ଲୋକନୃତ୍ୟ ବଜାସାଲ୍
କାହିଁ କେଉଁ କାଳରୁ ଲୋକନୃତ୍ୟର ସୃଷ୍ଟି। ତେବେ ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳୁଥିବା ପାରମ୍ପରିକ ଲୋକନୃତ୍ୟ ଓ ଲୋକବାଦ୍ୟର ଉତ୍ପତ୍ତି ପଛରେ କିଛି ଲୋକକାହାଣୀ ଯୋଡ଼ିହୋଇ ରହିଛି। କିନ୍ତୁ ସମୟକ୍ରମେ କେତେକ ପାରମ୍ପରିକ ଲୋକନୃତ୍ୟରେ କିଛି ପରିବର୍ତ୍ତନ ଘଟିଥିବା ବେଳେ...
ସୂର୍ଯ୍ୟାସ୍ତ ସମୟରେ ବେଳାଭୂମିରେ କୁକୁର ଖେଳୁଛନ୍ତି ଏପରି
ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଦୁଇଟି କୁକୁରର ସମୁଦ୍ର କୂଳରେ ବେଲୁନ ସହିତ ଖେଳୁଥିବା ଦେଖିବାକୁ...
ଚୋରି କରିବାକୁ ଆସିଥିଲେ, ରେଲିଂରେ ଫସିଗଲା ମୁଣ୍ଡ; ଆଉ ତା’ ପରେ…
ଚୋରି କରିବାକୁ ଚୋରମାନେ ବିଭିନ୍ନ ଉପାୟ ଆପଣାଇଥାନ୍ତି। ମାତ୍ର କିଛି ତରିକା ଏମିତି ଭୁଲ୍ ହୋଇଥାଏ, ଯାହାଦ୍ୱାରା ଚୋର ଧରା ପଡ଼ିବା ସହ ଜେଲ୍ ଯିବାକୁ ବି ପଡ଼ିଥାଏ। ଠିକ୍ ଏମିତି ଏକ ଘଟଣା ଘଟିଛି ମେକ୍ସିକୋରେ। ଏକ ରିପୋର୍ଟ...
ହୋଟେଲ କର୍ମଚାରୀଙ୍କୁ ମୁଥ ପରେ ମୁଥ କଷିଦେଲେ ୪ ମହିଳା, ଭିଡିଓ ଦେଖିଲେ…
ଓ୍ବାଶିଂଟନ,୨୧।୩: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ୪ ଜଣ ମହିଳା ଆମେରିକାର ଫ୍ଲୋରିଡା ରେଷ୍ଟୁରାଣ୍ଟରେ କାମ କରୁଥିବା ଜଣେ କର୍ମଚାରୀ ଖୁବ୍ ଜୋରରେ ପିଟିବା ସହ ମୁଥ ପରେ ମୁଥ କଷି ଦେଇଛନ୍ତି। ଏହି...
ପ୍ରଥମ ଦରମା ଟଙ୍କାରେ ମନଭରି ଖାଇଥିଲି: ପାର୍ଥସାରଥି ରାଉତ
କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍ ଅନ୍ତର୍ଗତ ଶାଳିଅଞ୍ଚ ଗାଁରେ ମୋ ଜନ୍ମ। ଜଗମୋହନ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ୍ ପାସ୍ କରିବା ପରେ ସାଲେପୁର କଲେଜରେ ଯୁକ୍ତ ଦୁଇ ବିଜ୍ଞାନ ପଢ଼ିଥିଲି। ତା’ପରେ ତିର୍ତ୍ତୋଲ କଲେଜରୁ ଭୂତତ୍ତ୍ୱ ବିଜ୍ଞାନ ସମ୍ମାନରେ ଯୁକ୍ତ...
ଅଭିନୟ ମାୟାରେ ମଞ୍ଜୁଲତା
ଦୀର୍ଘ ୬ଦଶନ୍ଧି ଧରି ମଞ୍ଚକଳାକୁ ନେଇ ତାଙ୍କର ଦୁନିଆ, ତାଙ୍କ ଜୀବନ ଓ ସ୍ବପ୍ନ। ଥିଏଟର, ଅପେରା, ରେଡିଓ, ଟିଭି ଓ ସିନେମା ଆଦି ବିଭିନ୍ନ କଳା କ୍ଷେତ୍ରରେ ତାଙ୍କର ନିଖୁଣ ଅଭିନୟ ଦର୍ଶକଙ୍କ ମନକୁ ଜିଣିପାରିଛିି। ତାଙ୍କୁ ଯେଉଁ...
ଖରାଛୁଟି: ଦିନେ ଆସୁଥିଲା ଆଞ୍ଜୁଳା ଆଞ୍ଜୁଳା ଖୁସି ନେଇ, ଏବେ ବଦଳିଯାଇଛି ସ୍ବରୂପ
ଖରାଛୁଟି!! ଆଃ!! କେବେ ସରିବ ପରୀକ୍ଷା। ଆରମ୍ଭ ହୋଇଯାଏ ଦିନଗଣିବା, ପରୀକ୍ଷାର ଶେଷ ଆଡ଼କୁ ଆଉ କ’ଣ ସତରେ ପାଠରେ ମନଲାଗେ, ମାମୁ ଘରକୁ ଯିବାର ଅଛି। ମାଉସୀ, ପିଉସୀ ଓ ତାଙ୍କ ପିଲାମାନେ ଆସିବାର ଅଛି। କଞ୍ଚା ଆମ୍ବ...
ଅଢ଼େଇ ଫୁଟର ବରଙ୍କୁ ଏବେ ମିଳିଗଲା କନ୍ୟା, ଜାଣନ୍ତୁ କ’ଣ କରୁଛନ୍ତି ତାଙ୍କ ଜୀବନସାଥୀ
କିଛିଦିନ ଧରି ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚାରେ ଥିବା ଅଢ଼େଇ ଫୁଟର ବରଙ୍କ ପାଇଁ ଚାଲିଥିବା କନ୍ୟା ଖୋଜା ଅଭିଯାନରେ ଏବେ ପୂର୍ଣ୍ଣଚ୍ଛେଦ ପଡ଼ିଛି। କାରଣ ବରଙ୍କୁ ତାଙ୍କ ଜୀବନସାଥୀ ମିଳିଯାଇଛନ୍ତି। ଅଜିମ ମନ୍ସୁରୀ ନାମକ ୨ ଫୁଟ ୬...
ପୋଖରୀରେ ନୁହେଁ ବେଶିନ୍ରେ ଏମିତି ପହଁରୁଛି ପେଚା, ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ମଧ୍ୟ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ...
ଏମିତି ଉପାୟରେ ଚୋରା ମଦ ନେଉଥିଲେ ମାଫିଆ, ଭିଡିଓ ଦେଖିଲେ କହିବେ…
ମଦ ଚୋରାଚାଲାଣ ଏକ ନିତିଦିନିଆ ଘଟଣା। ମାତ୍ର ବେଳେବେଳେ ଚୋରଙ୍କ ଉପାୟ ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏବେ ସେହିପରି ଏକ ଅଜବ ଉପାୟରେ ମଦ ଚୋରାଚାଲାଣ କରାଯାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହା ଦେଖିଲେ ଆପଣ ଆଶ୍ଚର୍ଯ୍ୟ...
କାଗଜରେ ପାଠ ଲେଖିଲେ ରହିବ ଅଧିକ ମନେ
ଟୋକିଓ,୨୦।୩: ପାଠ ପଢ଼ିଲେ ମଧ୍ୟ କେତେକ ଛାତ୍ରୀଛାତ୍ରଙ୍କର ଏହା ମନେ ରହି ନ ଥାଏ। ତେବେ ସମ୍ପ୍ରତି ଜାପାନର ଟୋକିିଓରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କାଗଜରେ ପାଠ ଲେଖିଲେ ଅଧିକ ମନେ ରହିବ। ପାଠ...
ଫାଶି ପାଇଥିବା ଏକମାତ୍ର ଟେଷ୍ଟ କ୍ରିକେଟର
କ୍ରିକେଟ ଇତିହାସରେ ଜଣେ ଏଭଳି ଖେଳାଳି ଥିଲେ, ଯାହାଙ୍କୁ ଫାଶି ଦିଆଯାଇଥିଲା। ସେ ହେଲେ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ୧୯୩୪ରୁ ୩୯ ମସିହା ପର୍ଯ୍ୟନ୍ତ ଖେଳିଥିବା ଲେସଲି ହିଲଟନ। ଜାମାଇକାରେ ଜନ୍ମିତ ଏହି ପେସର ଅନ୍ତର୍ଜାତୀୟ ସ୍ତରରେ ମାତ୍ର ୬ଟି ଟେଷ୍ଟ...
Archives


