ଫୁରସତ

ଫିଟନେସ୍‌ ପାଇଁ ବିଲେଇ ବାଛିଛି ଏମିତି ଉପାୟ, କାରକୁ ମଧ୍ୟ ଛାଡ଼ିଲାନି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…

ବିବାହ ପରେ ନିଜେ କାର ଚଲାଇ ଶାଶୁ ଘରେ ପହଞ୍ଚିଲେ କନ୍ୟା: କାରଣ ଜାଣିଲେ…

ବିବାହ ପରେ ବିଦାୟ ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ବିଦାୟ ସମୟରେ କନ୍ୟା କାରର ଡ୍ରାଇଭିଂ ସିଟରେ ବସିଥିବାର ଦେଖିବାକୁ ମିଳୁଛି। ବାରଙ୍କୁ ପାଖରେ ବସାଇ କନ୍ୟା ଶାଶୁଘରେ ପହଞ୍ଚୁଛନ୍ତି। ବିବାହ ପରେ…

ଚୋରି କରିବାକୁ ଆସିଥିବା ବ୍ୟକ୍ତି ଏସି, ବେଡ୍‌ ଦେଖି ଶୋଇପଡ଼ିଲେ: ଆଉ ତାପରେ…

ଥାଇଲାଣ୍ଡରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ଚୋରି କରିବା ଉଦ୍ଦେଶ୍ୟରେ ଏକ ଘରେ ପ୍ରବେଶ କରିଥିଲେ। କିନ୍ତୁ ଘରର ସୁଖ ସୁବିଧା ଦେଖି ତାଙ୍କର ମନ ବଦଳିଗଲା। ଚୋର ଯେତେବେଳେ ଆରାମଦାୟକ ଶଯ୍ୟା ଏବଂ ଏସି…

ରାତିରେ କୁକୁର ଭୁକିବା ଶୁଭ ନା ଅଶୁଭ

ଅନେକ ସମୟରେ ରାତିରେ କୁକୁର ଉପରକୁ ମୁହଁ କରି ଭୁକିଥାଏ। ତେବେ ଏହାକୁ କେତେକ ଲୋକେ କୁକୁର କାନ୍ଦୁଥିବା ମଧ୍ୟ କହିଥାନ୍ତି। ଏହାକୁ ଲୋକେ ଅଶୁଭ କହିବା ସହିତ କୁକୁର ଯାହା ଘର ପାଖରେ ଭୁକିଥାଏ ତାହା ଘରୁ କାହାର ମୃତ୍ୟୁ…

ଭାଇରସ୍‌ ଲାଇବ୍ରେରି

ଲଣ୍ଡନ: ଲାଇବ୍ରେରି। ଏହି ଶବ୍ଦ ଉଚ୍ଚାରଣା ହେବା ମାତ୍ରକେ ମନରେ ଆପଣାଛାଏଁ ପ୍ରତିବିମ୍ବିତ ହୁଏ ଗଦା ଗଦା ବହିର ପ୍ରତିଛବି। ଏକ ବିରାଟ ହଲ୍‌। ଆଉ ନିଃଶବ୍ଦରେ ପୁସ୍ତକ ଭିତରେ ମଜ୍ଜିଯାଇଥିବା ଅନେକ ମୁହଁ। ହେଲେ ବ୍ରିଟେନରେ ଥିବା ୧୦୫ ବର୍ଷ…

ଏଠାରେ ଲାଲ୍‌ ଟମାଟୋ ଫୋପାଡ଼ି ପାଳନ କରାଯାଏ ହୋଲି

ବିଶ୍ୱର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଉପାୟରେ ପାଳିତ ହୋଇଥାଏ ହୋଲି। ଭାରତରେ ବିଭିନ୍ନ ରଙ୍ଗ ତଥା ଅବିର ଲଗାଇ ଏହାକୁ ପାଳନ କରାଯାଉଥିବା ବେଳେ ସ୍ପେନର ଭାଲେନ୍‌ଶିୟା ନଗରରେ ଟମାଟୋ ଫୋପାଡ଼ି ହୋଲି ମନାଯାଇଥାଏ। ପ୍ରତିବର୍ଷ ଅଗଷ୍ଟ ମାସର ଶେଷ…

ସ୍କୁଟିରେ ମିନି ସ୍କୁଲ

ସାଗର,୨୯।୩: କରୋନା ସଂକ୍ରମଣ ଯୋଗୁ ଦେଶର ବହୁ ଅଞ୍ଚଳରେ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରହିଛି। ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ପାଇଁ ମଧ୍ୟପ୍ରଦେଶ ସାଗର ଜିଲାରେ ସ୍କୁଲ ଶିକ୍ଷୟତ୍ରୀ ଚନ୍ଦ୍ରା ଶ୍ରୀବାସ୍ତବ ନିଜ ସ୍କୁଟିକୁ ମୋବାଇଲ୍‌…

ଏଠାରେ ରଙ୍ଗ ନୁହେଁ, ପଚା ଅଣ୍ଡାରେ ଖେଳାଯାଏ ହୋଲି

ରଙ୍ଗର ପର୍ବ ହୋଲିକୁ ସମସ୍ତେ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ହୋଲି ଦିନ ପରସ୍ପରକୁ ରଙ୍ଗ ଲଗାଇ ଅଭିନନ୍ଦନ ଜଣାଇଥାନ୍ତି। ତେବେ ଭାରତରେ ହୋଲିକୁ ଅବିର ଲଗାଇ ପାଳନ କରୁଥିବାବେଳେ ଅନ୍ୟଦେଶରେ ଭିନ୍ନ ନାମ ଓ ଭିନ୍ନ ରୂପେ ପାଳନ କରାଯାଏ।…

ଏହି କାରଣ ପାଇଁ ହୋଲିରେ ପିଆଯାଏ ଭାଙ୍ଗ

ଆନନ୍ଦର ପର୍ବ ହୋଲି। ଏହି ଉତ୍ସବରେ ମାନ ଅଭିମାନ ଭୁଲି ଜଣେ ଅନ୍ୟ ଜଣଙ୍କୁ ରଙ୍ଗ ଲଗାଇଥାଏ। ଯେପରି ରଙ୍ଗ ବିନା ହୋଲି ଅଧୁରା, ସେହିପରି ଭାଙ୍ଗ ବିନା ହୋଲି ଖାଲି ଖାଲି ଲାଗିଥାଏ। ହୋଲିରେ ଭାଙ୍ଗ ମିଶା ସର୍ବତର ମଜା…

ପୃଥିବୀର କଷ୍ଟସାଧ୍ୟ ପରୀକ୍ଷା ମାଷ୍ଟର ସମେଲିଅର ଡିପ୍ଲୋମା

ସଫଳ ବୃତ୍ତିଗତ ଜୀବନରେ ପାଦଦେବା ଆଗରୁ ମଣିଷ ସମ୍ମୁଖୀନ ହୋଇଥାଏ ଅନେକ ପରୀକ୍ଷାର। ସେଥିରୁ କେତୋଟିରେ ସହଜରେ ସଫଳତା ମିଳିଥାଏ ତ ଆଉ କେତେକରେ ବିଫଳତା। ହେଲେ ଏକଥା ହୁଏତ ଜାଣି ନ ଥିବେ ଯେ, ପୃଥିବୀର ସବୁଠାରୁ କଷ୍ଟକର ପରୀକ୍ଷା…

ଫୋନ୍‌କୁ ଚାର୍ଜରେ ଲଗାଇ କରୁଛନ୍ତି କି ଏଭଳି…

ନୂଆଦିଲ୍ଲୀ: କେତେକ ଫୋନ୍‌କୁ ଚାର୍ଜରେ ଲଗାଇ କଲ୍‌ କରିବା ସହିତ ଗେମିଂ ଅବା ଅନ୍ୟ କିଛି ଆପ୍ଲିକେଶନ ବ୍ୟବହାର କରିଥାନ୍ତି। ତେବେ ଏହା ବିପଦକୁ ଡାକି ଆଣିଥାଏ। ଏହାଦ୍ୱାରା ଫୋନ୍‌ରେ ବିସ୍ଫୋରଣ ହେବାର ଆଶଙ୍କା ରହିଥାଏ। ବେଳେବେଳେ ବ୍ୟବହାରକାରୀଙ୍କ ଜୀବନ ପ୍ରତି…

ବିବାହ ପାଇଁ ଏକାସହ ଶୋଭାଯାତ୍ରାରେ ପହଞ୍ଚିଲେ ୭ ବର: ଘରେ ଝୁଲୁଥିଲା ତାଲା, ଫେରାର ଥିଲେ କନିଆଁ; ତା ପରେ…

ଭୋପାଳ: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ସାତଜଣ ବର ଏକାଠି ପୋଲିସ ଷ୍ଟେଶନରେ ପହଞ୍ଚିଥିଲେ। ଏପରିକି ସେମାନଙ୍କ ଅଭିଯୋଗ ସମାନ ରହିଥିଲା। ବିବାହ ପାଇଁ ସେମାନେ ପହଞ୍ଚିଥିଲେ ହେଁ ଘଟଣାସ୍ଥଳରେ ବଧୁ ଏବଂ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?