ଫୁରସତ

ଗୋଟିଏ ରାତିରେ ନିର୍ମାଣ କରାଯାଇଥିଲା ଏହି ମନ୍ଦିର: ଜାଗରରେ ହୋଇଥାଏ ଲକ୍ଷାଧିକ ଭକ୍ତଙ୍କ ସମାଗମ

ମହାଶିବରାତ୍ରି ଅବସରରେ ମଧ୍ୟପ୍ରଦେଶର ବିଦିଶା ଜିଲାରେ ଥିବା ଏକ ଶିବ ମନ୍ଦିରରେ ବିଶାଳ ମେଳାର ଆୟୋଜନ କରାଯାଇଥାଏ। ଜାଗରରେ ଏଠାକୁ ୧ ଲକ୍ଷରୁ ଅଧିକ ଭକ୍ତ ଦର୍ଶନ ପାଇଁ ଆସିଥାନ୍ତି। ପରମାର ବଂଶ ରାଜା ଉଦୟାଦିତ୍ୟଙ୍କ ଦ୍ୱାରା ନିର୍ମିତ ଏହି ମନ୍ଦିର…

ମଣିଷ ପରି କଥା କହୁଥିବା ଶୁଆ ଗାଏବ: ଖୋଜି ଆଣିଲେ ମିଳିବ ଏତିକି ଟଙ୍କାର ପୁରସ୍କାର

ଲକ୍ଷ୍ନୌ,୧୧।୩: ଉତ୍ତରପ୍ରଦେଶର ଆଲିଗଡ଼ରେ ଏକ ଶୁଆକୁ ଖୋଜିବା ପାଇଁ ପୋଲିସ ସହର ସାରା ପୋଷ୍ଟର ଲଗାଇଛି। ମଣିଷ ପରି କଥା କହୁଥିବା ଏହି ଶୁଆ କିଛିଦିନ ହେବ ନିଖୋଜ ହୋଇଯାଇଛି। ଏନେଇ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ପ୍ରତ୍ୟେକ ସ୍ଥାନରେ ଏହି…

ଏମିତି ଏକ ମନ୍ଦିର, ଯେଉଁଠି ଭଗବାନ ଶିବଙ୍କୁ ଚଢାଯାଏ ସିନ୍ଦୁର

ଆଜି ସାରା ଦେଶରେ ମହାଶିବରାତ୍ରୀ ଉତ୍ସାହର ସହ ପାଳନ କରାଯାଉଛି। ଭକ୍ତମାନେ ମନ୍ଦିରରେ ପହଞ୍ଚି ଭୋଳାନାଥଙ୍କୁ ପୂଜା କରୁଛନ୍ତି। ଏହି ଦିନ ଭକ୍ତମାନେ ଭଗବାନ ଶିବଙ୍କଠାରେ ବେଲପତ୍ର, ଜଳ, କ୍ଷୀର, ଭାଙ୍ଗ, କର୍ପୁର ଏବଂ ଚନ୍ଦନ ଇତ୍ୟାଦି ଚଢାନ୍ତି। କଥିତ ଅଛି…

୩୦ ବର୍ଷ ହେବ ପ୍ରତିଦିନ ୨୫୦ ଗ୍ରାମ ପଥର ଖାଉଛନ୍ତି ଏହି ୮୦ ବର୍ଷୀୟ ବ୍ୟକ୍ତି

ମହାରାଷ୍ଟ୍ରର ସତାରାର ଏକ ଭିଡିଓ ଆଜିକାଲି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଜଣେ ୮୦ ବର୍ଷୀୟ ବୃଦ୍ଧ ପ୍ରତିଦିନ ୨୫୦ ଗ୍ରାମ ପଥର ଖାଉଥିବା ଦେଖାଯାଇଛି। ଆଜିକୁ ପ୍ରାୟ ୩୦ ବର୍ଷ ହେବ ସେ ପଥର ଖାଉଥିବା…

ପରିବେଶ ପାଇଁ ୧୦ ବିଲିୟନ ଡଲାର

ଇ-କମର୍ସ କମ୍ପାନୀ ଆମାଜନର ସିଇଓ ଜେଫ୍‌ ବେଜୋସ୍‌ଙ୍କ ଅର୍ଥ ନିବେଶ ଥିବା ଆର୍ଥ ଫଣ୍ଡ ଜଳବାୟୁ ପରିବର୍ତ୍ତନ ତଥା ପରିବେଶ ସୁରକ୍ଷା ପାଇଁ ୧୦ ବିଲିୟନ ଡଲାର ଖର୍ଚ୍ଚ କରିବ। ୨୦୩୦ ସୁଦ୍ଧା ଏହି ଅର୍ଥ ବିନିଯୋଗ କରାଯିବାକୁ ଯୋଜନା ଥିବା…

ଆଜି ଜାଗର: ଶିବଙ୍କୁ ଅର୍ପଣ କରନ୍ତୁ ଏସବୁ, ମିଳିବ ଶୁଭଫଳ

ପ୍ରତିବର୍ଷ ଅମାବାସ୍ୟା ତିଥି ଚତୁର୍ଦ୍ଦଶୀରେ ପଡ଼ିଥାଏ ଜାଗର। ଏହା ଶିବଙ୍କ ପ୍ରିୟ ପୂଜା ହୋଇଥିବାରୁ ଏହାକୁ ଶିବରାତ୍ରି ମଧ୍ୟ କୁହାଯାଇଥାଏ। ଚଳିତବର୍ଷ ୧୧ ତାରିଖ ଅର୍ଥାତ୍‌ ଗୁରୁବାର ପାଳନ କରାଯିବ ଶିବରାତ୍ରି। ଏହି ଶୁଭଦିନରେ ଭଗବାନ ଶିବଙ୍କର ଏପରି କିଛି ପ୍ରିୟ…

ଅନ୍‌ଲାଇନ ଅର୍ଡର କ୍ୟାନସେଲ୍‌ କରିବାରୁ ଯୁବତୀଙ୍କ ଏମିତି ଅବସ୍ଥା କଲେ ଡେଲିଭରି ବୟ

ଆଜିକାଲି ଲୋକେ ସୁବିଧା ଆଉ ହାତ ପାହାନ୍ତାରେ ସାମଗ୍ରୀ ପାଇବା ପାଇଁ ଅନ୍‌ଲାଇନ୍‌ର ସାହାରା ନେଉଛନ୍ତି। ବେଳେବେଳେ ଏହି ସୁବିଧା ଲୋକଙ୍କୁ ଅସୁବିଧାରେ ବି ପକାଉଛି। ଏମିତି ଏକ ଘଟଣା ଘଟିଛି ଜଣେ ଯୁବତୀଙ୍କ କ୍ଷେତ୍ରରେ। ଯୁବତୀ ଜଣକ ଅନ୍‌ଲାଇନ୍‌ରେ ଜୋମାଟୋରେ…

ସମୁଦ୍ର ତଳେ ବୁଡ଼ି ରହିଛି ଏସବୁ ସହର

ଜଳବାୟୁ ପରିବର୍ତ୍ତନ ଯୋଗୁ ସମଗ୍ର ବିଶ୍ୱରେ ସମୁଦ୍ର ଜଳସ୍ତର ବଢ଼ିଚାଲିଛି। ଜଳସ୍ତର ବଢ଼ିବା ଯୋଗୁ କେତେକ ସହର ଅସ୍ତିତ୍ୱ ହରାଇଛନ୍ତି। ଅନ୍ତର୍ଜାତୀୟ ଟିମ୍‌ ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି, ସମୁଦ୍ର ଜଳ ସ୍ତର ବଢ଼ିବା ଯୋଗୁ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳବାସୀ…

ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇ ଭୋ ଭୋ କାନ୍ଦିଲେ ଏହି କୁନି କଳାକାର

ବେଜିଂ,୧୦।୩: ୮ ବର୍ଷର କୁନି କଳାକାର ଆଲାନ କିମ୍‌ ଭାବପ୍ରବଣ ହୋଇଯାଇଥିବା ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଆଲାନଙ୍କୁ ଫିଲ୍ମ ‘ମିନାରୀ’ରେ ନିଜର ପରଫର୍‌ମାନ୍ସ ପାଇଁ ଚଳିତବର୍ଷ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ଏହି ଫିଲ୍ମ ଆଲାନଙ୍କ…

ବିଶ୍ୱର ସବୁଠୁ ମହଙ୍ଗା ଔଷଧ: ଦାମ୍‌ ରହିଛି

କୌଣସି ରୋଗର ଚିକିତ୍ସା ଔଷଧ ଦ୍ୱାରା କରାଯାଏ। ଅନେକ ଥର ଔଷଧ ଏତେ ମହଙ୍ଗା ହୋଇଥାଏ ଯେ ସାଧାରଣ ବ୍ୟକ୍ତିଟିଏ କିଣିବା ସହଜ ହୋଇ ନ ଥାଏ। ଦୁର୍ଲଭ ରୋଗ ହେଲେ ଏହାର ଚିକିତ୍ସା ମହଙ୍ଗା ହୋଇଥାଏ। ଏମିତି ଏକ ଦୁର୍ଲଭ…

ଗୋଟିଏ ସାକ୍ଷାତକାର ପାଇଁ ଏହି ମହିଳାଙ୍କୁ ୫୧ କୋଟି ଦେଲା ଟିଭି ଚ୍ୟାନେଲ

ବ୍ରିଟେନର ପ୍ରିନ୍ସ ହ୍ୟାରି ଏବଂ ତାଙ୍କ ସ୍ତ୍ରୀ ମେଘାନ ମର୍କେଲଙ୍କର ଏକ ଟିଭି ସାକ୍ଷାତକାର ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ସାକ୍ଷାତକାର ଆମେରିକାର ଟିଭି ଚ୍ୟାନେଲ ସିବିସିରେ ପ୍ରସାରିତ ହୋଇଛି। ଏହି ସାକ୍ଷାତକାରରେ ହ୍ୟାରି ଏବଂ ମେଘାନ…

ଦ୍ୱିତୀୟ ବିବାହ ପାଇଁ ଜିଦ୍‌: ୬୦ ବର୍ଷ ବୟସ୍କ ବ୍ୟକ୍ତି ୧୧ କେଭି ଖୁଣ୍ଟରେ ଚଢ଼ିଲେ

ଜୟପୁର,୧୦।୩: ରାଜସ୍ଥାନର ଧୋଲପୁର ଜିଲାର ଗନିମତରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସୋବରନ ସିଂ ନାମକ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି ଦ୍ୱିତୀୟ ବିବାହ ପାଇଁ ଜିଦ୍‌ କରି ପରିବାର ସଦସ୍ୟଙ୍କ ସହିତ ପାଟି ତୁଣ୍ଡ କରିଥିଲେ। ଶେଷରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri