ବାଲି ଘର ତୋଳିବାରେ କୁକୁର ପ୍ରୟାସ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ମଧ୍ୟ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ...
ଏହି ବ୍ୟକ୍ତିଙ୍କୁ ଏମିତି ମୁଥ ମାରିଲେ ଦୁନିଆର ଶକ୍ତିଶାଳୀ ଯୋଦ୍ଧା, ଭାଇରାଲ ହେଉଛି ଭିଡିଓ
ପୂର୍ବତନ ଅଲିମ୍ପିକ ଜିମ୍ନାଷ୍ଟ ନାଇଲ ଓ୍ବିଲ୍ସନଙ୍କୁ ଏକ ଭୟଙ୍କର ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ିଛି। ଓ୍ବିଲ୍ସନ ଦୁନିଆର ସବୁଠାରୁ ଶକ୍ତିଶାଳୀ ଯୋଦ୍ଧା ଏଡି ହଲଙ୍କ ସହ ବକ୍ସିଂ ଖେଳରେ ଭାଗ ନେଇଥିଲେ। ଓ୍ବିଲସନ ତାଙ୍କ ୟୁଟ୍ୟୁବ୍ ଚ୍ୟାନେଲ ପାଇଁ ଏହି...
ପଶୁଙ୍କ ଗର୍ଭାଶୟରେ ଛଡ଼ାଯିବ ମଣିଷଙ୍କ ଭ୍ରୁଣ!
ଟୋକିଓ,୧୭।୩: ଜାପାନର ଜଣେ ଷ୍ଟେମ୍-ସେଲ୍ ବୈଜ୍ଞାନିକ ଏକ ଭିନ୍ନ ଧରଣର ଗବେଷଣା କରିଛନ୍ତି। ଏଠାକାର ସରକାର ଏଥିପାଇଁ ସହାୟତା ମଧ୍ୟ ଦେବା ଆରମ୍ଭ କରିଛନ୍ତି। ବୈଜ୍ଞାନିକ ଏମିତି ଉପାୟରେ କାର୍ଯ୍ୟ ଆରମ୍ଭ କରିଛନ୍ତି, ଯାହା ପଶୁଙ୍କ ଗର୍ଭାଶୟରେ ମାନବ କୋଷର...
ସୋସିଆଲ ମିଡିଆରେ ସ୍ମୃତି ଇରାନୀ ଶେୟାର କଲେ ୨୦ତମ ବିବାହ ବାର୍ଷିକୀ ଫଟୋ, ସ୍ବାମୀଙ୍କ ପାଇଁ ଲେଖିଲେ ଏମିତି କିଛି…
ଅଭିନେତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ସୋସିଆଲ ମିଡିଆରେ ୨୦ତମ ବିବାହ ବାର୍ଷିକୀର ଫଟୋ ଶେୟାର କରିଛନ୍ତି। ଏଥିରେ ସେ ତାଙ୍କ ସ୍ବାମୀଙ୍କ ସହ କିଛି ପୁରୁଣା ଫଟୋରେ ନଜର ଆସିଛନ୍ତି। ଏହା ଏବେ ଖୁବ୍ ଭାଇରାଲ ହେଉଛି। ଭିଡିଓ...
ଦୀର୍ଘବର୍ଷ ଧରି ଗର୍ଭବତୀ ହୋଇପାରୁ ନ ଥିଲେ ମହିଳା, ଯାଞ୍ଚ ସମୟରେ ଯାହା ଜଣାପଡ଼ିଲା ଜାଣିଲେ ଆଶ୍ଚର୍ଯ୍ୟ ହେବେ
ଚାଇନାର ଜଣେ ୩୦ ବର୍ଷୀୟା ମହିଳା ଦୀର୍ଘବର୍ଷ ଧରି ଗର୍ଭବତୀ ହୋଇପାରୁ ନ ଥିଲେ। ଏଥିପାଇଁ ସେ ଡାକ୍ତରଙ୍କ ନିକଟକୁ ପରୀକ୍ଷା କରାଇବାକୁ ଯାଇଥିଲେ। ଯାଞ୍ଚ ସମୟରେ ଯାହା ଜଣାପଡ଼ିଲା ଡାକ୍ତର ଆଶ୍ଚର୍ଯ୍ୟ ହୋଇଗଲେ। ଡାକ୍ତର କହିଛନ୍ତି, ସେ ଜନ୍ମରୁ...
୮୫୦ କିଲୋମିଟର ଯାଇ କ୍ୟାନସର ପୀଡ଼ିତାଙ୍କ ଇଚ୍ଛା ପୂରଣ କଲେ ରେଷ୍ଟୁରାଣ୍ଟ ମାଲିକ, ଲୋକେ କହିଲେ…
ଜଣେ ମହିଳାଙ୍କୁ ଖୁଆଇବା ପାଇଁ ରେଷ୍ଟୁରାଣ୍ଟ ମାଲିକ ପ୍ରାୟ ୮୫୦ କିଲୋମିଟର ଦୂର ଯାତ୍ରା କରିଥିଲେ। ଜଣେ ଗ୍ରାହକ ରେଷ୍ଟୁରାଣ୍ଟକୁ ଇମେଲ ପଠାଇ କହିଥିଲେ ତାଙ୍କର କ୍ୟାନସର ପୀଡ଼ିତ ଶାଶୁଙ୍କରୁ ଏହି ରେଷ୍ଟୁରାଣ୍ଟର ଖାଦ୍ୟ ଖୁବ୍ ପସନ୍ଦ। ଖାଦ୍ୟ ପଠାଇ...
ସାବଧାନ! ଭାତଥାଳିରେ ଆଉ ରହିବନି ଭାତ
ଓ୍ବାଶିଂଟନ,୧୭।୩: ଆସନ୍ତା ୩୦ ବର୍ଷ ପରେ ଭାରତୀୟ ଭାତଥାଳିରେ ଆଉ ଭାତ ଦେଖିବାକୁ ମିଳିବ ନାହିଁ। ଭାତଥାଳିରୁ ଏହା ଗାଏବ ହୋଇଯିବ। ଆମେରିକାର ଇଲିନୋଇସ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ପରିବର୍ତ୍ତିତ ପାଣିପାଗ,...
ଚଳନ୍ତା କାରର ହଠାତ୍ ଖୋଲିଗଲା ଗେଟ; ତଳେ ପଡ଼ିଗଲେ ଶିଶୁ, ଆଉ ତାପରେ…
କଥାରେ ଅଛି ରଖେ ହରି, ମାରେ କିଏ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳୁଛି। ବର୍ତ୍ତମାନ ଏମିତି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି। ଏକ ବ୍ୟସ୍ତବହୁଳ...
କଇଁଚି ପରିବର୍ତ୍ତେ ହାତୁଡ଼ି, କାଚରେ କଟାଯାଉଛି କେଶ, ଅଧିକ ଆକର୍ଷିତ ହେଉଛନ୍ତି ଗ୍ରାହକ
ବାରିକ କଇଁଚି ସହାୟତାରେ ଗ୍ରାହକଙ୍କର କେଶ କାଟିଥାଏ। ଏହା ସମସ୍ତେ ଜାଣନ୍ତି। ହେଲେ ପାକିସ୍ତାନର ଲାହୋର ସହରରେ ଏମିତି ଜଣେ ବାରିକ ଅଛନ୍ତି, ଯିଏ କି କଇଁଚି ପରିବର୍ତ୍ତେ ହାତୁଡ଼ି ଏବଂ ଛୁରିରେ କେଶ କାଟିଥାନ୍ତି। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ...
ଚଳନ୍ତା ଗାଡ଼ିରେ ଏପରି କରୁଥିଲେ ଯୁବକ: ଧରାପଡିବା ପରେ…
ଉତ୍ତର ପ୍ରଦେଶର ଫିରୋଜାବାଦ ଅଞ୍ଚଳର ଜଣେ ଯୁବକଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଯୁବକଜଣଙ୍କ ଚଳନ୍ତା କାରର ଛାତ ଉପରେ ଷ୍ଟଣ୍ଟ କରୁଥିବା ଦେଖିବାକୁ ମିଳୁଛି। ସେ କାରର ଛାତ ଉପରେ ପୁସ୍...
ଭୋକିଲା ହରିଣ ପେଟ ପୁରାଇବା ପାଇଁ ଅନ୍ୟଟି କରୁଛି ଏପରି
ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ୨ ହରିଣକୁ ଦେଖିବାକୁ ମିଳୁଛି। ସେମାନେ ଏକ ଗଛରୁ ପତ୍ର...
ମାଡ଼ି ଆସୁଛି ବିପଦ: ପୃଥିବୀ ମୁହାଁ ଜଳନ୍ତା ଗ୍ରହପିଣ୍ଡ
ରୋମ,୧୬।୩: ପୃଥିବୀ ଉପରେ ଏକ ବଡ଼ ଧରଣର ବିପଦ ମାଡ଼ି ଆସୁଛି। ୧୭୦୦ ମିଟର ଚୌଡ଼ା ଜଳନ୍ତା ଗ୍ରହପିଣ୍ଡ ୨୦୦୧-ଏଫ୍ଓ-୩୨(୨୩୧୯୩୭) ମାର୍ଚ୍ଚ ୨୧ରେ ପୃଥିବୀକୁ ଅତିକ୍ରମ କରିବ। ଏହାର ଫଟୋକୁ ଇଟାଲୀସ୍ଥିତ ଭର୍ଚ୍ୟୁଆଲ୍ ଟେଲିସ୍କୋପ୍ ଦ୍ୱାରା ଉତ୍ତୋଳନ କରାଯାଇଛି। ଏହା...
Archives


