ଫୁରସତ

ବିପଦ ବେଳେ ସାଥୀରେ ରହିଥାନ୍ତି ଏମିତି ବନ୍ଧୁ, ଭିଡିଓ ଦେଖିଲେ..

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…

୨ ଫୁଟ ବରଙ୍କୁ ୪ ଫୁଟ କନ୍ୟା, ଭାଇରାଲ ହେଉଛି ବିବାହ ବେଳର ଫଟୋ

କୁହାଯାଏ,ବିବାହ ଉପରବାଲା ଯୋଡ଼ିଥାଏ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାର ମୁମିଦିବରାମରେ। ଏଠାରେ ବିବାହ ବନ୍ଧନରେ ବାନ୍ଧି ହୋଇଥିବା ବରଙ୍କ ଉଚ୍ଚତା ୨ ଫୁଟ ହୋଇଥିବା ବେଳେ କନ୍ୟାଙ୍କ ଉଚ୍ଚତା ୪ ଫୁଟ। ଏମାନଙ୍କ ବିବାହ…

ନିଶ ଥିବା ଚଢ଼େଇ

ପୁରୁଷଙ୍କୁ ନିଜ ନିଶ ଭାରି ପ୍ରିୟ। ଏହାକୁ ନେଇ ସେମାନେ ଗର୍ବ କରନ୍ତି। ଯାହାର ଯେତେ ଗହଳ ଓ ଲମ୍ବା ନିଶ ସେ ସେତେ ଗର୍ବ ଅନୁଭବ କରନ୍ତି। ତେବେ ଜାଣନ୍ତି କି ଖାଲି ପୁରୁଷ ନୁହନ୍ତି ଏକ କୁନି ଚଢ଼େଇର…

ବିରିୟାନୀ ଦାମ ୨୦,୦୦୦ଟଙ୍କା

ବିରିୟାନୀ କଥା ଉଠିଲେ ପାଟିରୁ ଲାଳ ଗଡିଆସେ। ପ୍ରାୟ ସମସ୍ତଙ୍କୁ ଭଲ ଲାଗେ ଏହାର ସ୍ବାଦ। ଭଲ ଓ ଫେମସ୍‌ ବିରିୟାନୀ ଖାଇବା ପାଇଁ ତ ଲୋକେ ଯେକୌଣସି ଜାଗାକୁ ଯିବାକୁ ପ୍ରସ୍ତୁତ ହୋଇଯାଆନ୍ତି। ତେବେ ଆମେ ଏଠାରେ ଏମିତି ଏକ…

ପେଣ୍ଟିଂ ନୁହେଁ, ଏମ୍ବ୍ରୋଏଡରି ଓ୍ବାର୍କ

ଯେତେବେଳେ ଦୁଇଜଣ ଭିନ୍ନ ଧରଣର କଳାକାର ଏକାଠି ହୁଅନ୍ତି, ସେଠି ଜନ୍ମ ନିଏ ଏକ ନୂଆ କଳାର ଧାରା। ଠିକ୍‌ ଯେମିତି ଭିଏତ୍‌ନାମର ପାରମ୍ପରିକ ଏମ୍ବ୍ରୋଏଡରି କାରିଗର ହୋଆଙ୍ଗ ଲି ଜୁଆନ୍‌ ଓ ପେଣ୍ଟର୍‌ ଏକ୍ସକ୍ୟୁ ଡଲାତ୍‌ ଏକାଠି ହୋଇ ସୃଷ୍ଟି…

ବିସ୍ମୟ ପ୍ରକୃତି

ପ୍ରକୃତି ଏକ ବିସ୍ମୟର ଗନ୍ତାଘର। ଏହାମଧ୍ୟରେ ଏମିତି ଅନେକ କିଛି ଅଛି, ଯାହା ମଣିଷକୁ ବାରମ୍ବାର ଚକିତ କରିଆସିଛି। ତା’ର ରହସ୍ୟ ଜାଣିବାକୁ ଚେଷ୍ଟା କରିଛି। ହେଲେ ପାରିନି। ସେମିତି କିଛି ବିସ୍ମୟକର ସ୍ଥାନ ସମ୍ପର୍କରେ… ବଟର୍‌ ବଲ୍‌: ଦକ୍ଷିଣ ଭାରତର…

ଭ୍ରମଣର ମଜା ସି-ବିଚ୍‌ରେ

ସି-ବିଚ୍‌ ବା ସମୁଦ୍ରତଟରେ କିଛି ସମୟ ବୁଲିଆସିଲେ କାହିଁକି କେଜାଣି ମନ ପ୍ରଫୁଲ୍ଲିତ ହୋଇଯାଏ ଆଉ ଶରୀରକୁ ବେଶ୍‌ ତାଜା ଅନୁଭବ ହୁଏ। ସ୍ବଳ୍ପ ସମୟ ପାଇଁ ହେଉନା କାହିଁକି ଲାଗେ ସତେ ଯେମିତି ମନରେ କିଛି ବି ଚିନ୍ତା କି…

କାର୍‌ କିଣିନାହାନ୍ତି, କିନ୍ତୁ ଭିଆଇପି ନମ୍ବର ପ୍ଲେଟ୍‌ ପାଇଁ ଏହି ବ୍ୟକ୍ତି ଖର୍ଚ୍ଚ କଲେଣି ଲକ୍ଷାଧିକ ଟଙ୍କା

ଦୁନିଆରେ କିଛି ଲୋକ ଅଛନ୍ତି ଯେଉଁମାନଙ୍କର ଗାଡ଼ି କିଣିବାରେ ଭାରି ସଉକ। ଖାଲି ଗାଡ଼ି କିଣିବା ନୁହେଁ, ମନପସନ୍ଦର ନମ୍ବର ପ୍ଲେଟ୍‌ ଲଗାଇବା ମଧ୍ୟ ଏମାନଙ୍କର ସଉକ। ଏଥିପାଇଁ ଜଣେ ଲୋକ ଲକ୍ଷେ କି ଦୁଇ ଲକ୍ଷ ନୁହେଁ, ଏକାବେଳକେ ୬…

ଦରମା ଟଙ୍କାରେ ବହି କିଣୁଥିଲି: ଲକ୍ଷ୍ମୀଧର ମହାରଣା

କଟକର ଟାଙ୍ଗୀ ଅଞ୍ଚଳରେ ମୋ ଜନ୍ମ। ଟାଙ୍ଗୀ ବିଦ୍ୟାପୀଠରୁ ୧୯୭୦ରେ ଏକାଦଶ ପାସ୍‌ କରିବା ପରେ ବେଶ୍‌ କିଛିଦିନ ଘରେ ରହି ଇଂଲିଶର ବିଭିନ୍ନ ପୁସ୍ତକ ଆଣି ପଢାପଢି କରୁଥିଲି। କାରଣ ସେ ସମୟରେ ଇଂଲିଶରେ ମୁଁ ଟିକେ ଦୁର୍ବଳ ଥିଲି।…

ବଦଳୁଛି ମଶାଣି ରୂପ

ମର୍ତ୍ତ୍ୟ ମଣ୍ଡଳେ ଦେହ ବହି, ଦେବତା ହେଲେ ବି ମରଇ। ତେବେ ଜନ୍ମର ଅନ୍ତୁଡ଼ି ନିଆଁଠାରୁ ମଶାଣିର ଜୁଇକୁ ଯିବା ସମୟର ବ୍ୟବଧାନ ମଧ୍ୟରେ ସମସ୍ତଙ୍କୁ ଦୁନିଆ ରଙ୍ଗମଞ୍ଚରେ ଅଭିନୟ କରିବାକୁ ପଡ଼ିଥାଏ । ଯେମିତି କି କୁହାଯାଏ ଏଜୀବନଟା ଏକ…

ଚାଲିଥିଲା ଜୁମ୍‌ ମିଟିଂ: ଉଲଗ୍ନ ହୋଇ ଠିଆ ହେଲେ ନେତାଙ୍କ ସ୍ତ୍ରୀ, ଆଉ ତା’ ପରେ…

କରୋନା ଭାଇରସ ଯୋଗୁ ବର୍ତ୍ତମାନ ଅଧିକାଂଶ ଲୋକେ ଘରେ ରହି କାମ କରୁଛନ୍ତି। ଏହି ସମୟରେ ସକରାରୀ ଅଧିକାରୀ ଏବଂ ନେତାମାନେ ଜୁମ୍‌ ଆପ୍‌ରେ ମିଟିଂ କରୁଛନ୍ତି। ତେବେ ଏହି ଜୁମ୍‌ ମିଟିଂ ସମୟରେ ଏମିତି ଏକ ଘଟଣା ଘଟିଛି, ଯାହା…

କରୋନା ଟିକା ନେଲେ ମିଳୁଛି ନାକଫୁଲ-ହ୍ୟାଣ୍ଡ୍‌ ବ୍ଲେଣ୍ଡର ଉପହାର

ରାଜକୋଟ,୪।୪: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନଜାରି ରହିଛି। ଏପରିସ୍ଥଳେ ଲୋକଙ୍କୁ ଟିକା ନେବା ପାଇଁ ସଚେତନ କରାଇବା ନିମନ୍ତେ ଗୁଜରାଟର ରାଜକୋଟରେ ଲୋକଙ୍କୁ ଉପହାର ପ୍ରଦାନ କରାଯାଉଛି। ରାଜକୋଟ ସ୍ବର୍ଣ୍ଣକାର ସମ୍ପ୍ରଦାୟ ପକ୍ଷରୁ ଏଭଳି ନିଆର ପଦକ୍ଷେପ ଗ୍ରହଣ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri