ଫୁରସତ

ନା ଫଳ ନା ପରିବା

ଝୁଡିରେ ରଖାଯାଇଥିବା ତାଜା କମଳା ହେଉ କି ସଦ୍ୟ ଖୋଳା ହୋଇ ଅଣାଯାଇଥିବା ଆଳୁର ଏହି ଫଟୋ ଦେଖି ଭାରି ଇଚ୍ଛା ହେଉଥିବ ଏମିତି ତାଜା ଫଳ ଓ ପନିପରିବା ମିଳନ୍ତା କି! କିନ୍ତୁ ଜାଣି ରଖନ୍ତୁ ଏସବୁ ସତସତିକା ନୁହେଁ।…

ମହାକାଶରେ ମୂଳା ଚାଷ

ଟେକ୍ନୋଲୋଜିରେ ଆଜିକାଲି ଅବିଶ୍ୱସନୀୟ ବିକାଶ ଘଟିଲାଣି। ପୂର୍ବରୁ କୁହାଯାଉଥିଲା ମହାକାଶରେ ପନିପରିବା ହୋଇପାରିବ ନାହିଁ। କିନ୍ତୁ ଏବେ ଏହା ସମ୍ଭବ ବୋଲି ଜଣାପଡିଛି। ନାସାର ମହାକାଶଚାରୀ ଓ ଫ୍ଲାଇଟ ଇଞ୍ଜିନିୟର କେଟ୍‌ ରୁବିନ୍ସ ମହାକାଶରେ ମୂଳା ଗଛ ଲଗାଇବାରେ ସଫଳ ହୋଇଛନ୍ତି।…

ଗୋଟିଏ ନିଃଶ୍ୱାସରେ ୬୬୨ ଫୁଟ ଗଭୀର ପାଣିରେ ପହଁରିଲେ ଯୁବକ

ଡେନମାର୍କର ଜଣେ ସନ୍ତରଣକାରୀ କେବଳ ଗୋଟିଏ ନିଶ୍ୱାସରେ ୬୬୨ ଫୁଟ ୮.୭ ଇଞ୍ଚ ପାଣିରେ ପହଁରି ଗିନିଜ ୱାଲର୍‌ଡ ରେକର୍ଡ କରିଛନ୍ତି। ଷ୍ଟିଗ ନାମକ ଏହି ସନ୍ତରଣକାରୀ ପାଣିରେ ରେକର୍ଡ ଭାଙ୍ଗୁଥିବା ଦୂରତାକୁ ପହଁରିବା ପାଇଁ ମାତ୍ର ଗୋଟିଏ ନିଶ୍ୱାସ ନେଇଥିଲେ।…

ପଟଚିତ୍ରରେ ପଟୀୟସୀ

ପଟଚିତ୍ର, ଟସର ଏବଂ ତାଳପତ୍ର ଖୋଦେଇ ଚିତ୍ର ତଥା ଫ୍ରେସ୍କୋ ଚିତ୍ରକଳା କ୍ଷେତ୍ରରେ ନିଜର ଦକ୍ଷତା ଓ ଚମକ ଦେଖେଇ ପାରିଥିବା ଜଣେ ଚିତ୍ରଶିଳ୍ପୀ ହେଲେ ବବିତା ସାହୁ। ତାଙ୍କର ଚିତ୍ରଗୁଡିକୁ ଦେଖିଲେ ଦେଖଣାହାରୀ ତଟସ୍ଥ ହେବାକୁ ବାଧ୍ୟ ହୁଏ। ସମନ୍ବୟ…

ମନୁଷ୍ୟ ଦୁଃଖ ପାଏ କାହିଁକି

ଏହାର ସମାଧାନ କିଏ କେତେ ପ୍ରକାର ଦେଲେ ବି ଉତ୍ତର କିନ୍ତୁ ଗୋଟିଏ l ଶାସ୍ତ୍ର, ପୁରାଣ ଓ ସାଧୁସନ୍ଥମାନଙ୍କ ମତରେ ମନୁଷ୍ୟ ନିଜ କର୍ମ ଫଳରୁ ହିଁ ଦୁଃଖ ପାଏ l ଜଣେ ଯଦି ଭଲ କାମ କରେ ତେବେ…

ବିବାହ ବାର୍ଷିକୀରେ ସ୍ତ୍ରୀଙ୍କ ପାଇଁ ଜହ୍ନରେ ଜାଗା କିଣିଲେ ଧର୍ମେନ୍ଦ୍ର

ସାଧାରଣତଃ ଯେଉଁମାନେ ପ୍ରେମରେ ପଡ଼ନ୍ତି ସେମାନେ ଅନେକ ସ୍ବପ୍ନ ଦେଖିଥାନ୍ତି। ଏପରିକି ପ୍ରେମିକଟିଏ ପ୍ରେମିକାଙ୍କ ପାଇଁ ଜହ୍ନରେ ଜାଗା କିଣିଦେବା କିମ୍ବା ତାରାଫୁଲରେ ଘର ସଜାଇବାକୁ ପ୍ରତିଶ୍ରୁତି ବି ଦେଇଥାନ୍ତି। ଏକଥା ଆମେ ଗୀତ ବା ଗପରେ ଶୁଣିଥିଲେ। ମାତ୍ର ବାସ୍ତବରେ…

ପ୍ରଥମ ରୋଜଗାର ଟଙ୍କା ମା’ଙ୍କୁ ଦେଇଥିଲି: ଅଭିନେତ୍ରୀ ନମ୍ରତା ସିଂଦେଓ

ନୟାଗଡ଼ ଜିଲା ରାଜ-ରଣପୁର ରାଜପରିବାରର ମୁଁ ହେଉଛି ଜଣେ ଝିଅ। ବାପା ରବିନ୍ଦ୍ର କୁମାର ସିଂଦେଓ ଓ ମାମା’(ମା’) କାଦମ୍ବିନୀ ଦାଶ। ଚାକିରି କ୍ଷେତ୍ରରେ ବାପା, ମାମା’ଙ୍କର ବଦଳି ଯୋଗୁଁ ମୋର ସ୍କୁଲ୍‌ ପାଠପଢା ବିଭିନ୍ନ ସ୍ଥାନରେ ହୋଇଥିଲା। ଶେଷରେ ଢେଙ୍କାନାଳ…

ବଦଳୁଛି ସମୟ: ବଢୁଛି ଇଣ୍ଡୋରପ୍ଲାଣ୍ଟ

ପରିବେଶ ପରିସ୍ଥିତି ଏବେ ମଣିଷକୁ ବଦଳେଇ ଦେଇଛି। ମଣିଷ ଭିତରେ ଆସିଛି ପରିବର୍ତ୍ତନ, ଯାହାକୁ ନିହାତି ଭାବରେ ସକାରାତ୍ମକ କୁହାଯାଇପାରେ। କାରଣ ଗଛ କାଟୁଥିବା ମଣିଷ ଏବେ ଶୁଦ୍ଧବାୟୁଟିକେ ପାଇବା ପାଇଁ ପୁଣିଥରେ ଆରମ୍ଭ କରିଛି ଗଛ ଲଗାଇବା। ତେବେ ମାଳମାଳ…

ସାନ୍ତାଙ୍କଠାରୁ ଉପହାର ଗ୍ରହଣ କରିବା ପଡିଲା ମହଙ୍ଗା ୧୫୭ ଜଣ କରୋନାରେ ପୀଡ଼ିତ!

ବ୍ରସେଲସ,୨୭ ।୧୨: ଖ୍ରୀଷ୍ଟମାସରେ ସାନ୍ତା କ୍ଲଜଙ୍କଠାରୁ ଉପହାର ଗ୍ରହଣ କରିବାର ପରମ୍ପରା ରହିଛି । ହେଲେ ଚଳିତ ବର୍ଷ ଜଣେ କରୋନା ସଂକ୍ରମିତ ସାନ୍ତାଙ୍କଠାରୁ ଉପହାର ଗ୍ରହଣ କରିବା ମହାଙ୍ଗା ପଡିଛି । ବେଲଜିୟମର ଏକ କେୟାର ହୋମରେ ଜଣେ ସାନ୍ତା…

କୋରିଆର କୃତ୍ରିମ ସୂର୍ଯ୍ୟ

ସିଓଲ: ସକଳ ଶକ୍ତିର ଆଧାର ସୂର୍ଯ୍ୟଙ୍କ ଅକ୍ଷୟ ଊର୍ଜା ସବୁ ସମୟରେ ଓ ସବୁ ସ୍ଥାନରେ ବ୍ୟବହାରଯୋଗ୍ୟ ହୋଇପାରୁ ନ ଥିବାରୁ କୃତ୍ରିମ ସୂର୍ଯ୍ୟ ତିଆରି ପାଇଁ ଗବେଷଣା ଜାରି ରହିଛି। ପୃଥିବୀ ଭିତରେ ମନୁଷ୍ୟକୃତ ଉପାୟରେ ବିଶାଳ ମାତ୍ରାରେ ଊର୍ଜା…

୨୦୦୦ ବର୍ଷ ପୁରାତନ ଜଳଖିଆ ଦୋକାନର ମିଳିଲା ସନ୍ଧାନ

ରୋମ୍‌,୨୭।୧୨: ଇଟାଲୀରେ ୨୦୦୦ ବର୍ଷ ପୁରାତନ ଏକ ଜଳଖିଆ ଦୋକାନର ସନ୍ଧାନ ମିଳିଛି। ଆଗ୍ନେୟଗରି ଉଦ୍‌ଗୀରଣରେ ଜଳଖିଆ ଦୋକାନଟି ଉତ୍ତପ୍ତ ତରଳ ଲାଭା ତଳେ ପୋତି ହୋଇ ଯାଇଥିଲା। ଏହାକୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଉଦ୍ଧାର କରିଛନ୍ତି। ଜଳଖିଆ ଦୋକାନରେ ଲୋକଙ୍କ ପାଇଁ ମୁଖ୍ୟତଃ…

ଏହି ଦେଶରେ ଛାତ୍ରୀଛାତ୍ରଙ୍କ ଅନ୍ତଃବସ୍ତ୍ରର ରଙ୍ଗ ବି ସ୍ଥିର କରିଥାଏ ବିଦ୍ୟାଳୟ, ଜାଣନ୍ତୁ ଏଠାରେ ଆହୁରି ରହିଛି ଅଜବ ନିୟମ

ଟୋକିଓ,୨୬ା୧୨: ଜାପାନର କିଛି ବିଦ୍ୟାଳୟରେ ଛାତ୍ରୀଛାତ୍ର ପିନ୍ଧୁଥିବା ଡ୍ରେସଠାରୁ ଆରମ୍ଭ କରି ବ୍ୟାଗ୍‌, ଜୋତା ଏପରିକି ଅନ୍ତଃବସ୍ତ୍ରର ରଙ୍ଗ ମଧ୍ୟ ଉକ୍ତ ବିଦ୍ୟାଳୟଗୁଡ଼ିକ ସ୍ଥିର କରିଥା’ନ୍ତି। ଏହି ଅଜବ ନିୟମ ପାଇଁ ଜାପାନ ସମଗ୍ର ବିଶ୍ୱରେ ଚର୍ଚ୍ଚିତ। ଖାଲି ଏତିକି ନୁହେଁ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri