ଫୁରସତ

ଉଚ୍ଚଶିକ୍ଷା ପାଇଁ ବାଳିକା କରନ୍ତି ଏପରି…

ଯୁବବର୍ଗଙ୍କୁ ଗୁଣବତ୍ତାଯୁକ୍ତ ଶିକ୍ଷା ଯୋଗାଇ ଦେବା ପାଇଁ ପୃଥିବୀର ବିଭିନ୍ନ ଦେଶର ସରକାର ନାନା ଶିକ୍ଷାନୀତିର ପ୍ରଣୟନ କରିଥାନ୍ତି। ତେବେ କେତେକ ଗରିବ ଦେଶରେ ଅଭିଭାବକ ଶିକ୍ଷା ଲାଗି ହେଉଥିବା ଖର୍ଚ୍ଚ ବହନ କରିପାରି ନ ଥାନ୍ତି। ଫଳରେ ପରିବାରରେ ପିଲାମାନେ…

୩୦ବର୍ଷ ହେଲା ସାପ ବିଷକୁ ଶରୀରକୁ ପ୍ରବେଶ କରାଉଛନ୍ତି ଏହି ବ୍ୟକ୍ତି

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସମ୍ପୂର୍ଣ୍ଣ ସତ। ରକ୍‌ ସିଙ୍ଗର୍‌ ଷ୍ଟିଭ୍‌ ଲୁଡ୍‌ୱିନ୍‌ ବିଷାକ୍ତ ସାପ ବିଷକୁ ଶରୀରରେ ପ୍ରବେଶ କରାଇ ମଧ୍ୟ ଜୀବିତ ଅଛନ୍ତି। ଆଜିକୁ ୩୦ବର୍ଷ ହେବ ସେ ଏହି କାର୍ଯ୍ୟରେ ଲିପ୍ତ। କିନ୍ତୁ ଆଶ୍ଚର୍ଯ୍ୟ,…

ପାରା ସହାୟତାରେ ପ୍ରେମିକାଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରେମିକ: ପରେ ଘଟିଲା…

ନିଜ ପ୍ରେମକୁ ପ୍ରକାଶ କରିବା ପାଇଁ ଯୁବତୀ, ଯୁବକ ବିଭିନ୍ନ ପ୍ରକାରର ପଦ୍ଧତି ଆପଣାଇଥାନ୍ତି। ଏହିପରି ଅଷ୍ଟ୍ରେଲିଆର ଜଣେ ପ୍ରେମିକ ନିଜ ପ୍ରେମିକାକୁ ବିବାହ ପ୍ରସ୍ତାବ ଦେବା ପାଇଁ ଏକ ପାରାର ସହାୟତା ନେଇଛନ୍ତି। ଯାହାକି ଏବି ଚର୍ଚ୍ଚାର ବିଷୟ ପାଲଟିଛି।…

ଡିଏସ୍‌ପି ଝିଅଙ୍କୁ ଇନ୍ସପେକ୍ଟର ବାପାଙ୍କ ସାଲ୍ୟୁଟ୍‌

ତିରୁପତି, ୫ା୧: ପୋଲିସର ଏକ ବୈଠକରେ ନିଜ ଡିଏସ୍‌ପି ଝିଅକୁ ଦେଖି ସଙ୍ଗେ ସଙ୍ଗେ ଛିଡ଼ା ହୋଇଯାଇଥିଲେ ଇନ୍ସପେକ୍ଟର ବାପା। ଉଚ୍ଚ ର଼୍ୟାଙ୍କ ଅଧିକାରୀ ହୋଇଥିବାରୁ ତାଙ୍କୁ ସମସ୍ତଙ୍କ ଉପସ୍ଥିତିରେ ମାଡାମ୍‌ ସମ୍ବୋଧିତ କରିବା ସହ ପ୍ରୋଟକଲ ଅନୁସାରେ ସାଲ୍ୟୁଟ ମାରିବା…

ସ୍ତ୍ରୀ ହେଲେ ଗର୍ଭବତୀ ସ୍ବାମୀ କରନ୍ତି ବିବାହ…

ଦେଶରେ ପୁରୁଷ ବହୁ ବିବାହ ନେଇ ନାନା ଆଲୋଚନା ଜାରି ରହିଛି। ତେବେ ରାଜସ୍ଥାନରେ ବାଡ଼ମେର ଜିଲାରେ ଦ୍ୱିତୀୟ ବିବାହ କରିବା ଏକ ପରମ୍ପରା ଭାବେ କେଉଁ ପୁରୁଣା କାଳରୁ ଚଳି ଆସୁଛି। ଏଠାରେ ଶାଶୁଘରକୁ ବୋହୂ ହୋଇ ଯାଉଥିବା କନିଆ…

ଡ୍ରଗସ୍‌ଠାରୁ ବି ଅଧିକ ନିଶା ଥାଏ ପ୍ରେମରେ…

ପ୍ରେମରେ ଡ୍ରଗସ୍‌ଠାରୁ ଶହେଗୁଣା ଅଧିକ ନିଶା ଥାଏ। ଏହା ଥରେ ମୁଣ୍ଡରେ ପଶିଲେ ପ୍ରେମିକା ପ୍ରେମିକ ଦୁନିଆର ସବୁକିଛି ଭୁଲି ଯାଆନ୍ତି। ଏନେଇ କାର୍ଲିଫର୍ନିଆ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟର ଗବେଷକମାନେ ସେମାନଙ୍କର ଗବେଷଣା ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ପ୍ରେମ ଭାବନା ଜାଗ୍ରତ କରିବା…

ଏହାକୁ ଦେଖି ଡରିଗଲେ ୩ ସିଂହ: ଚକମା ଦେଖାଇ ଖସିଗଲା

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ…

ଶିଶୁ ଜନ୍ମ ହେବା ପରେ ଛୁଇଁବା ମନା

ଶିଶୁଟିଏ ଜନ୍ମ ହେଲେ ପରିବାରରେ ଆନନ୍ଦର ଲହରୀ ଖେଳିଯାଏ। ମାତ୍ର ବିଭିନ୍ନ ସମ୍ପ୍ରଦାୟରେ ଏହି ବିଶେଷ ଉତ୍ସବ ପାଳନର ଭିନ୍ନ ନିୟମ ରହିଛି। ବିଶ୍ୱର ଅନେକ ସମ୍ପ୍ରଦାୟରେ, ଶିଶୁ ଜନ୍ମ ହେବା ସମୟରେ ବିଭିନ୍ନ ପ୍ରକାର ରୀତିନୀତି କରାଯାଏ।  ଜାଣି ଆଶ୍ଚର୍ଯ୍ୟ…

୧୦୦ ରୋଗୀଙ୍କୁ ବିଷ ଇଞ୍ଜେକ୍‌ସନ ଦେଇ ମାରିଛନ୍ତି ଏହି ନର୍ସ, କାରଣ ଜାଣିଲେ…

ସାଧାରଣତଃ ହସ୍ପିଟାଲରେ ଥିବା ନର୍ସମାନେ ରୋଗୀଙ୍କ ସେବା କରିଥାନ୍ତି। ରୋଗୀ କିପରି ସୁସ୍ଥ ହେବେ ନିଜ ଜୀବନକୁ ବାଜି ଲଗାଇ ରାତିଦିନ ଏକକରି ରୋଗୀଙ୍କ ସେବାରେ ଲାଗିଥାନ୍ତି। ମାତ୍ର ନର୍ସ ଯେ ରୋଗୀଙ୍କ ମୃତ୍ୟୁର କାରଣ ପାଲଟନ୍ତି ଏହା ଶୁଣିଲେ ଆଶ୍ଚର୍ଯ୍ୟ…

ସ୍ବପ୍ନକୁ ବି କରିହେବ ହ୍ୟାକ୍‌

ଓ୍ବାଶିଂଟନ,୪।୧: ସ୍ବପ୍ନ ମଣିଷର ନିୟନ୍ତ୍ରଣ ବାହାରେ ରହିଥାଏ। ତେବେ ଏହାକୁ ନିୟନ୍ତ୍ରଣ କରିବା ଏବେ ସମ୍ଭବ ହେବ। ମଣିଷ ନିଜ ପସନ୍ଦ ଅନୁସାରେ ଏବେ ସ୍ବପ୍ନ ଦେଖି ପାରିବ। ଏନେଇ ଏକ ଡିଭାଇସ୍‌ ପ୍ରସ୍ତୁତ କରାଯାଉଛି। ଏହାର ବ୍ୟବହାର ଦ୍ୱାରା ମଣିଷର…

ଦିନକୁ ୧୧୫ ସିଙ୍ଗଡ଼ା, ୧୨ ଲିଟର କୋଲ୍ଡଡ୍ରିଙ୍କସ୍‌ ପିଉଥିଲେ ଏହି ବ୍ୟକ୍ତି, ଶେଷରେ ଘଟିଲା ଏମିତି …

ଆଜିର ସମୟରେ ମେଦବହୁଳତା ଲୋକଙ୍କ ପାଇଁ ବଡ଼ ସମସ୍ୟା ହୋଇଗଲାଣି। ଅନେକ ଲୋକ ମେଦବହୁଳତା ଯୋଗୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କିଛି ଲୋକ ଏହି କାରଣରୁ ପ୍ରସିଦ୍ଧ ମଧ୍ୟ ହୋଇଯାଇଛନ୍ତି। ସେହିପରି ଜଣେ ବ୍ୟକ୍ତି ହେଲେ ବ୍ରିଟେନରେ ରହୁଥିବା ୫୨ ବର୍ଷୀୟ…

ହାତୀ ପିଠିରେ ଲାଗିଛି ଆଘାତ, ଚିକିତ୍ସା କରୁଛି ଆଉ ଏକ ହାତୀ

ଆଜିକାଲି ସୋସିଆଲ ମିଡିଆରେ ଏକ ମଜାଳିଆ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ବନ୍ୟପ୍ରାଣୀ କର୍ମଚାରୀମାନେ ଏକ ଆହତ ହାତୀକୁ କିପରି ନିଆରା ଢଙ୍ଗରେ ଚିକିତ୍ସା କରୁଛନ୍ତି ତାହା ଦେଖିବାକୁ ମିଳିଛି। ଏକ ହାତୀରେ ପିଠିରେ ଆଘାତ ଲାଗିଛି। ଅନ୍ୟ ହାତୀମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri