୫ ଫୁଟିଆ ଥାଳିରେ ପରଷାଯାଏ ଖାଦ୍ୟ
ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଭିନ୍ନ ଭିନ୍ନ ରେଷ୍ଟୁରାଣ୍ଟ ଭିନ୍ନ ଭିନ୍ନ ଉପାୟ ଆପଣାଏ। ରେଷ୍ଟୁରାଣ୍ଟର ମେନ୍ୟୁ ହେଉ ଅବା ସାଜସଜ୍ଜା ଅବା ହେଉ ଅଜବ ନାଁ। କିଛି ନା କିଛି ସ୍ବତନ୍ତ୍ର ଓ ନିଆରା କରାଯାଏ ବ୍ୟବସାୟ ବଢାଇବା ପାଇଁ।…
ଅନନ୍ୟ ଶୈଳନିବାସ ସକଲେଶପୁର
କର୍ନାଟକସ୍ଥିତ ଏକ ଛୋଟ ତଥା ଆକର୍ଷଣୀୟ ଶୈଳନିବାସ ହେଉଛି ସକଲେଶପୁର। ସମୁଦ୍ରପତ୍ତନଠାରୁ ପ୍ରାୟ ୯୫୬ ମିଟର ଉଚ୍ଚତାରେ ଥିବା ଏହି ପାର୍ବତୀୟ ପର୍ଯ୍ୟଟନସ୍ଥଳୀରେ ଆଗନ୍ତୁକ ଅନେକ ଛୋଟବଡ଼ ପାହାଡ, ଝରଣା, ମନ୍ଦିର ତଥା ସବୁଜ ବନାନୀର ସୌନ୍ଦର୍ଯ୍ୟପୂର୍ଣ୍ଣ ଦୃଶ୍ୟ ଦେଖିବାର ସୁଯୋଗ…
ଖାଲି ପେଟରେ ପିଅନ୍ତୁ ଗୋମୂତ୍ର, କରୋନା ସଂକ୍ରମଣରୁ ରହିବେ ଦୂରେଇ: ଭାଜପା ବିଧାୟକ
ଲକ୍ଷ୍ନୌ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବେକାବୁ ହୋଇଛି। ଏପରିସ୍ଥଳେ ଭାଜପାର ଜଣେ ବିଧାୟକ ଖାଲି ପେଟରେ ଗୋମୂତ୍ର ପିଇଲେ ଆଉ କରୋନା ସଂକ୍ରମଣ ହେବ ନାହିଁ ବୋଲି କହିଛନ୍ତି। ଉତ୍ତରପ୍ରଦେଶ ବାଲିଆ ଜିଲାର ବୈରିଆ ବିଧାନସଭା ଆସନର ବିଧାୟକ…
ବାହାଘରରେ ବିଳମ୍ବ ହେଉଥିଲେ…
କୁହାଯାଏ, ବିବାହ ଭଗବାନଙ୍କ ଦ୍ୱାରା ସ୍ଥିରୀକୃତ ହୋଇଥାଏ ଆଉ ନିର୍ଦ୍ଦିଷ୍ଟ ସମୟ ଆସିଲେ ତାହା ହୁଏ। ତଥାପି ଜଣ ଜଣଙ୍କ କ୍ଷେତ୍ରରେ ବିବାହକୁ ନେଇ ବହୁ ସମସ୍ୟା ଦେଖାଦିଏ। ଏଥିରୁ ମୁକ୍ତି ପାଇବା ପାଇଁ କ’ଣ ସବୁ ବାସ୍ତୁ ଟିପ୍ସ ରହିଛି…
୫୦ ଟଙ୍କା ଥିଲା ମୋର ପ୍ରଥମ ରୋଜଗାର: ଡ. ସଞ୍ଜୁକ୍ତା ପାଢ଼ୀ
ଯାଜପୁର ଟାଉନ୍ସ୍ଥିତ ସିଦ୍ଧେଶ୍ୱର ଗାଁରେ ଆମ ଘର। ସ୍ଥାନୀୟ ରାମବାଗ ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍ ପାସ୍ କରି ରମାଦେବୀ କଲେଜରେ ଯୁକ୍ତ ୨ କଳା ପଢ଼ିଥିଲି। ତା’ପରେ ସାଇକୋଲୋଜି ଅନର୍ସ ରଖି ରେଭେନ୍ଶା କଲେଜରେ ଯୁକ୍ତ ୩ ପଢ଼ିଲି। ଦିଲ୍ଲୀ ୟୁନିଭର୍ସିଟିରେ ପି.ଜି.…
ମାଆର ମାଗୁଣି
ମୋ’ ବସ୍ ରାଜରାସ୍ତାରେ ଗଡ଼ିବା ଆରମ୍ଭ କରିଥିଲା। ବସ୍ ଭିତରେ ବିଶେଷ ଭିଡ଼ ନ ଥିଲା । ପଛପଟକୁ ଗୋଟେ କଡ଼ିକିଆ ସିଟ୍ ଅକ୍ତିଆର କରି ବସିଗଲି ମୁଁ। ମୋର ସବୁବେଳେ ଝରକା କଡ଼ ସିଟ୍ ହିଁ ପସନ୍ଦ। କାରଣ ଏଥିରେ…
ମମତାର ପ୍ରତିମୂର୍ତ୍ତି
ଯଦି ଈଶ୍ୱରଙ୍କୁ ଖୋଜିବାର ଅଛି ତେବେ ପ୍ରଥମେ ମାଆ ଭିତରେ ତାଙ୍କର ସ୍ବରୂପ ଖୋଜିବା ଜରୁରୀ। ଜୀବନର ଅଜ୍ଞାତ ସ୍ରଷ୍ଟା କିଏ ଅଛନ୍ତି କି ନାହିଁ ତା’ଠାରୁ ବଡ଼ କଥା ହେଲା ପ୍ରାଣୀର ଜୀବନ ମାଆ ମାଧ୍ୟମରେ ହିଁ ଏ ସଂସାରକୁ…
ଆଜି ବିଶ୍ୱ ମାତୃ ଦିବସ
”ବୋଉ…।“ କେତେ ଛୋଟିଆ ଏଇ ପଦଟି? ତେବେ, ସେଥିରେ କିଛି କିମିଆ ଅଛି ବୋଧେ। ଥରେ ଡାକିଦେଲେ ମନ ବଦଳିଯାଏ-ଦୁଃଖ ହଜିଯାଏ, କଷ୍ଟ କମିଯାଏ ଓ ଭୟ ଥମିଯାଏ। ଏ ଅନୁଭୂତି ସଭିଙ୍କର। ହେଲେ, କେହି କ’ଣ କେବେ ଭାବିଛି ଯେ…
ଆଜି ମଦର୍ସ ଡେ’
ଆଜି ମଦର୍ସ ଡେ’। ହେଲେ ପାଖରେ ନାହାନ୍ତି ମାଆ। ତଥାପି ପିଲାଙ୍କ ମନ ଖୁସି। କାହିଁକି ନା ମାଆ ଜଣେ ଡାକ୍ତର, ଯିଏ ବର୍ତ୍ତମାନର ମହାମାରୀ ସମୟରେ କେବଳ ନିଜର ତଥା ପରିବାରର ସୁରକ୍ଷା ଚିନ୍ତା ନ କରି ନିସ୍ବାର୍ଥ ଭାବେ…
ଆଜି ବିଶ୍ୱ ମାତୃ ଦିବସ: ମା’ ଶବ୍ଦର ବିକଳ୍ପ ନାହିଁ
ଆଜି ହେଉଛି ବିଶ୍ୱ ମାତୃ ଦିବସ। ଏହା ପ୍ରତିବର୍ଷ ମେ’ ମାସର ଦ୍ୱିତୀୟ ରବିବାରରେ ପଡ଼େ। ତେଣୁ ଏହାର କୌଣସି ନିର୍ଦ୍ଦିଷ୍ଟ ତାରିଖ ନାହିଁ। ଏହି ଦୃଷ୍ଟିରୁ ଚଳିତବର୍ଷ ଏହା ୯ ତାରିଖ ଅର୍ଥାତ୍ ରବିବାର ପାଳନ କରାଯାଉଛି। ମା’ ଶବ୍ଦର…
କଇଁଛକୁ ଗାଡ଼ି କରିଦେଲା ମିରକାଟସ୍, ପିଠିରେ ବସି…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…
ରାସ୍ତାରେ ବୁଲି ମୋଜା ବିକ୍ରି କରୁଥିବା ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ସହାୟତା…
ଲୁଧିଆନା,୮।୫: ପଞ୍ଜାବର ଲୁଧିଆନାରେ ରାସ୍ତାରେ ବୁଲି ମୋଜା ବିକ୍ରି କରି ପରିବାର ପୋଷୁଥିବା ଜଣେ ୧୦ ବର୍ଷ ବୟସ୍କ ନାବାଳକଙ୍କ ଭିଡ଼ିଓ ଶୁକ୍ରବାର ସୋସିଆଲ୍ ମିଡ଼ିଆରେ ଭାଇରାଲ ହୋଇଥିଲା। ୧ ମିନିଟ୍ ୨୩ ସେକେଣ୍ଡର ଏହି ଭିଡ଼ିଓ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ…

