ଦୁବାଇରେ କେତେ ହିନ୍ଦୁ ରୁହନ୍ତି? ଉତ୍ତର ଜାଣିଲେ ଚକିତ ହେବେ…
ଦୁବାଇ ନାମ ତ ଆପଣ ସମସ୍ତେ ନିଶ୍ଚୟ ଶୁଣିଥିବେ। ଏହାକୁ ଧନୀମାନଙ୍କର ସହର ବୋଲି କୁହାଯାଏ। ୟୁଏଇର ଏହି ରାଜଧାନୀ ବ୍ୟବସାୟ ଏବଂ ପର୍ଯ୍ୟଟନର ପ୍ରମୁଖ କେନ୍ଦ୍ର ଅଟେ। କୁହାଯାଏ ଏଠାରେ ଭାରତୀୟମାନେ ବହୁଳ ଭାବେ ରହି ଆସୁଛନ୍ତି। ହେଲେ କ’ଣ…
ରାଷ୍ଟ୍ର ନିର୍ମାଣ ଲାଗି ଯୁବ ସଶକ୍ତୀକରଣ ଜରୁରୀ
ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀକୁ ମନେ ପକାଇବା ପାଇଁ ସାରା ଦେଶରେ ପ୍ରତିବର୍ଷ ଜାନୁଆରୀ ୧୨କୁ ଜାତୀୟ ଯୁବ ଦିବସ ଭାବେ ପାଳନ କରାଯାଏ। ବିବେକାନନ୍ଦଙ୍କ ଚିନ୍ତାଧାରା, ମୂଲ୍ୟବୋଧ ଏବଂ ଆଦର୍ଶକୁ ଯୁବପିଢ଼ିଙ୍କ ମଧ୍ୟରେ ପ୍ରସାର କରିବା ହେଉଛି ଏହାର ଉଦ୍ଦେଶ୍ୟ, ଯାହା…
ଜେଲ ନୁହେଁ ନର୍କ! ଆମେରିକାର ଏହି ଜେଲ୍କୁ ଯିବାକୁ ଭୟ କରନ୍ତି କଏଦୀ, ମିଳେ କଳାପାଣିଠାରୁ ଅଧିକ ଦଣ୍ଡ
ଦୁନିଆରେ ଏଭଳି କିଛି ଜେଲ ଅଛି, ଯାହାର କାହାଣୀ ଶୁଣିଲେ ଆପଣଙ୍କ ଲୋମ ଟାଙ୍କୁରୀ ଉଠିବ। ସେଥିରୁ ଗୋଟିଏ ଜେଲ ଆମେରିକା କ୍ୟୁବାର ଗ୍ବାନ୍ତାନାମୋ ବେରେ ନିର୍ମାଣ କରିଛି। ଏଠାରେ ବିନା ଶୁଣାଣୀରେ ଦୀର୍ଘଦିନ ଧରି କୁଖ୍ୟାତ ଅପରାଧୀଙ୍କୁ ରଖାଯାଇଥାଏ। ଏହି…
ପିଲା ଜନ୍ମକଲେ ୨୫ରୁ କମ୍ ବୟସ୍କାଙ୍କୁ ଲକ୍ଷେ ରୁବଲ
ମସ୍କୋ: ରୁଷିଆର କରେଲିଆ ଅଞ୍ଚଳର ସ୍ଥାନୀୟ ସରକାରଙ୍କ ଦ୍ୱାରା ୨୫ ବର୍ଷରୁ କମ୍ ବୟସର ଛାତ୍ରୀମାନଙ୍କୁ ପିଲା ଜନ୍ମ କଲେ ୧ ଲକ୍ଷ ରୁବଲ (ପ୍ରାୟ ୮୧ ହଜାର ଟଙ୍କା)ର ପ୍ରୋତ୍ସାହନ ରାଶି ଦିଆଯିବ। ‘ଦି ମସ୍କୋ ଟାଇମ୍ସ’ରେ ପ୍ରକାଶିତ ରିପୋର୍ଟ…
ପାଇଥିଲି ରକ୍ତରେ ଲିଖିତ ପ୍ରେମପତ୍ର
ମୁମ୍ବାଇ: ବିଗତ ଦିନରେ ଚଳଚ୍ଚିତ୍ର ନାୟିକାଙ୍କ ଲାଗି ପ୍ରଶଂସକ ପାଗଳପ୍ରାୟ ଥିଲେ। ଫିଲ୍ମର ଚରିତ୍ର ଭଲ ଲାଗିଲେ ବେଶ୍ କିଛି ବର୍ଷ ଯାଏ କଳାକାରଙ୍କୁ ମନେ ରଖାଯାଉଥିଲା। ସେଭଳି ଗୋଟିଏ ଫିଲ୍ମ ଥିଲା ‘କହୋ ନା ପ୍ୟାର ହୈ’। ଇତିମଧ୍ୟରେ ଫିଲ୍ମକୁ…
କିଏ ସେହି ବ୍ୟକ୍ତି ଯିଏ ପ୍ରଧାନମନ୍ତ୍ରୀଙ୍କୁ ତୁ ବୋଲି ସମ୍ବୋଧନ କରନ୍ତି, ମୋଦି କହିଲେ ଏବେ ଏମିତି ମୋତେ ଡାକିବାକୁ କେହି…
ନୂଆଦିଲ୍ଲୀ,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ପଡ୍କାଷ୍ଟରେ ତାଙ୍କ ପିଲାଦିନ ଏବଂ ପିଲାଦିନର ବନ୍ଧୁମାନଙ୍କ ବିଷୟରେ କିଛି କଥା ଶେୟାର କରିଛନ୍ତି। ସେ କହିଛନ୍ତି, ଏବେ ତାଙ୍କୁ ‘ତୁ’ ବୋଲି ସମ୍ବୋଧନ କରିବା ଲୋକ କେହି ନାହାନ୍ତି। ନିଖିଲ କାମତଙ୍କ ସହ…
ଏହି ସରକାରଙ୍କ ଆସିଲା ବଡ଼ ଯୋଜନା: ପିଲା ଜନ୍ମ କଲେ ଛାତ୍ରୀଙ୍କୁ ମିଳିବ ଲକ୍ଷେ ରୁବଲ ପ୍ରୋତ୍ସାହନ ରାଶି
ମସ୍କୋ,୧୦ା୧: ରୁଷିଆର କରେଲିଆ ଅଞ୍ଚଳର ସ୍ଥାନୀୟ ସରକାରଙ୍କ ଦ୍ୱାରା ୨୫ ବର୍ଷରୁ କମ୍ ବୟସର ଛାତ୍ରୀମାନଙ୍କୁ ପିଲା ଜନ୍ମ କଲେ ୧ ଲକ୍ଷ ରୁବଲ (ପ୍ରାୟ ୮୧ ହଜାର ଟଙ୍କା)ର ପ୍ରୋତ୍ସାହନ ରାଶି ଦିଆଯିବ। ‘ଦି ମସ୍କୋ ଟାଇମ୍ସ’ରେ ପ୍ରକାଶିତ ରିପୋର୍ଟ…
କାହିଁକି ପାଳନ କରାଯାଏ ବିଶ୍ୱ ହିନ୍ଦୀ ଦିବସ, ଜାଣନ୍ତୁ ଏହା ପଛର କଥା…
ପ୍ରତିବର୍ଷ ୧୦ ଜାନୁଆରୀକୁ ସାରା ବିଶ୍ୱରେ ‘ବିଶ୍ୱ ହିନ୍ଦୀ ଦିବସ’ ଭାବରେ ପାଳନ କରାଯାଏ। କେବଳ ଭାରତ ନୁହେଁ ବରଂ ଅନେକ ଦେଶ ଏହି ଉତ୍ସବରେ ଅଂଶଗ୍ରହଣ କରନ୍ତି। ଏହି ଦିବସ କାହିଁକି ଏବଂ କେବେଠୁ ପାଳନ କରାଯାଏ ଜାଣନ୍ତୁ ସେସମ୍ପର୍କରେ……
୧୯ ବର୍ଷ ପରେ ଅଦ୍ଭୁତ ସଂଯୋଗ: ମକର ସଂକ୍ରାନ୍ତିରେ କରନ୍ତୁ ଏହି କାମ, ସୂର୍ଯ୍ୟ- ଶନିଦେବ ହେବେ ଅତ୍ୟନ୍ତ ଖୁସି
ହିନ୍ଦୁଧର୍ମରେ ମକର ସଂକ୍ରାନ୍ତି ପର୍ବର ବିଶେଷ ମହତ୍ତ୍ୱ ରହିଛି। ସୂର୍ଯ୍ୟ ଯେତେବେଳେ ଧନୁ ରାଶି ଛାଡ଼ି ମକର ରାଶିରେ ପ୍ରବେଶ କରନ୍ତି, ସେତେବେଳେ ମକର ସଂକ୍ରାନ୍ତି ପାଳନ କରାଯାଏ। ପ୍ରତିବର୍ଷ ଏହି ଦିନଟି ଜାନୁଆରୀ ୧୪ରେ ପଡ଼େ। ଏଥର ମଧ୍ୟ ମକର…
ଏଠାରେ ଝିଅଙ୍କୁ ବିବାହ କରନ୍ତି ବାପା, ଏହି ଦେଶରେ ରହିଛି ଅଜବ ଆଇନ
ବିଶ୍ୱର ବିଭିନ୍ନ ଦେଶରେ ବିଭିନ୍ନ ପ୍ରକାରର ଆଇନ ଅଛି। ପ୍ରାୟ ପ୍ରତ୍ୟେକ ବିଷୟ ପାଇଁ ଦେଶଗୁଡ଼ିକରେ ଆଇନ ତିଆରି ହୋଇଛି। ଯେମିତି ବି ଆଇନ ହେଉ, ଲୋକଙ୍କୁ ମାନିିବାକୁ ପଡିଥାଏ। ଯଦି କେହି ଆଇନ ବାହାରେ କାମ କରନ୍ତି, ତେବେ ତାହା…
ଏହି ମୁସଲମାନ ଦେଶରେ ମିଳିଲା ଏଲିଏନଙ୍କ ଚିହ୍ନ! ଚମକାଇ ଦେଲା ୮୦୦୦ ବର୍ଷ ପୁରୁଣା ଖପୁରୀ
କୁଏତ ସିଟି,୯।୧: କୁଏତର ସୁବିଆ ଅଞ୍ଚଳରେ ଖନନ ସମୟରେ, ଏକ ଅନନ୍ୟ ଏବଂ ରହସ୍ୟମୟ ମାଟି ମୁଣ୍ଡ ମୂର୍ତ୍ତି ମିଳିଛି, ଯାହା ପ୍ରାୟ ୮୦୦୦ବର୍ଷ ପୁରୁଣା ବୋଲି ବିଶ୍ୱାସ କରାଯାଏ। ଏହି ଆବିଷ୍କାର ପ୍ରତ୍ନତତ୍ତ୍ୱବିତ୍ ଏବଂ ଗବେଷକମାନଙ୍କୁ ଚକିତ କରିଛି। ୱାର୍ସା…
ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video
କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ ଆସି ନ ଥାଏ। ସେ ପିଲାର ସବୁ ଆବଶ୍ୟକତାକୁ ବୁଝିଥାଏ ଏବଂ ପୂରଣ କରିଥାଏ।…
Archives


