ମଝି ଆକାଶରେ ପୁତ୍ର ସନ୍ତାନଙ୍କୁ ଜନ୍ମଦେଲେ ମହିଳା: ଲାଇଫ୍ ଟାଇମ୍ ମାଗଣା ଫ୍ରି ଟିକଟ ଉପହାର ଦେଲା ଇଣ୍ଡିଗୋ
ନୂଆଦିଲ୍ଲୀ, ୮।୧୦: ଦିଲ୍ଲୀରୁ ବେଙ୍ଗାଲୁରୁ ଉଡ଼ାଣ କରୁଥିବା ଇଣ୍ଡିଗୋ ବିମାନରେ ଜଣେ ମହିଳା ପୁତ୍ର ସନ୍ତାନଙ୍କୁ ଜନ୍ମଦେଇଛନ୍ତି। ମଝି ଆକାଶରେ ହଠାତ୍ ମହିଳାଙ୍କର ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ବାଧ୍ୟ ହୋଇ ଡାକ୍ତରଙ୍କ ସହାୟତାରେ ମହିଳାଙ୍କ ପ୍ରସବ କରାଯାଇଥିଲା। ବେଙ୍ଗାଲୁରୁରେ...
ଏପରି ବୁଦ୍ଧି ଖଟାଇ ଓଟ ଉପରେ ପାଣି ଛିଞ୍ଚୁଛି ହାତୀ: ଭିଡିଓ ଭାଇରାଲ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ହାତୀ ଓଟ ଉପରେ ପାଣି ଛିଞ୍ଚୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ହାତୀଟି ଏକ ପାଣି କୁଣ୍ଡରୁ ଶୁଣ୍ଢରେ ପାଣି ନେଇ ନିକଟରେ ଥିବା ଓଟ...
ରାମମନ୍ଦିର ପାଇଁ ଅଯୋଧ୍ୟାରେ ପହଞ୍ଚିଲା ୬୧୩ କିଲୋଗ୍ରାମ ଓଜନର ଘଣ୍ଟି; ୮ କିମି ପର୍ଯ୍ୟନ୍ତ ଶୁଭିବ ଧ୍ୱନି
ଅଯୋଦ୍ଧା, ୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାମେଶ୍ୱରମରୁ ବାହାରିଥିବା ରାମରଥ ଯାତ୍ରା ୪,୫୫୫ କିଲୋମିଟର ଅତିକ୍ରମ କରି ଅଯୋଧ୍ୟାରେ ପହଞ୍ଚିଛି। ଏହି ଯାତ୍ରାରେ ୧୮ ଜଣିଆ ଏକ ଦଳ ସାଥୀରେ ୬୧୩ କିଲୋଗ୍ରାମ ଓଜନର ଏକ ବିଶାଳ...
୮ ନୀଳ ଆଖି ଥିବା ସ୍ପାଇଡର, ଦେଖିଲେ ଭୟରେ ଥରି ଉଠିବେ
କାନ୍ବେରା,୭ା୧୦: ଅଷ୍ଟ୍ରେଲିଆର ଜଣେ ମହିଳା ତାଙ୍କ ଘର ଅଗଣାରେ ଭିନ୍ନ ଏକ ପ୍ରଜାତିର ସ୍ପାଇଡର ଦେଖି ଭୟରେ ଥରି ଉଠିଥିଲେ। ପରେ ସେ ଏହାର ଫଟୋ ଉଠାଇ ସ୍ପାଇଡର ବିଶେଷଜ୍ଞଙ୍କ ନିକଟକୁ ପଠାଇଥିଲେ। ନ୍ୟୁ ସାଉଥ୍ ଓ୍ବେଲ୍ସର ଜଣେ ପ୍ରକୃତିପ୍ରେମୀ...
ସୋସିଆଲ ମିଡିଆରେ କେବଳ ପାଦର ଫଟୋ ଶେୟାର କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତି ଏହି ମଡେଲ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
କରୋନା ମହାମାରୀ ସମୟରେ ଇଣ୍ଟରନେଟ୍ର ବ୍ୟବହାର ବେଶ୍ ବୃଦ୍ଧି ପାଇଛି। ଆଜିକାଲି ଅଧିକାଂଶ ଲୋକ ସୋସିଆଲ ମିଡିଆରେ ଖାଦ୍ୟ ବ୍ଲଗର୍, ଶିକ୍ଷକ, ଜିମ୍ ବିଶେଷଜ୍ଞ ଆଦି ହୋଇ ଟଙ୍କା ରୋଜଗାର କରୁଛନ୍ତି। ଜର୍ଜିଆ ନାମକ ଜଣେ ଯୁବତୀ ଟଙ୍କା ରୋଜଗାର...
ତ୍ୱଚାରେ ୯ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ
ଓ୍ବାଶିଂଟନ, ୭।୧୦: କରୋନା ମହାମାରୀ ନେଇ ପୃଥିବୀରେ ଲୋକଙ୍କ ମଧ୍ୟରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ତ୍ୱଚାରେ କରୋନା ଭୂତାଣୁ ୯ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରହିପାରେ। ତେବେ ଏହାଦ୍ୱାରା ଫୁସଫୁସ୍ ପ୍ରତି...
ଖୋଲା ଗଲା ୨,୫୦୦ ବର୍ଷ ପୁରୁଣା ମମି
କାଏରୋ, ୭।୧୦: ମିଶରରେ ଏକ ୨,୫୦୦ ବର୍ଷ ପୁରୁଣା ମମିକୁ ଖୋଲା ଯାଇଛି। ସ୍ଥାନୀୟ ପର୍ଯ୍ୟଟନ ଏବଂ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ପୁରାତନ ମମିକୁ ଖୋଲା ଯାଇଛି। ଲୋକଙ୍କ ଉପସ୍ଥିତିରେ ଏହାକୁ ଖୋଲା ଯାଇଛି। ଏବେ ଏହାର ୨୧ ସେକେଣ୍ଡର...
ସୋସିଆଲ୍ ମିଡ଼ିଆରେ ନିର୍ଯାତନା ଭୟ: ଆକାଉଣ୍ଟ୍ ବନ୍ଦ କରୁଛନ୍ତି ଝିଅ ବୋହୂ
ଓ୍ବାଶିଂଟନ, ୭।୧୦: ଦେଶରେ ମହିଳାଙ୍କ ସୁରକ୍ଷା ନେଇ ସରକାରଙ୍କ ପକ୍ଷରୁ ବହୁତ ପଦକ୍ଷେପ ଗ୍ରହଣ କରାଯାଇଛି। ତେବେ ବି ଝିଅ ବୋହୂମାନେ ନିଜକୁ ସୁରକ୍ଷିତ ମନେ କରି ପାରୁ ନାହାନ୍ତି। ରାସ୍ତାଘାଟ କଥା ତ ଛାଡ଼ ଏବେ ଅନ୍ ଲାଇନ୍ରେ...
ବିଶ୍ୱର ସବୁଠୁ ଲମ୍ବା ଗୋଡ ଥିବା ଯୁବତୀ
ଆମେରିକାର ଟେକ୍ସାସରେ ରହୁଥିବା ୧୭ ବର୍ଷୀୟ ମ୍ୟାକି କ୍ୟୁରିନ ନିଜର ଲମ୍ବା ଗୋଡ ଯୋଗୁ ଗିନିଜ ୱାଲର୍ଡ ରେକର୍ଡ ହାସଲ କରିଛନ୍ତି। ୬ ଫୁଟ ୧୦ ଇଞ୍ଚ ଉଚ୍ଚତାର ମ୍ୟାକି ରୁଷିଆର ଏକାତେରିନା ଲିସିନାଙ୍କ ୫୨.୨ ଇଞ୍ଚ୍ ରେକର୍ଡ ଭାଙ୍ଗି...
କରୋନାରେ ମୃତ ୪ଶହ ଲୋକଙ୍କ ଅନ୍ତିମ ସଂସ୍କାର କରିଛନ୍ତି ଏହି ବ୍ୟକ୍ତି
କରୋନା ସମୟରେ ଅନେକ ଘଟଣା ଶୁଣିବାକୁ ମିଳିଛି। ଅନେକ ଲୋକଙ୍କର କାମଧନ୍ଦା ବନ୍ଦ ହୋଇଯାଇଛି ତ ଆଉ କେହି ଶହରରୁ ଜୀବିବା ହରାଇ ଗାଁକୁ ଚାଲିଆସିଛନ୍ତି। ଅଧିକାଂଶ ଲୋକେ ନିଜ ଆତ୍ମୀୟଙ୍କୁ ମଧ୍ୟ ହରାଇବାର ଦୁଃଖ ସହିଛନ୍ତି। ଏହି ଖରାପ...
ପ୍ରତିଦିନ ଗୋଟିଏ ଲେଖାଏ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଥାନ୍ତି ଏହି ମହିଳା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ
ସୁନ୍ଦର ଦେଖାଯିବାକୁ ସମସ୍ତେ ଚାହାନ୍ତି। ଏଥିପାଇଁ ଲୋକେ କିଛି ବି କରିବାକୁ ରାଜି ହୋଇଥାନ୍ତି। ବଜାରରେ ଅନେକ ପ୍ରକାରର ସୌନ୍ଦର୍ଯ୍ୟ ସାମଗ୍ରୀ ମଧ୍ୟ ବିକ୍ରି ହେଉଛି ା ମାତ୍ର କିଛି ଲୋକଙ୍କୁ ଏ ସବୁରେ ଆଦୌ ହେଲେ ଫରକ୍ ପଡ଼ି...
କରୋନା ଲଢ଼େଇରେ ହିରୋ ସାଜିଛନ୍ତି ୧୮୦ ମୌଲବୀ
ମୁମ୍ବାଇ, ୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ୧୮୦ ଜଣ ମୌଲବୀ କରୋନା ଲଢ଼େଇରେ ହିରୋ ସାଜିଛନ୍ତି। ସେମାନେ ଘରଘର ବୁଲି ସଚେତନତା ବାର୍ତ୍ତା ଦେଉଛନ୍ତି। କିଭଳି କରୋନା ସଂକ୍ରମଣରୁ ଦୂରେଇ ରହିହେବ ସେ ନେଇ...
Archives


