ଫୁରସତ

ମାଡ଼ି ଆସୁଛି ପ୍ରଳୟ: ତରଳୁଛି ପୃଥିବୀର ଛାତ…

ଲଦାଖ,୧୦।୪: ଭାରତ ସମେତ ସମ୍ପୂର୍ଣ୍ଣ ଏସିଆ ଉପରେ ଏବେ ବିପଦ ମାଡ଼ି ଆସୁଛି। ପୃଥିବୀର ଛାତ କୁହାଯାଉଥିବା ତିବ୍ବତରେ ବରଫ ପାହାଡ଼ ତରଳିବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ଏଭଳି ହେଉଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କିଛି ଦିନ…

୩ ହଜାର ବର୍ଷ ପୁରୁଣା ସହର

ଇଜିପ୍ଟରେ ‘ଲଷ୍ଟ ଗୋଲ୍ଡେନ୍‌ ସିଟି’ ନାମକ ୩,୦୦୦ ବର୍ଷ ପୁରୁଣା ଏକ ସହର ଠାବ ହୋଇଛି। ପ୍ରତ୍ନତତ୍ତ୍ୱବିତ୍‌ମାନେ ଦାକ୍ଷିଣାତ୍ୟ ସହର ଲକ୍ସରରେ ଖନନ ବେଳେ ଏହାକୁ ପାଇଛନ୍ତି। ଏହାକୁ ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର ବୋଲି ଜନ୍ସ ହୋପ୍‌କିନ୍ସ ୟୁନିଭର୍ସିଟି ପ୍ରଫେସର ତଥା…

ପବନରେ ଏମିତି ଉଡ଼ୁଛି ହରିଣ, ଭିଡିଓ ଭାଇରାଲ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହରିଣକୁ ଉଡ଼ୁଥିବା ଦେଖିବାକୁ ମିଳିଛି। ହରିଣଟି ଅନ୍ୟ ହରିଣମାନଙ୍କ…

ବାଜା ବଜାଇ ଅଭିଯୁକ୍ତଙ୍କ ଘରେ ପହଞ୍ଚିଲା ପୋଲିସ…

ବୈଶାଳୀ,୯।୪: କେବେ କେଉଁଠି ଶୁଣିଛନ୍ତି କି ପୋଲିସ ବ୍ୟାଣ୍ଡବାଜା ବଜାଇ ଅଭିଯୁକ୍ତକୁ ଗିରଫ କରିବାକୁ ଯାଇଥିବା କଥା। କଥାଟି ଅଡ଼ୁଆ ଲାଗିଲେ ବି ସତ। ବିହାରର ବୈଶାଳୀ ଜିଲାରେ ଏଭଳି ଚକିତ କରିଦେବା ଭଳି ଏକ ଦୃଶ୍ୟ ସାମ୍ନାକୁ ଆସିଛି। ପୋଲିସ…

କୁମ୍ଭୀର ଆଁରୁ ଜୀବନ ନେଇ ଧାଇଁଲେ ବ୍ୟକ୍ତି, ଭିଡିଓ ଭାଇରଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…

ଟିକା ନେବା ପରେ ଖୁସିରେ ନାଚିଲେ ଏହି ବ୍ୟକ୍ତି, ଦେଖିଲେ ଆପଣଙ୍କୁ ବି ଛାଡ଼ିଯିବ କରୋନା ଡର

ଭାରତରେ ଲଗାତର କରୋନା ସଂକ୍ରମଣ ମାମଲା ବଢ଼ିଚାଲିଛି। ଏବେ ଲୋକଙ୍କୁ ପୁଣି ଲକ୍‌ଡାଉନ ଆଶଙ୍କା ଘାରିଲାଣି। ଏହି ପରିପ୍ରେକ୍ଷୀରେ କାନାଡାରେ ରହୁଥିବା ଭାରତୀୟ ମୂଳ ବାସିନ୍ଦା ଗୁରୁଦୀପ ପନ୍ଧେର କରୋନା ଟିକା ନେବା ପରେ ଖୁସିରେ ବରଫ ଉପରେ ନାଚୁଛନ୍ତି। ଏହି…

ଟିକା ନେଲେ ମିଳିବ ମାଗଣା ମଦ!

ନୂଆଦିଲ୍ଲୀ,୯।୪: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ସଂକ୍ରମଣର ଆଶଙ୍କା ବଢାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ଟିକାକରଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଅନେକ ଦେଶରେ ସରକାରୀ ଏବଂ ବେସରକାରୀ କମ୍ପାନୀଗୁଡିକ ଟିକାକରଣ ପାଇଁ ଲୋକଙ୍କୁ ଉତ୍ସାହିତ କରିବାକୁ ବିଭିନ୍ନ ଆକର୍ଷଣୀୟ ଅଫର…

କାହିଁକି ଜରୁରୀ ଅବତରଣ କଲା ଏୟାର ଏସିିଆ ବିମାନ

ନୂଆଦିଲ୍ଲୀ,୯।୪: ଏୟାର ଏସିଆ ବିମାନରେ ଉତ୍ତେଜନା। ବିମାନର ଜରୁରୀ ଅବତରଣ କରାଇଲେ ପାଇଲଟ। ଏହି ଘଟଣା ଘଟିଛି ନୂଆଦିଲ୍ଲୀରେ। ବେଙ୍ଗାଲୁରୁରୁ ଦିଲ୍ଲୀ ଯାଉଥିବା ଏୟାର ଏସିଆ ବିମାନରେ ଜଣେ ଯାତ୍ରୀ ହଠାତ୍‌ ଉଲଗ୍ନ ହୋଇଯିବାରୁ ବାଧ୍ୟ ହୋଇ ପାଇଲଟଙ୍କୁ ଦିଲ୍ଲୀରେ ଜରୁରୀ…

୧୯୯୦ ମସିହାରୁ ବଢ଼ାଇଥିଲେ ନଖ; ଏବେ କାଟିବା ବେଳେ ଭାବବିହ୍ବଳ ହେଲେ ଗିନିଜ ରେକର୍ଡଧାରୀ ଏହି ମହିଳା

ସଉକ ବଡ଼ କଥା। କିଛି ଲୋକ ରେକର୍ଡ ନିଶାରେ ଅଜବ ସଉକ ଆପଣାଇଥାନ୍ତି। ସେଭଳି ଜଣେ ଥିଲେ ଆମେରିକାର ଟେକ୍ସାସ୍‌ ସହରରେ ରହୁଥିବ ଅୟାନା ଓ୍ବିଲିୟମ୍ସ। ନଖ ବଢ଼ାଇବା ଅୟାନାଙ୍କ ସଉକ ଥିଲା। ସେ ଦୀର୍ଘ ବର୍ଷ ଧରି ନଖ ବଢ଼ାଇ…

ସୁପରମାର୍କେଟରେ ୮ ଫୁଟ ଲମ୍ବ ଝିଟିପିଟିର ଆତଙ୍କରାଜ; ଭିଡିଓ ଦେଖିଲେ ଡରିଯିବେ

ବ୍ୟାଙ୍କକ୍‌: ଥାଇଲାଣ୍ଡର ସୁପରମାର୍କେଟର ଏକ ଏଭଳି ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖିଲେ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। କାରଣ ଏଥିରେ ଏକ ୮ ଫୁଟ ଲମ୍ବର ଝିଟିପିଟିକୁ ଦେଖିବାକୁ ମିଳିଛି। ଘଟଣାଟି ଥାଇଲ୍ୟାଣ୍ଡର ୭ ଇଲେଭେନ୍‌ ଷ୍ଟୋରର। ଥାଇ ଟ୍ରାଭେଲ…

ଜାଣନ୍ତି ରାସ୍ତାରେ ଧଳା-ହଳଦିଆ ଗାର କାହିଁକି ଥାଏ

ଆପଣ ରାସ୍ତାରେ ଯିବା ସମୟରେ ନିଶ୍ଚିତ ଧଳା ଏବଂ ହଳଦିଆ ଗାର ପଡ଼ିଥିବା ଦେଖିଥିବେ। କେଉଁଠି ଏହି ଗାର ସିଧା ଟଣା ହୋଇଥାଏ ତ ଆଉ କେଉଁଠି ଛୋଟ ଛୋଟ ଟଣାଯାଇଥାଏ। ଏହି ଗାର ଦେଖି କେବେ ଆପଣଙ୍କ ମନରେ ପ୍ରଶ୍ନ…

ଆମେରିକାରେ ଭିନ୍ନ ବିବାହ: ଦମ୍ପତି ପରସ୍ପରକୁ ଡିଜିଟାଲରେ ପିନ୍ଧାଇଲେ ରିଙ୍ଗ୍‌

ଆମେରିକାର କାଲିଫର୍ନିଆ ରାଜ୍ୟରେ ଏକ ଭିନ୍ନ ବିବାହ ଦେଖିବାକୁ ମିଳିଛି। ଏଠାରେ ଏକ ଦମ୍ପତି ରେବେକୋ ରୋଜ ଏବଂ ପିଟର କାଚେରଗିନସ୍କି ଆମେରିକାର କ୍ରିପ୍ଟୋ କରେନ୍ସି ଏକ୍ସଚେଞ୍ଜ ପ୍ଲାଟଫର୍ମରେ କାମ କରନ୍ତି। ଉଭୟ ଗତ ୧୪ ତାରିଖରେ ପରସ୍ପରଙ୍କୁ ଡିଜିଟାଲ ରିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?