ଫୁରସତ

‘ଦେଶର ସୁରକ୍ଷାରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଅବଦାନ ଅତୁଳନୀୟ’

ପ୍ରତିବର୍ଷ ଜାନୁଆରୀ ୧୯ରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନ୍‌ଡିଆର୍‌ଏଫ୍‌) ପ୍ରତିଷ୍ଠା ଦିବସ ପାଳନ କରାଯାଏ। ୨୦୦୬ରେ ଏହି ବାହିନୀ ଗଠନ ହେବା ପରଠାରୁ କର୍ମଚାରୀମାନେ ଦେଶରେ ବିପର୍ଯ୍ୟୟ ବିପଦ ହ୍ରାସ (ଡିଆର୍‌ଆର୍‌) ପାଇଁ ବିପର୍ଯ୍ୟୟ ପରିଚାଳନା ଏବଂ ସାମୁଦାୟିକ ସଚେତନତାରେ…

ବାପାଙ୍କ ବନ୍ଧୁଙ୍କ ସହ ଡେଟିଂ

ଓ୍ବାଶିଂଟନ: ଆମେରିକୀୟ କଣ୍ଟେଣ୍ଟ୍‌ କ୍ରିଏଟର ମେଗାନ ଡେଲ୍‌ ରେ ଏବେ ତାଙ୍କ ଅଜବ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ବାପାଙ୍କ ବନ୍ଧୁଙ୍କ ସହ ଦୀର୍ଘ ୮ ବର୍ଷ ଧରି ରିଲେଶନ୍‌ଶିପରେ ଅଛନ୍ତି ବୋଲି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ…

ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ

ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର ବ୍ୟଞ୍ଜନ ପରଷି ଚର୍ଚ୍ଚାକୁ ଆସିଛନ୍ତି। ପୋଙ୍ଗଲର ଶେଷ ଦିନରେ ରାୟଗଡ଼ା ଜଗନ୍ନାଥ ମନ୍ଦିର ନିକଟରେ…

କେବେ ଏବଂ କେଉଁଠାରୁ ଫୁଲକୋବି ଭାରତ ଆସିଛି, ଜାଣନ୍ତି କି? ଏବେ ଏହି ରାଜ୍ୟ…

ପନିପରିବା ମଧ୍ୟରେ ପସନ୍ଦର କୋବି ହେଉଛି ‘ଫୁଲକୋବି’। ଶୀତଦିନେ ଏହା ବହୁଳ ଭାବେ ଉତ୍ପାଦନ କରାଯାଏ। କୋବିର ତରକାରୀ ହେଉ ଅବା ଚିଲି, ଖାଇବାକୁ ଅନେକେ ପସନ୍ଦ କରନ୍ତି। ଏମିତିରେ ଆଜି ଆସନ୍ତୁ ଜାଣିବା ଭାରତକୁ ଏହା କେଉଁଠାରୁ ଆସିଛି। ଏହା…

କାଉ କେତେ ବର୍ଷ ବଞ୍ଚିଥାଏ? ଉତ୍ତର ଜାଣିଲେ ଚମକି ପଡ଼ିବେ…

ସବୁଠାରୁ ଚାଲାକ ପକ୍ଷୀଙ୍କ କଥା ଉଠିଲେ କାଉର ନାଁ ମନକୁ ଆସିଥାଏ। କାଉ ବାସ୍ତବରେ ବେଶ ଚାଲାକ। ଏହାକୁ ନେଇ ଅନେକ କାହାଣୀ ଲୋକପ୍ରିୟ ହୋଇ ରହିଛି। ଗୋଡି ପକାଇ ପାଣି ପିଇବାର କାହାଣୀ ଆଜି ବି ସ୍କୁଲ ପୁସ୍ତକରେ ରହିଛି।…

ଭାରତର ଏଭଳି ଭାଷା, ଯାହାକୁ ସିଧା କି ଓଲଟା ପଢ଼ିଲେ ବଦଳେ ନାହିଁ ନାମ; ଜାଣନ୍ତୁ…

ଭାରତ ଏହାର ଧର୍ମ, ସଂସ୍କୃତି ଏବଂ ଭାଷାକୁ ନେଇ ପରିଚିତ। ହେଲେ କେବଳ ଗୋଟିଏ ଭାଷା ଏଭଳି ରହିଛି ଯାହାକୁ ଓଲଟା ପଢ଼ କିମ୍ବା ସିଧା ଏହାର ନାମ ବଦଳି ନ ଥାଏ। ଏହା ୫ ଅକ୍ଷର ବିଶିଷ୍ଟ। ଏହାକୁ ଆଗରୁ…

କିଏ ଏହି ନାଗିନ ସାଧ୍ୱୀ, କୁମ୍ଭମେଳାରେ ସ୍ନାନ କରିବାବେଳେ ନାଗାସାଧୁଙ୍କ କରନ୍ତି ଅପେକ୍ଷା

ନୂଆଦିଲ୍ଲୀ,୧୫।୧:ପ୍ରୟାଗରାଜର ସଙ୍ଗମ ନଗରୀରେ ଆଜି ମହାକୁମ୍ଭର ତୃତୀୟ ଦିନ। ଗୋଟିଏ ଦିନ ପୂର୍ବରୁ, ମକର ସଂକ୍ରାନ୍ତିରେ, ସାଢେ ୩ କୋଟି ଲୋକ ଅମୃତ ସ୍ନାନ କରିଥିଲେ। ଏବେ ମଧ୍ୟ ସକାଳ ସକାଳୁ ନଦୀ କୂଳରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଛି। ନାଗା…

ଋତୁସ୍ରାବ ସମୟରେ ମହାକୁମ୍ଭରେ କେମିତି ସ୍ନାନ କରନ୍ତି ମହିଳା ନାଗାସାଧୁ, ପୁରୁଷ ନାଗାସାଧୁଙ୍କ…

ନୂଆଦିଲ୍ଲୀ,୧୫।୧:ପ୍ରୟାଗରାଜରେ ମହାକୁମ୍ଭ ଯୋଗୁ, ମକର ସଂକ୍ରାନ୍ତିରେ ୩.୫ କୋଟି ଭକ୍ତ ପବିତ୍ର ବୁଡ଼ ପକାଇ ରାଜକୀୟ ସ୍ନାନ କରିଛନ୍ତି। ଏହି ସମୟରେ, ୧୩ଟି ଆଖଡ଼ାର ନାଗା ସାଧୁ ଏବଂ ମହିଳା ସାଧ୍ୱୀମାନେ ମଧ୍ୟ ସେଠାରେ ପହଞ୍ଚିଛନ୍ତି। ସର୍ବପ୍ରଥମେ ନାଗା ସାଧୁମାନେ ସ୍ନାନ…

‘ଯଦି ମୋ’ ଭାଇକୁ ମାର ତେବେ…’ ; ସାନ ଭାଇ ପାଇଁ ମା’ ସହ ଝଗଡ଼ା କରୁଛି କୁନିଝିଅ, Video ଦେଖିଲେ ଆଖିରେ ଆସିବ ଲୁହ

କଥାରେ ଅଛି ‘ବଚ୍ଚେ ମନ୍‌କେ ସଚ୍ଚେ’। ଅର୍ଥାତ ଛୋଟ ପିଲାଙ୍କ ମନ ଛନ୍ଦ କପଟରୁ ବହୁ ଊର୍ଦ୍ଧ୍ୱରେ ଥାଏ। ବିଶେଷକରି ଭାଇ ଭଉଣୀଙ୍କ ମଧ୍ୟରେ ପିଲାଟି ଦିନରୁ ନିଆରା ସମ୍ପର୍କ ଥାଏ। କିଏ କିଏ ମାର୍‌ପିଟ୍‌ ତ କେହି କେହି ସ୍ନେହର…

ମହାକାଶରେ SEX କରିପାରିବେ ମହାକାଶଚାରୀ? ନାସାର ବଡ଼ ଖୁଲାସା

ନୂଆଦିଲ୍ଲୀ,୧୪।୧: ଶତାବ୍ଦୀ ଶତାଦ୍ଦୀ ଧରି, ମଣିଷ ମହାକାଶ ପ୍ରତି ଆକର୍ଷିତ ହୋଇଆସିଛି, ଏବଂ ଏହାକୁ ଅନୁସନ୍ଧାନ କରିବାର ଏହି କୌତୁହଳ ମାନବଜାତିକୁ ମହାକାଶଯାନ ଏବଂ ଦୂରବୀକ୍ଷଣ ନିର୍ମାଣ କରିବାକୁ ପ୍ରେରଣା ଦେଇଛି। ଯେବେଠାରୁ ଆମେ ବ୍ରହ୍ମାଣ୍ଡକୁ ଅନୁସନ୍ଧାନ କରିବା ଆରମ୍ଭ କରିଛୁ,…

ବିବାହିତ ହୋଇପାରିବେ କି ନାଗାସାଧୁ? ସାଧୁ ହେବାକୁ ଦେବାକୁ ପଡେ ଅଗ୍ନି ପରୀକ୍ଷା

ଆଜି ପ୍ରୟାଗରାଜରେ ମହାକୁମ୍ଭର ଦ୍ୱିତୀୟ ଦିନ। ସଙ୍ଗମ କୂଳ ନିକଟରେ ଏବେ କୋଟି କୋଟି ଲୋକଙ୍କ ଗଙ୍ଗା ସ୍ନାନ କରିବା ପାଇଁ ଦେଶର ପ୍ରତ୍ୟେକ କୋଣରୁ ନାଗା ସାଧୁମାନେ ଏଠାକୁ ଆସିଛନ୍ତି। ଏହି ନାଗା ସାଧୁମାନେ ଲୋକଙ୍କ ମଧ୍ୟରେ ଆକର୍ଷଣର କେନ୍ଦ୍ର…

ଗୁଡ଼ି ଉଡାଉଛି ମାଙ୍କଡ଼: ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଆଜିକାଲି ଏକ ବନାରସୀ ମାଙ୍କଡ଼ ଖବରର ଶିରୋନାମା ପାଲଟିଛି। ଏହି ମାଙ୍କଡ଼ ଛାତ ଉପରେ ଚଢ଼ି ଗୁଡ଼ି ଉଡ଼ାଇବା ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ଦେଖିବା ପରେ ଲୋକମାନେ ଆଶ୍ଚର୍ଯ୍ୟ ହେଉଛନ୍ତି। ଭିଡିଓଟି ଉତ୍ତର ପ୍ରଦେଶର ବନାରସର।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri