ଫୁରସତ

ମାଡ଼ି ଆସୁଛି ବିପଦ: ବ୍ରହ୍ମାଣ୍ଡର ତାପମାତ୍ରା ୧୦ ଗୁଣା ବଢ଼ିଛି

ଗତ ହଜାରେ କୋଟି ବର୍ଷ ମଧ୍ୟରେ ବ୍ରହ୍ମାଣ୍ଡର ତାପମାତ୍ରା ୧୦ ଗୁଣା ବଢ଼ିଛି। ଏନେଇ ଓହିଓ ବିଶ୍ୱବିଦ୍ୟାଳୟର କସ୍‌ମୋଲୋଜି ଏବଂ ଆଷ୍ଟ୍ରୋପାଟିକିଲ୍‌ ଫିଜିକ୍ସ୍‌ ବିଭାଗ ପକ୍ଷରୁ ହୋଇଥିବା ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରହ୍ମାଣ୍ଡର ବିଭିନ୍ନ ଗ୍ୟାସ୍‌ର ତାପମାତ୍ରା ଲଗାତାର ବଢିବାରେ…

ଏହି ଦେଶର କଠୋର ନିୟମ : ଓଜନ କମ୍‌ ବେଶି ହେଲେ କରିବାକୁ ପଡ଼ିବ ନୂଆ ପାସପୋର୍ଟ

ନିଜ ଦେଶରୁ ଅନ୍ୟ କୌଣସି ଦେଶକୁ ଯିବା ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ହେଉଛି ପାସପୋର୍ଟ। ଏହା ଅନ୍ତର୍ଜାତୀୟ ସ୍ତରରେ ଭ୍ରମଣ କରୁଥିବା ବ୍ୟକ୍ତିଙ୍କ ପରିଚୟ। ଯଦି ଏହି ପାସପୋର୍ଟ ବିନା ଅନ୍ୟ ଦେଶରେ ପ୍ରବେଶ କରି ଧରାପଡ଼ନ୍ତି, ତେବେ ସେଠାକାର…

ଦୀପାବଳିରେ ଏହି ମନ୍ଦିରରେ ପ୍ରସାଦ ରୂପେ ଦିଆଯାଏ ସୁନା ଅଳଙ୍କାର, ନଗଦ ଟଙ୍କା

ଭାରତରେ ଅନେକ ମନ୍ଦିର ରହିଛି। ସେଥି ମଧ୍ୟରୁ ମଧ୍ୟପ୍ରଦେଶର ରତ୍‌ଲାମ ସହରର ମନାକରେ ଅବସ୍ଥିତ ମା’ ମହାଲକ୍ଷ୍ମୀଙ୍କ ମନ୍ଦିର ଅନ୍ୟତମ। ସାଧାରଣତଃ ପ୍ରାୟ ସବୁ ମନ୍ଦିରରେ ଭକ୍ତମାନଙ୍କୁ ମିଠା କିମ୍ବା କିଛି ଖାଦ୍ୟ ସାମଗ୍ରୀ ପ୍ରସାଦ ଭାବେ ଦିଆଯାଏ। ମାତ୍ର ମା’…

ଶୀତରେ ଥରୁଥିଲେ ଭିକାରି, ପାଖରେ ଗାଡ଼ି ଅଟକାଇଲେ ଡିଏସ୍‌ପି; ପରେ ଯାହା ଘଟିଲା ଜାଣିଲେ ଆଖିରେ ଆସିଯିବ ଲୁହ

ଏମିତି ଅନେକ ଥର ହୋଇଛି କି ରାସ୍ତାକଡ଼ରେ ଭିକ ମାଗୁଥିବା ବ୍ୟକ୍ତି ମଧ୍ୟ ଅନେକ ପାଣ୍ଡିତ୍ୟର ଅଧିକାରୀ। ଏହାର ଅନେକ ଉଦାହରଣ ମଧ୍ୟ ରହିଛି। ସେହିପରି ଏକ ଘଟଣା ମଧ୍ୟପ୍ରଦେଶର ଗ୍ବାଲିୟରରେ ଦେଖିବାକୁ ମିଳିଛି। ଯେଉଁଠାରେ ଜଣେ ଭିକାରିକୁ ଦେଖି ଗାଡ଼ି…

କରନ୍ତୁ ଶ୍ରୀଯନ୍ତ୍ର ପୂଜନ: ଦୀପାବଳିରେ ହେବ ସମସ୍ତ କାମନା ପୂର୍ଣ୍ଣ…

ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ସଂନ୍ଧ୍ୟାରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା କଲେ…

ଧନ ପ୍ରାପ୍ତି ପାଇଁ ଦୀପାବଳୀରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର…

ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ ଚକ୍ର, କଉଡ଼ି ଆଦି ମାତାଙ୍କର ଅତିପ୍ରିୟ। ଦୀପାବଳି ଅମାବାସ୍ୟାରେ ଗୋମତୀ ଚକ୍ରକୁ ମାତା ଲକ୍ଷ୍ମୀଙ୍କ…

ନିଜ ପସନ୍ଦ କୁକୁରର ସୁନାର ପ୍ରତିମୂର୍ତ୍ତି ରାସ୍ତାରେ ଲଗାଇଲେ ରାଷ୍ଟ୍ରପତି

ଅସଗାବଟ,୧୪ ।୧୧: ରାସ୍ତା କଡ଼ରେ ସାଧାରଣତଃ ବଡ ବଡ ନେତାଙ୍କ ପ୍ରତିମୂର୍ତ୍ତି ଲାଗିଥିବା ସମସ୍ତେ ଦେଖିଥିବେ । ହେଲେ ରାସ୍ତା କଡରେ କୌଣସି ପଶୁଜନ୍ତୁଙ୍କ ପ୍ରତିମୂର୍ତ୍ତି କଥା ଚିନ୍ତା କଲେ ଟିକେ ଅଡୁଆ ଲାଗିପାରେ । ହେଲେ ତୁର୍କମେନିସ୍ତାନ ଶାସନରେ ଏଭଳି…

ଘରେ ପଶି ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କଲା କୁକୁର: ଆଉ ତା ପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ଯୁବକଙ୍କୁ ଏକ କୁକୁର ଘରେ ପଶି ଖଣ୍ଡାରେ ଆକ୍ରମଣ କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, କୁକୁର ତାର ପାଟିରେ ଖଣ୍ଡାଟିକୁ ଜାବୁଡି ଧରିଛି। ପରେ ନିକଟରେ…

ଜାଣନ୍ତୁ ସାଟେଲାଇଟ୍‌ରେ କାହିଁକି ଲଗାଯାଏ ସୁନାର ସ୍ତର

ସାଟେଲାଇଟ୍‌ ବିଷୟରେ ଆପଣ ନିଶ୍ଚୟ ଜାଣିଥିବେ, ଯାହାକୁ ଭାରତରେ କୃତ୍ରିମ ଉପଗ୍ରହ କୁହାଯାଏ। ପ୍ରଥମ କୃତ୍ରିମ ଉପଗ୍ରହ, ସ୍ପୁଟନିକ -୧, ସୋଭିଏତ୍‌ ୟୁନିୟନ ଦ୍ୱାରା ଅକ୍ଟୋବର ୪, ୧୯୫୭ରେ ପୃଥିବୀର କକ୍ଷକୁ ପଠାଯାଇଥିଲା। ସେବେଠାରୁ ହଜାର ହଜାର କୃତ୍ରିମ ଉପଗ୍ରହ ମହାକାଶକୁ…

ବିଶ୍ୱର ସବୁଠୁ ମହଙ୍ଗା କାଠ: ଏହାର ୧ କିଲୋ ମୂଲ୍ୟରେ କିଣି ହେବ ଦାମୀ କାର

ବିଶ୍ୱରେ ଏପରି କିଛି କାଠ ଅଛି ଯାହାର ମୂଲ୍ୟ ଶୁଣିଲେ ବିଶ୍ୱାସ ହେବ ନାହିଁ। ସାଧାରଣତଃ ଚନ୍ଦନ କାଠକୁ ଅଧିକ ମହଙ୍ଗା ବୋଲି ବିବେଚନା କରାଯାଏ। ଯାହାର ମୂଲ୍ୟ କିଲୋ ପିଛା ପାଞ୍ଚରୁ ଛଅ ହଜାର ଟଙ୍କା ହେବ। ମାତ୍ର ଆପଣ…

ଏହି ଦେଶରେ ବର୍ଷକୁ ଦୁଇଥର ପରିବର୍ତ୍ତନ ହୋଇଥାଏ ଘଣ୍ଟାର ସମୟ

ବିଶ୍ୱରେ ଅନେକ ଦେଶ ଅଛି, ଯେଉଁଠି ବର୍ଷକୁ ଦୁଇଥର ଘଣ୍ଟାରେ ସମୟ ସ୍ଥିର କରାଯାଇଥାଏ। ଅର୍ଥାତ୍‌ ଏହି ଦେଶଗୁଡ଼ିକରେ ଘଣ୍ଟା ସମୟ ପ୍ରାୟ ୧ ଘଣ୍ଟା ପଛକୁ ଯାଇଥାଏ। ଏହି ସିଷ୍ଟମ ଆଲୋକ ସଞ୍ଚୟ ସମୟ ଭାବରେ ବିବେଚନା କରାଯାଏ। ବାସ୍ତବରେ…

ସବୁଠୁ ଉଚ୍ଚ ସ୍ବରରେ ରାବିଥାଏ ଏହି ପକ୍ଷୀ

ଦୈନନ୍ଦିନ ଆଖପାଖରେ ଆମେ ପକ୍ଷୀମାନଙ୍କ ରାବ ବା ବୋବାଇବା ଶବ୍ଦ ଶୁଣିଥାଉ। କାଉ, କୋଇଲି, ହଳଦୀବସନ୍ତ, କୁମ୍ଭାଟୁଆ, ଘରଚଟିଆ ଆଦି ପକ୍ଷୀଙ୍କ ସ୍ବର ନିଶ୍ଚିତ ଆମ ସମସ୍ତଙ୍କ କାନରେ ପଡ଼ିଥାଏ। ମାତ୍ର ବିଶ୍ୱରେ ଏମିତି ଏକ ପକ୍ଷୀ ଅଛି, ଯାହାର ସ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?