ଖାକି ବଦଳରେ କୋଲକାତା ପୋଲିସ ପିନ୍ଧନ୍ତି ଧଳା ରଙ୍ଗର ପୋଷାକ, କାରଣ ଜାଣିଲେ…
ସାଧାରଣତଃ ଆମ ଦେଶରେ ପୋଲିସମାନେ ଖାକି ରଙ୍ଗର ପୋଷାକ ପିନ୍ଧିଥାନ୍ତି। ମାତ୍ର ଆପଣ ଜାଣନ୍ତି କି କେବଳ କୋଲକାତାର ପୋଲିସମାନେ ହିଁ ଧଳା ପୋଷାକ ପିନ୍ଧିଥାନ୍ତି। ଜାଣନ୍ତୁ କ’ଣ ରହିଛି ଏହାର କାରଣ… ଖାକି ଏବଂ ଧଳା ପୋଷାକ ଇଂରେଜମାନଙ୍କ ଅମଳରୁ…
ପ୍ରଥମ ଦରମା ବାବାଙ୍କ ହାତରେ ଦେଇଥିଲି: ପ୍ରତିଭା ବଳିୟାର ସିଂ
ଖୋର୍ଦ୍ଧା ଜିଲା ବାଣପୁର ନିକଟସ୍ଥ ସାଲୁଣୀ ଗାଁରେ ମୋ ଜନ୍ମ। ମାମା ସଚଳା ସୁନ୍ଦରୀ ବଳିୟାର ସିଂ ଓ ବାବା କୃଷ୍ଣଚନ୍ଦ୍ର ବଳିୟାର ସିଂଙ୍କର ୯ ପୁଅଝିଅ(୭ ଝିଅ ଓ ୨ ପୁଅ)ଙ୍କ ମଧ୍ୟରୁ ମୁଁ ହେଲି ୬ ନମ୍ବର। ମାମା…
ରୋମାଣ୍ଟିକ୍ ପ୍ଲାଣ୍ଟ
ପ୍ରେମର ଦିବସରେ ମନର ମଣିଷକୁ ଉପହାର ଦେବାକୁ ସମସ୍ତେ ଚାହାନ୍ତି । ଆଉ ସେହି ଉପହାର ଖାସ୍ ହେଉ ତାହା ବି ସମସ୍ତେ ଚାହାନ୍ତି । ସେଥିପାଇଁ ତ ଅନେକ ଟଙ୍କା ଖର୍ଚ୍ଚ କରି କିଣାଯାଏ ଦାମୀଦାମୀ ଉପହାର। ହେଲେ ବେଳେବେଳେ…
ଆଜିର ଦିନରେ ଅନ୍ୟପାଇଁ ଉଦାହରଣ ଏସବୁ ପ୍ରେମକାହାଣୀ: ଶୁଣିଲେ ଆଖି ହେବ ଓଦା, ଖୁସିରେ ଭରିବ…
ପ୍ରେମ ଶାଶ୍ୱତ, ସୁନ୍ଦର ଓ ପବିତ୍ର। ଏଥିରେ ଥାଏ ପରସ୍ପର ପ୍ରତି କେବଳ ନିଚ୍ଛକ ଭଲପାଇବା। ଆଉ ଏହି ଭଲପାଇବା ଦେଖେନାହିଁ ଜାତି, ଧର୍ମ କି ସୁନ୍ଦର ରୂପ ରଙ୍ଗ। କେବଳ ନିର୍ମଳ ମନଟିଏ ଆବଶ୍ୟକ ହୁଏ ଜଣଙ୍କର ହୃଦୟକୁ ଚିହ୍ନିବାକୁ…
ଅନେକ ଥର ପ୍ରେମରେ ପଡ଼ିଥିଲେ ବିଜୟ ମାଲ୍ୟା , ୩ ଜଣଙ୍କୁ କରିଛନ୍ତି ବିବାହ
ବିଜୟ ମାଲ୍ୟାଙ୍କୁ କିଏ ବା ନ ଜାଣେ। ଏକଦା ସମୟ ଥିଲା ସେ ଭାରତର ସବୁଠୁ ସଫଳ ଉଦ୍ୟୋଗୋପତି ଭାବରେ ଜଣାଶୁଣା ଥିଲେ। କିନ୍ତୁ ତାଙ୍କ ଜୀବନ ଅନେକ ଅଙ୍କାବଙ୍କା ରାସ୍ତା ଦେଇ ଗତି କରିଥିଲା। ୧୭ଟି ଭାରତୀୟ ବ୍ୟାଙ୍କରୁ ୯୦୦୦…
ରେଷ୍ଟୁରାଣ୍ଟରେ କାମ କରୁଥିବା ସୋନିଆଙ୍କୁ ଦେଖି ହୃଦୟ ଦେଇ ବସିଥିଲେ ରାଜୀବ, ଇଟାଲୀରେ ଏଭଳି ଆଗକୁ ବଢ଼ିଥିଲା କଥା…
ସୋନିଆ ଗାନ୍ଧୀ-ରାଜୀବଙ୍କ ପ୍ରେମକାହାଣୀ ଗାନ୍ଧୀ ପରିବାରର ଦ୍ୱିତୀୟ ତଥା ସବୁଠାରୁ ଚର୍ଚ୍ଚିତ ଲଭ୍ଷ୍ଟୋରୀ । ସୋନିଆଙ୍କୁ ପ୍ରଥମ ଦେଖାରେ ମନ ଦେଇଥିଲେ ରାଜୀବ। ଇଟାଲୀର ସାଧାରଣ ପରିବାରରୁ ଆସନ୍ତି ସୋନିଆ। ସେ କେମ୍ବ୍ରିଜ୍ ୟୁନିଭର୍ସିଟିରେ ପଢ଼ୁଥିଲେ। ଏହି ସମୟରେ ରାଜୀବଙ୍କ ସହ…
ମା’ଙ୍କ ଯତ୍ନ ନେଉଥିବା ବେଳେ ଝିଅ ଇନ୍ଦିରାଙ୍କ ପ୍ରେମରେ ପଡ଼ିଥିଲେ ଫିରୋଜ୍: ମହାତ୍ମା ଗାନ୍ଧୀଙ୍କ ହସ୍ତକ୍ଷେପ ପରେ ହୋଇଥିଲା…
ଭାରତୀୟ ରାଜନୀତିରେ ଇନ୍ଦିରା-ଫିରୋଜ ଗାନ୍ଧୀଙ୍କ ଲଭ୍ଷ୍ଟୋରୀ ବେଶ ଚର୍ଚ୍ଚିତ। ଉଭୟ ୧୯୩୦ରେ ପରସ୍ପରକୁ ଭେଟିଥିଲେ। ସ୍ବାଧୀନତା ସଂଗ୍ରାମ ସମୟରେ ଇନ୍ଦିରାଙ୍କ ମା’ କମଳା ନେହେରୁ ଏକ କଲେଜ ସମ୍ମୁଖରେ ଧାରଣା ଦେଉଥିବା ସମୟରେ ଚେତାଶୂନ୍ୟ ହୋଇଯାଇଥିଲେ। ଏହି ସମୟରେ ଫିରୋଜ ତାଙ୍କର…
ଭାଲେଣ୍ଟାଇନ ଡେ’ରେ ପତ୍ନୀଙ୍କୁ ଜୀବନର ମୂଲ୍ୟବାନ ଉପହାର ଦେଲେ ସ୍ୱାମୀ
ଅହମଦାବାଦ,୧୪ ।୨: ସାରା ବିଶ୍ୱ ଫେବୃୟାରୀ ୧୪କୁ ପ୍ରେମ ଦିବସ ବା ଭାଲେଣ୍ଟାଇନ ଡେ’ ଭାବେ ପାଳନ କରୁଛି । ଏହିଦିନ ପ୍ରେମିକାଙ୍କୁ ମୂଲ୍ୟବାନ ଉପହାର ଦେଇ ନିଜର ଭଲପାଇବାକୁ ବ୍ୟକ୍ତ କରୁଛନ୍ତି ପୁରୁଷ ସାଥୀ । ହେଲେ ଗୁଜରାଟର ଅହମଦାବାଦରେ…
ଥରେ ନୁହେଁ ଚାରି ଥର ପଡ଼ିଥିଲେ ପ୍ରେମରେ, ହେଲେ ଆଜି ବି ଅବିବାହିତ ରତନ ଟାଟା; କାରଣ ଜାଣିଲେ…
ଟାଟା ଗ୍ରୁପର ପୂର୍ବ ଅଧ୍ୟକ୍ଷ ରତନ ଟାଟା ବିବାହ କରିନାହାନ୍ତି। ହେଲେ ତାଙ୍କ ଜୀବନରେ କୌଣସି ଯୁବତୀ ଆସି ନାହାନ୍ତି ତାହା ଭାବିବା ଭୁଲ। ଥରେ କିମ୍ବା ଦୁଇଥର ନୁହେଁ ବରଂ ଚାରିଥର ସେ ପ୍ରେମରେ ପଡ଼ିଥିଲେ। ହେଲେ ସମୟ ଖରାପ…
ଭାଲେଣ୍ଟାଇନ୍ ଡେ’ରେ ଧୋକାବାଜ ପ୍ରେମିକଙ୍କ ଉପରେ ଏମିତି ପ୍ରତିଶୋଧ ନେଲେ ପ୍ରେମିକା
ବାସ୍ତବରେ ହୃଦୟ ଭାଙ୍ଗିବା ଭାରି ଯନ୍ତ୍ରଣାଦାୟକ। ହୃଦୟ ଥରେ ଭାଙ୍ଗିଲେ ଆଉ ଯୋଡ଼ି ହୁଏନା। ଏଥିପାଇଁ ତ ବେଳେବେଳେ ନାନା ଅଘଟଣ ଘଟୁଛି। ସମ୍ପର୍କ ଭାଙ୍ଗିବା ପରେ ପ୍ରେମିକା ହୁଅନ୍ତୁ କି ପ୍ରେମିକ ପ୍ରତିଶୋଧ ପରାୟଣ ହୋଇଉଠନ୍ତି। ଏପରିକି ଯେଉଁ ସାଥୀଙ୍କୁ…
ଟ୍ରେନ୍ ତଳେ ବସି ଡେଟିଂ କୁଥିଲେ ଯୁବତୀ ଯୁବକ, ଆଉ ତା’ ପରେ
ଆଜିକାଲି ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଫଟୋ ସୋସିଆଲ ମିଡିଆରେ…
କାହିଁକି ପାଳନ ହୁଏ ପ୍ରେମ ଦିବସ
ପ୍ରେମ ଶାଶ୍ୱତ ଚିରନ୍ତନ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ ଫେବୃୟାରୀ ୧୪ରେ ପାଳନ କରାଯାଇଥାଏ ଭାଲେଣ୍ଟାଇନ୍ ଡେ’ବା ପ୍ରେମ ଦିବସ। ବିଶେଷକରି ଯୁବପିଢ଼ି ଏହି ଦିନଟିକୁ ବେଶ୍ ଉତ୍ସାହର ସହ ପାଳନ କରିଥାନ୍ତି। ଫେବୃୟାରୀ ୭ ଅର୍ଥାତ୍ ରୋଜ୍ ଡେ’ରୁ ପ୍ରେମ…

