ଫୁରସତ

ଏଠାରେ ରଙ୍ଗ ନୁହେଁ, ପଚା ଅଣ୍ଡାରେ ଖେଳାଯାଏ ହୋଲି

ରଙ୍ଗର ପର୍ବ ହୋଲିକୁ ସମସ୍ତେ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ହୋଲି ଦିନ ପରସ୍ପରକୁ ରଙ୍ଗ ଲଗାଇ ଅଭିନନ୍ଦନ ଜଣାଇଥାନ୍ତି। ତେବେ ଭାରତରେ ହୋଲିକୁ ଅବିର ଲଗାଇ ପାଳନ କରୁଥିବାବେଳେ ଅନ୍ୟଦେଶରେ ଭିନ୍ନ ନାମ ଓ ଭିନ୍ନ ରୂପେ ପାଳନ କରାଯାଏ।…

ଏହି କାରଣ ପାଇଁ ହୋଲିରେ ପିଆଯାଏ ଭାଙ୍ଗ

ଆନନ୍ଦର ପର୍ବ ହୋଲି। ଏହି ଉତ୍ସବରେ ମାନ ଅଭିମାନ ଭୁଲି ଜଣେ ଅନ୍ୟ ଜଣଙ୍କୁ ରଙ୍ଗ ଲଗାଇଥାଏ। ଯେପରି ରଙ୍ଗ ବିନା ହୋଲି ଅଧୁରା, ସେହିପରି ଭାଙ୍ଗ ବିନା ହୋଲି ଖାଲି ଖାଲି ଲାଗିଥାଏ। ହୋଲିରେ ଭାଙ୍ଗ ମିଶା ସର୍ବତର ମଜା…

ପୃଥିବୀର କଷ୍ଟସାଧ୍ୟ ପରୀକ୍ଷା ମାଷ୍ଟର ସମେଲିଅର ଡିପ୍ଲୋମା

ସଫଳ ବୃତ୍ତିଗତ ଜୀବନରେ ପାଦଦେବା ଆଗରୁ ମଣିଷ ସମ୍ମୁଖୀନ ହୋଇଥାଏ ଅନେକ ପରୀକ୍ଷାର। ସେଥିରୁ କେତୋଟିରେ ସହଜରେ ସଫଳତା ମିଳିଥାଏ ତ ଆଉ କେତେକରେ ବିଫଳତା। ହେଲେ ଏକଥା ହୁଏତ ଜାଣି ନ ଥିବେ ଯେ, ପୃଥିବୀର ସବୁଠାରୁ କଷ୍ଟକର ପରୀକ୍ଷା…

ଫୋନ୍‌କୁ ଚାର୍ଜରେ ଲଗାଇ କରୁଛନ୍ତି କି ଏଭଳି…

ନୂଆଦିଲ୍ଲୀ: କେତେକ ଫୋନ୍‌କୁ ଚାର୍ଜରେ ଲଗାଇ କଲ୍‌ କରିବା ସହିତ ଗେମିଂ ଅବା ଅନ୍ୟ କିଛି ଆପ୍ଲିକେଶନ ବ୍ୟବହାର କରିଥାନ୍ତି। ତେବେ ଏହା ବିପଦକୁ ଡାକି ଆଣିଥାଏ। ଏହାଦ୍ୱାରା ଫୋନ୍‌ରେ ବିସ୍ଫୋରଣ ହେବାର ଆଶଙ୍କା ରହିଥାଏ। ବେଳେବେଳେ ବ୍ୟବହାରକାରୀଙ୍କ ଜୀବନ ପ୍ରତି…

ବିବାହ ପାଇଁ ଏକାସହ ଶୋଭାଯାତ୍ରାରେ ପହଞ୍ଚିଲେ ୭ ବର: ଘରେ ଝୁଲୁଥିଲା ତାଲା, ଫେରାର ଥିଲେ କନିଆଁ; ତା ପରେ…

ଭୋପାଳ: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ସାତଜଣ ବର ଏକାଠି ପୋଲିସ ଷ୍ଟେଶନରେ ପହଞ୍ଚିଥିଲେ। ଏପରିକି ସେମାନଙ୍କ ଅଭିଯୋଗ ସମାନ ରହିଥିଲା। ବିବାହ ପାଇଁ ସେମାନେ ପହଞ୍ଚିଥିଲେ ହେଁ ଘଟଣାସ୍ଥଳରେ ବଧୁ ଏବଂ ତାଙ୍କର…

ଘୋଡ଼ା-କୁକୁରଙ୍କୁ ମିଳିବ ପେନସନ୍‌

ଓ୍ବାର୍‌ସ୍ବ,୨୮।୩: ଚାକିରିରୁ ଅବସର ଗ୍ରହଣ ପରେ ମଣିଷଙ୍କୁ ପେନସନ୍‌ ମିଳିବା ଶୁଣାଯାଇଥାଏ। ତେବେ ଏବେ ସରକାରୀ ଚାକିରି କରିଥିବା ଘୋଡ଼ା ଏବଂ କୁକୁରଙ୍କୁ ଅବସର ପରେ ପେନସନ୍‌ ମିଳିବ। ପୋଲାଣ୍ଡ ସରକାରଙ୍କ ପକ୍ଷରୁ ଏଭଳି ଘୋଷଣା କରାଯାଇଛି। ଏହାଦ୍ୱାରା ସରକାରୀ କାର୍ଯ୍ୟରେ…

ପ୍ରେମିକାଙ୍କ ଘରଠାରୁ ୨.୫ କିମି ରାସ୍ତା ପର୍ଯ୍ୟନ୍ତ ‘ଆଇ ଲଭ୍‌ ୟୁ, ଆଇ ମିସ୍‌ ୟୁ’ ଲେଖିଲେ ପ୍ରେମିକ; ଆଉ ତା’ ପରେ..

ଆଜିକାଲିର ଯୁବପିଢ଼ୀ ନିଜର ସାଥୀଙ୍କୁ ପ୍ରେମ ନିବେଦନ କରିବାର ଭଳିକି ଭଳି ଉପାୟ ଅବଲମ୍ବନ କରୁଛନ୍ତି। ସେଥିରୁ କିଛି ସମସ୍ତଙ୍କୁ ଆକର୍ଷିତ କରିଥାଏ। ଏଭଳି ଏକ ଘଟଣା ମହାରାଷ୍ଟ୍ରର କୋହ୍ଲାପୁରରେ ଦେଖିବାକୁ ମିଳିଛି। ଏଠାରେ ଜଣେ ପ୍ରେମିକ ନିଜ ସାଥୀଙ୍କୁ ଭଲପାଇବା…

ଭାଇଚାରାରେ ହୋଲି

ଶୀତଋତୁ ପରେ ଋତୁରାଜ ବସନ୍ତର ଆଗମନରେ ଫୁଲେଇ ଫଗୁଣ ଧରାପୃଷ୍ଠକୁ ଅବତରଣ କରେ। ଆମ୍ବ୍ର କାନନରେ କୋଇଲିର କୁହୁକୁହୁ ସ୍ବର ଶୁଭେ। ପ୍ରକୃତିରାଣୀ ସବୁଜ ଗଛପତ୍ରର ରଙ୍ଗ ସହିତ ପଳାଶ ଓ ଶିମିଳି ଫୁଲର ନାଲି ଓଢ଼ଣିରେ ସଜେଇହୁଏ। ପ୍ରକୃତିକୁ ସ୍ବାଗତ…

ପ୍ରକୃତି ଭରିଛି ରଙ୍ଗ

ପ୍ରକୃତି ଯେତିକି ସୁନ୍ଦର, ସେତିକି ବିସ୍ମୟରେ ଭରା। ଠିକ୍‌ ଯେମିତି ଏହିସବୁ ହ୍ରଦ ଓ ନଦୀ। ଏସବୁକୁ ଦେଖିଲେ ଲାଗେ ସତେଯେମିତି ପ୍ରକୃତି ଏହା ମଧ୍ୟରେ ଭରିଦେଇଛି ରଙ୍ଗ । ଆଉ ଏସବୁ ପାଲଟିଯାଇଛି ରଙ୍ଗିନ… ଲେକ ହିଲର୍‌- ଅଷ୍ଟ୍ରେଲିଆର ଲେକ୍‌…

ପ୍ରଥମ ଦରମା ଟଙ୍କା ବୋଉ ହାତରେ ଦେଇଥିଲି: ମନ୍ମଥ କୁମାର ଶତପଥୀ

ଭଞ୍ଜନଗରର ବାସୁଦେବପୁର ଗାଁରେ ମୋ ଜନ୍ମ। ଉପେନ୍ଦ୍ରଭଞ୍ଜ ଉଚ୍ଚ ବିଦ୍ୟାଳୟରୁ ଏକାଦଶ ପାସ୍‌ କରିବା ପରେ ଘରର ଦୁର୍ବଳ ଆର୍ଥିକାବସ୍ଥା ପାଇଁ ମୁଁ ଚାକିରି କରିବାକୁ ଲାଗିଲି। କାରଣ ମୋ ନନା ଥିଲେ ଜଣେ ଜ୍ୟୋତିର୍ବିଦ୍‌ ତଥା କର୍ମକାଣ୍ଡବିଦ୍‌। ସାହିତ୍ୟ କ୍ଷେତ୍ରରେ…

ପଥିକ ଯେହ୍ନେ ବୃକ୍ଷ ମୂଳେ..

ପରମାତ୍ମା ନିଜ ଦ୍ୱାରା ସୃଷ୍ଟ ସର୍ବଶ୍ରେଷ୍ଠ ଜୀବ ମଣିଷକୁ ଏ ଧରାଧାମକୁ ପଠାଇଛନ୍ତି। ଏଠାରେ ତା’ର ରହିବା, ଖାଇବା, ମଉଜମଜ୍‌ଲିସ ଆଦି ସବୁ କାର୍ଯ୍ୟ ପାଇଁଁ ବହୁବିଧ ସୁବ୍ୟବସ୍ଥା ମଧ୍ୟ କରିଛନ୍ତି । ଏହା ବାଦ କାଳେ ସେ ମାୟାରେ ପଡ଼ି…

ହୋଲି: କେଉଁଠି କେମିତି

ରଙ୍ଗର ପର୍ବ ହୋଲି। ଦେଶର ବିଭିନ୍ନ ସ୍ଥାନରେ ଏହି ପବିତ୍ର ଉତ୍ସବକୁ ମହା ଆନନ୍ଦର ସହକାରେ ପାଳନ କରାଯାଇଥାଏ। ଏଠାରେ ସେମିତି କେତେକ ଖାସ୍‌ ସ୍ଥାନ ସମ୍ପର୍କରେ ଉଲ୍ଲେଖ କରାଗଲା, ଯେଉଁଠାରେ ହୋଲିର କିଛି ଭିନ୍ନ ଛାପ ଦେଖିବାକୁ ମିଳିଥାଏ… ମଥୁରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri