ଫୁରସତ

ପ୍ରଥମ ଦରମା ଟଙ୍କାରେ ମା’ ଭଗବତୀଙ୍କ ପାଖେ ଭୋଗ କରିଥିଲି: ମହେଶ୍ବର ଜେନା

ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ସାନହନ୍ତୁଆଡ ଗାଁରେ ମୋର ଜନ୍ମ। ବାଣପୁର ବାଳକ ଉଚ୍ଚ ବିଦ୍ୟାଳୟରୁ ୧୯୮୮ରେ ମାଟ୍ରିକ ପାସ୍‌ କରିବା ପରେ ଗୋଦାବରୀଶ ମହାବିଦ୍ୟାଳୟରେ ସ୍ନାତକ ଯାଏ ପଢ଼ିଥିଲି। ସ୍ନାତକ ପାସ୍‌ କରିବାର କିଛିଦିନ ପରେ ନରେନ୍ଦ୍ରପୁର ଗ୍ରା.ପ.…

ସମ୍ପର୍କ ଭଲପାଇବାର

ଭଲପାଇବା, ସ୍ନେହ, ଆଦର କିଏ ବା ନ ଖୋଜେ। ମଣିଷ ହୁଅନ୍ତୁ କି ପଶୁପକ୍ଷୀ ସମସ୍ତେ ସେଥିରେ ବନ୍ଧା। ହେଲେ ଅନେକ ସମୟରେ ମଣିଷମାନେ କୃତଘ୍ନ ହୋଇଯାଆନ୍ତି, ଭୁଲିଯାଆନ୍ତି ଉପକାର, ସ୍ନେହ ଆଦର। କିନ୍ତୁ ମୁହଁରେ ଭଲପାଏ ବୋଲି କହି ପାରୁ…

୨୬ ବର୍ଷ ବୟସ୍କା ମହିଳାଙ୍କର ୨ଟି ଗୁପ୍ତାଙ୍ଗ-୨ଟି ଗର୍ଭାଶୟ: ଥିଲେ ବିରଳ ରୋଗରେ ପୀଡ଼ିତ…

ଓ୍ବାଶିଂଟନ,୧୧।୪: ଆମେରିକାରେ ଜଣେ ୨୬ ବର୍ଷ ବୟସ୍କା ମହିଳା ବିରଳ ରୋଗରେ ପୀଡିତ ଥିବା ଜଣାପଡ଼ିଛି। ମହିଳା ଜଣକ ଗର୍ଭବତୀ ଥିଲେ। ଗର୍ଭଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ୩୦ ଘଣ୍ଟାର ଗର୍ଭଯନ୍ତ୍ରଣା ପରେ ବ୍ରିଟନି ଜ୍ୟାକବ୍ସ ନାମକ…

କେବଳ ଏହି କାରଣ ପାଇଁ ବ୍ୟକ୍ତି କିଣିଲେ ଆଇଲ୍ୟାଣ୍ଡ, ଗାଡ଼ିକୁ କଲେ ଘର

ପ୍ରତ୍ୟେକ ବ୍ୟକ୍ତି ଜୀବନ ଜିଇଁବା ପାଇଁ ଭିନ୍ନ ଭିନ୍ନ ତରିକା ଆପଣାଇଥାନ୍ତି। କିଛି ଲୋକ ନିଜ ଜୀବନକୁ ଅତି ସୀମିତରେ ବିତାଇଥାନ୍ତି। ସରଳ ଭାବରେ କହିବାକୁ ଗଲେ ଜଣେ ବ୍ୟକ୍ତି ନିଜ ଜୀବନ ବଞ୍ଚାଇବାକୁ ଏକ ମାପକାଠି ସ୍ଥିର କରିଥାନ୍ତି। ଏବେ…

ଭିକାରିଙ୍କ ହାତରେ କ୍ୟୁଆର୍‌ କୋଡ୍‌…

ବେଜିଂ,୧୧।୪: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଭିକାରିମାନେ ଏବେ ଡିଜିଟାଲ ପେମେଣ୍ଟ୍‌ ବ୍ୟବହାର କରୁଛନ୍ତି। ଏହାଦ୍ୱାରା ସଂକ୍ରମଣର ଭୟ ରହିବ ନାହିଁ ବୋଲି ଭିକାରିମାନେ କହିଛନ୍ତି। ଚାଇନାରେ ସୂଚନା ପ୍ରଯୁକ୍ତି…

ତରଳୁଛି ପୃଥିବୀର ଛାତ

ଲଦାଖ: ସମୁଦ୍ର ଜଳପତ୍ତନରୁ ପ୍ରାୟ ୩ ମାଇଲ ଉଚ୍ଚତାରେ ଥିବା ତିବ୍ବତୀୟ ମାଳଭୂମି ଏବେ ସାରା ବିଶ୍ୱ ପାଇଁ ବିପଦ ଭାବେ ଉଭା ହୋଇଛି। ପୃଥିବୀର ଛାତ କୁହାଯାଉଥିବା ଏହି ମାଳଭୂମିରେ ତରଳିବାରେ ଲାଗିଛି ବିରାଟ ବରଫ ପାହାଡ଼। ଏହା ଜାରି…

ଗୁଗ୍‌ଲ ମ୍ୟାପ୍‌ କରିଦେଲା ଗଡ଼ବଡ଼, ଭୁଲ କନ୍ୟାଙ୍କୁ ବିବାହ କରିବାକୁ ପହଞ୍ଚିଲେ ବର; ଆଉ ତା’ ପରେ…

ଟେକ୍ନୋଲୋଜି ଆମ ଜୀବନକୁ ଆହୁରି ସହଜ ସରଳ କରିଦେଇଛି। ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି ଗୁଗ୍‌ଲ ମ୍ୟାପ। ଗୁଗ୍‌ଲ ମ୍ୟାପ୍‌ ସାହାଯ୍ୟରେ ଆପଣ ଅଜଣା ସ୍ଥାନକୁ ସହଜରେ ଯାଇପାରିବେ ଏବଂ ନିଜର ଗନ୍ତବ୍ୟସ୍ଥଳରେ ପହଞ୍ଚିପାରିବେ। କିନ୍ତୁ ବେଳେବେଳେ ଟେକ୍ନୋଲୋଜି ମଧ୍ୟ ଆପଣଙ୍କୁ…

ପାଣିରେ ପଡ଼ିଯାଇଥିଲା ଆଇଫୋନ୍‌, ବର୍ଷକ ପରେ ପାଇଲେ ଯୁବକ; ତଥାପି ଠିକ୍‌ ଅଛି

ବର୍ତ୍ତମାନ ସମୟରେ ଆଇଫୋନ୍‌ର ଖୁବ୍‌ ଚାହିଦା ରହିଛି। ବିଶେଷକରି ଯୁବପିଢ଼ି ଏହି ଫୋନ୍‌ ପାଇଁ ପାଗଳପ୍ରାୟ। ଏପରିକି କିଛି ଯୁବକ କିଡ୍‌ନୀ ବିକି ଆଇଫୋନ କିଣିଥିବା ଖବର ବି ଶୁଣିବାକୁ ମିଳିଛି। ଯଦି କାହା ଆଇଫୋନ୍‌ ହଜିଯାଏ ତେବେ କେତେ ଦୁଃଖ…

କରୋନା ରୋଗୀଙ୍କ ହାତ ଉପରେ ଭଗବାନଙ୍କ ହାତ, ଭାଇରାଲ ହେଉଛି ଫଟୋ

କରୋନା ଭାଇରସ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ବର୍ଷେ ହେଲାଣି ଲୋକେ ଏହି ଭୂତାଣୁକୁ ଡରି ମରି ବଞ୍ଚୁଛନ୍ତି। ବର୍ତ୍ତମାନ ଜଣେ ରୋଗୀଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଛନ୍ତି। ଏମିତି…

ମୋତେ ବାହା ନ ହେଲେ ପାଣି ଟାଙ୍କି ଉପରୁ ଡେଇଁ ପଡ଼ିବି

ପାଟଣା,୧୦।୪: ପ୍ରେମିକାଙ୍କୁ ପାଇବା ପାଇଁ ଜଣେ ପ୍ରେମିକ ଶୋଲେ ଫିଲ୍ମ ପରି ଅଭିନୟ କରିଛନ୍ତି। ଫିଲ୍ମ ଶୋଲେରେ ବାସନ୍ତୀଙ୍କ ପ୍ରେମ ପାଇଁ ଯେମିତି ବୀରୁ ପାଣି ଟାଙ୍କି ଉପରେ ଚଢ଼ି ଆତ୍ମହତ୍ୟା କରିବାକୁ କହିଥିଲେ ଠିକ୍‌ ସେମିତି ବିହାରର ଜଣେ ଯୁବକ…

ଏଟିଏମ୍‌ ମେଶିନ ପାଖରେ ବସି ପାଠ ପଢ଼ୁଛନ୍ତି ସୁରକ୍ଷାକର୍ମୀ: ଜାଣିଲେ…

ସୋସିଆଲ ମିଡିଆରେ ସବୁ ସମୟେରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଏହାରି ମଧ୍ୟରେ ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହାକୁ ଦେଖିବା ପରେ ଯେ କେହିବି ଭାବୁକ ହୋଇଯାବେ। ଇଣ୍ଟରନେଟ୍‌ରେ ଭାଇରାଲ ଏହି ଫଟୋରେ…

୭୩ ବର୍ଷୀୟା ବୃଦ୍ଧା ନିଜ ପାଇଁ ଖୋଜୁଛନ୍ତି ବର: ଦେଲେ ଏମିତି ବିଜ୍ଞାପନ

କଥାରେ ଅଛି ପ୍ରେମ ଏବଂ ବିବାହର କୌଣସି ବୟସ ନ ଥାଏ। ଏହାର ଏକ ଉଦାହରଣ କର୍ନାଟକର ମଇସୁରରେ ଦେଖିବାକୁ ମଳିଛି। ଏଠାରେ ଜଣେ ୭୩ ବର୍ଷୀୟା ଅବସରପ୍ରାପ୍ତ ବୃଦ୍ଧା ଶିକ୍ଷକ ନିଜର ବିବାହ ପାଇଁ ବିଜ୍ଞାପନ ଦେଇଥିଲେ। ଯାହାକି ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?