ଲକ୍ଡ଼ାଉନ୍ ଶିଖାଇ ଦେଲା ଦାମ୍ପତ୍ୟ ଜୀବନର ଗୁରୁତ୍ୱ: ଛାଡ଼ପତ୍ର ମାମଲା ପ୍ରତ୍ୟାହାର କଲେ ସ୍ତ୍ରୀ
ଭୋପାଳ,୧।୧୨: ଦାମ୍ପତ୍ୟ ଜୀବନରେ କେତେକ ଭୁଲ ବୁଝାମଣା ଏବଂ ସନ୍ଦେହରୁ ଝଡ଼ ଦେଖାଦେଇଥାଏ। ମଧ୍ୟପ୍ରଦେଶରେ ଏଭଳି ଏକ ଘଟଣାରେ ଜଣେ ସ୍ତ୍ରୀ ନିଜ ଭାଇ, ଭାଉଜ ଏବଂ ପରିବାର ସଦସ୍ୟଙ୍କ କଥାରେ ପଡ଼ି ସ୍ବାମୀଙ୍କ ବିରୋଧରେ ଛାଡ଼ପତ୍ର ମାମଲା ରୁଜୁ କରିଥିଲେ।…
ବିଶ୍ୱର ପ୍ରଥମ ଏଡ୍ସ ଆକ୍ରାନ୍ତ ବ୍ୟକ୍ତି କିଏ ଥିଲେ ଜାଣନ୍ତି କି
ଆଜି ଡିସେମ୍ବର ୧। ସମଗ୍ର ବିଶ୍ୱ ଏହି ଦିନକୁ ‘ବିଶ୍ୱ ଏଡସ ଦିବସ’ ପାଳନ କରେ। ୧୯୮୮ରୁ ଏଡସ ବିଷୟରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି ଦିବସ ପାଳନ କରାଯାଉଛି। ଫଳରେ ଅନେକ ସଚେତନତା ଅଭିଯାନର ସାହାଯ୍ୟରେ…
ପୁରୁଷ ବନ୍ଧୁଙ୍କୁ ବିବାହ କରିବାକୁ ଝିଅଙ୍କୁ ଅନୁମତି ଦେଲେ ଜାପାନ କ୍ରାଉନ୍ ପ୍ରିନ୍ସ
ଟୋକିଓ,୧ ।୧୨: ଶେଷରେ କିଛି ବର୍ଷର ନିରବତା ପରେ ଜାପାନର କ୍ରାଉନ୍ ପ୍ରିନ୍ସ ଫୁମିହିତୋ ତାଙ୍କ ଝିଅ ପ୍ରିନସେସ୍ ମାକୋଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କୁ ବିବାହ କରିବାକୁ ଅନୁମତି ପ୍ରଦାନ କରିଥିବା ଜଣାପଡିଛି । ବେଶ୍ କିଛି ବର୍ଷ ହେବ ଏହି…
କୁମ୍ଭୀରଠାରୁ ବଞ୍ଚି କୂଳରେ ପହଞ୍ଚିିଲା ମଇଁଷି: ଏମିତି ଦେଖି ଡରିଗଲେ ସିଂହ
ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ…
ମୁକେଶ ଅମ୍ବାନୀଙ୍କ ଝିଅ ବାହାଘରର ଗୋଟିଏ କାର୍ଡର ମୂଲ୍ୟ ଜାଣି ହୋଇଯିବେ ଆଶ୍ଚର୍ଯ୍ୟ: ଖୋଲିଲେ ଶୁଭୁଥିଲା ଏମିତି
ପ୍ରସିଦ୍ଧ ବ୍ୟକ୍ତିଙ୍କ ବିବାହ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ଏହାର ଏକ ବିଶେଷ କାରଣ ହେଉଛି ସେମାନଙ୍କ ବିବାହ ସମାରୋହ ବହୁତ ବିଳାସପୂର୍ଣ୍ଣ। ବିବାହରେ ନିମନ୍ତ୍ରଣ କାର୍ଡର ବିଶେଷ ଭୂମିକା ଅଛି। ଯାହାକୁ ପ୍ରସ୍ତୁତି କରିବା ପାଇଁ ଜଣେ ଜଣେ ହଜାରେରୁ ଲକ୍ଷ…
ଏହି କାରଣ ପାଇଁ ନଦୀକୁ ବିଏମ୍ଡବ୍ଲ୍ୟୁ କାର୍ ଫିଙ୍ଗିଦେଲେ ଯୁବକ, ଆଉ ତା’ ପରେ…
ଇନ୍ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଥିବା ଜଣେ ଯୁବକ ଗିରଫ ହୋଇଛନ୍ତି। ଏହି ଯୁବକ ଜଣକ ଏକ ବିଏମଡବ୍ଲ୍ୟୁ କାର୍କୁ ନଦୀରେ ଫିଙ୍ଗି ଦେଇଥିଲେ। କାରଣ ଏକ ଭିଡିଓ ଶୁଟ୍ କରିବେ ବୋଲି ଯୁବକ ଜଣକ ଏପରି କରିଥିଲେ। ଅନ୍ୟପକ୍ଷରେ ଏହା…
ଲେହେଙ୍ଗା ବଦଳରେ ପ୍ୟାଣ୍ଟ୍ଶାର୍ଟ ପିନ୍ଧି ବେଦୀକୁ ଆସିଲେ କନ୍ୟା, ଫଟୋ ଭାଇରାଲ
ସାଧାରଣତଃ ବିବାହ ସମୟରେ ଭାରତୀୟ କନ୍ୟାମାନେ ପାରମ୍ପରିକ ପୋଷାକରେ ନଜର ଆସିଥାନ୍ତି। ଲେହେଙ୍ଗାଠାରୁ ଆରମ୍ଭ କରି ବିଭିନ୍ନ ଗହଣା ପିନ୍ଧି ସଜେଇ ହୋଇଥାନ୍ତି। କେହି କେହି ଲେହେଙ୍ଗା ବଦଳରେ ଶାଢ଼ି ମଧ୍ୟ ପିନ୍ଧିଥାନ୍ତି। ମାତ୍ର ଏବେ ସମୟ ସହିତ ସବୁ ପରିବର୍ତ୍ତନ…
ବଦନାମ ପାଇଁ ବଦଳାଯିବ ଏହି ଗାଁର ନାଁ
ଯଦି ଆପଣଙ୍କ ଗାଁ କିମ୍ବା ସହରର ନାଁ କୌଣସି ଆପତ୍ତିଜନକ ଶବ୍ଦରେ ହୋଇଥିବ ତେବେ ଏହାର ନାଁ କହିବାକୁ ନିଶ୍ଚିତ ଲାଜ ଲାଗିବ। ଅଷ୍ଟ୍ରିଆରେ ଏମିତି ଏକ ଗାଁ ଅଛି। ଯାହାର ନାଁ ନେବାକୁ ଲୋକେ ଉଚିତ୍ ମନେ କରନ୍ତି ନାହିଁ।…
ଗୋଟିଏ ବର୍ଷରେ ୨୩ ସନ୍ତାନର ପିତା ହେଲେ ଯୁବକ
ଜଣେ ଯୁବକ ଗୋଟିଏ ବର୍ଷରେ ୨୩ ସନ୍ତାନର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଅଷ୍ଟ୍ରେଲିଆରେ ରହୁଥିବା ଆଲାନ ଫାନ ନାମକ ଯୁବକ ଶୁକ୍ରାଣୁ ଦାନ ପାଇଁ ନିଜ ଦେଶରେ ବେଶ୍ ଲୋକପ୍ରିୟତା ଅର୍ଜନ କରିଛନ୍ତି। ପ୍ରଥମେ ସେ ନିଜ ଖୁସି…
ହନିମୁନ ଯିବା ପାଇଁ ଲୋକଙ୍କୁ ଏମିତି ଠକିଲେ ଯୁବତୀ
ସ୍ବପ୍ନର ବିବାହ କରିବା ପାଇଁ ଜଣେ ଯୁବତୀ ଏମିତି ନାଟକ କରିଛନ୍ତି ଯାହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ଗୁରୁତର କ୍ୟାନସର୍ ହୋଇଥିବା କହି ବନ୍ଧୁଙ୍କଠାରୁ ପ୍ରାୟ ୮ ଲକ୍ଷ ୩୬ ହଜାର ଟଙ୍କା ନେଇ ଚମ୍ପଟ ମାରିଥିଲେ ଯୁବତୀ।…
ବଜାରରେ ବଢୁଛି କଳା କୁକୁଡ଼ାର ଚାହିଦା, ରାଜଧାନୀରେ କିଲୋ ପ୍ରତି ବିକ୍ରି ହେଉଛି…
ଭୋପାଳ,୨୯ା୧୧: ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ମିଳୁଥିବା ଚିକେନ୍ର ଏକ ବିଶେଷ ପ୍ରଜାତିର ନାଁ କଡ଼କନାଥ। ବର୍ତ୍ତମାନ ବଜାରରେ ଏହାର ଚାହିଦା ବୃଦ୍ଧି ପାଇଛି। ମଧ୍ୟପ୍ରଦେଶର ଆଦିବାସୀ ବାହୁଲ ଜାବୁଆ ଜିଲାରେ ମିଳୁଥିବା ଏହା ଏକ ନିଆରା କଳା ରଙ୍ଗର କୁକୁଡ଼ା। ସରକାରୀ…
ବେରୁଟ୍ ବିସ୍ଫୋରଣରେ ପ୍ରାଣ ହରାଇଥିବା କୁନିକୁନି ପିଲାଙ୍କ ସ୍ମୃତିରେ କଣ୍ଢେଇ ତିଆରି କଲେ ଏହି ବୃଦ୍ଧା, ଫଟୋ ଭାଇରାଲ
ବେରୁଟ୍,୨୯ା୧୧: ଲେବାନନର ରାଜଧାନୀ ବେରୁଟ ପାଇଁ ଗତ ଅଗଷ୍ଟ ୪ ସବୁଠୁ ଦୁଃଖଦାୟକ ଥିଲା। କାରଣ ଏହି ଦିନ ସେଠାରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଥିଲା। ଚାରିଆଡ଼େ ଧ୍ୱଂସ ବିଧ୍ୱଂସ ହୋଇଯାଇଥିଲା। ଏଥିରେ ଶହ ଶହ ଲୋକ ପ୍ରାଣ ହରାଇଥିଲେ। ଅନେକ…
Archives


