ଓଃ କି ଶୀତ, ଶେଷରେ ଏକାଠି ବସି ନିଆଁ ପୋଇଁହେଲେ ଏମାନେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ...
ଏହି ଦେଶକୁ ଗଲେ ଚାଲିଯିବ ଜୀବନ
ଗ୍ଲୋବାଲ ୱାର୍ମିଂ ବ୍ୟତୀତ ବାୟୁ ପ୍ରଦୂଷଣ ମଧ୍ୟ ବର୍ତ୍ତମାନର ଯୁଗ ପାଇଁ ଏକ ପ୍ରମୁଖ ସମସ୍ୟା ପାଲଟିଛି। ଦେଶର ରାଜଧାନୀ ଦିଲ୍ଲୀକୁ ପ୍ରାୟତଃ ଏହି ସମସ୍ୟାର ସାମ୍ନା କରିବାକୁ ପଡୁଛି। ତେବେ ଭାରତର ଅନେକ ସ୍ଥାନ ବ୍ୟତୀତ ବାଂଲାଦେଶ ଏବଂ...
ଆମେରିକା ପାରାକୁ ମାରିବାକୁ ଚାହୁଁଛି ଅଷ୍ଟ୍ରେଲିଆ, କାରଣ…
ଅଷ୍ଟ୍ରେଲିଆ ସରକାର ଆମେରିକାରୁ ଆସିଥିବା ଏକ ଧଳାରଙ୍ଗର ପାରାକୁ ମାରିବା ପାଇଁ ଚେଷ୍ଟା ଚଳାଇଛି। ଫଳରେ ଏହି ପାରାର ଜୀବନ ଏବେ ବିପଦରେ। ଅଷ୍ଟ୍ରେଲିଆ ସରକାରଙ୍କ ମତରେ ଏହି ପାରା ଆସିଥିବାରୁ ନାନା ରୋଗ ହେବ। ପାରାଟି ଆମେରିକାରୁ ୧୩...
ଖାଇବା ପରିବର୍ତ୍ତେ ଛତୁ ରସର ଇଞ୍ଜେକ୍ସନ ନେଲେ ଯୁବକ, ପରେ ଯାହା ଘଟିଲା…
ଜଣେ ୩୦ ବର୍ଷୀୟ ଯୁବକ ଛତୁରୁ ରସ ବାହାର କରି ମଜାରେ ନିଜ ଶରୀରରେ ଇଞ୍ଜେକ୍ସନ ଦେଇଦେଲେ। ଏହା କିଛି ସମୟରେ ତାଙ୍କ ଶରୀରରେ ଛତୁଗଛ ଉଠିବାରେ ଲାଗିଲା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ। ଏପରି ଅଜବ ଘଟଣା...
ଚାଇନା ତିଆରି କରୁଛି ଏମିତି ଟେଲିସ୍କୋପ, ଯାହା ଦେବ ଏଲିଅନ୍ଙ୍କ ବିଷୟରେ ଖବର
ବେଜିଂ,୧୫।୧: ମହାକାଶରେ ଏଲିଅନ୍, ଏଷ୍ଟରୟେଡ୍ସ ଏବଂ ମେଟିୟୋର୍ସ ଖବର ଦେବା ପାଇଁ ଥିବା ଆର୍ସିବୋ ଟେଲିସ୍କୋପ ଭାଙ୍ଗିଯିବା ପରେ ଚାଇନା ବିଶ୍ୱ ପାଇଁ ନୂଆ ଟେଲିସ୍କୋପ ତିଆରି କରୁଛି। ଚାଇନାର ବଡ଼ ଟେଲିସ୍କୋପ ଦୁନିଆର ସବୁଠୁ ବଡ଼। ନ୍ୟାଶନାଲ ଆଷ୍ଟ୍ରୋନମିକାଲ...
ପିକ୍ନିକ୍ ସ୍ପଟ୍: ପୁଞ୍ଜିସିଲ
ବଣ ପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି କୋରାପୁଟ ଜିଲା। ଏଠାରେ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ପୁଞ୍ଜିସିଲ ଅନ୍ୟତମ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥାଏ ଜିଲାର ବିଭିନ୍ନ ଝରଣାର କୁଳୁକୁଳୁ ସ୍ବର। ପାହାଡ଼ ଉପରୁ ପ୍ରବାହିତ...
୧୫୭ ଥର ଡ୍ରାଇଭିଂ ଟେଷ୍ଟରେ ଫେଲ୍ ହେଲେ ବ୍ୟକ୍ତି, ଆଉ ତା’ ପରେ …
ଡ୍ରାଇଭିଂ ଟେଷ୍ଟରେ ଜଣେ ବ୍ୟକ୍ତି ଥରେ, ଦୁଇ ଥର କିମ୍ବା ଅତି ବେଶିରେ ଦଶ ଥର ଫେଲ୍ ହୋଇଥାନ୍ତି। ମାତ୍ର ଇଂଲଣ୍ଡରେ ରହୁଥିବା ଜଣେ ବ୍ୟକ୍ତି ୧୫୭ ଥର ଫେଲ୍ ହୋଇଥିଲେ। ଏହା ସତ୍ତ୍ୱେ ମଧ୍ୟ ସେ ହାର ମାନି...
ସ୍ବାମୀ ଜୀବିତ ଥିଲେ ମଧ୍ୟ ବିଧବାଙ୍କ ଭଳି ଜୀବନ ଜିଅନ୍ତି ଏହି ସମ୍ପ୍ରଦାୟର ମହିଳା, କାରଣ ଜାଣିଲେ…
ଭାରତ ବିବିଧତାରେ ପରିପୂର୍ଣ୍ଣ ଦେଶ। ଏଠାରେ ବିଭିନ୍ନ ଧାର୍ମିକ ପରମ୍ପରା, ରୀତିନୀତି ଦେଖିବାକୁ ମିଳିଥାଏ। ସେଥିରୁ କିଛି ପରମ୍ପରା ବେଶ୍ ଅଜବ। ହେଲେ ପୁରାତନ କାଳରୁ ଚାଲି ଆସୁଥିବାରୁ ଏହାର ମାନ୍ୟତା ଆଜି ବି ରହିଛି। ସେଭଳି ଗୋଟିଏ ହେଲା...
ଅନ୍ଲାଇନ୍ ପ୍ରେମିକାଙ୍କୁ ଜନ୍ମଦିନରେ ସର୍ପ୍ରାଇଜ୍ ଦେବାକୁ ଯାଇ ୨୦୦୦ କିମି ଦୂରରୁ ଧାଇଁ ଆସିଥିଲେ ପ୍ରେମିକ, ବାନ୍ଧିନେଲା ପୋଲିସ..
ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ରେମରେ ଆଜିକାଲିର ଯୁବପୀଢ଼ି। ଏଣୁ ଅନେକ ପ୍ରେମକାହାଣୀ ଏଠାରେ ହିଁ ଗଢ଼ି ଉଠୁଛି। ହେଲେ ବାଙ୍ଗାଲୋରର ଜଣେ ଯୁବକଙ୍କୁ ଅନ୍ଲାଇନ୍ରେ ପ୍ରେମ କରିବା ମହଙ୍ଗା ପଡ଼ିଛି। ୨୦୦୦ କିମି ରାସ୍ତା ଅତିକ୍ରାନ୍ତ କରି ଯୁବକଜଣଙ୍କ ପ୍ରେମିକାଙ୍କୁ...
୨୭ ବର୍ଷୀୟା ଛାତ୍ରୀଙ୍କ ପ୍ରେମରେ ୫୪ ବର୍ଷୀୟ ପ୍ରଫେସର
କଥାରେ ଅଛି ପ୍ରେମ ସ୍ଥାନ, କାଳ ପାତ୍ର କିଛି ମାନେନା। ପ୍ରେମ ଦେଖେନା ବୟସ କି ଜାତି ନୀତି। ଠିକ୍ ଏମିତି ଏକ ଘଟଣା ଘଟିଛି ଜର୍ମାନୀର ଜଣେ ମନୋବିଜ୍ଞାନ ଛାତ୍ରୀଙ୍କ କ୍ଷେତ୍ରରେ। ଛାତ୍ରୀ ଜଣଙ୍କ ୟୁଟ୍ୟୁବ୍ରେ ପ୍ରଫେସରଙ୍କ ଭିଡିଓ...
୨୦ ମାସର ଶିଶୁ ୫ ଜଣଙ୍କ ଜୀବନ ରକ୍ଷା କଲେ
ନୂଆଦିଲ୍ଲୀ,୧୪।୧: କୁହାଯାଏ ଖୁସି ବାଣ୍ଟିଲେ ବଢ଼ିଥାଏ। ଏଭଳି କାର୍ଯ୍ୟ ଜଣେ ୨୦ ମାସର ଶିଶୁ କରିଛନ୍ତି। ସେ ୫ ଜଣ ଲୋକଙ୍କ ଜୀବନ ରକ୍ଷା କରିଛନ୍ତି। ଅଙ୍ଗଦାନ କରି ସେ ଏଭଳି ମହାନ୍ କାର୍ଯ୍ୟ କରିପାରିଛନ୍ତି। ଏହାଦ୍ୱାରା ସେ ସର୍ବ...
ରାମସେତୁ ନିର୍ମାଣର ରହସ୍ୟ ଜଣାପଡ଼ିବ
ନୂଆଦିଲ୍ଲୀ,୧୪।୧: ରାମସେତୁର ନିର୍ମାଣର ରହସ୍ୟ ସମ୍ପର୍କରେ ଏବେ ଜଣାପଡ଼ିବ। ଏହା କେବେ ନିର୍ମିତ ହୋଇଥିଲା ଏବଂ ଏହା ସହିତ ଜଡ଼ିତ ରହିଥିବା ଅନ୍ୟ ତଥ୍ୟ ସମ୍ପର୍କରେ ଜାଣିବା ପାଇଁ ଅଣ୍ଡର ଓ୍ବାଟର ରିସର୍ଚ୍ଚ ପ୍ରୋଜେକ୍ଟ ଚଳିତ ବର୍ଷ ଆରମ୍ଭ ହେବାକୁ...
Archives


