୪୦ ଘଣ୍ଟା ଜଳିବ ମାଟିର ଏହି ଦୀପ: ଫୋନ୍କରି ଅର୍ଡର କରୁଛନ୍ତି ଲୋକେ
ଛତିଶଗଡ଼ର କୋଣ୍ଡାଗାଓଁରେ ରୁହନ୍ତି ଅଶୋକ ଚକ୍ରଧାରୀ । ବୃତ୍ତିରେ ସେ ଜଣେ କାରିଗର। ମାଟିରେ ସେ ଭିନ୍ନ ଭିନ୍ନ ଜିନିଷମାନ ତିଆରି କରି ବିକ୍ରି କରିଥାନ୍ତି। ଏବେ ସେ ମାଟିରେ ଏକ ସ୍ବତନ୍ତ୍ର ଦୀପ ତିଆରି କରିଛନ୍ତି। ଯାହାକି ୨୪ରୁ...
‘ବାବା କା ଢାବା’କୁ ଚର୍ଚ୍ଚାକୁ ଆଣିଥିଲେ ଏହି ୟୁଟ୍ୟୁବର୍, ଏବେ ହେଉଛନ୍ତି ବଦ୍ନାମ: ଜାଣନ୍ତୁ କାହିଁକି
ଦକ୍ଷିଣ ଦିଲ୍ଲୀର ମାଲଭୀୟ ନଗର ସ୍ଥିତ ‘ବାବା କା ଢାବା’ ନିକଟରେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହୋଇଥିଲା। ଲୋକେ ଏହି ଢାବାକୁ ଚଳାଉଥିବା ୮୦ ବର୍ଷୀୟ କାନ୍ତା ପ୍ରସାଦ ଏବଂ ସ୍ତ୍ରୀଙ୍କ ଦୁଃଖ କାହାଣୀ ଶୁଣି ତାଙ୍କୁ ସହାୟତାର...
ଶିଶୁକନ୍ୟାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରୁଛନ୍ତି ଅଧିକ ନିସନ୍ତାନ ଦମ୍ପତି
ନୂଆଦିଲ୍ଲୀ,୨।୧୧: ନିସନ୍ତାନ ଦମ୍ପତିମାନେ ଶିଶୁକନ୍ୟାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ଅଧିକ ପସନ୍ଦ କରୁଛନ୍ତି। ଏନେଇ ଏକ ସରକାରୀ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୯ ଏପ୍ରିଲ୍ ୧ଠାରୁ ୨୦୨୦ ମାର୍ଚ୍ଚ ୩୧ ମଧ୍ୟରେ ୩ ହଜାର ୫୩୧ ଜଣ ଶିଶୁଙ୍କୁ...
ବରଫ ଭିତରେ ପଶି ଶିକାର କଲା ଭାଲୁ : ଦେଖନ୍ତୁ ଭିଡିଓ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଏକ ଭାଲୁ ବରଫ ପାହଡ ଭିତରେ ପଶି ମାଛକୁ ଧରୁଥିବା ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ବରଫାବୃତ ପାହଡ ଉପରେ ଏକ ଭାଲୁ ଠିଆ...
ହେଲିକପ୍ଟର ପଙ୍ଖା ଉପରେ ଚଢିଗଲେ ଯୁବକ: ଆଉ ତାପରେ ଘଟିଲା ଏମିତି…
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ହେଲିକପ୍ଟର ପଙ୍ଖାରେ ଜଣେ ଯୁବକ ଚଢି ଦୋଳି ଖେଳୁଥିବା ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଯୁବକ ଜଣକ ହେଲିକପ୍ଟର ପଙ୍ଖାରେ ବସିଛନ୍ତି। ଅନ୍ୟ ଜଣେ...
ରେଭେନ୍ସା ଛାତ୍ରରୁ ଅସମ ବ୍ରଦର୍ସ ଗ୍ରୁପ
କଲେଜକୁ ପ୍ରତି ବର୍ଷ ଆସିଥାନ୍ତି ଅନେକ ନୂଆ ନୂଆ ଛାତ୍ରୀଛାତ୍ର। ସେମାନଙ୍କ ମଧ୍ୟରେ ଗଢିଉଠେ ଅନେକ ଛାତ୍ର ସଂଗଠନ, ଆଉ ପଢା ସାରି କଲେଜରୁ ବିଦାୟ ନେବା ସହ ଏହି ସଂଗଠନ ଭାଙ୍ଗି ବି ଯାଏ। ହେଲେ କଲେଜ ଜୀବନ...
ଭିକାରିଙ୍କ ବ୍ୟାଙ୍କ୍ ଆକାଉଣ୍ଟ୍ରୁ ମିଳିଲା ୧.୫ କୋଟି ଟଙ୍କା, ୫ କୋଠାର ମାଲିକ
ଜଣେ ମହିଳା ଭିକାରିଙ୍କ ବ୍ୟାଙ୍କ୍ ଆକାଉଣ୍ଟରୁ ମିଳିଲା ୧ କୋଟି ୪୨ ଲକ୍ଷ ଟଙ୍କା। କେବଳ ଏତିକି ନୁହେଁ ଏହି ମହିଳା ଜଣକ ୫ଟି କୋଠାର ମାଲିକ ମଧ୍ୟ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ନଫିସା ନାମ୍ନୀ ଏହି...
ଜଙ୍ଘରେ ଫଟାନ୍ତି ତରଭୁଜ
ୟୁକ୍ରେନ୍ର ଓଲ୍ଗା ଲିଆଶ୍ଚୁକ୍ କରିଛନ୍ତି ଏକ ଭିନ୍ନ ଧରଣର ରେକର୍ଡ। ଏହି ରେକର୍ଡ ପାଇଁ କେହି କେହି ତାଙ୍କୁ ଷ୍ଟ୍ରଙ୍ଗ ଓମେନ୍ ବି କହୁଛନ୍ତି। କାରଣ ସେ ନିଜର ଦୁଇ ଜଙ୍ଘ ମଝିରେ ତରଭୁଜ ରଖି ତାକୁ ଶକ୍ତ ଚାପ...
ଖୁସି ମନ
ଏକ ଭଲ ମାନସିକ ସ୍ଥିତି ମଣିଷର କାର୍ଯ୍ୟଦକ୍ଷତା ବୃଦ୍ଧି କରିଥାଏ, ଏହା ଯେକୌଣସି କାର୍ଯ୍ୟ ଲାଗି ଉର୍ଜା ଯୋଗାଇଥାଏ। ହେଲେ କେବେ କେବେ ଦୁଃଖ, ଚିନ୍ତା ଭଳି ଅନେକ କାରଣ ଭାରାକ୍ରାନ୍ତ କରିଦିଏ ମନକୁ। ଆଉ ଧୀରେ ଧୀରେ ମନ...
ପ୍ଲାଷ୍ଟିକ୍ ଷ୍ଟ୍ରରେ ତିଆରି ସମୁଦ୍ର ଜୁଆର
ପ୍ଲାଷ୍ଟିକ ଆବର୍ଜନା ଦିନକୁ ଦିନ ବଢିବାକୁ ଲାଗିଛି। କେବଳ ସ୍ଥଳ ଭାଗରେ ନୁହେଁ ସମୁଦ୍ରରେ ବି ଏହାର ପରିମାଣ ବଢିବାକୁ ଲାଗିଲାଣି। ତେବେ କାନାଡାର ସ୍ଥପତି ଭନ୍ ଓଙ୍ଗ ଏହି ପ୍ଲାଷ୍ଟିକ ଆବର୍ଜନାକୁ ଭିନ୍ନ ଉପାୟରେ ବ୍ୟବହାର କରିବାକୁ ଚେଷ୍ଟା...
ମୁସଲମାନ୍ ଶ୍ରଦ୍ଧାଳୁ ମନ୍ଦିର ପରିସରରେ ପଢ଼ିଲେ ନମାଜ: ଶୁଣାଇଲେ ରାମଚରିତ ମାନସ
ମଥୁରା,୧।୧୧: ଦିଲ୍ଲୀରୁ ସଦ୍ଭାବନା ଯାତ୍ରା ଆରମ୍ଭ କରିଥିବା ଦୁଇ ମୁସଲମାନ୍ ଶ୍ରଦ୍ଧାଳୁ ମଥୁରାର ନନ୍ଦଗାଓ୍ବଁର ନନ୍ଦବାବା ମନ୍ଦିର ପରିସରରେ ଶନିବାର ନମାଜ ପଢ଼ିଛନ୍ତି। ଏହା ସହିତ ଉପସ୍ଥିତ ଶ୍ରଦ୍ଧାଳୁଙ୍କୁ ରାମଚରିତ ମାନସର ଚୌପାଇ ପାଠ କରି ଶୁଣାଇଛନ୍ତି। ଏହା ସହିତ...
କରୋନା ଆତଙ୍କ: ୪ ଲକ୍ଷ ନାବିକ ୧୬ ମାସ ଧରି ଘର ଠୁଁ ଦୂରରେ
ମାନିଲା,୧।୧୧: ପୃଥିବୀରେ ଦେଖାଦେଇଥିବା କରୋନା ମହାମାରୀ ଯୋଗୁ ବିଭିନ୍ନ ଦେଶର ୪ ଲକ୍ଷରୁ ଅଧିକ ନାବିକ ୧୬ ମାସ ଧରି ଘରକୁ ଫେରି ନାହାନ୍ତି। ନାବିକଙ୍କ ସମେତ ବହୁ ଅଧିକାରୀ ଏବଂ ବନ୍ଦର କର୍ମଚାରୀ ଅଟକି ରହିଛନ୍ତିି। ସେମାନେ ବନ୍ଦର...
Archives


