ଫୁରସତ

ଖବର ପଢି କାନ୍ଦି ପକାଇଲେ ପ୍ରଥମ କିନ୍ନର ନ୍ୟୁଜ ଆଙ୍କର

ଢାକା,୯।୩: ବାଂଲାଦେଶର ପ୍ରଥମ କିନ୍ନର ନ୍ୟୁଜ ଆଙ୍କର ତଶ୍ନୁଭା ଆନନ ଶିଶିର ମହିଳା ଦିବସରେ ପ୍ରଥମଥର ନ୍ୟୁଜ୍‌ ପଢିଛନ୍ତି। ବୋଇଶାଖୀ ନ୍ୟୁଜ ଚ୍ୟାନେଲରେ ୩ ମିନିଟ୍‌ର ବୁଲେଟିନ୍‌ ପଢି ସାରିବା ପରେ ତଶ୍ନୁବାଙ୍କ ଆଖିରେ ଲୁହ ଆସିଯାଇଥିଲା। ତାଙ୍କ ସହକର୍ମୀମାନେ ତାଳି…

ନିଖୋଜ କୁମ୍ଭୀରଙ୍କୁ ଖୋଜିବା ପାଇଁ ଚିନ୍ତାରେ ସରକାର

ଦକ୍ଷିଣ ଆଫ୍ରିକାରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ମଣିଷଖିଆ କୁମ୍ଭୀରଙ୍କୁ ଧରିବା ପାଇଁ ଏକ ବଡ ଅଭିଯାନ ଆରମ୍ଭ କରାଯାଇଛି। ଆଫ୍ରିକାର କେପ୍‌ ଫାର୍ମରୁ ମଣିଷଙ୍କୁ ଖାଇଯାଉଥିବା କୁମ୍ଭୀର ଗତ କିଛିଦିନ ହେବ କୁଆଡେ ନିଖୋଜ ଅଛନ୍ତି। ଏହାକୁ ନେଇ…

ମାଲିକଠାରୁ ଅଧିକ ଚାଲାକ ମଇଁଷି, ଦେଖନ୍ତୁୁ କ’ଣ କଲା

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ବର୍ତ୍ତମାନ ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ଏକ ମଇଁଷି କିପରି ମାଲିକଠାରୁ ମଧ୍ୟ ଅଧିକ ଚାଲାକ…

ବିବାହ କଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ପୂର୍ବତନ ସ୍ତ୍ରୀ

ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ସ୍ତ୍ରୀ ମାକେଞ୍ଜି ସ୍କଟ ଜଣେ ଶିକ୍ଷକଙ୍କୁ ବିବାହ କରିଛନ୍ତି। ଆମେରିକାର ସିଏଟଲରେ ରହୁଥିବା ବିଜ୍ଞାନ ଶିକ୍ଷକ ଡନ ଜାଓ୍ବେଟଙ୍କୁ ନିଜ ଜୀବନସାଥୀ ଭାବେ ବାଛିଛନ୍ତି। ମ୍ୟାକେଞ୍ଜି ସ୍କଟ…

ଦୁର୍ଲଭ ବତକ ଦେଖି ଆଶ୍ଚର୍ଯ୍ୟ ହେଲେ ମୁଖ୍ୟମନ୍ତ୍ରୀ, ସୋସିଆଲ ମିଡିଆରେ ଶେୟାର କଲେ ଫଟୋ

ଇଟ୍ଟାନଗର,୮।୩: ଅରୁଣାଚଳ ପ୍ରଦେଶରେ ପଶ୍ଚିମ ୟୁରୋପ ଏବଂ ଯୁକ୍ତରାଷ୍ଟ୍ର ଆମେରିକାର ମାଣ୍ଡାରିନ ବତକ ଦେଖିବାକୁ ମିଳିଛି। ଏ ସମ୍ପର୍କରେ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ ଏକ ଭିଡିଓ ଶେୟାର କରି ସୂଚନା ଦେଇଛନ୍ତି। ନିଜେ ଏହି ବତକକୁ ଦେଖି ଆଶ୍ଚର୍ଯ୍ୟ…

ସାବଧାନ! ଭୁଲ୍‌ରେ ବି ଗୁଗଲ୍‌ରେ ଏସବୁ କରନ୍ତୁନି ସର୍ଚ୍ଚ, ହୋଇପାରେ ଜେଲ

ଗୁଗଲ୍‌ ଏମିତି ଏକ ପ୍ଲାଟର୍ଫମ ଯାହା ବିନା ଆଜିକାଲି ସମୟରେ ସବୁକିଛି ଅଧୁରା। ଯେକୌଣସି ବିଷୟରେ ଜାଣିବାକୁ ଚାହୁଁଥିଲେ ଲୋକେ ସଙ୍ଗେ ସଙ୍ଗେ ଗୁଗଲ୍‌ର ସହାୟତା ନେଉଛନ୍ତି। ମାତ୍ର ଆପଣ ଜାଣନ୍ତି କି ଏମିତି କିଛି ପ୍ରସଙ୍ଗ ରହିଛି ଯାହାକୁ ଆପଣ…

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳାଙ୍କୁ ଏହି ଉପହାର ଦେଲେ ନୀତା ଅମ୍ବାନୀ

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରିଲାଏନ୍ସ ଫାଉଣ୍ଡେସନର ଚେୟାରମ୍ୟାନ ନୀତା ଅମ୍ବାନୀ ମହିଳାମାନଙ୍କ ପାଇଁ ଏକ ଡିଜିଟାଲ ପ୍ଲାଟଫର୍ମ ‘ହର ସର୍କଲ’ ଆରମ୍ଭ କରିଛନ୍ତି। ଏଥିରେ ମହିଳାଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଉପଲବ୍ଧ ହେବ। ଏହି ଡିଜିଟାଲ ପ୍ଲାଟଫର୍ମକୁ…

ଅନ୍ତର୍ଜାତୀୟ ମହିଳା ଦିବସ

ମଣିଷ ଜାତିର ଅନ୍ୟତମ ପ୍ରମୁଖ ଅଙ୍ଗ ମହିଳା। ସେମାନଙ୍କୁ ସୁରକ୍ଷା ଓ ନ୍ୟାୟ ଦେବା ଆଜି ସାମାଜିକ ବ୍ୟବସ୍ଥା ପାଇଁ ଚ୍ୟାଲେଞ୍ଜ ବା ଆହ୍ବାନ ସୃଷ୍ଟି କରିଛି। ମହିଳା ସଶକ୍ତୀକରଣ ଦିଗରେ ବିଶ୍ୱବ୍ୟାପୀ ସରକାରୀ ଓ ବେସରକାରୀ ସ୍ତରରେ ବିଭିନ୍ନ ପଦକ୍ଷେପ…

ଏହି ଦେଶରେ ଚୁଇଗମ୍‌ ଖାଇଲେ ମିଳେ ଜେଲଦଣ୍ଡ

ଚୁଇଗମ୍‌ ଖାଇବା କାହାକୁ ବା ପସନ୍ଦ ନୁହେଁ। କିନ୍ତୁ ଏଭଳି ଏକ ଦେଶ ଅଛି, ଯେଉଁଠାରେ ଚୁଇଗମ୍‌ ଖାଇଲେ ମିଳେ ଜେଲଦଣ୍ଡ। ବିଶ୍ୱର ଅନ୍ୟତମ ସ୍ବଚ୍ଛ ଦେଶ ଭାବେ ଜଣାଯାଉଥିବା ସିଙ୍ଗାପୁରରେ ଚୁଇଗମ୍‌ ଉପରେ ପ୍ରତିବନ୍ଧକ ଲଗାଯାଇଛି। କେବଳ ଖାଇବା ଉପରେ…

ଆପଣ ଭୁଲିଯାଉଛନ୍ତି, ହେଲେ ଫିଟ୍‌ ରହିବାକୁ ବାଘ କରୁଛି ପୁଷ୍‌ଅପ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…

୪୦ ଟଙ୍କାର ଲଟେରି ଟିକେଟ ଏପରି ବଦଳାଇଦେଲା ଏହି ବ୍ୟକ୍ତିଙ୍କ ଭାଗ୍ୟ

ବେଳେବେଳେ ସାଧାରଣ ଜିନିଷଟିଏ ବି ମଣିଷର ଭାଗ୍ୟ ବଦଳାଇ ଦିଏ। ଏମିତି ଏକ ମାମଲା ସାମ୍ନାକୁ ଆସିଛି। ପଶ୍ଚିମବଙ୍ଗର ଜଣେ ବ୍ୟକ୍ତି କେରଳରେ ରହୁଥିବା ବେଳେ ୪୦ ଟଙ୍କାର ଗୋଟିଏ ଲଟେରି ଟିକେଟ କରିଥିଲେ। ଏହି ଲଟେରି ଟିକେଟ ଯୋଗୁ ସେ…

ଏହି ଦେଶରେ ରହିଛି ସୁନାର ପାହାଡ଼, ଆଣିବା ପାଇଁ ଲୋକଙ୍କ ଭିଡ଼

ମଧ୍ୟ ଆଫ୍ରିକାର କଙ୍ଗୋରେ ଏକ ନୂଆ ପାହାଡ଼ର ସନ୍ଧାନ ମିଳିଛି। ଯେଉଁଥିରେ ୬୦ରୁ ୯୦ ପ୍ରତିଶତ ଭାଗ ସୁନାରେ ଭରିରହିଛି। ଏକ ରିପୋର୍ଟ ଅନୁଯାୟୀ, ସ୍ଥାନୀୟ ଲୋକେ ଏବେ ପାହାଡ଼ ନିକଟରେ ପହଞ୍ଚି ସୁନା ବାହାର କରିବାରେ ଲାଗିଛି। ପାହାଡ଼ରୁ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?