ପଢ଼ା ଛାଡ଼ି ବିଛା ଧରୁଥିଲେ ଯୁବକ, ଏବେ କୋଟି କୋଟି ଟଙ୍କାର ମାଲିକ
ଫଳ ଏବଂ ପନିପରିବା ଚାଷ କରୁଥିବା କୃଷକମାନଙ୍କ ବ୍ୟବସାୟ ସଫଳତା ବିଷୟରେ ଆପଣ ଶୁଣିଥିବେ। ମାତ୍ର ବିଶ୍ୱରେ ଜଣେ ଏପରି ଯୁବକ ଅଛନ୍ତି, ଯିଏକି କଙ୍କଡ଼ା ବିଛାର ବିଷ ବିକ୍ରିକରି ଧନୀ ହୋଇଛନ୍ତି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ।…
ଏ ହେଉଛି ଦୁନିଆର ସବୁଠାରୁ ଥଣ୍ଡା ସ୍କୁଲ: ମାଇନସ୍ ୫୧ ଡିଗ୍ରୀରେ ବି କ୍ଲାସ କରିବାକୁ ଆସନ୍ତି ପିଲା
ସାଇବେରିଆ ଦୁନିଆର ସବୁଠାରୁ ଶୀତଳ ସ୍ଥାନ ଭାବରେ ପରିଗଣିତ ହୁଏ। ଏଠାରେ ବିଶ୍ୱର ସବୁଠାରୁ ଶୀତଳ ବିଦ୍ୟାଳୟ ଅଛି। ଏଠାରେ ତାପମାତ୍ରା ପ୍ରାୟତଃ ମାଇନସ୍ ୫୦ ଡିଗ୍ରୀ ସେଲସିୟସ ଥାଏ। ଏତେ ଥଣ୍ଡା ସତ୍ତ୍ୱେ ଛୋଟ ଛୋଟ ପିଲାମାନେ ଏହି ବିଦ୍ୟାଳୟରେ…
ବର କନ୍ୟା ମୁଣ୍ଡରେ ସିନ୍ଦୁର ଦେଲାପରେ ଭାଙ୍ଗି ଗଲା ବାହାଘର: କନ୍ୟାଙ୍କ ସାନଭଉଣୀକୁ ଉଠାଇ ନେଲେ ବର
ବାଲ୍ୟ ବିବାହକୁ ପୋଲିସ ଦ୍ୱାରା ରୋକା ଯିବାରୁ ବର ରାଗି କରି କନ୍ୟାଙ୍କ ଭଉଣୀଙ୍କୁ ଉଠାଇ ନେଇଥିଲେ। ପରେ ପୋଲିସ ଉକ୍ତ ଯୁବତୀଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ବରଙ୍କ ସମ୍ପର୍କୀୟ ମହିଳାଙ୍କୁ ଗିରଫ କରାଯାଇଛି। ହେଲେ ବର…
ଏଠାରେ ମୂଷା ପାଳିବା ପାଇଁ ସରକାରଙ୍କଠାରୁ ଆଣିବାକୁ ପଡ଼େ ଅନୁମତି
ସାଧାରଣତଃ ଘରେ ଘରେ ମୂଷା ଦେଖାଯାଏ। ଏହି ମୂଷାକୁ କିଏ ଘରେ ପାଳୁଥିବା ବେଳେ ଏମାନେ ଆସବାବପତ୍ର କାଟି ପକାଉଥିବା ନେଇ କିଏ ମାରି ଗୋଡ଼ାନ୍ତି। ମାତ୍ର ବିଶ୍ୱରେ ଏପରି କିଛି ଦେଶ ଅଛି ଯେଉଁଠି ସାମାନ୍ୟ ମୂଷାକୁ ପାଳିବା ପାଇଁ…
ଗୋଟିଏ ମଣ୍ଡପରେ ବିବାହ କଲେ ମା’-ଝିଅ
ଗୋରଖପୁର,୧୧ ।୧୨: ଉତ୍ତର ପ୍ରଦେଶର ଗୋରଖପୁର ଜିଲାରେ ଏକ ବିଚିତ୍ର ବିହାହ ଦେଖିବାକୁ ମିଳିଛି । ଏଠାରେ ମୁଖ୍ୟମନ୍ତ୍ରୀ ସାମୁହିକ ବିବାହ ଯୋଜନା ଅଧିନରେ ଗୋଟିଏ ମଣ୍ଡପରେ ମା’ ଓ ଝିଅ ବିବାହ କରିଥିବା ଦେଖାଯାଇଛି । ଏମାନେ ଗୋଟିଏ ମଣ୍ଡପରେ…
ଚାର୍ଜରେ ଲାଗିଥିଲା ଆଇଫୋନ୍ ବାର୍ଥଟବ୍ରେ ପଡ଼ିଯିବାରୁ , ଘଟିଲା ଏମିତି
ରୁଷିଆର ଆର୍ଖଙ୍ଗଲେସ୍କରେ ଜଣେ ୨୪ ବର୍ଷୀୟା ଯୁବତୀ ଓଲେସିଆ ସେମେନୋଭାଙ୍କ ଏକ ବାର୍ଥ ଟବ୍ରୁ କରେଣ୍ଟ ଲାଗି ମୃତ୍ୟୁ ଘଟିଛି। ଓଲେସିଆଙ୍କ ଆଇଫୋନ ଚାର୍ଜ କରୁଥିଲେ। ହଠାତ୍ ଫୋନ ତାଙ୍କ ବାର୍ଥଟବ୍ରେ ଖସି ପଡ଼ିଥିଲା। ଓଲେସିଆ ସେହି ସମୟରେ ଗାଧୋଉଥିଲେ ଏବଂ…
ବିଶ୍ୱର ସବୁଠୁ ଥଣ୍ଡା ଦେଶ
ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯେଉଁଠି ଅଧିକ ଶୀତ ଅନୁଭୂତ ହୋଇଥାଏ। ଏହି ସ୍ଥାନଗୁଡ଼ିକରେ ତାପମାତ୍ରା ବେଳେବେଳେ ଶୂନ ରହିଥାଏ। ଫଳରେ ପ୍ରବଳ ତୁଷାରପାତ ହୁଏ। ଯାହା ଜନଜୀବନରେ ବାଧା ସୃଷ୍ଟି କରିଥାଏ। ଜାଣନ୍ତୁ ଏସବୁ ସ୍ଥାନ ବିଷୟରେ… ଗ୍ରୀନ୍ଲ୍ୟାଣ୍ଡ୍:…
ଏଠାରେ ୭ ସନ୍ତାନ ଜନ୍ମ ଦେଲେ ମହିଳାଙ୍କୁ ମିଳେ ସ୍ବର୍ଣ୍ଣ ପଦକ: ସାରା ଜୀବନ ରହିବା, ଖାଇବା ମାଗଣା
ବିଶ୍ୱରେ ଜନସଂଖ୍ୟା ବୃଦ୍ଧିକୁ ନେଇ ସମସ୍ତେ ଚିନ୍ତାରେ। ଜନସଂଖ୍ୟା ବୃଦ୍ଧି ଯୋଗୁ ଅନେକ ପ୍ରକାରର ସମସ୍ୟା ଦେଖିଦେଉଛି। ଗ୍ଲୋବାଏ ଓ୍ବାର୍ମି, ପ୍ରଦୂଷଣ ହାର ବୃଦ୍ଧି ଆଦି ଏଥିରେ ଅନ୍ତର୍ଭୁକ୍ତ। ଅନେକ ଦେଶ ବିଶେଷକରି ଚାଇନା ଜନସଂଖ୍ୟା ନିୟନ୍ତ୍ରଣ କରିବା ପାଇଁ ଅନେକ…
ବୋହୂଙ୍କ ଇଚ୍ଛା ପୂରଣ ପାଇଁ ଶ୍ୱଶୁର ନେଲେ ଏଭଳି ନିଷ୍ପତ୍ତି
ବିବାହରେ କନ୍ୟା ବିଦାୟ ଏକ ଭାବପ୍ରବଣ ମୂହୁର୍ତ୍ତ। ରାଜସ୍ଥାନର ଭରତପୁରରେ ଜଣେ କନ୍ୟାଙ୍କ ବିଦାୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଛତ୍ରପୁରର ଗାଁର ଝିଅ ହେଲିକପ୍ଟରରେ ଶାଶୁଘରକୁ ବିଦା ହୋଇଛନ୍ତି। ହେଲିକପ୍ଟରରେ ଶାଶୁଘର ଯିବା କନ୍ୟାଙ୍କ ଇଚ୍ଛା ଥିଲା। ପରେ ଶ୍ୱଶୁର…
ନମ୍ରତାର ଅନନ୍ୟ ବ୍ୟକ୍ତିତ୍ୱ ବିବେକାନନ୍ଦ
ବିବେକାନନ୍ଦ ପରିଡ଼ା, ନମ୍ରତାର ଅନନ୍ୟ ବ୍ୟକ୍ତିତ୍ୱ। ଦୀର୍ଘ ୭୬ ବର୍ଷର ଜୀବନରେ ସେ ଗଢ଼ିଛନ୍ତି ଅନେକ ଅନୁଷ୍ଠାନ। ଶୈବପୀଠ ମାଣତ୍ରୀ ଓ ଶକ୍ତିପୀଠ ଦୁର୍ଗାଦେବୀ ସନ୍ନିକଟ ଆଦିବାସୀ ଅଧ୍ୟୁଷିତ ଭଞ୍ଜଭୂମିର ଅଖ୍ୟାତ ପଲ୍ଲୀ ଆରପଟାରେ ୧୨ ଅଗଷ୍ଟ ୧୯୪୫ରେ ତାଙ୍କର ଜନ୍ମ।…
ଦେଶର ନୂତନ ସଂସଦ ଭବନ ଗୋଲାକାର ନୁହେଁ ବରଂ ନିର୍ମାଣ ହେବ ତ୍ରିଭୁଜ ଆକାରର, ଜାଣନ୍ତୁ ଏହା ପଛର କାରଣ
ନୂଆଦିଲ୍ଲୀ: ଆମ ଦେଶର ନୂତନ ସଂସଦ ଭବନର ପ୍ରାରମ୍ଭିକ ଫଟୋ ପ୍ରକାଶ ପାଇଛି। ଟାଟା ପ୍ରୋଜେକ୍ଟ ଲିମିଟେଡ୍ ଅଧୀନରେ ନିର୍ମାଣ ହେବାକୁ ଥିବା ଏହି ନୂତନ କୋଠାର ଭିତ୍ତିପ୍ରସ୍ତର ଡିସେମ୍ବର ୧୦ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସ୍ଥାପନ କରାଯାଇଛି।…
ପତ୍ର ତୋଳିଲେ ଗଛକୁ ବି ହୁଏ କଷ୍ଟ…
ତେଲ୍ ଅଭିବ୍: ମଣିଷକୁ ଆଘାତ ଲାଗିଲେ କଷ୍ଟ ହୋଇଥାଏ। ଅନୁରୂପ ଭାବେ ଛୋଟ ବଡ଼ ସମସ୍ତ ପ୍ରାଣୀଙ୍କୁ ମଧ୍ୟ ଏଭଳି ଅନୁଭୁତି ହୋଇଥାଏ। ତେବେ ଗଛଲତାକୁ କାଟିଲେ ଅବା ପତ୍ର ଛିଣ୍ଡାଇଲେ କଷ୍ଟ ହୋଇଥାଏ। ଏନେଇ ଇସ୍ରାଏଲ୍ ତେଲ୍ ଅଭିବ୍ ବିଶ୍ୱବିଦ୍ୟାଳୟରେ…

