରି ଘଟଣା ଦେଖିବାକୁ…

ଗୋ ସୁରକ୍ଷା ଚିନ୍ତା

ଦିନକୁ ଦିନ ଗାଁରୁ ଗୋ-ସମ୍ପଦ କମିବାରେ ଲାଗିଛି। ଆଗପରି ଆଉ ଘରେ ଘରେ ଗୋରୁ ପାଳିବା ଦେଖିବାକୁ ମିଳୁନି। ମାତ୍ର ଦିନଥିଲା ଦେଶର ଅର୍ଥନୈତିକ ବିକାଶରେ ଗୋ-ସମ୍ପଦ ସହାୟକ ହେଉଥିଲା । ତେବେ ଓଡ଼ିଶାରେ ହାତଗଣତି କେତୋଟି ଗୋଶାଳା ରହିଥିବା ବେଳେ…

ବିନା ସୁରକ୍ଷାରେ ଧରନ୍ତି ମହୁମାଛି

ମହୁମାଛି ଯାହାକୁ କାମୁଡିଛି ସେ ଜାଣିଛି ତା’ର ଯନ୍ତ୍ରଣା କିଭଳି। ସେଥିପାଇଁ ତ ମହୁଫେଣା ଭାଙ୍ଗିବାବେଳେ ଲୋକେ ସ୍ବତନ୍ତ୍ର ସୁଟ୍‌ ପିନ୍ଧିବା ସହ ହାତରେ ଗ୍ଲୋଭ୍‌ସ ବି ଲଗାନ୍ତି। କିନ୍ତୁ ଆମେରିକା, ଟେକ୍ସାସରେ ରହୁଥିବା ଏରିକା ଥମ୍ପସନ୍‌ ନାମ୍ନୀ ମହିଳା ବିନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?